ମଧ୍ୟପ୍ରଦେଶର ଭୋପାଳ ଠାରେ ଦେଶ ଉଦେଶ୍ୟରେ ବିଭିନ୍ନ ରେଳ ପ୍ରକଳ୍ପଗୁଡ଼ିକର ଉତ୍ସର୍ଗୀକରଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
November 16th, 01:23 pm
ଉତ୍ତର ପ୍ରଦେଶର ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ ଜୀ, ଉତ୍ତର ପ୍ରଦେଶର ଉତ୍ସାହୀ, ତେଜସ୍ୱୀ ଏବଂ କର୍ମଯାଗୀ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, ୟୁପିର ଭାଜପା ଅଧ୍ୟକ୍ଷ ଶ୍ରୀ ଖତଂତ୍ର ଦେବ ଜୀ, ୟୁପି ସରକାରଙ୍କ ମନ୍ତ୍ରୀ ଶ୍ରୀ ଜୟ ପ୍ରତାପ ସିଂହ ଜୀ, ଶ୍ରୀ ଧର୍ମବୀର ପ୍ରଜାପତି ଜୀ, ସଂସଦରେ ଥିବା ମୋର ସାଥି ଭଉଣୀ ମେନକା ଗାନ୍ଧି ଜୀ, ଅନ୍ୟ ଜନ-ପ୍ରତିନିଧିଗଣ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ ।ପୂର୍ବାଞ୍ଚଳ ଏକ୍ସପ୍ରେସ୍ୱେର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
November 16th, 01:19 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏଠାରେ ପୂର୍ବାଞ୍ଚଳ ଏକ୍ସପ୍ରେସୱେର ଶୁଭ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ସୁଲତାନପୁର ଜିଲ୍ଳାର ଏକ୍ସପ୍ରେସୱେରେ ଦୀର୍ଘ ୩.୨ କିଲୋମିଟର ଦୀର୍ଘ ଏୟାରଷ୍ଟ୍ରୀପ୍ରେ ଭାରତୀୟ ବାୟୁସେନାର ଚିତ୍ତାକର୍ଷକ ବିମାନ ଉଡ଼ାଣ ପ୍ରଦର୍ଶନକୁ ମଧ୍ୟ ପ୍ରଧାନମନ୍ତ୍ରୀ ଉପଭୋଗ କରିଛନ୍ତି ।ଯୁବ ଉଦ୍ଭାବକ, ଷ୍ଟାର୍ଟ-ଅପ ଉଦ୍ୟୋଗୀଙ୍କ ସହ ଭିଡିଓ ବ୍ରିଜ ଜରିଆରେ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
June 06th, 11:15 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବ୍ରିଜ କାର୍ଯ୍ୟକ୍ରମ ଜରିଆରେ ଦେଶର ବିଭିନ୍ନ ସ୍ଥାନରେ ଥିବା ଯୁବ ଉଦ୍ଭାବକ ଏବଂ ଷ୍ଟାର୍ଟ ଅପ ଉଦ୍ୟୋଗୀମାନଙ୍କ ସହ ଆଲୋଚନା କରିଛନ୍ତି । ବିଭିନ୍ନ ସରକାରୀ କାର୍ଯ୍ୟକ୍ରମର ହିତାଧିକାରୀମାନଙ୍କ ସହ ଭିଡିଓ ବ୍ରିଜ ଜରିଆରେ ମତ ବିନିମୟ କରିବା – ପ୍ରଧାନମନ୍ତ୍ରୀଙ୍କ ଏହା ଚତୁର୍ଥ କାର୍ଯ୍ୟକ୍ରମ ।କର୍ଣ୍ଣାଟକ ବିଜେପି କୃଷକ ମୋର୍ଚ୍ଚାର କର୍ମକର୍ତ୍ତାମାନଙ୍କୁ ପ୍ରଧାନମନ୍ତ୍ରୀ ମତ ବିନିମୟ କରିଛନ୍ତି
May 02nd, 10:08 am
'ନରେନ୍ଦ୍ର ମୋଦୀ ଆପ ' ଜରିଆରେ ଆଜି ବିଜେପିର କୃଷକ ମୋର୍ଚ୍ଚା କର୍ମକର୍ତ୍ତାମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ କେନ୍ଦ୍ର ସରକାରଙ୍କ ବିଭିନ୍ନ କୃଷକ ଅନୁକୂଳ ପଦକ୍ଷେପ ଏବଂ କିପରି କେନ୍ଦ୍ର ସରକାରଙ୍କ ଦ୍ଵାରା କରାଯାଇଥିବା ପ୍ରୟାସରୁ ବ୍ୟାପକ ମାତ୍ରାରେ କୃଷକମାନେ ଲାଭାନ୍ଵିତ ହୋଇଛନ୍ତି ସେ ଉପରେ ବିଶେଷ ଭାବେ ଉଲ୍ଲେଖ କରିଥିଲେ ।କର୍ଣ୍ଣାଟକରେ ଆଜି ନିର୍ବାଚନ ପ୍ରଚାର କରିବା ସମୟରେ ପ୍ରଧାନମନ୍ତ୍ରୀ ମୋଦୀ କଂଗ୍ରେସ ଦଳର କଡ଼ା ସମାଲୋଚନା କରି କହିଲେ ଯେ ବିଜେପି ନିର୍ବାଚନରେ ଉନ୍ନତ ପ୍ରଦର୍ଶନ କରିବ । ପ୍ରଧାନମନ୍ତ୍ରୀ ମୋଦୀ କହିଲେ ଯେ ଏହି ନିର୍ବାଚନ ବିଜେପିର ଲୋକମାନଙ୍କ ବିକାଶର ରାଜନୀତି ବନାମ କଂଗ୍ରେସର ପାରିବାରିକ ରାଜନୀତିକୁ ନେଇ ହେବ ।
May 02nd, 10:07 am
'ନରେନ୍ଦ୍ର ମୋଦୀ ଆପ ' ଜରିଆରେ ଆଜି ବିଜେପିର କୃଷକ ମୋର୍ଚ୍ଚା କର୍ମକର୍ତ୍ତାମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ କେନ୍ଦ୍ର ସରକାରଙ୍କ ବିଭିନ୍ନ କୃଷକ ଅନୁକୂଳ ପଦକ୍ଷେପ ଏବଂ କିପରି କେନ୍ଦ୍ର ସରକାରଙ୍କ ଦ୍ଵାରା କରାଯାଇଥିବା ପ୍ରୟାସରୁ ବ୍ୟାପକ ମାତ୍ରାରେ କୃଷକମାନେ ଲାଭାନ୍ଵିତ ହୋଇଛନ୍ତି ସେ ଉପରେ ବିଶେଷ ଭାବେ ଉଲ୍ଲେଖ କରିଥିଲେ ।‘କୃଷି 2022 : କୃଷକଙ୍କ ଦ୍ୱିଗୁଣ ଉପାର୍ଜନ’ ସଂକ୍ରାନ୍ତ ଜାତୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (20.02.2018)
February 20th, 05:47 pm
ସମଗ୍ର ଦେଶରୁ ଆସିଥିବା ବୈଜ୍ଞାନିକଗଣ, ଚାଷୀ ଭାଇ ଓ ଏଠାରେ ଉପସ୍ଥିତ ସମସ୍ତ ମହାନୁଭବ । ଆମେ ସମସ୍ତେ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଅତି ଗମ୍ଭୀର ଓ ବହୁତ ଜରୁରୀ ପ୍ରସଙ୍ଗରେ ମନ୍ଥନ କରିବା ପାଇଁ ଏଠି ଏକଜୁଟ ହୋଇଛେ ।“କୃଷି-2022: କୃଷକଙ୍କ ଆୟ ଦ୍ୱିଗୁଣିତ କରିବା” ଶୀର୍ଷକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
February 20th, 05:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ପୁସାସ୍ଥିତ ଏନଏଏସି କମ୍ପ୍ଲେକ୍ସ ପରିସରରେ ଆୟୋଜିତ ହୋଇଥିବା “କୃଷି-2022 : କୃଷକଙ୍କ ଆୟ ଦ୍ୱିଗୁଣିତ କରିବା” ସମ୍ମିଳନୀରେ ଯୋଗ ଦେଇଥିଲେ ।125 crore Indians are our high command, says PM Narendra Modi
December 04th, 08:05 pm
Prime Minister Narendra Modi today attacked the Congress party for defaming Gujarat. He said that Congress cannot tolerate or accept leaders from Gujarat and hence always displayed displeasure towards them and the people of the state.