Any country can move forward only by being proud of its heritage and preserving it: PM Modi
November 11th, 11:30 am
PM Modi participated in the 200th anniversary celebration of Shree Swaminarayan Mandir in Vadtal, Gujarat. Noting that the 200th year celebrations in Vadtal dham was not mere history, Shri Modi remarked that it was an event of a huge importance for many disciples including him who had grown up with utmost faith in Vadtal Dham. He added that this occasion was a testimony to the eternal flow of Indian culture.PM Modi participates in 200th year celebrations of Shree Swaminarayan Mandir in Vadtal, Gujarat
November 11th, 11:15 am
PM Modi participated in the 200th anniversary celebration of Shree Swaminarayan Mandir in Vadtal, Gujarat. Noting that the 200th year celebrations in Vadtal dham was not mere history, Shri Modi remarked that it was an event of a huge importance for many disciples including him who had grown up with utmost faith in Vadtal Dham. He added that this occasion was a testimony to the eternal flow of Indian culture.If the world praises India it's because of your vote which elected a majority government in the Centre: PM Modi in Mudbidri
May 03rd, 11:01 am
Continuing his election campaigning spree, Prime Minister Narendra Modi today addressed a mega public meeting in Karnataka’s Mudbidri. May 10th, the day of the polls, is fast approaching. The BJP is determined to make Karnataka the top state and BJP's resolve is to make Karnataka a manufacturing super power. This is our roadmap for the coming years,” stated PM Modi.PM Modi addresses public meetings in Karnataka’s Mudbidri, Ankola and Bailhongal
May 03rd, 11:00 am
Continuing his election campaigning spree, Prime Minister Narendra Modi today addressed a mega public meeting in Karnataka’s Mudbidri. May 10th, the day of the polls, is fast approaching. The BJP is determined to make Karnataka the top state and BJP's resolve is to make Karnataka a manufacturing super power. This is our roadmap for the coming years,” stated PM Modi.ନୂଆଦିଲ୍ଲୀରେ ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କ ୨୦୦ତମ ଜୟନ୍ତୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
February 12th, 11:00 am
ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଗୁଜରାଟର ରାଜ୍ୟପାଳ ଶ୍ରୀ ଆଚାର୍ଯ୍ୟ ଦେବବ୍ରତ ଜୀ, ସର୍ବଭାରତୀୟ ଆର୍ଯ୍ୟ ପ୍ରତିନିଧି ସଭାର ଅଧ୍ୟକ୍ଷ ଶ୍ରୀ ସୁରେଶ ଚନ୍ଦ୍ର ଆର୍ଯ୍ୟ ଜୀ, ଦିଲ୍ଲୀ ଆର୍ଯ୍ୟ ପ୍ରତିନିଧି ସଭାର ଅଧ୍ୟକ୍ଷ ଶ୍ରୀ ଧରମାଲ ଆର୍ଯ୍ୟ ଜୀ, ଶ୍ରୀ ବିନୟ ଆର୍ଯ୍ୟ ଜୀ, ମନ୍ତ୍ରିମଣ୍ଡଳର ମୋର ସହଯୋଗୀ ଜି. କିଶନ ରେଡୀ ଜୀ, ମିନାକ୍ଷୀ ଲେଖି ଜୀ, ଅର୍ଜୁନ ରାମ ମେଘୱାଲ ଜୀ, ସମସ୍ତ ପ୍ରତିନିଧିଗଣ, ଭାଇ ଏବଂ ଭଉଣୀମାନେ!ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କ ୨୦୦ତମ ଜୟନ୍ତୀ ଉଦଘାଟିତ ସ୍ମାରକୀ ଲୋଗୋ ଉନ୍ମୋଚିତ
February 12th, 10:55 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୧୨-୦୨-୨୦୨୩) ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଇଣ୍ଡୋର ଷ୍ଟାଡିୟମରେ ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କ ବର୍ଷବ୍ୟାପୀ ଦୁଇଶହତମ ଜୟନ୍ତୀ ପାଳନ ଉଦଘାଟନ କରିଛନ୍ତି । ଏହି ସ୍ମାରକୀ ପାଳନ ଅବସରରେ ସେ ଏକ ଲୋଗୋ ମଧ୍ୟ ଉନ୍ମୋଚନ କରିଛନ୍ତି ।ଦୁଇ ଦିନରେ ଦଶ ଲକ୍ଷରୁ ଅଧିକ ସୁକନ୍ୟା ସମୃଦ୍ଧି ଜମାଖାତା ଖୋଲିଥିବାରୁ ଭାରତୀୟ ଡାକକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
February 11th, 09:36 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନରେ ଦଶ ଲକ୍ଷରୁ ଅଧିକ ସୁକନ୍ୟା ସମୃଦ୍ଧି ଜମାଖାତା ଖୋଲିଥିବାରୁ ଭାରତୀୟ ଡାକକୁ ଶୁଭେଚ୍ଛା ଜଣାଇଛନ୍ତି । ଏହା କନ୍ୟାମାନଙ୍କ ଭବିଷ୍ୟତ ସୁରକ୍ଷିତ ରଖିବା ସହ ସେମାନଙ୍କୁ ସଶକ୍ତ କରିବ ।ମରୋଲ୍, ମହାରାଷ୍ଟ୍ରରେ ଅଲଜେମିଆ-ତୁସ୍-ସୈଫିଆର ନୂଆ ପରିସରର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 10th, 08:27 pm
ପରମପାବନ ସୈୟଦନା ମୁଫଦଲ୍ ଜି, ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ମହାଶୟ, ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ମହାଶୟ, ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଅନ୍ୟ ସମସ୍ତ ମାନ୍ୟବର ମହାନୁଭବ !ପ୍ରଧାନମନ୍ତ୍ରୀ ମୁମ୍ବାଇ ଠାରେ ଅଲଜାମିଆ-ତୁସ- ସୈଫିୟାର ନୂଆ କ୍ୟାମ୍ପସ ଉଦଘାଟନ କଲେ
February 10th, 04:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୁମ୍ବାଇର ମରୋଲ ଠାରେ ଅଲଜାମିଆ-ତୁସ୍-ସୈଫିଆ (ସୈଫି ଏକାଡେମୀ) ର ନୂଆ କ୍ୟାମ୍ପସ ଉଦଘାଟନ କରିଛନ୍ତି । ଅଲଜାମିଆ-ତୁସ୍-ସୈଫିଆ ଦାଉଦି ବୋହରା ସମ୍ପ୍ରଦାୟର ପ୍ରମୁଖ ଶିକ୍ଷାନୁଷ୍ଠାନ । ପରମ ପୂଜ୍ୟ ସୈଦନା ମୁଫଦ୍ଦଲ ସୈଫୁଦ୍ଦିନଙ୍କ ମାର୍ଗଦର୍ଶନରେ ଏହି ଅନୁଷ୍ଠାନ ସମ୍ପ୍ରଦାୟର ଶିଖିବା ପରମ୍ପରା ଓ ସାହିତ୍ୟିକ ସଂସ୍କୃତିକୁ ସଂରକ୍ଷିତ କରୁଛି ।ଭିଡିଓ କନଫରେନ୍ସିଂ ଜରିଆରେ ଉତ୍ତର ପ୍ରଦେଶର ବସ୍ତିରେ ଦ୍ୱିତୀୟ ସାଂସଦ ଖେଳ ମହାକୁମ୍ଭର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
January 18th, 04:39 pm
ୟୁପିର ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ ଜୀ, ସଂସଦରେ ମୋର ସହକର୍ମୀ ଆମର ଯୁବ ବନ୍ଧୁ ଭାଇ ହରିଶ ଦ୍ୱିବେଦୀ ଜୀ, ବିଭିନ୍ନ ଖେଳର ଖେଳାଳି, ରାଜ୍ୟ ସରକାରଙ୍କ ମନ୍ତ୍ରୀ, ବିଧାୟକ, ଅନ୍ୟ ସମସ୍ତ ଜନପ୍ରତିନିଧି, ଅନ୍ୟ ସମସ୍ତ ବରିଷ୍ଠ ମାନ୍ୟଗଣ୍ୟ ଏବଂ ବିଶାଳ ସଂଖ୍ୟାରେ ମୁଁ ଏଠାରେ ଯୁବଗୋଷ୍ଠୀଙ୍କୁ ଦେଖୁଛି । ସବୁ ସ୍ଥାନରେ କେବଳ ଯୁବକ ଏବଂ ଯୁବକମାନେ ହିଁ ଅଛନ୍ତି । ମୋର ପ୍ରିୟ ଭାଇ ଓ ଭଉଣୀମାନେ ।ବସ୍ତି ଜିଲ୍ଲାରେ ସାଂସଦ ଖେଳ ମହାକୁମ୍ଭ ଦ୍ୱିତୀୟ ପର୍ଯ୍ୟାୟ ୨୦୨୨-୨୩ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
January 18th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସାଂସଦ ମହାକୁମ୍ଭ ୨୦୨୨-୨୩ର ଦ୍ୱିତୀୟ ପର୍ଯ୍ୟାୟକୁ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଆଜି (୧୮.୦୧.୨୦୨୩) ଉଦ୍ଘାଟନ କରିଛନ୍ତି । ବସ୍ତିର ଲୋକସଭା ସଦସ୍ୟ ଶ୍ରୀ ହରିଶ ଦ୍ୱିବେଦୀ ୨୦୨୧ ମସିହାଠାରୁ ବସ୍ତି ଜିଲ୍ଲାରେ ସାଂସଦ ଖେଳ ମହାକୁମ୍ଭର ଆୟୋଜନ କରିଆସୁଛନ୍ତି । ଖେଳ ମହାକୁମ୍ଭ ଉଭୟ ଇନ୍ଡୋର ଓ ଆଉଟଡୋର କ୍ରୀଡାର ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରିଥାଏ । ସେଗୁଡିକ ମଧ୍ୟରେ କୁସ୍ତି, କବାଡି, ଖୋ ଖୋ, ବାସ୍କେଟବଲ, ଫୁଟବଲ, ହକି, ଭଲିବଲ, ହ୍ୟାଣ୍ଡବଲ, ଚେସ୍, କ୍ୟାରୋମ, ବ୍ୟାଡମିଣ୍ଟନ, ଟେବୁଲ ଟେନିସ ଇତ୍ୟାଦି ଅନ୍ତର୍ଭୁକ୍ତ । ଏହା ବ୍ୟତୀତ ଖେଳ ମହାକୁମ୍ଭରେ ପ୍ରବନ୍ଧ ଲିଖନ, ଚିତ୍ରକଳା, ରଙ୍ଗୋଲୀ ଅଙ୍କନ ଇତ୍ୟାଦି ମଧ୍ୟ ଆୟୋଜିତ ହୋଇଥାଏ।ପ୍ରଧାନମନ୍ତ୍ରୀ ମୋଦୀ ଗୁଜୁରାଟର ଭାବନଗରରେ 'ପାପା ନି ପରି' ଲଗନୋତ୍ସବ 2022 ରେ ଏକ ଗଣ ବିବାହ ସମାରୋହରେ ଯୋଗ ଦେଇଛନ୍ତି
November 06th, 05:32 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜୁରାଟର ଭାବନଗରଠାରେ 'ପାପା ନି ପରି' ଲଗନୋତ୍ସବ 2022 ରେ ଏକ ଗଣ ବିବାହ ସମାରୋହରେ ଯୋଗ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ଭାଷଣ ଦେଇଥିଲେ ଏବଂ ଏହି କାର୍ଯ୍ୟକ୍ରମରେ ବିବାହ କରୁଥିବା ସମସ୍ତ 552 ଜଣ ଝିଅଙ୍କୁ ଆଶୀର୍ବାଦ ଦେଇ ଦର୍ଶକଙ୍କୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ, ଆହୁରି ମଧ୍ୟ, ଜୀବନରେ ଜଣେ ପିତା ହେବାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ ।Modhera will always figure in discussions about solar power anywhere in the world: PM Modi
October 09th, 04:47 pm
The Prime Minister, Shri Narendra Modi laid the foundation stone and dedicated various projects worth over Rs 3900 crore to the nation in Modhera, Mehsana, today. The Prime Minister also declared the village of Modhera as India’s first 24x7 solar-powered village.PM lays foundation stone and dedicates to the nation various projects worth over Rs 3900 crore in Modhera, Mehsana, Gujarat
October 09th, 04:46 pm
PM Modi laid the foundation stone and dedicated various projects worth over Rs 3900 crore to the nation in Modhera. The Prime Minister said earlier Modhera was known for Surya Mandir but now Surya Mandir has inspired Saur Gram and that has made a place on the environment and energy map of the world.ମଧ୍ୟ ପ୍ରଦେଶର ଶେଓପୁରରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନର ମୂଳଲେଖା
September 17th, 01:03 pm
ମଧ୍ୟ ପ୍ରଦେଶର ରାଜ୍ୟପାଳ ଶ୍ରୀଯୁକ୍ତ ମଙ୍ଗୁଭାଇ ପଟେଲ, ମଧ୍ୟ ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ଶିବରାଜ ସିଂହ ଜୀ ଚୌହାନ, କେନ୍ଦ୍ରୀୟ ମନ୍ତ୍ରୀ ପରିଷଦର ମୋର ବନ୍ଧୁଗଣ, ମଧ୍ୟ ପ୍ରଦେଶ ସରକାରର ମନ୍ତ୍ରୀଗଣ, ସାଂସଦ ଓ ବିଧାୟକ ବନ୍ଧୁ, ବିଶାଳ ସଂଖ୍ୟାରେ ଉପସ୍ଥିତ ଥିବା ଅନ୍ୟ ସମସ୍ତ ମହାନୁଭବ ତଥା ଆଜି ଏହି କାର୍ଯ୍ୟକ୍ରମର କେନ୍ଦ୍ରବିନ୍ଦୁରେ ଅଛନ୍ତି, ଯେଉଁମାନଙ୍କ ପାଇଁ ଏହି କାର୍ଯ୍ୟକ୍ରମ ହେଉଛି, ଏଭଳି ବହୁତ ବଡ଼ ସଂଖ୍ୟାରେ ଉପସ୍ଥିତ ସ୍ୱୟଂ ସହାୟକ ଗୋଷ୍ଠୀ ସହ ଜଡ଼ିତ ମାଆ ଓ ଭଉଣୀମାନଙ୍କୁ ପ୍ରଣାମ!PM addresses Women Self Help Groups Conference in Karahal, Madhya Pradesh
September 17th, 01:00 pm
PM Modi participated in Self Help Group Sammelan organised at Sheopur, Madhya Pradesh. The PM highlighted that in the last 8 years, the government has taken numerous steps to empower the Self Help Groups. “Today more than 8 crore sisters across the country are associated with this campaign. Our goal is that at least one sister from every rural family should join this campaign”, PM Modi remarked.ଶ୍ରୀ ହରମୋହନ ସିଂହ ଯାଦବଙ୍କ ୧୦ମ ପୂଣ୍ୟତିଥିରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 25th, 04:31 pm
ମୁଁ ସ୍ୱର୍ଗୀୟ ହରମୋହନ ସିଂହ ଯାଦବ ମହାଶୟଙ୍କ ପୂଣ୍ୟତିଥିରେ ତାଙ୍କୁ ଆଦର ପୂର୍ବକ ପ୍ରଣାମ କରୁଛି, ନିଜର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛି । ମୁଁ ସୁଖରାମ ମହାଶୟଙ୍କ ନିକଟରେ ମଧ୍ୟ କୃତଜ୍ଞତା ଜ୍ଞାପନ କରୁଛି ଯେ, ସେ ଏହି କାର୍ଯ୍ୟକ୍ରମ ପାଇଁ ଏତେ ସ୍ନେହର ସହିତ ମୋତେ ଆମନ୍ତ୍ରିତ କଲେ। ଏହା ମଧ୍ୟ ମୋର ହାର୍ଦ୍ଦିକ ଇଚ୍ଛା ଥିଲା ଯେ ମୁଁ ଏହି କାର୍ଯ୍ୟକ୍ରମ ପାଇଁ କାନପୁର ଆସି ଆପଣମାନଙ୍କ ଗହଣରେ ଉପସ୍ଥିତ ରହିବି । କିନ୍ତୁ ଆଜି, ଆମ ଦେଶ ପାଇଁ ମଧ୍ୟ ହେଉଛି ଏକ ବହୁତ ବଡ଼ ଗଣତାନ୍ତ୍ରିକ ଅବସର । ଆଜି ଆମର ନୂତନ ରାଷ୍ଟ୍ରପତି ମହୋଦୟା ଶପଥ ଗ୍ରହଣ କରିଛନ୍ତି। ସ୍ୱାଧୀନତା ପରେ ପ୍ରଥମ ଥର ପାଇଁ ଆଦିବାସୀ ସମାଜରୁ ଜଣେ ମହିଳା ରାଷ୍ଟ୍ରପତି ଦେଶର ନେତୃତ୍ୱ କରିବାକୁ ଯାଉଛନ୍ତି । ଏହା ହେଉଛି ଆମର ଗଣତନ୍ତ୍ରର ଶକ୍ତି, ଆମର ସର୍ବ ସମାବେଶୀ ବିଚାରଧାରାର ଜୀବନ୍ତ ଉଦାହରଣ । ଏହି ଅବସରରେ ଆଜି ଦିଲ୍ଲୀରେ କେତେକ ଜରୁରୀ ଆୟୋଜନ ହେଉଛି । ସାମ୍ବିଧାନିକ ଦାୟିତ୍ୱ ନିମନ୍ତେ ମୋର ଦିଲ୍ଲୀରେ ରହିବା ହେଉଛି ବହୁତ ସ୍ୱାଭାବିକ, ଜରୁରୀ ମଧ୍ୟ ହୋଇଥାଏ। ତେଣୁ, ମୁଁ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆପଣମାନଙ୍କ ସହିତ ସାମିଲ ହୋଇଛି।ପ୍ରଧାନମନ୍ତ୍ରୀ ସ୍ୱର୍ଗୀୟ ଶ୍ରୀ ହରମୋହନ ସିଂହ ଯାଦବଙ୍କର ଦଶମ ପୁଣ୍ୟତିଥି ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି
July 25th, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ସଂସଦ, ଏମ୍ଏଲ୍ସି, ବିଧାୟକ ଏବଂ ଶୌର୍ଯ୍ୟ ଚକ୍ରରେ ସମ୍ମାନିତ ଏବଂ ଜଣେ ଉତୁଙ୍ଗ ବ୍ୟକ୍ତିତ୍ୱ ଏବଂ ଯାଦବ ସମ୍ପ୍ରଦାୟର ନେତା ସ୍ୱର୍ଗୀୟ ଶ୍ରୀ ହରମୋହନ ସିଂହ ଯାଦବଙ୍କର ଦଶମ ପୂଣ୍ୟତିଥି ଅବସରରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ।ଷଷ୍ଠ ଭାରତ- ଜର୍ମାନୀ ଆନ୍ତଃ- ସରକାରୀସ୍ତରୀୟ ବିଚାରବିମର୍ଷ ସମ୍ପର୍କୀତ ମିଳିତ ବିବୃତି
May 02nd, 08:28 pm
ଆଜି ଜର୍ମାନ ସଂଘୀୟ ଗଣରାଜ୍ୟ ସରକାର ଏବଂ ଭାରତୀୟ ପ୍ରଜାତନ୍ତ୍ର ସରକାରଙ୍କ ମଧ୍ୟରେ ସଂଘୀୟ ଚାନସେଲର ଓଲାଫ ସୋଲଜ୍ ଏବଂ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମିଳିତ ଅଧ୍ୟକ୍ଷତାରେ ଷଷ୍ଠ ଆନ୍ତଃ- ସରକାରୀ ସ୍ତରୀୟ ବିଚାର ଆଲୋଚନା ଅନୁଷ୍ଠିତ ହୋଇଛି । ଉଭୟ ରାଷ୍ଟ୍ରର ଦୁଇ ନେତାଙ୍କ ବ୍ୟତୀତ ଏହି ବିଚାରବିମର୍ଷରେ ଉଭୟ ରାଷ୍ଟ୍ରର ମନ୍ତ୍ରୀବୃନ୍ଦ ଏବଂ ଅନ୍ୟାନ୍ୟ ଉଚ୍ଚସ୍ତରୀୟ ପ୍ରତିନିଧି ଯେଉଁମାନେ କି ଆଲୋଚନା ସମ୍ପର୍କୀତ ମନ୍ତ୍ରଣାଳୟ ସହିତ ସଂପୃକ୍ତ ଏହି ପ୍ରତିନିଧିମଣ୍ଡଳରେ ସାମିଲ ହୋଇଥିଲେ ଓ ସେମାନଙ୍କ ନାମ ପରିଶିଷ୍ଟରେ ପ୍ରଦାନ କରାଯାଇଛି ।ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ କଚ୍ଛରେ ଆୟୋଜିତ ଏକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 08th, 06:03 pm
ମୁଁ ଆପଣ ସମସ୍ତଙ୍କୁ, ଦେଶର ସମସ୍ତ ମହିଳାଙ୍କୁ ଅନ୍ତର୍ଜାତୀୟ ମହିଳା ଦିବସର ଅନେକ ଅନେକ ଶୁଭେଚ୍ଛା ଜଣାଉଛି । ଏହି ଅବସରରେ ଆପଣମାନଙ୍କ ପରି ଦେଶର ମହିଳା ସନ୍ଥ ଏବଂ ସାଧ୍ୱୀମାନଙ୍କ ଦ୍ୱାରା ଏହି ଅଭିନବ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ମୁଁ ଆପଣ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି ।