PM Modi meets Mahant Subhadra Aatya
November 14th, 06:32 pm
Prime Minister Shri Narendra Modi today met Mahant Subhadra Aatya, known for her work in education and empowering the girl child.ବିଶ୍ୱ ସରକାର ମହା ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 14th, 02:30 pm
ବିଶ୍ୱ ସରକାର ମହା ସମ୍ମିଳନୀକୁ ସମ୍ବୋଧନ କରିବା ମୋ ପକ୍ଷରେ ଏକ ବହୁତ ବଡ ସମ୍ମାନ । ଏଭଳି ଏକ ସୌଭାଗ୍ୟ ମୋତେ ଦ୍ୱିତୀୟ ଥର ପାଇଁ ମିଳିଛି । ମହାନୁଭବ ଶେଖ ମହମ୍ମଦବିନ୍ ରସିଦଙ୍କର ଆମନ୍ତ୍ରଣ ଏବଂ ଆନ୍ତରିକତା ସହିତ ମୋତେ ଉଚ୍ଛ୍ୱସିତ ସ୍ୱାଗତ କରାଯାଇଥିବାରୁ ମୁଁ କୃତଜ୍ଞ । ମୁଁ ମୋର ଭ୍ରାତୃ ପ୍ରତୀମ ମହାନୁଭବ ଶେଖ ମହମ୍ମଦ ବିନ୍ ଜାୟତଙ୍କ ନିକଟରେ କୃତଜ୍ଞତା ବ୍ୟକ୍ତ କରୁଛି । ଏହି ଅଳ୍ପ କିଛିଦିନ ମଧ୍ୟରେ ତାଙ୍କ ସହିତ ଅନେକ ଥର ସାକ୍ଷାତର ସୁଯୋଗ ମିଳିଛି । ସେ କେବଳ ଦୃଷ୍ଟିଭଙ୍ଗୀର ନେତା ନୁହଁନ୍ତି ବରଂ ସମାଧାନର ନେତା ଏବଂ ପ୍ରତିଶ୍ରୁତି ପାଳନର ମଧ୍ୟ ନେତା ଅଟନ୍ତି ।ବିଶ୍ୱ ସରକାର ଶିଖର ସମ୍ମିଳନୀ ୨୦୨୪ରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ
February 14th, 02:09 pm
ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ ତଥା ଦୁବାଇର ଶାସକ ଶେଖ୍ ମହମ୍ମଦ ବିନ୍ ରସିଦ ଅଲ୍ ମକ୍ତୁମଙ୍କ ନିମନ୍ତ୍ରଣକ୍ରମେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୪ ଫେବୃଆରୀ ୨୦୨୪ରେ ଦୁବାଇରେ ଅନୁଷ୍ଠିତ ବିଶ୍ୱ ସରକାର ଶିଖର ସମ୍ମିଳନୀରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଛନ୍ତି। ସେ ଏହି ଶିଖର ସମ୍ମିଳନୀର ବିଷୟବସ୍ତୁ - ‘‘ଭବିଷ୍ୟତ ସରକାର ଗଠନ’’ ଉପରେ ବିଶେଷ ବକ୍ତବ୍ୟ ଦେଇଥିଲେ । ପ୍ରଧାନମନ୍ତ୍ରୀ ୨୦୧୮ରେ ମଧ୍ୟ ବିଶ୍ୱ ସରକାର ଶିଖର ସମ୍ମିଳନୀରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଏଥର ଶିଖର ସମ୍ମିଳନୀରେ ବିଭିନ୍ନ ରାଷ୍ଟ୍ରର ୧୦ ଜଣ ରାଷ୍ଟ୍ରପତି ଓ ୧୦ ଜଣ ପ୍ରଧାନମନ୍ତ୍ରୀଙ୍କ ସମେତ ବିଶ୍ୱର ୨୦ ଜଣ ନେତା ଅଂଶଗ୍ରହଣ କରିଥିଲେ । ଏହି ବିଶ୍ୱ ସମାବେଶରେ ୧୨୦ରୁ ଅଧିକ ଦେଶର ସରକାରୀ ପଦାଧିକାରୀ ଓ ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ।'ଏକ ଭାରତ, ଶ୍ରେଷ୍ଠ ଭାରତ'ର ଭାବନା ଆମ ଦେଶକୁ ଶକ୍ତିଶାଳୀ କରୁଛି: 'ମନ୍ କୀ ବାତ୍'ରେ ପ୍ରଧାନମନ୍ତ୍ରୀ ମୋଦୀ
March 26th, 11:00 am
ମୋର ପ୍ରିୟ ଦେଶବାସୀଗଣ, ‘ମନ କି ବାତ୍’ରେ ଆମେ ଏଭଳି ହଜାର ହଜାର ଲୋକଙ୍କ ବିଷୟରେ ଆଲୋଚନା କରିଛୁ, ଯେଉଁମାନେ ଅନ୍ୟମାନଙ୍କ ସେବା ପାଇଁ ନିଜର ଜୀବନକୁ ସମର୍ପିତ କରିଦେଇଥାଆନ୍ତି । ଏଭଳି ଅନେକ ଲୋକ ଥାଆନ୍ତି, ଯେଉଁମାନେ ଝିଅମାନଙ୍କ ଶିକ୍ଷା ପାଇଁ ନିଜର ସାରା ପେନ୍ସନ୍ ଖର୍ଚ୍ଚ କରିଦେଇଥାଆନ୍ତି । କେହି ନିଜ ଜୀବନଯାକର ଉପାର୍ଜନକୁ ପରିବେଶ ଓ ପ୍ରାଣୀ ସେବା ପାଇଁ ସମର୍ପିତ କରିଦେଇଥାଏ । ଆମ ଦେଶରେ ପରମାର୍ଥକୁ ଏତେ ଉଚ୍ଚ ସ୍ଥାନ ଦିଆଯାଇଛି ଯେ, ଅନ୍ୟମାନଙ୍କ ସୁଖ ପାଇଁ ଲୋକେ ନିଜର ସର୍ବସ୍ୱ ଦାନ କରିବାରେ ମଧ୍ୟ କୁଣ୍ଠାବୋଧ କରନ୍ତି ନାହିଁ । ସେଇଥିପାଇଁ ତ ଆମକୁ ପିଲାଦିନେ ଶିବି ଓ ଦଧିଚିଙ୍କ ଭଳି ଦେହ-ଦାନୀଙ୍କ କାହାଣୀ କୁହାଯାଇଥାଏ।Some parties using appeasement politics as shortcut to power: PM Modi in Kheda
November 27th, 03:10 pm
Addressing his second rally of the day, the PM said, “The difference between the BJP and its opponents is that we serve the poor, while parties like the Congress only have cheated the poor. We have done so much for the poor in the country in just eight years, but the Congress kept on giving the slogan of 'Garibi Hatao' for decades. Today even the renowned experts of the world are agreeing that due to the efforts of the BJP government, poverty is reducing rapidly in the country.”We don’t spare terrorists; instead we break into their mastermind's homes and kill them: PM Modi in Surat
November 27th, 03:00 pm
In his final rally of the day, Prime Minister Modi iterated, “When the economy expands, everyone benefits from it. When the economy progresses, the poor also progress, the businessmen and entrepreneurs also progress. When the BJP government came to power at the centre in 2014, the country's economy was at number 10. In just eight years, the country's economy has now come at number 5.”This election is being fought be the people of Gujarat: PM Modi in Netrang
November 27th, 02:46 pm
Amidst the ongoing election campaigning in Gujarat, PM Modi's rally spree continued as he addressed a public meeting in Gujarat’s Netrang today. PM Modi highlighted about the Sankalp Patra released by the state BJP unit for developed Gujarat. He said, “Several resolutions have been taken in the Sankalp Patra to increase the economy of Gujarat, to empower the poor, middle class of the state and for Sabka Sath, Sabka Vikas.”PM Modi campaigns in Gujarat’s Netrang, Kheda and Surat
November 27th, 02:45 pm
Amidst the ongoing election campaigning in Gujarat, PM Modi's rally spree continued as he addressed a public meeting in Gujarat’s Netrang today. PM Modi highlighted about the Sankalp Patra released by the state BJP unit for developed Gujarat. He said, “Several resolutions have been taken in the Sankalp Patra to increase the economy of Gujarat, to empower the poor, middle class of the state and for Sabka Sath, Sabka Vikas.”Women empowerment is important for rapid development of 21st century India: PM
June 18th, 12:31 pm
The Prime Minister, Shri Narendra Modi today participated in Gujarat Gaurav Abhiyan at Vadodara today. He inaugurated and laid the foundation stone of development projects worth Rs 21,000 crores. Beneficiaries, Chief Minister Shri Bhupendrabhai Patel, Union and State Ministers, People’s representatives and other dignitaries were among those present on the occasion.PM participates in Gujarat Gaurav Abhiyan at Vadodara
June 18th, 12:30 pm
The Prime Minister, Shri Narendra Modi today participated in Gujarat Gaurav Abhiyan at Vadodara today. He inaugurated and laid the foundation stone of development projects worth Rs 21,000 crores. Beneficiaries, Chief Minister Shri Bhupendrabhai Patel, Union and State Ministers, People’s representatives and other dignitaries were among those present on the occasion.ପରିକ୍ଷା ପେ ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ ମୋଦୀ ଝିଅକୁ ଶିକ୍ଷିତ କରିବା ଉପରେ ଗୁରୁତ୍ଵାରୋପ କରିଛନ୍ତି
April 01st, 08:15 pm
ଗୁଜରାଟର ନବସାରୀର ଜଣେ ଅଭିଭାବକ ସୀମା ଚିନ୍ତନ ଦେଶାଇ ପ୍ରଧାନମନ୍ତ୍ରୀଙ୍କୁ ପଚାରିଥିଲେ ଯେ, ଗ୍ରାମାଞ୍ଚଳର ଝିଅମାନଙ୍କ ଉନ୍ନତି ଦିଗରେ ସମାଜ କିଭଳି ଯୋଗଦାନ କରିପାରିବ। ଏହି ପ୍ରଶ୍ନର ଉତ୍ତରରେ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ, ପୂର୍ବରୁ ଝିଅମାନଙ୍କ ଶିକ୍ଷାକୁ ଅଣଦେଖା କରାଯାଉଥିବା ବେଳେ ଏବେ ଝିଅମାନଙ୍କ ସ୍ଥିତିରେ ଯଥେଷ୍ଟ ସୁଧାର ଆସିଛି। ଝିଅମାନଙ୍କର ଉପଯୁକ୍ତ ଶିକ୍ଷା ବିନା କୌଣସି ସମାଜର ଉନ୍ନତି ସମ୍ଭବ ନୁହେଁ ବୋଲି ସେ ମତବ୍ୟକ୍ତ କରିଥିଲେ।BJP Govt in UP means control over Dangaraaj, Mafiaraaj, Gundaraaj: PM Modi in Sitapur
February 16th, 03:46 pm
Amidst the ongoing election campaigning in Uttar Pradesh, PM Modi’s rally spree continued as he addressed a public meeting in Sitapur today. PM Modi paid tribute to Sant Ravidas Ji on the occasion of his birth anniversary, he said, “For decades, the devotees of Sant Ravidas ji demanded development of his birthplace, but previous governments came here during elections, took photographs and left. It is a matter of happiness for me that I am the MP of Kashi where Sant Ravidas ji was born. We are redeveloping Sant Ravidas Ji’s birthplace.”PM Modi addresses public meeting in Sitapur, Uttar Pradesh
February 16th, 03:45 pm
Amidst the ongoing election campaigning in Uttar Pradesh, PM Modi’s rally spree continued as he addressed a public meeting in Sitapur today. PM Modi paid tribute to Sant Ravidas Ji on the occasion of his birth anniversary, he said, “For decades, the devotees of Sant Ravidas ji demanded development of his birthplace, but previous governments came here during elections, took photographs and left. It is a matter of happiness for me that I am the MP of Kashi where Sant Ravidas ji was born. We are redeveloping Sant Ravidas Ji’s birthplace.”We do not see any conflicts between national progress and regional aspirations: PM Modi
February 08th, 11:31 am
The Prime Minister, Shri Narendra Modi, today replied to the motion of thanks on the President’s address to Parliament, in the Rajya Sabha. The Prime Minister said “This is a very important time to think, where to take the nation and how to take the nation ahead, when it celebrates 100 years of Independence.” He also believed that in order to complete the resolution for this we will need collective partnership and collective ownership.PM’s reply to the Motion of Thanks on the President’s Address in Rajya Sabha
February 08th, 11:30 am
The Prime Minister, Shri Narendra Modi, today replied to the motion of thanks on the President’s address to Parliament, in the Rajya Sabha. The Prime Minister said “This is a very important time to think, where to take the nation and how to take the nation ahead, when it celebrates 100 years of Independence.” He also believed that in order to complete the resolution for this we will need collective partnership and collective ownership.Double engine government is working with double speed for Uttar Pradesh’s development: PM
January 31st, 01:31 pm
Ahead of the upcoming Assembly elections, Prime Minister Narendra Modi today addressed his first virtual rally in five districts of Uttar Pradesh. These districts are Saharanpur, Shamli, Muzaffarnagar, Baghpat and GautamBuddha Nagar. Addressing the first virtual rally 'Jan Chaupal', PM Modi said, “The illegal occupation of the homes, land and shops of the poor, Dalits, backwards and the downtrodden was a sign of socialism five years ago.”PM Modi's Jan Chaupal with the people of Uttar Pradesh
January 31st, 01:30 pm
Ahead of the upcoming Assembly elections, Prime Minister Narendra Modi today addressed his first virtual rally in five districts of Uttar Pradesh. These districts are Saharanpur, Shamli, Muzaffarnagar, Baghpat and GautamBuddha Nagar. Addressing the first virtual rally 'Jan Chaupal', PM Modi said, “The illegal occupation of the homes, land and shops of the poor, Dalits, backwards and the downtrodden was a sign of socialism five years ago.”No power can stop the country whose youth is moving ahead with the resolve of Nation First: PM Modi
January 28th, 01:37 pm
Prime Minister Narendra Modi addressed the National Cadet Corps Rally at Cariappa Ground in New Delhi. The PM talked about the steps being taken to strengthen the NCC in the country in a period when the country is moving forward with new resolutions. He elaborated on the steps being taken to open the doors of the defence establishments for girls and women.କ୍ୟାରିଅପ୍ପା ଗ୍ରାଉଣ୍ଡ ଏନସିସି ରାଲିରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 28th, 01:36 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୨୮.୦୧.୨୨) କ୍ୟାରିଅପ୍ପା ଗ୍ରାଉଣ୍ଡରେ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ର୍ୟାଲିକୁ ସମ୍ବୋଧନ କରିଛନ୍ତି । ପ୍ରଧାନମନ୍ତ୍ରୀ ଗାର୍ଡ ଅଫ ଅନର ନିରୀକ୍ଷଣ କରିବା ସହ ସମର ଶିକ୍ଷାର୍ଥୀ ବାହିନୀ ଦ୍ୱାରା ଆୟୋଜିତ ମାର୍ଚ୍ଚଫାଷ୍ଟର ମଧ୍ୟ ସମୀକ୍ଷା କରିଥିଲେ । ଏହାଛଡା ଶ୍ରୀ ମୋଦୀ ସମର ଶିକ୍ଷାର୍ଥୀମାନେ ସେମାନଙ୍କ ଦ୍ୱାରା ପ୍ରଦର୍ଶିତ ସେବା କୌଶଳ, ମାଇକ୍ରୋଲାଇଟ୍ ଫ୍ଲାଇଂ,ଖସଡିବା, ପାରାସେଲିଂ ଓ ସାଂସ୍କୃତିକ କାର୍ଯ୍ୟକ୍ରମର ମଧ୍ୟ ଅବଲୋକନ କରିଥିଲେ । ଶ୍ରେଷ୍ଠ ସମର ଶିକ୍ଷାର୍ଥୀ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଠାରୁ ପଦକ ଓ ବ୍ୟାଟନ ଗ୍ରହଣ କରିଥିଲେ ।ପୁଡୁଚେରୀ ଠାରେ ୨୫ତମ ଜାତୀୟ ଯୁବ ମହୋତ୍ସବର ଉଦଘାଟନୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
January 12th, 03:02 pm
ପୁଡୁଚେରୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ତାମିଲ- ସାଇ ଜୀ, ମୁଖ୍ୟମନ୍ତ୍ରୀ ଏନ ରଙ୍ଗାସାମୀ ଜୀ, କେନ୍ଦ୍ର କ୍ୟାବିନେଟରେ ଥିବା ମୋର ସହକର୍ମୀ ଶ୍ରୀ ନାରାୟଣ ରାଣେ ଜୀ, ଶ୍ରୀ ଅନୁରାଗ ଠାକୁର ଜୀ, ଶ୍ରୀ ନିଶୀତ ପ୍ରମାଣିକ ଜୀ, ଶ୍ରୀ ଭାନୁ ପ୍ରତାପ ସିଂହ ବର୍ମା ଜୀ, ପୁଡୁଚେରୀ ସରକାରଙ୍କ ବରିଷ୍ଠ ମନ୍ତ୍ରିଗଣ, ସାଂସଦ ଗଣ, ବିଧୟାକ ଗଣ, ଦେଶର ଅନ୍ୟ ରାଜ୍ୟର ମନ୍ତ୍ରିଗଣ ଏବଂ ମୋର ଯୁବ ବନ୍ଧୁମାନେ! ନମସ୍କାର! ଆପଣ ସମସ୍ତଙ୍କୁ ଜାତୀୟ ଯୁବ ଦିବସର ବହୁତ ବହୁତ ଶୁଭକାମନା!