ଗୁଜରାଟର ଗାନ୍ଧୀନଗରରେ ଭାଇବ୍ରେଣ୍ଟ ଗୁଜରାଟ ସମ୍ମିଳନୀ ୨୦୨୪ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 10th, 10:30 am

ମୋଜାମ୍ବିକ୍ର ରାଷ୍ଟ୍ରପତି ମହାମହିମ ଶ୍ରୀ ଫିଲିପ ନ୍ୟୁସି; ମହାମହିମ ଶ୍ରୀ ରାମୋସ୍-ହୋର୍ଟା, ତିମୋର-ଲେଷ୍ଟର ସଭାପତି; ଚେନକ୍ ରିପବ୍ଲିକ୍ ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ପେଟର ଫିଆଲା; ଗୁଜୁରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ; ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ରଭାଇ ପଟେଲ; ଦେଶ ଓ ବିଦେଶରୁ ବିଶିଷ୍ଟ ଅତିଥି; ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି; ଭଦ୍ର ମହିଳା ଓ ପୁରୁଷ ମାନେ !

ଭାଇବ୍ରାଣ୍ଟ ଗୁଜରାଟ ବୈଶ୍ୱିକ ଶିଖର ସମ୍ମିଳନୀର ଦଶମ ସଂସ୍କରଣକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

January 10th, 09:40 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିର ଠାରେ ଭାଇବ୍ରାଣ୍ଟ ଗୁଜରାଟ ବୈଶ୍ୱିକ ଶିଖର ସମ୍ମିଳନୀ ୨୦୨୪ର ଦଶମ ସଂସ୍କରଣକୁ ଉଦଘାଟନ କରିଛନ୍ତି । ଚଳିତ ବର୍ଷ ନିମନ୍ତେ ସମ୍ମିଳନୀର ବିଷୟବସ୍ତୁ ହେଉଛି 'ଗେଟ୍ ୱେ ଟୁ ଦି ଫ୍ୟୁଚର’ ('ଭବିଷ୍ୟତର ପ୍ରବେଶ ଦ୍ୱାର' ) ଏବଂ ଏଥିରେ ୩୪ଟି ଅଂଶୀଦାର ଦେଶ ଏବଂ ୧୬ଟି ଅଂଶୀଦାର ସଂଗଠନ ଅଂଶଗ୍ରହଣ କରିଛନ୍ତି । ଉତ୍ତର - ପୂର୍ବାଞ୍ଚଳ ବିକାଶ ମନ୍ତ୍ରଣାଳୟ ଏହି ଶିଖର ସମ୍ମିଳନୀକୁ ଉତ୍ତର - ପୂର୍ବାଞ୍ଚଳରେ ପୁଞ୍ଜି ନିବେଶ ସୁଯୋଗ ପ୍ରଦର୍ଶନ କରିବା ପାଇଁ ଏକ ପ୍ଲାଟଫର୍ମ ଭାବେ ବ୍ୟବହାର କରୁଛି ।

G-20 ଭର୍ଚୁଆଲ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦଯାପନୀ ବକ୍ତବ୍ୟ (ନଭେମ୍ବର ୨୨, ୨୦୨୩)

November 22nd, 09:39 pm

ମୁଁ ପୁଣି ଥରେ ଆପଣ ସମସ୍ତଙ୍କ ମୂଲ୍ୟବାନ ମତାମତକୁ ପ୍ରଶଂସା କରୁଛି । ଆପଣମାନେ ଖୋଲା ମନରେ ଯେଉଁ କଥା ହୋଇଛନ୍ତି ସେଥିପାଇଁ ମୁଁ ଆପଣ ସମସ୍ତଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି ।

G-20 ଭର୍ଚୁଆଲ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦଘାଟନୀ ବକ୍ତବ୍ୟ

November 22nd, 06:37 pm

ମୋର ନିମନ୍ତ୍ରଣକୁ ସ୍ୱୀକାର କରି ଆଜି ଏହି ଶିଖର ସମ୍ମିଳନୀରେ ଯୋଗ ଦେଇଥିବାରୁ ମୁଁ ଆପଣ ସମସ୍ତଙ୍କୁ ଧନ୍ୟବାଦ ଜଣାଉଛି । 140 କୋଟି ଭାରତୀୟଙ୍କ ତରଫରୁ ଆପଣ ସମସ୍ତଙ୍କୁ ହାର୍ଦ୍ଦିକ ସ୍ୱାଗତ ।

ଭାରତର ଜି-୨ଠ ନେତୃତ୍ୱ ପାଇଁ ଲୋଗୋ, ଥିମ ଏବଂ ୱେବସାଇଟର ଉନ୍ମୋଚନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ

November 08th, 07:31 pm

ମୋର ପ୍ରିୟ ଦେଶବାସୀ ଏବଂ ବିଶ୍ୱ ସମୁଦାୟର ସମସ୍ତ ପରିବାରଗଣ, କିଛି ଦିନ ପରେ, ଡିସେମ୍ବର ପହିଲାରୁ ଭାରତ, ଜି-୨ଠର ଅଧ୍ୟକ୍ଷତା କରିବ । ଭାରତ ପାଇଁ ଏହା ଏକ ଐତିହାସିକ ଅବସର ଅଟେ । ଆଜି ଏହି ସଂଦର୍ଭରେ ଏହି ସମ୍ମିଳନୀର ୱେବସାଇଟ, ଥିମ ଏବଂ ଲୋଗୋକୁ ଉନ୍ମୋଚନ କରାଯାଇଛି । ମୁଁ ସମସ୍ତ ଦେଶବାସୀଙ୍କୁ ଏହି ଅବସରରେ ବହୁତ ବହୁତ ଶୁଭେଚ୍ଛା ଜଣାଉଛି ।

ଭାରତର ଜି-୨ଠ ସଭାପତିତ୍ୱ ଅବସରରେ ଏହାର ଲୋଗୋ ଓ ୱେବସାଇଟକୁ ଆଭାସୀ ଜରିଆରେ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

November 08th, 04:29 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (ଠ୮-୧୧-୨ଠ୨୨) ଆଭାସୀ ମାଧ୍ୟମରେ ଜି-୨ଠରେ ଭାରତ ଅଧ୍ୟକ୍ଷତାରେ ଲୋଗୋ, ବାର୍ତ୍ତା ଓ ୱେବସାଇଟ ଉନ୍ମୋଚନ କରିଛନ୍ତି ।