ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏଣ୍ଟିଗଗୁଆ ଓ ବାରବୁଡାର ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ
November 21st, 09:37 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦ ନଭେମ୍ବରରେ ଗୁୟାନାର ଜର୍ଜଟାଉନ୍ରେ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅବସରରେ ଏଣ୍ଟିଗୁଆ ଏବଂ ବାରବୁଡା ପ୍ରଧାନମନ୍ତ୍ରୀ ଶ୍ରୀ ଗ୍ୟାସ୍ଟନ୍ ବ୍ରାଉନ୍ଙ୍କ ସହ ସାକ୍ଷାତ କରିଥିଲେ ।ମିଳିତ ବିବୃତି: ଭାରତ-ଅଷ୍ଟ୍ରେଲିଆ ଦ୍ଵିତୀୟ ବାର୍ଷିକ ଶିଖର ସମ୍ମିଳନୀ
November 19th, 11:22 pm
୧୯ନଭେମ୍ବର ୨୦୨୪ରେ ରିଓ ଡି ଜେନେରିଓ ଠାରେ ଗ୍ରୁପ୍ ଅଫ୍ ୨୦ (ଜି-୨୦) ଶିଖର ସମ୍ମିଳନୀ ଅବସରରେ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିସଙ୍କ ଉପସ୍ଥିତିରେ ଦ୍ୱିତୀୟ ଭାରତ-ଅଷ୍ଟ୍ରେଲିଆ ବାର୍ଷିକ ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ୨୦୨୫ରେଭାରତ-ଅଷ୍ଟ୍ରେଲିଆ ବ୍ୟାପକ ରଣନୈତିକ ଭାଗିଦାରୀର ପଞ୍ଚମ ବାର୍ଷିକୀ ପୂର୍ବରୁ ଉଭୟ ପ୍ରଧାନମନ୍ତ୍ରୀ ଜଳବାୟୁ ପରିବର୍ତ୍ତନ ଏବଂ ଅକ୍ଷୟ ଶକ୍ତି, ବାଣିଜ୍ୟ ଏବଂ ନିବେଶ, ପ୍ରତିରକ୍ଷା ଏବଂ ନିରାପତ୍ତା, ଶିକ୍ଷା ଏବଂ ଗବେଷଣା,ଦକ୍ଷତା, ଗତିଶୀଳତା, ବିଜ୍ଞାନ ଏବଂପ୍ରଯୁକ୍ତି ବିଦ୍ୟା ଏବଂବହୁପାକ୍ଷିକ ସହଯୋଗ ଭଳି ଆଞ୍ଚଳିକ ପ୍ରସଙ୍ଗରେ ଆଲୋଚନା କରିଥିଲେ।ସାମାଜିକ ଓ ସାଂସ୍କୃତିକ ସମ୍ପର୍କ ଏବଂ ଲୋକଙ୍କ ମଧ୍ୟରେ ସମ୍ପର୍କ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କକୁ ସୁଦୃଢ଼ କରିବାଦିଗରେ ସେ ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି ବିଷୟରେ ସେ ଉଲ୍ଲେଖ କରିଥିଲେ ।ମାଳଦ୍ୱୀପ ରାଷ୍ଟ୍ରପତି ମହାମହିମ ମହମ୍ମଦ ମୁଇଜୁଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମିଳିତ ପ୍ରେସ୍ ବିବୃତ
October 07th, 12:25 pm
ସର୍ବପ୍ରଥମେ ମୁଁ ରାଷ୍ଟ୍ରପତି ମୁଇଜ୍ଜୁ ଏବଂ ତାଙ୍କ ସହିତ ଆସିଥିବା ପ୍ରତିନିଧି ମଣ୍ଡଳକୁ ହାର୍ଦ୍ଦିକ ସ୍ୱାଗତ କରୁଛି।ଭିଏତନାମ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ୍ ବିବୃତି (ଅଗଷ୍ଟ ୦୧, ୨୦୨୪)
August 01st, 12:30 pm
ମୁଁ ପ୍ରଧାନମନ୍ତ୍ରୀ ଫାମ୍ ମିଙ୍ଗ ଚିଙ୍ଗ ଏବଂ ତାଙ୍କ ପ୍ରତିନିଧି ଦଳକୁ ଭାରତକୁ ସ୍ୱାଗତ କରୁଛି। ସର୍ବ ପ୍ରଥମେ ମୁଁ ସମସ୍ତ ଭାରତୀୟଙ୍କ ତରଫରୁ ସାଧାରଣ ସମ୍ପାଦକ, ନ୍ୟୁୟେନ ଫୁ ଚୋଙ୍ଗଙ୍କ ବିୟୋଗରେ ଗଭୀର ସମବେଦନା ଜଣାଇବାକୁ ଚାହୁଁଛି।ବ୍ରିଟେନ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବାରୁ କିଏର ଷ୍ଟାର୍ମରଙ୍କୁ ଅଭିନନ୍ଦନ ଜଣାଇବା ସହ କଥା ହେଲେ ପ୍ରଧାନମନ୍ତ୍ରୀ
July 06th, 03:02 pm
ବ୍ରିଟେନର ପ୍ରଧାନମନ୍ତ୍ରୀ କିଏର ଷ୍ଟାର୍ମରଙ୍କ ସହ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କଥା ହୋଇଛନ୍ତି । ବ୍ରିଟେନର ପ୍ରଧାନମନ୍ତ୍ରୀ ଦାୟିତ୍ୱ ନେଇଥିବାରୁ ଏବଂ ଲେବର ପାର୍ଟିର ବିପୁଳ ବିଜୟ ପାଇଁ ପ୍ରଧାନମନ୍ତ୍ରୀ ତାଙ୍କୁ ଅଭିନନ୍ଦନ ଜଣାଇଥିଲେ ।ବ୍ରିଟେନ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାର୍ତ୍ତାଳାପ
March 12th, 08:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରିଟେନର ପ୍ରଧାନମନ୍ତ୍ରୀ ମାନନୀୟ ରିଷି ସୁନକଙ୍କ ସହ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି ।When it comes to disruption, development & diversification everybody can agree that this is India's time: PM Modi
February 09th, 08:30 pm
Prime Minister Narendra Modi addressed the ET Now Global Business Summit 2024 at Hotel Taj Palace in New Delhi. The Prime Minister highlighted the significance of the theme of ‘Disruption, Development and Diversification chosen by the Global Business Summit 2024. “When it comes to disruption, development and persification, everybody can agree that this is India’s time”, the PM remarked noting the growing trust towards India in the world.ଇଟି ନାଓ ବିଶ୍ୱସ୍ତରୀୟ ବ୍ୟାବସାୟିକ ଶିଖର ସମ୍ମିଳନୀ ୨୦୨୪ କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
February 09th, 08:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ହୋଟେଲ ତାଜ ପ୍ୟାଲେସ ଠାରେ ଇଟି ନାଓ ବିଶ୍ୱସ୍ତରୀୟ ବ୍ୟାବସାୟିକ ଶିଖର ସମ୍ମିଳନୀ ୨୦୨୪କୁ ସମ୍ବୋଧିତ କରିଛନ୍ତି ।ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ ବିବୃତ୍ତି
March 10th, 12:50 pm
ସର୍ବପ୍ରଥମେ, ମୁଁ ଭାରତ ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ଆଲବାନିଜ୍ଙ୍କୁ ହାର୍ଦ୍ଦିକ ସ୍ୱାଗତ କରୁଛି । ଗତ ବର୍ଷ ଉଭୟ ଦେଶ ପ୍ରଧାନମନ୍ତ୍ରୀ ସ୍ତରରେ ବାର୍ଷିକ ସମ୍ମିଳନୀ କରିବାକୁ ନିଷ୍ପତ୍ତି ନେଇଥିଲେ । ପ୍ରଧାନମନ୍ତ୍ରୀ ଆଲବାନିଜ୍ଙ୍କ ଏହି ଗସ୍ତ ସହିତ ଏହି ପର୍ଯ୍ୟାୟର ଆରମ୍ଭ ହୋଇଛି । ସେ ହୋଲି ଦିନ ଭାରତରେ ପହଞ୍ଚିଥିଲେ ଏବଂ ଏହା ପରେ ଆମେ କ୍ରିକେଟ୍ ପଡ଼ିଆରେ ଏକାଠି କିଛି ସମୟ ବିତାଇଥିଲୁ । ରଙ୍ଗ, ସଂସ୍କୃତି ଏବଂ କ୍ରିକେଟର ଏହି ଉତ୍ସବ, ଏକ ପ୍ରକାରରେ, ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବନ୍ଧୁତ୍ୱର ଉତ୍ସାହ ଏବଂ ଆବେଗର ଏକ ପ୍ରତୀକ।ଭାରତ ସହ ମୁକ୍ତ ବାଣିଜ୍ୟ ରାଜିନାମାକୁ ଅଷ୍ଟ୍ରେଲିଆ ସଂସଦର ଅନୁମୋଦନ
November 22nd, 07:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଅଷ୍ଟ୍ରେଲିଆ ସଂସଦରେ ଭାରତ ସହ ମୁକ୍ତ ବାଣିଜ୍ୟ ରାଜିନାମା ଅନୁମୋଦିତ ହୋଇଥିବାରୁ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିଜଙ୍କୁ ଧନ୍ୟବାଦ ଜଣାଇଛନ୍ତି ।For us, MSME means- Maximum Support to Micro Small and Medium Enterprises: PM Modi
June 30th, 10:31 am
PM Modi participated in the ‘Udyami Bharat’ programme. To strengthen the MSME sector, in the last eight years, the Prime Minister said, the government has increased the budget allocation by more than 650%. “For us, MSME means - Maximum Support to Micro Small and Medium Enterprises”, the Prime Minister stressed.PM participates in ‘Udyami Bharat’ programme
June 30th, 10:30 am
PM Modi participated in the ‘Udyami Bharat’ programme. To strengthen the MSME sector, in the last eight years, the Prime Minister said, the government has increased the budget allocation by more than 650%. “For us, MSME means - Maximum Support to Micro Small and Medium Enterprises”, the Prime Minister stressed.ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ଭାରତ - ଅଷ୍ଟ୍ରେଲିଆ ଅର୍ଥନୀତିକ ସହଯୋଗ ଏବଂ ବାଣିଜ୍ୟ ରାଜିନାମା “ଇଣ୍ଡସ୍ ଏକ୍ଟା” ସ୍ୱାକ୍ଷରିତ
April 02nd, 10:00 am
ଭାରତ - ଅଷ୍ଟ୍ରେଲିଆ ଅର୍ଥନୀତିକ ସହଯୋଗ ଏବଂ ବାଣିଜ୍ୟ ରାଜିନାମା (ଇଣ୍ଡସ୍ ଏକ୍ଟା) ଭାରତ ସରକାରଙ୍କ କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପ, ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଂଟନ ଏବଂ ବୟନ ମନ୍ତ୍ରୀ ଶ୍ରୀ ପୀୟୁଷ ଗୋୟଲ ଏବଂ ଅଷ୍ଟ୍ରେଲିଆ ସରକାରଙ୍କ ବାଣିଜ୍ୟ, ପର୍ଯ୍ୟଟନ ଏବଂ ନିବେଶ ମନ୍ତ୍ରୀ ଶ୍ରୀ ଡାନ୍ ତେହାନ୍ଙ୍କ ଦ୍ୱାରା ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଅଷ୍ଟ୍ରେଲିଆର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ସ୍କର୍ଟ ମୋରିସନ୍ଙ୍କ ଉପସ୍ଥିତିରେ ଆଜି ଏକ ଆଭାସୀ ଉତ୍ସବରେ ସମ୍ପନ୍ନ ହୋଇଯାଇଛି ।ଭାରତ-ବ୍ରିଟେନ ଭର୍ଚୁଆଲ ଶିଖର ସମ୍ମିଳନୀ
May 04th, 06:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ବ୍ରିଟେନ ପ୍ରଧାନମନ୍ତ୍ରୀ ମାନନୀୟ ବୋରିସ ଜନସନଙ୍କ ମଧ୍ୟରେ ଆଜି ଏକ ଭର୍ଚୁଆଲ ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।