Science for Self-Reliance is our mantra: PM Modi
September 26th, 05:15 pm
PM Modi dedicated to the nation three PARAM Rudra Supercomputers worth around Rs 130 crore. Developed indigenously under the National Supercomputing Mission, these supercomputers have been deployed in Pune, Delhi and Kolkata to facilitate pioneering scientific research. The PM also inaugurated a High-Performance Computing system tailored for weather and climate research.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ତିନୋଟି ପରମ ରୁଦ୍ର ସୁପର କମ୍ପ୍ୟୁଟରକୁ ରାଷ୍ଟ୍ର ଉଦ୍ଦେଶ୍ୟରେ କଲେ ସମର୍ପିତ
September 26th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ପ୍ରାୟ ୧୩୦ କୋଟି ଟଙ୍କା ମୂଲ୍ୟର ତିନୋଟି ପରମ ରୁଦ୍ର ସୁପର କମ୍ପ୍ୟୁଟରକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଜାତୀୟ ସୁପରକମ୍ପ୍ୟୁଟିଂ ମିଶନ (ଏନଏସଏମ) ଅଧୀନରେ ସ୍ୱଦେଶୀ ଜ୍ଞାନକୌଶଳରେ ବିକଶିତ ଏହି ସୁପର କମ୍ପ୍ୟୁଟରକୁ ପୁଣେ, ଦିଲ୍ଲୀ ଏବଂ କୋଲକାତାରେ ସ୍ଥାପିତ କରାଯାଇ ବୈଜ୍ଞାନିକ ଗବେଷଣାର ସୁବିଧା ପାଇଁ ନିୟୋଜିତ କରାଯାଇଛି । ପ୍ରଧାନମନ୍ତ୍ରୀ ପାଣିପାଗ ଏବଂ ଜଳବାୟୁ ଗବେଷଣା ପାଇଁ ପ୍ରସ୍ତୁତ ଏକ ହାଇ ପରଫର୍ମାନ୍ସ କମ୍ପ୍ୟୁଟିଂ (ଏଚପିସି) ପ୍ରଣାଳୀର ଉଦଘାଟନ କରିଛନ୍ତି ।Your vote on Lotus button on 26th April will strengthen the ongoing movement against corruption: PM in Attingal
April 15th, 11:35 am
In his second rally at Attingal, PM Modi said, The BJP has announced in its Sankalp Patra that we will connect global tourists with our heritage and confer World Heritage status on our heritage. There is a great possibility of this happening in Kerala. The BJP's plan is the overall development of major tourist destinations. The BJP will also establish new centers for eco-tourism in Kerala. This will greatly benefit our tribal families by creating opportunities for them. The BJP government will also provide financial help to women for homestays.”PM Modi addresses enthusiastic crowds at public meetings in Alathur and Attingal, Kerala
April 15th, 11:00 am
Ahead of the Lok Sabha Elections, 2024, PM Modi was garnered with love and admiration at public rallies in Alathur & Attingal, Kerala. The PM extended his best wishes on the occasion of Vishu and presented his transparent vision of Kerala to the audience. PM Modi offered a glimpse of BJP's Sankalp Patra, pledging advancement and prosperity to every corner of the nation.ପ୍ରଧାନମନ୍ତ୍ରୀ ଫେବୃଆରୀ ୨୭ – ୨୮ ରେ କେରଳ, ତାମିଲନାଡୁ ଏବଂ ମହାରାଷ୍ଟ୍ର ଗସ୍ତ କରିବେ
February 26th, 02:18 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୭ - ୨୮ ଫେବୃଆରୀ, ୨୦୨୪ରେ କେରଳ, ତାମିଲନାଡୁ ଏବଂ ମହାରାଷ୍ଟ୍ର ଗସ୍ତ କରିବେ ।