ଗାନ୍ଧୀ ଶାନ୍ତି ପୁରସ୍କାର ୨୦୨୧ ପାଇଁ ଗୋରଖପୁର ଗୀତା ପ୍ରେସକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
June 18th, 09:03 pm
ଗାନ୍ଧୀ ଶାନ୍ତି ପୁରସ୍କାର ୨୦୨୧ ପାଇଥିôବା ଗୋରଖପୁର ଗୀତା ପ୍ରେସକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ବାଂଲାଦେଶର ଜାତୀୟ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 26th, 04:26 pm
PM Modi took part in the National Day celebrations of Bangladesh in Dhaka. He awarded Gandhi Peace Prize 2020 posthumously to Bangabandhu Sheikh Mujibur Rahman. PM Modi emphasized that both nations must progress together for prosperity of the region and and asserted that they must remain united to counter threats like terrorism.ଜାତୀୟ ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନ
March 26th, 04:24 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ଦୁଇ ଦିନିଆ ବାଂଲାଦେଶ ଗସ୍ତ ଅବସରରେ ବାଂଲାଦେଶ ସ୍ୱାଧୀନତାର ସୁବର୍ଣ୍ଣଜୟନ୍ତୀ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ବାଂଲାଦେଶ ରାଷ୍ଟ୍ରପତି, ମହାମହିମ ମହମ୍ମଦ ଅବଦୁଲ ହମିଦ, ବାଂଲାଦେଶର ପ୍ରଧାନମନ୍ତ୍ରୀ, ମାନ୍ୟବର ଶେଖ ହସିନା; ଶେଖ୍ ମୁଜିବୁର ରହମାନଙ୍କ ସାନ ଝିଅ ଶେଖ ରେହାନା; ମୁଜିବ ବୋରଶୋ ଉତ୍ସବ ପାଇଁ ଜାତୀୟ କାର୍ଯ୍ୟକାରିତା କମିଟିର ମୁଖ୍ୟ ସଂଯୋଜକ ଡକ୍ଟର କମଲ ଅବଦୁଲ ନାସିର ଚୌଧୁରୀ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ସହ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମ ତେଜଗାଓଁର ଜାତୀୟ ପ୍ୟାରେଡ ସ୍କୋୟାରରେ ହୋଇଥିଲା । ଏହା ସହ ବାଂଲାଦେଶର ଜାତୀୟ ପିତା ବଙ୍ଗବନ୍ଧୁ ଶେଖ ମୁଜିବୁର ରହମାନଙ୍କ ଜନ୍ମ ଶତବାର୍ଷିକୀକୁ ସ୍ମରଣ କରିଥିଲା ।2020 ପାଇଁ ଗାନ୍ଧୀ ଶାନ୍ତି ପୁରସ୍କାର ଘୋଷଣା
March 22nd, 09:37 pm
2020 ବର୍ଷ ପାଇଁ ଗାନ୍ଧୀ ଶାନ୍ତି ପୁରସ୍କାର ବଙ୍ଗବନ୍ଧୁ ଶେଖ ମୁଜିବୁର ରହମାନଙ୍କୁ ପ୍ରଦାନ କରାଯାଉଛି । ଗାନ୍ଧୀ ଶାନ୍ତି ପୁରସ୍କାର ହେଉଛି 1995 ମସିହାରୁ ଭାରତ ସରକାରଙ୍କ ଦ୍ୱାରା ପ୍ରତିଷ୍ଠିତ ବାର୍ଷିକ ପୁରସ୍କାର, ଚଳିତ ବର୍ଷ ମହାତ୍ମା ଗାନ୍ଧୀଙ୍କ 125 ତମ ଜନ୍ମ ବାର୍ଷିକୀ ପାଳନ କରାଯାଉଛି । ଜାତୀୟତା, ବର୍ଣ୍ଣ, ଭାଷା, ଜାତି, ଧର୍ମ କିମ୍ବା ଲିଙ୍ଗ ନିର୍ବିଶେଷରେ ଏହି ପୁରସ୍କାର ସମସ୍ତଙ୍କ ପାଇଁ ଉନ୍ମୁକ୍ତ ରହିଛି।Gandhi Peace Prize for the Year 2019 announced
March 22nd, 09:36 pm
The Gandhi Peace Prize for the year 2019 is being conferred on (Late) His Majesty Sultan Qaboos bin Said Al Said of Oman. Gandhi Peace Prize is an annual award instituted by Government of India since 1995, the 125th Birth Anniversary commemoration year of Mahatma Gandhi. The award is open to all persons regardless of nationality, race, language, caste, creed or sex.ଏକଲ ବିଦ୍ୟାଳୟ ସଂଗଠନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
December 06th, 02:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବାର୍ତ୍ତା ଜରିଆରେ ଗୁଜରାଟର ଏକଲ ବିଦ୍ୟାଳୟ ସଂଗଠନକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ‘ଏକଲ ସ୍କୁଲ ଅଭିଯାନକୁ ଆରମ୍ଭ କରିବା ଲାଗି ଏକଲ ବିଦ୍ୟାଳୟ ସଂଗଠନକୁ ଅଭିନନ୍ଦନ ଜଣାଇଥିଲେ । ଏହି ସଂଗଠନର ଉଦ୍ଦେଶ୍ୟ ହେଉଛି ଗ୍ରାମୀଣ ଓ ଜନଜାତି ଶିଶୁଙ୍କ ମଧ୍ୟରେ ଶିକ୍ଷାର ପ୍ରସାର କରିବା । 2.8 ମିଲିୟନରୁ ଅଧିକ ଗ୍ରାମୀଣ ଓ ଜନଜାତି ଶିଶୁଙ୍କୁ ଶିକ୍ଷା ଏବଂ ସଚେତନତା ପ୍ରଦାନ କରି ରାଷ୍ଟ୍ର ନିର୍ମାଣରେ ଯୋଗଦାନ ଦେଇଥିବା ସଂଗଠନର ସ୍ୱୟଂସେବକମାନଙ୍କୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ । ଏପରି ଶିଶୁ ଭାରତ ଓ ନେପାଳର ଉପାନ୍ତ ଅଂଚଳରେ ରହିଥାନ୍ତି ।PM Modi addresses NDA Rally at Patna, Bihar
March 03rd, 01:52 pm
Prime Minister Narendra Modi addressed a huge rally of the NDA at the iconic Gandhi Maidan in Patna, Bihar today.ରାଷ୍ଟ୍ରପତି ଭବନରେ ‘ଗାନ୍ଧୀ ଶାନ୍ତି ପୁରସ୍କାର’ ପ୍ରଦାନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 26th, 11:14 am
ମହାମହିମ ରାଷ୍ଟ୍ରପତି ମହୋଦୟ, ଉପସ୍ଥିତ ସମସ୍ତ ବରିଷ୍ଠ ମହାନୁଭବ ଏବଂ ଆଜି ଯେଉଁମାନଙ୍କୁ ଏହି ସମ୍ମାନ ମିଳିଲା, ସେ ସମସ୍ତେ ସମାଜ ପ୍ରତି ସମର୍ପିତ ମହାନୁଭବ । ମୁଁ ସର୍ବପ୍ରଥମେ ଆପଣମାନଙ୍କଠାରୁ କ୍ଷମା ପ୍ରାର୍ଥନା କରୁଛି, କାରଣ କାର୍ଯ୍ୟକ୍ରମ ସାମାନ୍ୟ ବିଳମ୍ବରେ ଆରମ୍ଭ ହେଲା କାରଣ ମୁଁ ଅନ୍ୟ ଏକ କାମରେ ବ୍ୟସ୍ତ ରହିଯାଇଥିଲି ଯେଉଁ କାରଣରୁ ମୋତେ ଆସିବାରେ ବିଳମ୍ବ ହେଲା, ମୁଁ ସେଥିପାଇଁ ଆପଣ ସମସ୍ତଙ୍କଠାରୁ କ୍ଷମା ଚାହୁଁଛି ।ଗାନ୍ଧୀ ଶାନ୍ତି ପୁରସ୍କାରରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ
February 26th, 11:13 am
ରାଷ୍ଟ୍ରପତି ଶ୍ରୀ ରାମ ନାଥ କୋବିନ୍ଦ ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସମାରୋହରେ 2015, 2016, 2017 ଏବଂ 2018 ବର୍ଷ ଲାଗି ଗାନ୍ଧୀ ଶାନ୍ତି ପୁରସ୍କାର ପ୍ରଦାନ କରିଥିଲେ । ଏହି ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସାମିଲ ହୋଇଥିଲେ ।PM congratulates ISRO, on being conferred the Gandhi Peace Prize for 2014
September 09th, 11:02 pm