ଭାରତର ଜି-୨ଠ ନେତୃତ୍ୱ ପାଇଁ ଲୋଗୋ, ଥିମ ଏବଂ ୱେବସାଇଟର ଉନ୍ମୋଚନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ

November 08th, 07:31 pm

ମୋର ପ୍ରିୟ ଦେଶବାସୀ ଏବଂ ବିଶ୍ୱ ସମୁଦାୟର ସମସ୍ତ ପରିବାରଗଣ, କିଛି ଦିନ ପରେ, ଡିସେମ୍ବର ପହିଲାରୁ ଭାରତ, ଜି-୨ଠର ଅଧ୍ୟକ୍ଷତା କରିବ । ଭାରତ ପାଇଁ ଏହା ଏକ ଐତିହାସିକ ଅବସର ଅଟେ । ଆଜି ଏହି ସଂଦର୍ଭରେ ଏହି ସମ୍ମିଳନୀର ୱେବସାଇଟ, ଥିମ ଏବଂ ଲୋଗୋକୁ ଉନ୍ମୋଚନ କରାଯାଇଛି । ମୁଁ ସମସ୍ତ ଦେଶବାସୀଙ୍କୁ ଏହି ଅବସରରେ ବହୁତ ବହୁତ ଶୁଭେଚ୍ଛା ଜଣାଉଛି ।

ଭାରତର ଜି-୨ଠ ସଭାପତିତ୍ୱ ଅବସରରେ ଏହାର ଲୋଗୋ ଓ ୱେବସାଇଟକୁ ଆଭାସୀ ଜରିଆରେ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

November 08th, 04:29 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (ଠ୮-୧୧-୨ଠ୨୨) ଆଭାସୀ ମାଧ୍ୟମରେ ଜି-୨ଠରେ ଭାରତ ଅଧ୍ୟକ୍ଷତାରେ ଲୋଗୋ, ବାର୍ତ୍ତା ଓ ୱେବସାଇଟ ଉନ୍ମୋଚନ କରିଛନ୍ତି ।

Taxpayer is respected only when projects are completed in stipulated time: PM Modi

June 23rd, 01:05 pm

PM Modi inaugurated 'Vanijya Bhawan' and launched the NIRYAT portal in Delhi. Referring to the new infrastructure of the Ministry, the Prime Minister said that this is also time to renew the pledge of ease of doing business and through that ‘ease of living’ too. Ease of access, he said, is the link between the two.

PM inaugurates 'Vanijya Bhawan' and launches NIRYAT portal

June 23rd, 10:30 am

PM Modi inaugurated 'Vanijya Bhawan' and launched the NIRYAT portal in Delhi. Referring to the new infrastructure of the Ministry, the Prime Minister said that this is also time to renew the pledge of ease of doing business and through that ‘ease of living’ too. Ease of access, he said, is the link between the two.

100 କୋଟି ଟିକା ଡୋଜ୍ ପରେ ଭାରତ ନୂତନ ଉତ୍ସାହ ଏବଂ ଶକ୍ତିର ସହିତ ଆଗକୁ ବଢୁଛି: 'ମନ୍ କୀ ବାତ୍' ରେ ପ୍ରଧାନମନ୍ତ୍ରୀ ମୋଦୀ

October 24th, 11:30 am

ମୋର ପ୍ରିୟ ଦେଶବାସୀଗଣ, ଆପଣ ସମସ୍ତଙ୍କୁ ନମସ୍କାର । କୋଟି କୋଟି ନମସ୍କାର । ମୁଁ କୋଟି କୋଟି ନମସ୍କାର କହିବାର କାରଣ ୧୦୦ କୋଟି ପାନ ଟିକାଦାନ ପରେ ଆଜି ଦେଶ ନୂତନ ଉତ୍ସାହ, ନୂତନ ଶକ୍ତି ସହିତ ଆଗକୁ ବଢ଼ୁଛି । ଆମର ଟୀକାକରଣ କାର୍ଯ୍ୟକ୍ରମର ସଫଳତା ଭାରତର ସାମର୍ଥ୍ୟକୁ ପ୍ରଦର୍ଶିତ କରୁଛି । ସମସ୍ତଙ୍କ ପ୍ରଚେଷ୍ଟାର ମନ୍ତ୍ରଶକ୍ତିକୁ ଦର୍ଶାଉଛି ।

ଇଣ୍ଡିଆନ ସ୍ପେଶ ଆସୋସିଏସନ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ

October 11th, 11:19 am

ଦେଶର ଦୁଇ ମହାନ ସୁପୁତ୍ର, ଭାରତ ରତ୍ନ ଶ୍ରୀ ଜୟପ୍ରକାଶ ନାରାୟଣ ଜୀ ଏବଂ ଭାରତ ରତ୍ନ ଶ୍ରୀ ନାନାଜି ଦେଶମୁଖଙ୍କର ଆଜି ଜନ୍ମ ଜୟନ୍ତୀ ମଧ୍ୟ ଅଛି । ସ୍ୱାଧୀନତା ପରେ ଭାରତକୁ ମାର୍ଗ ଦେଖାଇବାରେ ଏହି ଦୁଇ ମହାନ ବ୍ୟକ୍ତିତ୍ୱଙ୍କର ବହୁତ ବଡ଼ ଭୂମିକା ରହିଛି । ସମସ୍ତଙ୍କୁ ସାଥୀରେ ନେଇ, ସମସ୍ତଙ୍କ ପ୍ରୟାସ ଦ୍ୱାରା, ଦେଶରେ କିପରି ବଡ଼-ବଡ଼ ପରିବର୍ତ୍ତନ ଆସିଥାଏ, ଏମାନଙ୍କର ଜୀବନ ଦର୍ଶନ ଆମକୁ ଆଜି ମଧ୍ୟ ଏହାର ପ୍ରେରଣା ଦେଇଥାଏ । ମୁଁ ଜୟପ୍ରକାଶ ନାରାୟଣ ଜୀ ଏବଂ ନାନାଜୀ ଦେଶମୁଖ ଜୀଙ୍କୁ ପ୍ରଣାମ କରୁଛି, ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଭାରତୀୟ ମହାକାଶ ସଂଘ ଉଦ୍‌ଘାଟିତ

October 11th, 11:18 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନ୍‌ଫରେନ୍ସିଂ ବ୍ୟବସ୍ଥାରେ ଭାରତୀୟ ମହାକାଶ ସଂଘ (ଇସ୍‌ପା)କୁ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ଉପସ୍ଥିତ ମହାକାଶ ଉଦ୍ୟୋଗର ପ୍ରତିନିଧିମାନଙ୍କ ସହ ସେ ମଧ୍ୟ ମତବିନିମୟ କରି ବିଭିନ୍ନ କଥା ପଚାରି ବୁଝିଛନ୍ତି ।

ଇ-ରୁପୀ ଡିଜିଟାଲ ଦେୟ ବ୍ୟବସ୍ଥାର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 02nd, 04:52 pm

ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ସାରା ଦେଶରୁ ସାମିଲ ହୋଇଥିବା ସମସ୍ତ ରାଜ୍ୟପାଳ ମହୋଦୟ, ଉପରାଜ୍ୟପାଳଗଣ, କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସାଥୀଗଣ, ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର, ରାଜ୍ୟଗୁଡିକର ମୁଖ୍ୟ ସଚିବ, ଭିନ୍ନ ଭିନ୍ନ ଶିଳ୍ପ ସଂଘ ସହିତ ସଂଶ୍ଳିଷ୍ଟ ବନ୍ଧୁଗଣ, ଷ୍ଟାର୍ଟ ଅପ୍‌, ଫିନଟେକ୍‌ର ଦୁନିଆରୁ ସାମିଲ ମୋର ଯୁବ ସାଥୀ, ବ୍ୟାଙ୍କ ଗୁଡିକର ବରିଷ୍ଠ ଅଧିକାରୀଗଣ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ ।

ଇ-ରୁପି ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

August 02nd, 04:49 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଇ-ରୁପି ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ଏହା ହେଉଛି ଏକ ବ୍ୟକ୍ତି ଓ ଉଦ୍ଦେଶ୍ୟ ନିର୍ଦ୍ଦିଷ୍ଟ ଡିଜିଟାଲ ଅର୍ଥପଇଠ ବ୍ୟବସ୍ଥା। ଇ-ରୁପି ହେଉଛି ଡିଜିଟାଲ ଅର୍ଥପଇଠ ପାଇଁ ଏକ ନଗଦମୁକ୍ତ ଓ ସ୍ପର୍ଶବିହୀନ ଉପକରଣ।

ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ଜାତୀୟ ପଞ୍ଚାୟତ ପୁରସ୍କାର 2021 ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

April 24th, 11:55 am

ଏହି କାର୍ଯ୍ୟକ୍ରମରେ ମୋ ସହିତ ସାମିଲ ପଞ୍ଚାୟତିରାଜ ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂହ ତୋମର ମହାଶୟ, ରାଜସ୍ଥାନ, ମଧ୍ୟପ୍ରଦେଶ, କର୍ଣ୍ଣାଟକ, ହରିୟାଣା, ଅରୁଣାଚଳ ପ୍ରଦେଶ, ଉତର ପ୍ରଦେଶ, ହିମାଚଳ ପ୍ରଦେଶ, ଆନ୍ଧ୍ର ପ୍ରଦେଶ, ଏବଂ ଉତରାଖଣ୍ଡର ସମସ୍ତ ଆଦରଣୀୟ ମୁଖ୍ୟମନ୍ତ୍ରୀଗଣ, ହରିୟାଣାର ଉପ-ମୁଖ୍ୟମନ୍ତ୍ରୀ ମହାଶୟ, ରାଜ୍ୟଗୁଡ଼ିକର ପଞ୍ଚାୟତିରାଜ ମନ୍ତ୍ରୀ, ଗ୍ରାମୀଣ ବିକାଶ ମନ୍ତ୍ରୀ, ସାରା ଦେଶର ଗ୍ରାମପଞ୍ଚାୟତ ସହିତ ଜଡ଼ିତ ସମସ୍ତ ଜନ-ପ୍ରତିନିଧିଗଣ, ଆଉ ଏବେ ଯେପରି ନରେନ୍ଦ୍ର ସିଂହ ମହାଶୟ କହିଲେ ଯେ ପ୍ରାୟ ପାଞ୍ଚ କୋଟି ଲୋକ ଏହି କାର୍ଯ୍ୟକ୍ରମରେ ସାମିଲ ହେବା ପାଇଁ ପଞ୍ଜିକରଣ କରାଇଛନ୍ତି। ଏତେ ବିପୁଳ ସଂଖ୍ୟାରେ ଗାଁ ଏହି କାର୍ଯ୍ୟକ୍ରମରେ ସହଭାଗୀ ହେବା ଏହା ହେଉଛି ନିଜକୁ ନିଜ ମଧ୍ୟରେ ଗ୍ରାମ ବିକାଶର ଦିଗରେ ଯେଉଁ ପଦକ୍ଷେପ ରହିଛି ତାହାକୁ ଶକ୍ତି ପ୍ରଦାନ କରୁଛି। ଏହି ସମସ୍ତ ପାଞ୍ଚ କୋଟି ଭାଇ ଭଉଣୀଙ୍କୁ ମୋର ଆଦରପୂର୍ବକ ନମସ୍କାର।

ସ୍ୱାମୀତ୍ୱ ଯୋଜନା ଅଧୀନରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଇ-ପ୍ରପଟି କାର୍ଡ ବିତରଣ ଶୁଭାରମ୍

April 24th, 11:54 am

ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାମୀତ୍ୱ ଯୋଜନା ଅଧୀନରେ ଇ-ପ୍ରପର୍ଟି କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଭିଡିଓ କନ୍‌ଫରେନ୍ସିଂ ଜରିଆରେ କରାଯାଇଥିବା ଏହି ସମାରୋହରେ ୪.୦୯ ଲକ୍ଷ ଜମି ମାଲିକଙ୍କୁ ଇ-ପ୍ରପର୍ଟି କାର୍ଡ ପ୍ରଦାନ କରାଯାଇଛି । କେନ୍ଦ୍ରମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂ ତୋମର ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ସମ୍ପୃକ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ପଞ୍ଚାୟତିରାଜ ମନ୍ତ୍ରୀ ମଧ୍ୟ ଏହି ଅବସରରେ ଉପସ୍ଥିତ ଥିଲେ ।

ପଶ୍ଚିମବଙ୍ଗ ଖଡଗପୁର ଆଇଆଇଟିର 66ତମ ସମାବର୍ତନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

February 23rd, 12:41 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଖଡ୍‌ଗପୁରସ୍ଥିତ ଆଇଆଇଟିର ୨୬ତମ ସମାବର୍ତ୍ତନ ଉତ୍ସବରେ ଏକ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଆଜି ଛାତ୍ରଛାତ୍ରୀମାନଙ୍କୁ ସମ୍ବୋଧନ ପୂର୍ବକ ଅଭିଭାଷଣ ଦେଇଛନ୍ତି । ଏଥିରେ ଛାତ୍ରଛାତ୍ରୀମାନଙ୍କୁ ଆତ୍ମସଚେତନ ହେବା, ଆତ୍ମବିଶ୍ୱାସୀ ହେବା ଏବଂ ନିଃସ୍ୱାର୍ଥପର ହେବା ପାଇଁ କହିଛନ୍ତି ।

ଖଡ୍‌ଗପୁରସ୍ଥିତ ଆଇଆଇଟିରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

February 23rd, 12:40 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଖଡ୍‌ଗପୁରସ୍ଥିତ ଆଇଆଇଟିର ୨୬ତମ ସମାବର୍ତ୍ତନ ଉତ୍ସବରେ ଏକ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଆଜି ଛାତ୍ରଛାତ୍ରୀମାନଙ୍କୁ ସମ୍ବୋଧନ ପୂର୍ବକ ଅଭିଭାଷଣ ଦେଇଛନ୍ତି । ଏଥିରେ ଛାତ୍ରଛାତ୍ରୀମାନଙ୍କୁ ଆତ୍ମସଚେତନ ହେବା, ଆତ୍ମବିଶ୍ୱାସୀ ହେବା ଏବଂ ନିଃସ୍ୱାର୍ଥପର ହେବା ପାଇଁ କହିଛନ୍ତି ।

ନାସକମ୍ ଟେକ୍ନୋଲୋଜି ଓ ନେତୃତ୍ୱ ଫୋରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

February 17th, 12:31 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆଜି ନାସକମ୍ ପ୍ରଯୁକ୍ତି ଓ ନେତୃତ୍ୱ ମଞ୍ଚ (NTLF) କୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ କରୋନା କାଳରେ ପ୍ରଯୁକ୍ତି ଶିଳ୍ପ ଦେଖାଇଥିaବା ନମନୀୟତାର ଉଚ୍ଚପ୍ରଶଂସା କରିଥିଲେ । “ଯେତେବେଳେ ଚିପ୍‌ସ କାମ କରିବାରେ ଅକ୍ଷମ ହେଲା, ସେତେବେଳେ ଆପଣଙ୍କ କୋଡ କାମ ଜାରି ରଖିଲା” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ଅଭିବୃଦ୍ଧି ଆଶା ଯେତେବେଳେ ନିରାଶାରେ ପରିଣତ ହୋଇଥିଲା, ସେତେବେଳେ ଏହି କ୍ଷେତ୍ରରେ ଶତକଡା ଦୁଇଗୁଣ ଅଭିବୃଦ୍ଧି ହେବା ସହ ଚାରି ବିଲିୟନ ଡଲାର ରାଜସ୍ୱ ଆଦାୟ ହୋଇଛି ।

ନାସ୍‌କମ୍ ପ୍ରଯୁକ୍ତି ଓ ନେତୃତ୍ୱ ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

February 17th, 12:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆଜି ନାସକମ୍ ପ୍ରଯୁକ୍ତି ଓ ନେତୃତ୍ୱ ମଞ୍ଚ (NTLF) କୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ କରୋନା କାଳରେ ପ୍ରଯୁକ୍ତି ଶିଳ୍ପ ଦେଖାଇଥିaବା ନମନୀୟତାର ଉଚ୍ଚପ୍ରଶଂସା କରିଥିଲେ । “ଯେତେବେଳେ ଚିପ୍‌ସ କାମ କରିବାରେ ଅକ୍ଷମ ହେଲା, ସେତେବେଳେ ଆପଣଙ୍କ କୋଡ କାମ ଜାରି ରଖିଲା” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ଅଭିବୃଦ୍ଧି ଆଶା ଯେତେବେଳେ ନିରାଶାରେ ପରିଣତ ହୋଇଥିଲା, ସେତେବେଳେ ଏହି କ୍ଷେତ୍ରରେ ଶତକଡା ଦୁଇଗୁଣ ଅଭିବୃଦ୍ଧି ହେବା ସହ ଚାରି ବିଲିୟନ ଡଲାର ରାଜସ୍ୱ ଆଦାୟ ହୋଇଛି ।

ଜନନାୟକ ଓ ଯୋଦ୍ଧାମାନଙ୍କୁ ଇତିହାସ ସମ୍ମାନ ଦେଇ ନ ଥିବାରୁ ଆମେ ଭ୍ରମ ସଂଶୋଧାନ କରୁଛୁ-ପ୍ରଧାନମନ୍ତ୍ରୀ

February 16th, 02:45 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ଆମେ ସ୍ୱାଧୀନତାର ୭୫ତମ ବର୍ଷରେ ପ୍ରଦାର୍ପଣ କରୁଥିବା ସମୟରେ ଦେଶ ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇ ଥିବା ଇତିହାସର ବୀର ଏବଂ ବୀରାଙ୍ଗନାମାନଙ୍କୁ ମନେ ପକାଇବା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ।

ଉତର ପ୍ରଦେଶର ବହରାଇଚଠାରେ ମହାରାଜା ସୁହେଲ ଦେବ ସ୍ମରକୀ ଏବଂ ଚିତୌରା ହ୍ରଦର ଉନ୍ନୟନ କାର୍ଯ୍ୟର ଭତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

February 16th, 11:24 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ କନ୍‍ଫରେନ୍ସିଂ ବ୍ୟବସ୍ଥାରେ ଉତ୍ତର ପ୍ରଦେଶର ବହରାଇଚରେ ମହାରାଜା ସୁହେଲ ଦେବ ସ୍ମାରକ ଏବଂ ଚିତ୍ତୌରା ହ୍ରଦ ବିକାଶର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ ମହାରାଜା ସୁଢଲ ଦେବଙ୍କ ନାମରେ ନାମିତ ମେଡିକାଲ କଲେଜ ଭବନ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଉତ୍ତର ପ୍ରଦେଶର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ ।

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ମହାରାଜ ସୁହେଲ ଦେବ ସ୍ମାରକ ଓ ଚିତ୍ତୌରା ହ୍ରଦ ଉନ୍ନୟନ କାର୍ଯ୍ୟର ଶିଳାନ୍ୟାସ

February 16th, 11:23 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ କନ୍‍ଫରେନ୍ସିଂ ବ୍ୟବସ୍ଥାରେ ଉତ୍ତର ପ୍ରଦେଶର ବହରାଇଚରେ ମହାରାଜା ସୁହେଲ ଦେବ ସ୍ମାରକ ଏବଂ ଚିତ୍ତୌରା ହ୍ରଦ ବିକାଶର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ ମହାରାଜା ସୁଢଲ ଦେବଙ୍କ ନାମରେ ନାମିତ ମେଡିକାଲ କଲେଜ ଭବନ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଉତ୍ତର ପ୍ରଦେଶର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ ।

ଜିଏଚଟିସି- ଇଣ୍ଡିଆ ଅଧୀନରେ ଲାଇଟ୍‍ ହାଉସ୍‍ ପ୍ରକଳ୍ପ (ଏଲଏଚପି)ର ଆଧାରଶିଳା ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

January 01st, 10:39 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ ମୋଦୀ ଆଜି ବିଶ୍ୱ ଆବାସିକ ଟେକ୍‍ନୋଲଜି ଆହ୍ୱାନ ବା ଗ୍ଲୋବାଲ ହାଉସିଂ ଟେକ୍‍ନୋଲଜି ଚାଲେଞ୍ଜ (ଜିଏଚ୍‍ଟିସି) କାର୍ଯ୍ୟକ୍ରମ ଅଧୀନରେ 6ଟି ରାଜ୍ୟରେ ଲାଇଟ ହାଉସ୍‍ ପ୍ରକଳ୍ପ ବା ଏଲଏଚପିଏସ୍‍ର ଶୁଭ ଦେଇଛନ୍ତି । ଏହି କାର୍ଯ୍ୟକ୍ରମ ଭିଡିଓ କନ୍‍ଫରେନ୍ସିଂ ବ୍ୟବସ୍ଥାରେ ସଂପନ୍ନ ହୋଇଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ସୁଲଭ ମଜଭୁତ ଆବାସ ବ୍ୟବସ୍ଥା ବା ଆଶା ଇଣ୍ଡିଆ କାର୍ଯ୍ୟକ୍ରମର ବିଜେତାମାନଙ୍କ ନାମ ଘୋଷଣା କରିବା ସହ ସହରାଞ୍ଚଳ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟକାରିତା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ନିର୍ବାହ କରିଥିବା ସଂସ୍ଥା ଓ ବ୍ୟକ୍ତିବିଶେଷଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ସେ ମଧ୍ୟ ଏହି ଅବସରରେ ଅଭିନବ ନିର୍ମାଣ ଟେକ୍‍ନୋଲଜି ଉପରେ ଏକ ପ୍ରମାଣନ ପାଠ୍ୟକ୍ରମକୁ ଉନ୍ମୋଚନ କରିଥିଲେ । ଏହି ପାଠ୍ୟକ୍ରମର ନାମ ରଖାଯାଇଛି ନିଉ ଆଫଡେବଲ ଭ୍ୟାଲିଡେଟେଡ ରିସର୍ଚ୍ଚ ଇନୋଭେସନ ଟେକ୍‍ନୋଲଜି ଫର୍‍ ଇଣ୍ଡିଆନ୍‍ ହାଉସିଂ ବା ନବରୀତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ହରଦୀପ ସିଂହ ପୁରୀ, ଉତ୍ତର ପ୍ରଦେଶ, ତ୍ରିପୁରା, ଝାଡଖଣ୍ଡ, ତାମିଲନାଡୁ, ଗୁଜରାଟ, ଆନ୍ଧ୍ରପ୍ରଦେଶ ଓ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀଗଣ ଏହି କାର୍ଯ୍ୟକ୍ରମ ସମୟରେ ଉପସ୍ଥିତ ଥିଲେ ।

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଦେଶର 6ଟି ରାଜ୍ୟରେ ଲାଇଟ ହାଉସ୍‍ ପ୍ରକଳ୍ପର ଶିଳାନ୍ୟା

January 01st, 10:38 am