ଗୁଜରାଟର ଗାନ୍ଧୀନଗରରେ ପୁନଃନିବେଶ ୨୦୨୪ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 16th, 11:30 am
ଗୁଜୁରାଟର ରାଜ୍ୟପାଳ ଶ୍ରୀ ଆଚାର୍ଯ୍ୟ ଦେବବ୍ରତ ଜୀ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ରଭାଇ ପଟେଲ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଚନ୍ଦ୍ରବାବୁ ନାଇଡୁ ଜୀ, ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଶର୍ମା ଜୀ, ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଯାଦବ ଜୀ, ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଜୀ ମଧ୍ୟ ଏଠାରେ ଦେଖୁଛି, ଗୋଆରେ ମୁଖ୍ୟମନ୍ତ୍ରୀ ମଧ୍ୟ ଦେଖାଯାଉଛନ୍ତି ଏବଂ ମୁଁ ଅନେକ ରାଜ୍ୟର ଶକ୍ତି ମନ୍ତ୍ରୀମାନଙ୍କୁ ମଧ୍ୟ ଦେଖୁଛି । ସେହିଭଳି ବିଦେଶରୁ ଆସିଥିବା ଅତିଥି, ଜର୍ମାନୀର ଅର୍ଥନୈତିକ ସହଯୋଗ ମନ୍ତ୍ରୀ, ଡେନମାର୍କର ଶିଳ୍ପ ବ୍ୟବସାୟ ମନ୍ତ୍ରୀମଣ୍ଡଳର ମୋର ସହଯୋଗୀ ପ୍ରହ୍ଲାଦ ଯୋଶୀଜୀ, ଶ୍ରୀପଦ ନାଏକ, ଏବଂ ବିଶ୍ୱର ବିଭିନ୍ନ ଦେଶର ସମସ୍ତ ପ୍ରତିନିଧି, ମହିଳା ଓ ଭଦ୍ରବ୍ୟକ୍ତି ମାନେ!ଗୁଜରାଟର ଗାନ୍ଧୀନଗରଠାରେ ଚତୁର୍ଥ ବିଶ୍ଵ ଅକ୍ଷୟ ଶକ୍ତି ନିବେଶକ ସମ୍ମିଳନୀ ଏବଂ ପ୍ରଦର୍ଶନୀ (ରି-ଇନଭେଷ୍ଟ)କୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 16th, 11:11 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରଠାରେ ଚତୁର୍ଥ ବିଶ୍ୱ ଅକ୍ଷୟ ଶକ୍ତି ନିବେଶକ ସମ୍ମିଳନୀ ଏବଂ ପ୍ରଦର୍ଶନୀକୁ (ରି-ଇନଭେଷ୍ଟ)କୁ ଉଦଘାଟନ କରିଛନ୍ତି । ୩ ଦିନ ଧରି ଚାଲିବାକୁ ଥିବା ଏହି ଶିଖର ସମ୍ମିଳନୀରେ ୨୦୦ ଗିଗାୱାଟ୍ ରୁ ଅଧିକ ଅଣ-ଜୀବାଶ୍ମ ଇନ୍ଧନ କ୍ଷମତା ହାସଲ କରିବାରେ ଭାରତର ଉଲ୍ଲେଖନୀୟ ଅବଦାନକୁ ସମ୍ମାନିତ କରାଯାଇଛି। ଏହି ପ୍ରଦର୍ଶନୀରେ ସରକାରୀ ଓ ବେସରକାରୀ କମ୍ପାନି, ଷ୍ଟାର୍ଟଅପ୍ ଏବଂ ପ୍ରମୁଖ ଶିଳ୍ପ ସଂସ୍ଥାଗୁଡ଼ିକର ଅତ୍ୟାଧୁନିକ ଉଦ୍ଭାବନକୁ ପ୍ରଦର୍ଶିତ କରାଯାଇଥିଲା।ମୁମ୍ବାଇରେ ଗ୍ଲୋବାଲ୍ ଫିନ୍ ଟେକ୍ ଫେଷ୍ଟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 30th, 12:00 pm
ଆରବିଆଇର ଗଭର୍ଣ୍ଣର ଶ୍ରୀ ଶକ୍ତିକାନ୍ତ ଦାସଜୀ, କ୍ରିସ୍ ଗୋପାଳ କ୍ରିଷ୍ଣନ ଜୀ, ନିୟାମକ ସଦସ୍ୟ, ଫାଇନାନ୍ସ ଇଣ୍ଡଷ୍ଟ୍ରିର ପ୍ରମୁଖ ବ୍ୟକ୍ତିମାନେ, ଫିନଟେକ୍ ଏବଂ ଷ୍ଟାର୍ଟଅପ୍ ଜଗତର ମୋର ସାଥିମାନେ, ଅନ୍ୟ ସମସ୍ତ ବିଶିଷ୍ଟ ବ୍ୟକ୍ତିମାନେ, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ !ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ମୁମ୍ବାଇଠାରେ ଗ୍ଲୋବାଲ ଫିନଟେକ୍ ଫେଷ୍ଟ (ଜିଏଫଏଫ୍) ୨୦୨୪କୁ ସମ୍ବୋଧିତ କରିଛନ୍ତି
August 30th, 11:15 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ମୁମ୍ବାଇସ୍ଥିତ ଜିଓ ୱାର୍ଲ୍ଡ କନଭେନସନ ସେଣ୍ଟରରେ ଗ୍ଲୋବାଲ ଫିନଟେକ୍ ଫେଷ୍ଟ (ଜିଏଫଏଫ୍) ୨୦୨୪କୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଦର୍ଶିତ ପ୍ରଦର୍ଶନୀକୁ ମଧ୍ୟ ପ୍ରଧାନମନ୍ତ୍ରୀ ବୁଲି ଦେଖିଥିଲେ। ପେମେଣ୍ଟ କାଉନସିଲ ଅଫ୍ ଇଣ୍ଡିଆ, ନ୍ୟାସନାଲ ପେମେଣ୍ଟ କର୍ପୋରେସନ୍ ଅଫ୍ ଇଣ୍ଡିଆ ଏବଂ ଫିନଟେକ୍ କନଭରଜେନ୍ସ କାଉନସିଲ୍ ମିଳିତ ଭାବେ ଜିଏଫଏଫ୍ ଆୟୋଜନ କରୁଛନ୍ତି ଏବଂ ଏହାର ଉଦ୍ଦେଶ୍ୟ ହେଉଛି ଫିନଟେକ୍ ରେ ଭାରତର ଅଗ୍ରଗତି ପ୍ରଦର୍ଶନ କରିବା ଏବଂ ଏହି କ୍ଷେତ୍ରର ପ୍ରମୁଖ ଅଂଶୀଦାରମାନଙ୍କୁ ଏକାଠି କରିବା ।ଅଗଷ୍ଟ ୩୦ତାରିଖରେ ମହାରାଷ୍ଟ୍ର ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
August 29th, 04:47 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୩୦, ୨୦୨୪ରେ ମହାରାଷ୍ଟ୍ରର ମୁମ୍ବାଇ ଏବଂ ପାଲଘର ଗସ୍ତ କରିବେ । ପୂର୍ବାହ୍ନ ପ୍ରାୟ ୧୧ଟାରେ ପ୍ରଧାନମନ୍ତ୍ରୀ ମୁମ୍ବାଇର ଜିଓ ୱାର୍ଲ୍ଡ କନଭେନ୍ସନ୍ ସେଣ୍ଟରରେ ଗ୍ଲୋବାଲ ଫିନଟେକ୍ ଫେଷ୍ଟ (ଜିଏଫ୍ଏଫ୍) ୨୦୨୪କୁ ସମ୍ବୋଧିତ କରିବେ। ଏହାପରେ ଅପରାହ୍ନ ପ୍ରାୟ ସାଢ଼େ ୧ଟାରେ ପ୍ରଧାନମନ୍ତ୍ରୀ ପାଲଘରସ୍ଥିତ ସିଡକୋ ପଡ଼ିଆରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ ଘାଟନ ଓ ଶିଳାନ୍ୟାସ କରିବେ।