PM Modi attends News18 Rising Bharat Summit

March 20th, 08:00 pm

Prime Minister Narendra Modi attended and addressed News 18 Rising Bharat Summit. At this time, the heat of the election is at its peak. The dates have been announced. Many people have expressed their opinions in this summit of yours. The atmosphere is set for debate. And this is the beauty of democracy. Election campaigning is in full swing in the country. The government is keeping a report card for its 10-year performance. We are charting the roadmap for the next 25 years. And planning the first 100 days of our third term, said PM Modi.

ଆମେରିକାର ଅଗ୍ରଣୀ ବୃତ୍ତିଗତଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

June 24th, 07:28 am

ୟୁଏସ୍‌-ଇଣ୍ଡିଆ ଷ୍ଟ୍ରାଟେଜିକ୍ ପାର୍ଟନରସିପ୍ ଫୋରମ(ୟୁଏସଆଇଏସପିଏଫ୍‌) ଦ୍ୱାରା ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଆମେରିକାର ବିଦେଶ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କେନ୍ ମଧ୍ୟ ଏଥିରେ ଉପସ୍ଥିତ ଥିଲେ ।

୭୫ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟର ପ୍ରମୁଖ ବିଷୟ

August 15th, 03:02 pm

ଆଜାଦୀ କା ଅମୃତ ମହୋତ୍ସବ, ୭୫ତମ ସ୍ୱାଧୀନତା ଦିବସ ଅବସରରେ ଆପଣ ସମସ୍ତଙ୍କୁ ଏବଂ ସମଗ୍ର ବିଶ୍ୱରେ ଭାରତକୁ ତଥା ଗଣତନ୍ତ୍ରକୁ ଭଲ ପାଉଥିବା ସମସ୍ତ ବ୍ୟକ୍ତିଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ।

୭୫ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ

August 15th, 07:38 am

ସ୍ୱାଧୀନତାର ଅମୃତ ମହୋତ୍ସବ, ୭୫ତମ ସ୍ୱାଧୀନତା ଦିବସ ଅବସରରେ ଆପଣମାନଙ୍କୁ, ସମସ୍ତଙ୍କୁ ଏବଂ ବିଶ୍ୱବ୍ୟାପୀ ଭାରତକୁ ଶ୍ରଦ୍ଧା କରୁଥିବା, ଲୋକତନ୍ତ୍ରକୁ ଭଲ ପାଉଥିବା ସମସ୍ତଙ୍କୁ ବହୁତ ବହୁତ ଶୁଭକାମନା ।

ଭାରତ 75 ତମ ସ୍ୱାଧୀନତା ଦିବସ ପାଳନ କରିଛି

August 15th, 07:37 am

ଭାରତ 75ତମ ସ୍ୱାଧୀନତା ଦିବସ ପାଳନ କରିଛି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲାଲକିଲ୍ଲା ପ୍ରାଚୀରରୁ ଦେଶକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ସରକାରଙ୍କ ସଫଳତାର ତାଲିକା ଉଲ୍ଲେଖ କରିଛନ୍ତି ଏବଂ ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିଛନ୍ତି । ସେ ତାଙ୍କର ଲୋକପ୍ରିୟ ସ୍ଲୋଗାନ ସବକା ସାଥ, ସବକା ବିକାଶ ଏବଂ ସବକା ବିଶ୍ୱାସରେ ଯୋଗ କରିଛନ୍ତି ସବକା ପ୍ରୟାସ ।

ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ)ର ବାର୍ଷିକ ସମ୍ମିଳନୀ ୨୦୨୧ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 11th, 06:52 pm

ଭାରତର ପ୍ରଗତିକୁ ତ୍ୱରାନ୍ୱିତ କରୁଥିବା ଶିଳ୍ପଜଗତର ସମସ୍ତ ମହାନ୍ ବ୍ୟକ୍ତିମାନଙ୍କୁ, ସିଆଇଆଇର ସମସ୍ତ ସଦସ୍ୟବୃନ୍ଦଙ୍କୁ ମୋର ନମସ୍କାର । କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ବରିଷ୍ଠ ସହଯୋଗୀଗଣ, ସିଆଇଆଇର ସଭାପତି ଶ୍ରୀ ଟି . ବି. ନରେନ୍ଦ୍ରନ ମହୋଦୟ, ଉଦ୍ୟୋଗ ଜଗତର ସମସ୍ତ ନେତୃବୃନ୍ଦ, ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଅନେକ ଦେଶର କୂଟନୀତିଜ୍ଞଗଣ, ବିଭିନ୍ନ ଦେଶରେ ନିଯୁକ୍ତ ଭାରତର ରାଷ୍ଟ୍ରଦୂତମାନେ ଭଦ୍ରବ୍ୟକ୍ତି ଓ ଭଦ୍ରମହିଳାମାନେ!

ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ)ର ବାର୍ଷିକ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

August 11th, 04:30 pm

ସମାବେଶରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ସିଆଇଆଇର ଏହି ବୈଠକ ସ୍ୱାଧୀନତାର 75ତମ ଦିବସ ଅବ୍ୟବହିତ ପୂର୍ବରୁ ଆୟୋଜିତ ହେଉଥିବା ଆଜାଦୀ କା ଅମ୍ରିତ ମହୋତ୍ସବ ସମୟରେ ଅନୁଷ୍ଠିତ ହେଉଛି। ସେ କହିଥିଲେ ଯେ ଭାରତୀୟ ଉଦ୍ୟୋଗ ଜଗତ ପାଇଁ ନୂତନ ସଂକଳ୍ପ ଓ ନୂତନ ଲକ୍ଷ୍ୟ ନିର୍ଦ୍ଧାରଣ କରିବା ନିମନ୍ତେ ଏହାକ ଏକ ସୁବର୍ଣ୍ଣ ସୁଯୋଗ। ସେ ଆହୁରି କହିଥିଲେ ଯେ ଆତ୍ମନିର୍ଭର ଭାରତ ଲକ୍ଷ୍ୟ ହାସଲ ଦିଗରେ ଭାରତୀୟ ଉଦ୍ୟୋଗ ଜଗତର ଏକ ପ୍ରମୁଖ ଭୂମିକା ରହିଛି। ମହାମାରୀ ସମୟରେ ଉଦ୍ୟୋଗ ଜଗତର ସହନଶୀଳତା ପାଇଁ ପ୍ରଧାନମନ୍ତ୍ରୀ ସେମାନଙ୍କୁ ପ୍ରଶଂସା କରିଥିଲେ।

ସ୍ୱତନ୍ତ୍ର ଇସ୍ପାତ ଲାଗି ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ (ପିଏଲଆଇ) ଯୋଜନାକୁ କ୍ୟାବିନେଟ ମଞ୍ଜୁରି

July 22nd, 03:49 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ସ୍ୱତନ୍ତ୍ର ଇସ୍ପାତ (ସ୍ପେସିଆଲିଟି ଷ୍ଟିଲ୍) ଲାଗି ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ (ପିଏଲଆଇ) ଯୋଜନାକୁ ଅନୁମୋଦନ କରିଛନ୍ତି। ଏହି ଯୋଜନାର ଅବଧି ବର୍ଷ 2023-24 ଠାରୁ 2027-28 ପର୍ଯ୍ୟନ୍ତ ପାଞ୍ଚ ବର୍ଷ ଲାଗି ହେବ।

ସୋସିଆଲ ମିଡିଆ କର୍ଣ୍ଣର 5 ନଭେମ୍ବର 2016

November 05th, 07:58 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟ ର ପ୍ରତିଦିନ ଡୋଜ । ଗଭରନାନ୍ସ ରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ

Social Media Corner 10th September

September 10th, 11:58 pm

Your daily does of governance updates from Social Media. Your tweets on governance get featured here daily. Keep reading and sharing!