ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ ପିଏମ୍ ମୋଦୀଙ୍କ ସହ
April 01st, 01:57 pm
ଆପଣ ସମସ୍ତଙ୍କୁ ନମସ୍କାର। ସେମିତିରେ ଏହା ହେଉଛି ମୋର ବଡ଼ ପ୍ରିୟ କାର୍ଯ୍ୟକ୍ରମ କିନ୍ତୁ କରୋନା ଯୋଗୁଁ, ମଝିରେ ମୁଁ ଆପଣମାନଙ୍କ ଭଳି ବନ୍ଧୁମାନଙ୍କୁ ସାକ୍ଷାତ କରି ପାରିଲି ନାହିଁ। ମୋ ପାଇଁ ଆଜିର କାର୍ଯ୍ୟକ୍ରମ ହେଉଛି ଟିକେ ବିଶେଷ ଖୁସି ଓ ଆତ୍ମ ସନ୍ତୋଷର। କାରଣ ଏକ ଦୀର୍ଘ ସମୟର ବ୍ୟବଧାନ ପରେ ଆପଣ ସମସ୍ତଙ୍କୁ ସାକ୍ଷାତ କରିବାର ସୁଯୋଗ ମିଳିଛି। ମୁଁ ଅନୁଭବ କରି ପାରୁ ନାହିଁ ଯେ, ପରୀକ୍ଷା ତୁମମାନଙ୍କ ପାଇଁ କୌଣସି ଚାପ ସୃଷ୍ଟି କରିବ। କ’ଣ ମୁଁ ଠିକ୍ କହୁଛି ତ ? ମୁଁ ଠିକ୍ କହୁଛି ତ ? ତୁମମାନଙ୍କ ପାଇଁ କୌଣସି ଚାପ ସୃଷ୍ଟି କରିବ ନାହିଁ ତ? ଯଦି କିଛି ଚିନ୍ତାଗ୍ରସ୍ତ କରିବ ତେବେ ତୁମ ମାତା-ପିତାଙ୍କ ପାଇଁ। ଆରେ ଇଏ କ’ଣ କରିବ।ପରୀକ୍ଷା ପେ ଚର୍ଚ୍ଚା ୨୦୨୨ରେ ଛାତ୍ରଛାତ୍ରୀ, ଶିକ୍ଷକ ଏବଂ ଅଭିଭାବକମାନଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ
April 01st, 01:56 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମର ପଞ୍ଚମ ସଂସ୍କରଣରେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଅଭିଭାବକମାନଙ୍କ ସହିତ ମତ ବିନିମୟ କରିଛନ୍ତି । ନୂଆଦିଲ୍ଲୀ ତାଲକଟୋରା ଷ୍ଟାଡିୟମରେ ଆଜି ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ମତବିନିମୟ କାର୍ଯ୍ୟକ୍ରମ ପରିସରରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପ୍ରଦର୍ଶିତ ପ୍ରଦର୍ଶନୀକୁ ସେ ବୁଲି ଦେଖିଥିଲେ । କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଶ୍ରୀମତୀ ଅନ୍ନପୂର୍ଣ୍ଣ ଦେବୀ, ଡକ୍ଟର ସୁଭାଷ ସରକାର, ଡକ୍ଟର ରାଜକୁମାର ରଞ୍ଜନ ସିଂ ଏବଂ ଶ୍ରୀ ରାଜୀବ ଚନ୍ଦ୍ରଶେଖର ସମାରୋହରେ ଉପସ୍ଥିତ ଥିଲେ । ଏମାନଙ୍କ ବ୍ୟତୀତ ବିଭିନ୍ନ ରାଜ୍ୟର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଏବଂ ଅଭିଭାବକମାନେ ଭର୍ଚୁଆଲ ମାଧ୍ୟମରେ କାର୍ଯ୍ୟକ୍ରମ ସହ ଯୋଡ଼ି ହୋଇଥିଲେ । ପ୍ରଧାନମନ୍ତ୍ରୀ ଏହି ଆଲୋଚନା ସମୟରେ ସମସ୍ତଙ୍କ ସହିତ ଆଗ୍ରହର ସହ, ଉଦାରତାପୂର୍ଣ୍ଣ ମତ ବିନିମୟ କରିଥିଲେ । ପ୍ରଧାନମନ୍ତ୍ରୀ ସମସ୍ତଙ୍କ ସହିତ ଆପୋସ ଆଲୋଚନା କରିଥିଲେ ।Double engine government is working with double speed for Uttar Pradesh’s development: PM
January 31st, 01:31 pm
Ahead of the upcoming Assembly elections, Prime Minister Narendra Modi today addressed his first virtual rally in five districts of Uttar Pradesh. These districts are Saharanpur, Shamli, Muzaffarnagar, Baghpat and GautamBuddha Nagar. Addressing the first virtual rally 'Jan Chaupal', PM Modi said, “The illegal occupation of the homes, land and shops of the poor, Dalits, backwards and the downtrodden was a sign of socialism five years ago.”PM Modi's Jan Chaupal with the people of Uttar Pradesh
January 31st, 01:30 pm
Ahead of the upcoming Assembly elections, Prime Minister Narendra Modi today addressed his first virtual rally in five districts of Uttar Pradesh. These districts are Saharanpur, Shamli, Muzaffarnagar, Baghpat and GautamBuddha Nagar. Addressing the first virtual rally 'Jan Chaupal', PM Modi said, “The illegal occupation of the homes, land and shops of the poor, Dalits, backwards and the downtrodden was a sign of socialism five years ago.”ଉତରପ୍ରଦେଶର ଜେୱରଠାରେ ଅବସ୍ଥିତ ନୋଏଡା ଆନ୍ତର୍ଜାତିକ ବିମାନବନ୍ଦରର ଭିତିପ୍ରସ୍ତର ସ୍ଥାପନ ନିମନ୍ତେ ଉଦ୍ଦିଷ୍ଟ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 25th, 01:06 pm
ଉତରପ୍ରଦେଶର ଲୋକପ୍ରିୟ କର୍ମଯୋଗୀ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ ଜୀ, ଏଠାକାର କର୍ମଠ ଉପ-ମୁଖ୍ୟମନ୍ତ୍ରୀ ତଥା ଆମର ପୂର୍ବତନ ସହଯୋଗୀ ଶ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ଜେନେରାଲ୍ ଭି. କେ. ସିଂହ ଜୀ, ସଞ୍ଜୀବ୍ ବାଲ୍ୟାନ୍ ଜୀ, ଏସ୍. ପି. ସିଂହ ବାଘେଲ୍ ଜୀ, ବି. ଏଲ୍ ବର୍ମା ଜୀ, ଉତରପ୍ରଦେଶ ସରକାରରେ ମନ୍ତ୍ରୀ ଥିବା ଶ୍ରୀ ଲକ୍ଷ୍ମୀ ନାରାୟଣ ଚୌଧୁରୀ ଜୀ, ଶ୍ରୀ ଜୟ ପ୍ରତାପ ସିଂହ ଜୀ, ଶ୍ରୀକାନ୍ତ ଶର୍ମା ଜୀ, ଭୂପେନ୍ଦ୍ର ଚୌଧୁରୀ ଜୀ, ଶ୍ରୀ ନନ୍ଦଗୋପାଳ ଗୁପ୍ତା ଜୀ, ଅନିଲ ଶର୍ମା ଜୀ, ଧର୍ମ ସିଂହ ସାଇନି ଜୀ, ଅଶୋକ କଟାରିଆ ଜୀ, ଶ୍ରୀ ଜି. ଏସ୍.ଧର୍ମେଶ ଜୀ, ସଂସଦରେ ମୋର ସହଯୋଗୀ ଡକ୍ଟର ମହେଶ ଶର୍ମା ଜୀ, ଶ୍ରୀ ସୁରେନ୍ଦ୍ର ସିଂହ ନାଗର ଜୀ, ଶ୍ରୀ ଭୋଲା ସିଂହ ଜୀ, ସ୍ଥାନୀୟ ବିଧାୟକ ଶୀ ଧୀରେନ୍ଦ୍ର ସିଂହ ଜୀ, ମଂଚରେ ଉପରେ ଉପସ୍ଥିତ ଅନ୍ୟ ସମସ୍ତ ଲୋକପ୍ରତିନିଧିଗଣ ଏବଂ ବିପୁଳ ସଂଖ୍ୟାରେ ଆମ ସମସ୍ତଙ୍କୁ ଆଶୀର୍ବାଦ ଦେବାକୁ ଏଠାକୁ ଆସିଥିବା ମୋର ପ୍ରିୟ ଭାଇ ଓ ଭଉଣୀମାନେ ।ଉତ୍ତର ପ୍ରଦେଶର ନୋଏଡା ଅନ୍ତର୍ଜାତୀୟ ବିମାନ ବନ୍ଦରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ମୋଦୀ
November 25th, 01:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶରେ ନୋଏଡା ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ ପାଇଁ ଶିଳାନ୍ୟାସ କରିଛନ୍ତି । ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ, ଜେନେରାଲ ଭିକେ ସିଂ, ଶ୍ରୀ ସଞ୍ଜିବ ବାଲିୟାଁ, ଶ୍ରୀ ଏସପି ସିଂ ବାଘେଲ ଏବଂ ଶ୍ରୀ ବିଏଲ ବର୍ମା ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ ।ନଭେମ୍ବର 25 ତାରିଖରେ ନୋଏଡ଼ା ଅନ୍ତର୍ଜାତୀୟ ବିମାନ ବନ୍ଦର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ
November 23rd, 09:29 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତର ପ୍ରଦେଶର ଗୌତମ ବୁଦ୍ଧ ନଗରସ୍ଥିତ ଜେୱର ଠାରେ ୨୫ ନଭେମ୍ବର, ୨୦୨୧ରେ ନୋଏଡ଼ା ଅନ୍ତର୍ଜାତୀୟ ବିମାନ ବନ୍ଦର (ଏନଆଇଏ) ନିର୍ମାଣ ପାଇଁ ଶିଳାନ୍ୟାସ କରିବେ। ଏହି ବିମାନ ବନ୍ଦର ନିର୍ମାଣ ପରେ ଉତ୍ତର ପ୍ରଦେଶ ହେବ ପାଞ୍ଚଟି ଅନ୍ତର୍ଜାତୀୟ ବିମାନ ବନ୍ଦର ଥିବା ଦେଶର ଏକମାତ୍ର ରାଜ୍ୟ ।