ଦି ଇକୋନୋମିକ୍ସ ଟାଇମ୍ସ- ଗ୍ଲୋବାଲ ବିଜନେସ ସମିଟରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନର ମୂଳପାଠ

February 23rd, 09:46 am

ଏହି ବ୍ୟବସାୟିକ ଶିଖର ସମ୍ମିଳନୀର ବିଷୟବସ୍ତୁର ପ୍ରଥମ ଶବ୍ଦ ଭାବେ ଆପଣମାନେ ସାମାଜିକ ଶବ୍ଦ ଚୟନ କରିଥିବାରୁ ଅଭିନନ୍ଦନ ଜଣାଉଛି ।

ଇକୋନମିକ ଟାଇମ୍ସ ବିଶ୍ୱ ବାଣିଜ୍ୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ

February 23rd, 09:45 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇକୋନମିକ ଟାଇମ୍ସ ବିଶ୍ୱ ବାଣିଜ୍ୟ ସମ୍ମିଳନୀରେ ଉଦ୍ବୋଧନ ଦେଇଛନ୍ତି । 2013-14ରୁ ଭାରତ ଅନିୟନ୍ତ୍ରିତ ମୁଦ୍ରାସ୍ଫୀତି, ଉଚ୍ଚ ବିତ୍ତୀୟ ନିଅଣ୍ଟ ଏବଂ ତ୍ରୁଟିପୂର୍ଣ୍ଣ ନୀତି ଭଳି ସମସ୍ୟା ଘେରରେ ରହିଥିବା ବେଳେ, ଏବେ ପରିବର୍ତ୍ତନ ସ୍ପଷ୍ଟ ଦୃଶ୍ୟମାନ ହେଉଛି ବୋଲି ସେ କହିଛନ୍ତି ।

ନୂଆଦିଲ୍ଲୀରେ ବାଣିଜ୍ୟ ଭବନର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ

June 22nd, 11:47 am

ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ସୁରେଶ ପ୍ରଭୁ ମହାଶୟ, ଗୃହ ନିର୍ମାଣ ଏବଂ ସହରାଞ୍ଚଳ ବ୍ୟାପାର(ସ୍ଵାଧୀନ) ରାଷ୍ଟ୍ରମନ୍ତ୍ରୀ ଶ୍ରୀ ହରଦୀପ ସିଂହ ପୁରୀ ମହାଶୟ, ବାଣିଜ୍ୟ ଏବଂ ଉଦ୍ୟୋଗ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ସି. ଆର. ଚୌଧୁରୀ ମହାଶୟ, ବାଣିଜ୍ୟ ମନ୍ତ୍ରଣାଳୟ ଓ ସମ୍ବନ୍ଧିତ ବିଭାଗଗୁଡିକର ଅଧିକାରୀଗଣ ଏବଂ ଏଠାରେ ଉପସ୍ଥିତ ଅନ୍ୟ ମହାନୁଭବ ।

ବାଣିଜ୍ୟ ଭବନ ଶିଳାନ୍ୟାସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

June 22nd, 11:40 am

ଆଜି ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ର ସରକାରଙ୍କ ବାଣିଜ୍ୟ ବିଭାଗର ନୂତନ କାର୍ଯ୍ୟାଳୟ କମ୍ପ୍ଲେକ୍ସ- ବାଣିଜ୍ୟ ଭବନର ଆଧାରଶିଳା ସ୍ଥାପନ କରିଛନ୍ତି ।

ഇന്ത്യാ-കൊറിയ വ്യാപാര ഉച്ചകോടി-2018ല്‍ പ്രധാനമന്ത്രി നടത്തിയ പ്രസംഗം

February 27th, 11:00 am

നിങ്ങളൊടൊപ്പം ഇന്ന് ഈ ഉച്ചകോടിയില്‍ പങ്കെടുക്കാന്‍ കഴിഞ്ഞതില്‍ ഞാന്‍ അതീവ സന്തുഷ്ടനാണ്. ഇത്രയുമധികം കൊറിയന്‍ കമ്പനികള്‍ ഇന്ത്യയില്‍ ഒത്തുകൂടുന്നുവെന്നത് യഥാര്‍ത്ഥത്തില്‍ ഒരു ആഗോള ചരിതമാണ്.

ଗୌହାଟୀରେ ଏଡଭାଣ୍ଟେଜ ଆସାମ – ବିଶ୍ୱ ନିବେଶକ ସମ୍ମେଳନ-2018ରେ ପ୍ରଧାନମନ୍ତ୍ରୀଙ୍କ ଉଦଘାଟନୀ ଅଭିଭାଷଣ

February 03rd, 02:10 pm

ଏହି ସମ୍ମେଳନରେ ଆପଣ ସମସ୍ତଙ୍କ ଉପସ୍ଥିତି ଏହା ପ୍ରଦର୍ଶିତ କରୁଛି କି ଆସାମ କିପରି ଭାବେ ଆଗକୁ ବଢୁଛି । ବିଶେଷ କରି ମୁଖ୍ୟ ଅତିଥି ଭାବେ ପ୍ରଧାନମନ୍ତ୍ରୀ ତୋବଗେଙ୍କ ଉପସ୍ଥିତି ଭାରତ ଏବଂ ଭୁଟାନ ମଧ୍ୟରେ ଅତୁଟ ବନ୍ଧୁତାର ସାକ୍ଷ୍ୟ ପ୍ରମାଣ ବହନ କରୁଛି ।

ଏଡଭାଣ୍ଟେଜ ଆସାମ-ବିଶ୍ୱ ନିବେଶକ ସମ୍ମିଳନୀ 2018ର ଉଦ୍ଘାଟନୀ ଅଧିବେଶନକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ;

February 03rd, 02:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୌହାଟୀ ଠାରେ ଏଡଭାଂଟେଜ ଆସାମ-ବିଶ୍ୱ ନିବେଶକ ସମ୍ମିଳନୀର ଉଦଘାଟନୀ ଅଧିବେଶନରେ ଉଦ୍ବୋଧନ ଦେଇଛନ୍ତି ।