ଜିଲ୍ଲା ନ୍ୟାୟପାଳିକାର ରାଷ୍ଟ୍ରୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନର ମୂଳପାଠ
August 31st, 10:30 am
କାର୍ଯ୍ୟକ୍ରମରେ ଉପସ୍ଥିତ ଭାରତର ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ୱାଇ ଚନ୍ଦ୍ରଚୂଡ଼ଜୀ, ଜଷ୍ଟିସ୍ ଶ୍ରୀ ସଞ୍ଜିବ ଖାନ୍ନାଜୀ, ଜଷ୍ଟିସ୍ ବି ଆର ଗଭଇଜୀ, ଦେଶର ଆଇନମନ୍ତ୍ରୀ ଅର୍ଜୁନରାମ ମେଘୱାଲଜୀ, ଆଟର୍ଣ୍ଣି ଜେନେରାଲ ଆର ଭେଙ୍କଟରମଣୀଜୀ, ସୁପ୍ରିମ କୋର୍ଟ ବାର୍ କାଉନସିଲର ଅଧ୍ୟକ୍ଷ ଶ୍ରୀମାନ୍ କପିଳ ସିବଲଜୀ, ବାର୍ କାଉନସିଲ୍ ଅଫ୍ ଇଣ୍ଡିଆର ଅଧ୍ୟକ୍ଷ ଭାଇ ମନନ କୁମାର ମିଶ୍ରଜୀ, ସୁପ୍ରିମ କୋର୍ଟର ସମସ୍ତ ବିଚାରପତିବୃନ୍ଦ, ହାଇକୋର୍ଟର ମୁଖ୍ୟ ବିଚାରପତିଗଣ, ଜିଲ୍ଲା ଜଜବୃନ୍ଦ, ଅନ୍ୟ ମହାନୁଭବଗଣ, ଦେବୀ ଏବଂ ସଜ୍ଜନବୃନ୍ଦ!PM Modi inaugurates National Conference of District Judiciary in New Delhi
August 31st, 10:00 am
PM Modi, addressing the National Conference of District Judiciary, highlighted the pivotal role of the judiciary in India's journey towards a Viksit Bharat. He emphasized the importance of modernizing the district judiciary, the impact of e-Courts in speeding up justice, and reforms like the Bharatiya Nyaya Sanhita. He added that the quicker the decisions in cases related to atrocities against women, the greater will be the assurance of safety for half the population.କେନ୍ଦ୍ରୀୟ ତଦନ୍ତ ବ୍ୟୁରୋର ହୀରକ ଜୟନ୍ତୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
April 03rd, 03:50 pm
କେନ୍ଦ୍ର ମନ୍ତ୍ରିମଣ୍ଡଳର ମୋର ସହଯୋଗୀ ଡକ୍ଟର ଜିତେନ୍ଦ୍ର ସିଂହ ଜୀ, ଜାତୀୟ ସୁରକ୍ଷା ପରାମର୍ଶଦାତା ଶ୍ରୀ ଅଜିତ୍ ଡୋଭାଲ୍ ଜୀ, କ୍ୟାବିନେଟ ସଚିବ, ବ୍ୟୁରୋର ନିର୍ଦେଶକ, ଅନ୍ୟାନ୍ୟ ଅଧିକାରୀଗଣ, ମହିଳାମାନେ ଏବଂ ଭଦ୍ର ଲୋକମାନେ! ଆପଣ ସମସ୍ତଙ୍କୁ ସିବିଆଇର ୬ଠ ବର୍ଷ ପୂର୍ତ୍ତି ଉପଲକ୍ଷେ ହୀରକ ଜୟନ୍ତୀର ଏହି ଅବସରରେ ବହୁତ ବହୁତ ଶୁଭେଚ୍ଛା ।କେନ୍ଦ୍ରୀୟ ତଦନ୍ତ ବ୍ୟୁରୋର ହୀରକ ଜୟନ୍ତୀ ସମାରୋହ ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ
April 03rd, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୩-୦୪-୨୦୨୩) ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ହୀରକ ଜୟନ୍ତୀ ଉଦଘାଟନ କରିଛନ୍ତି । ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଏକ ସଂକଳ୍ପ ବଳରେ ଏପ୍ରିଲ ପହିଲା ୧୯୬୩ ମସିହାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋର ଗଠନ କରାହୋଇଥିଲା ।A Digital India guarantees transparency, effective service delivery and good governance: PM Modi
October 07th, 06:15 pm
PM Narendra Modi today dedicated new campus building of IIT Gandhinagar to the nation and launched Pradhan Mantri Gramin Digital Saksharta Scheme. Speaking at the event, the PM said, Work is underway to spread digital literacy to every part of India, among all age groups and sections of society.ଗାନ୍ଧୀନଗର ଆଇଆଇଟି ରାଷ୍ଟ୍ରକୁ ଲୋକାର୍ପିତ କଲେ ପ୍ରଧାନମନ୍ତ୍ରୀ
October 07th, 06:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଇଆଇଟି, ଗାନ୍ଧୀନଗର ପରିସର କୋଠା ଦେଶବାସୀଙ୍କୁ ସମର୍ପିତ କରିଛନ୍ତି ।Need of the hour is to focus on application of science and technology: PM Modi
May 10th, 12:05 pm
At an event to mark introduction of digital filing as a step towards paperless Supreme Court, PM Narendra Modi emphasized the role of technology. PM urged to put to use latest technologies to provide legal aid to the poor. He added that need of the hour was to focus on application of science and technology.ପେପରମୁକ୍ତ ସୁପ୍ରିମକୋର୍ଟ ପାଇଁ ପ୍ରାରମ୍ଭିକ ପଦକ୍ଷେପ ସ୍ୱରୁପ ଡିଜିଟାଲ୍ ଆବେଦନ କାର୍ଯ୍ୟକ୍ରମରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
May 10th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସୁପ୍ରିମକୋର୍ଟରେ ପେପରମୁକ୍ତ କାର୍ଯ୍ୟ କରିବା ଲାଗି ସୁପ୍ରିମକୋର୍ଟ ୱେବସାଇଟରେ ଇଂଟିଗ୍ରେଟେଡ୍ କେସ୍ ମ୍ୟାନେଜମେଣ୍ଟ ଇନଫରମେସନ୍ ବ୍ୟବସ୍ଥାର ଅପଲୋଡ୍ କରିଥିଲେ ।ଏହି ଅବସରରେ ଉଦ୍ବୋଧନ ଦେଇ ଭାରତର ପ୍ରଧାନ ବିଚାରପତି ଶ୍ରୀ ଜଷ୍ଟିସ୍ ଜେଏସ୍ ଖେହର ଗତ ଏପ୍ରିଲ୍ 2 ତାରିଖରେ ଅନୁଷ୍ଠିତ ଆହ୍ଲାବାଦ ହାଇକୋର୍ଟର 150 ବର୍ଷ ପୂର୍ତ୍ତି ଘଟଣାର ଉଲ୍ଲେଖ କରିଥିଲେ । ସେ କହିଥିଲେ ଯେ ଉପରୋକ୍ତ କାର୍ଯ୍ୟକ୍ରମରେ ଯୋଗ ଦେଇ କୋର୍ଟ କାର୍ଯ୍ୟକୁ ଅଧିକ ସହଜ କରିବା ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଟେକ୍ନୋଲଜି ବ୍ୟବହାର କରିବା ଲାଗି ଜୋର ଦେଇଥିଲେ ।Text of PM's remarks at Joint Conference of Chief Ministers of States and Chief Justices of High Courts
April 05th, 06:05 pm
Text of PM's remarks at Joint Conference of Chief Ministers of States and Chief Justices of High Courts