PM Modi's mega roadshow in Ghaziabad gets incredible support from people

April 06th, 07:19 pm

Prime Minister Narendra Modi held a spectacular roadshow in Uttar Pradesh's Ghaziabad. Sea of supporters, especially women and youth, gathered in large numbers, to show their support for the BJP and PM Modi. People from all walks of life joined the roadshow and cheered for the PM as he waved and greeted them across the streets.

ଭାରତର ପ୍ରଥମ ଆଞ୍ଚଳିକ ରାପିଡ୍ ଟ୍ରାନଜିଟ୍ ସିଷ୍ଟମ କରିଡର ଏବଂ ନମୋ ଭାରତ ଟ୍ରେନ ଚଳାଚଳର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

October 20th, 04:35 pm

ଆଜି ସମଗ୍ର ଦେଶ ପାଇଁ ହେଉଛି ଏକ ଐତିହାସିକ କ୍ଷଣ ।ଆଜି ଭାରତର ପ୍ରଥମ ରାପିଡ ରେଳ ସେବା, ନମୋ ଭାରତଟ୍ରେନ, ରାଷ୍ଟ୍ରକୁ ସମର୍ପିତ ହେଉଛି, ଆରମ୍ଭ ହୋଇଛି ।ପାଖାପାଖି ଚାରି ବର୍ଷ ପୂର୍ବେ ମୁଁ ଦିଲ୍ଲୀ - ଗାଜିଆବାଦ - ମିରଟଆଞ୍ଚଳିକ କରିଡର ପ୍ରକଳ୍ପର ଶିଳାନ୍ୟାସ କରିଥିଲି । ଆଜିସାହିବାବାଦରୁ ଦୁହାଇ ଡିପୋ ପର୍ଯ୍ୟନ୍ତ ସେହି ଅଂଶରେ ନମୋଭାରତର ଚଳାଚଳ ଆରମ୍ଭ ହୋଇଯାଇଛି । ଆଉ ମୁଁ ପୂର୍ବରୁ ହିଁକହିଛି, ଆଜି ମଧ୍ୟ କହୁଛି ଯାହାର ଶିଳାନ୍ୟାସ ଆମେ କରିଥାଉ, ତାହାର ଉଦଘାଟନ ମଧ୍ୟ ଆମେ ହିଁ କରିଥାଉ । ଆଉ ଏହିମିରଟ ଆଡକୁ ଥିବା ଅଂଶ 1 ବର୍ଷ, ଦେଢ ବର୍ଷ ପରେ ସମ୍ପୂର୍ଣ୍ଣହେବ, ସେହି ସମୟରେ ମଧ୍ୟ ମୁଁ ଆପଣମାନଙ୍କର ସେବାରେଉପସ୍ଥିତ ରହିବି ।

ରାପିଡ୍ ଟ୍ରେନ୍ ନମୋ ଭାରତରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ

October 20th, 12:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରିଜିଓନାଲ ରାପିଡ୍ ଟ୍ରେନ୍ନମୋ ଭାରତ ଶୁଭାରମ୍ଭ କରିବା ସହ ଏଥିରେ ଯାତ୍ରା କରିଛନ୍ତି ।

ଉତ୍ତରପ୍ରଦେଶର ଗାଜିଆବାଦ ଠାରେ ଭାରତର ପ୍ରଥମ ଆଞ୍ଚଳିକ ରାପିଡ୍ ଟ୍ରାନଜିଟ୍ ସିଷ୍ଟମ୍ (ଆରଆରଟିଏସ୍‌) ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

October 20th, 12:15 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ଗାଜିଆବାଦର ସାହିବାବାଦ ରାପିଡ୍ ଏକ୍ସ ଷ୍ଟେସନରେ ଦିଲ୍ଲୀ - ଗାଜିଆବାଦ - ମିରଟ ଆର୍‌ଆର୍‌ଟିଏସ୍ କରିଡରର ପ୍ରମୁଖ ବିଭାଗକୁ ଉଦଘାଟନ କରିଛନ୍ତି । ଭାରତରେ ଆଞ୍ଚଳିକ ରାପିଡ୍ ଟ୍ରାନଜିଟ୍ ସିଷ୍ଟମ୍ (ଆର୍‌ଆର୍‌ଟିଏସ୍‌) ର ଶୁଭାରମ୍ଭ ଅବସରରେ ସାହିବାବାଦରୁ ଦୁହାଇ ଡିପୋକୁ ସଂଯୋଗ କରୁଥିବା ନମୋ ଭାରତ ରାପିଡ୍ ଏକ୍ସ ଟ୍ରେନ୍‌କୁ ମଧ୍ୟ ସେ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଶ୍ରୀ ମୋଦୀ ବେଙ୍ଗାଲୁରୁ ମେଟ୍ରୋର ପୂର୍ବ - ପଶ୍ଚିମ କରିଡରର ଦୁଇଟି ଅଂଶକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଥିଲେ ।

ଉତ୍ତର ପ୍ରଦେଶର ଗାଜିଆବାଦରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

March 08th, 05:27 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ଗାଜିଆବାଦ ଗସ୍ତ କରିବାସ ସହିତ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ସେ ହିନେ୍ଦାନ ବିମାନବନ୍ଦରର ବେସାମରିକ ଟର୍ମିନାଲ ଉଦଘାଟନ ଉଦେ୍ଦଶ୍ୟରେ ଫଳକ ଉନ୍ମୋଚନ କରିଥିଲେ । ଏହାପରେ ସେ ସିକନ୍ଦରପୁର ଗସ୍ତ କରିଥିଲେ ଏବଂ ଦିଲ୍ଲୀ–ଗାଜିଆବାଦ–ମେରଟ ଆଂଚଳିକ ଦ୍ରୁତ ପରିବହନ ବ୍ୟବସ୍ଥା ପାଇଁ ଆଧାରଶିଳା ରଖିଥିଲେ । ସେ ମଧ୍ୟ ଅନ୍ୟ କେତକେ ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ ଏବଂ ବିଭିନ୍ନ ସରକାରୀ ଯୋଜନାର ହିତାଧିକାରୀମାନଙ୍କୁ ପ୍ରମାଣପତ୍ର ବଂଟନ କରିଥିଲେ ।

ପ୍ରଧାନମନ୍ତ୍ରୀ ଆସନ୍ତା କାଲି ବାରଣାସୀ, କାନପୁର ଏବଂ ଗାଜିଆବାଦ ଗସ୍ତରେ ଯିବେ

March 07th, 06:58 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାର୍ଚ୍ଚ 8, 2019ରେ ଉତ୍ତର ପ୍ରଦେଶର ବାରଣାସୀ, କାନପୁର ଏବଂ ଗାଜିଆବାଦ ଗସ୍ତରେ ଯିବେ । ଏହି ଗସ୍ତ କାଳରେ ସେ ବିଭିନ୍ନ ବିକାଶ ପ୍ରକଳ୍ପର ଉଦଘାଟନ କରିବେ ।

'Ajay Bharat, Atal Bhajpa' is a source of inspiration for all of us, says PM Modi

September 13th, 01:08 pm

Speaking to BJP Karyakartas from Jaipur (Rural), Nawada, Ghaziabad, Hazaribagh, Arunachal West BJP via video conference, Prime Minister Shri Narendra Modi shared that few days back, the National Executive Meeting was held which was very productive and he was glad to witness the energy and enthusiasm of our Karyakartas.