ଜାତୀୟ ଲଜିଷ୍ଟିକ ନୀତିକୁ କ୍ୟାବିନେଟର ଅନୁମୋଦନ
September 21st, 04:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଏଠାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଦେଶର ଜାତୀୟ ଲଜିଷ୍ଟିକ୍ ନୀତିକୁ ଅନୁମୋଦନ ପ୍ରଦାନ କରାଯାଇଛି । ଲଜିଷ୍ଟିକ୍ ବା ସମ୍ଭାରତନ୍ତ୍ର ଏବଂ ଏହାର ପରିବେଶକୁ ଆନ୍ତଃ ବିଷୟକ, ବିଭିନ୍ନ କ୍ଷେତ୍ର ଭିତ୍ତିକ, ପୂର୍ଣ୍ଣାଙ୍ଗ ଏବଂ ସୁସଂହତ କରିବା ଏହି ନୀତିର ଲକ୍ଷ୍ୟ । ସାମଗ୍ରୀ ଓ ରସଦ ଯୋଗାଣ କ୍ଷେତ୍ରରେ ଲଜିଷ୍ଟିକ୍ ବ୍ୟବସ୍ଥାର ଗୁରୁତ୍ୱ ଅଧିକ । ଏହା ଯୁଗ ଉପଯୋଗୀ, ସୁଂସହତ ଏବଂ ପୂର୍ଣ୍ଣାଙ୍ଗ ନ ହେଲେ ବିକାଶ ପ୍ରକ୍ରିୟା ଆଗେଇ ପାରିବ ନାହିଁ । ସେ ଦୃଷ୍ଟିରୁ ନୂଆ ଲଜିଷ୍ଟିକ୍ ନୀତିର ପ୍ରଣୟନ ଓ ପ୍ରବର୍ତ୍ତନର ଆବଶ୍ୟକତା ରହିଛି ।ପ୍ରଧାନମନ୍ତ୍ରୀଙ୍କ ସ୍ୱାଧୀନତା ଦିବସ ସମ୍ବୋଧନ-2017ର ମୁଖ୍ୟାଂଶ
August 15th, 01:37 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 71ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲା ଉପରୁ ଦେଶକୁ ସମ୍ବୋଧିତ କରିଥିଲେ ।ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି 'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ
August 15th, 09:01 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦେଶର 71ତମ ସ୍ୱାଧୀନତା ଦିବସ ଅବସରରେ ନୂଆଦିଲ୍ଲୀସ୍ଥିତ ଲାଲକିଲ୍ଲା ଐତିହାସିକ ସ୍ଥଳରେ ରାଷ୍ଟ୍ରକୁ ସମ୍ବୋଧିତ କରିଛନ୍ତି । ସେ ଦେଶର ସେହି ମହାନ ପୁରୁଷ ଏବଂ ମହିଳାଙ୍କୁ ସ୍ମରଣ କରିଥିଲେ ଯେଉଁମାନେ ଦେଶର ସ୍ୱାଧୀନତା ପାଇଁ ଲଢ଼ିଥିଲେ ।71 ତମ ସ୍ୱାଧୀନତା ଦିବସରେ ଲାଲକିଲ୍ଲାରୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 15th, 09:00 am
71 ତମ ସ୍ୱାଧୀନତା ଦିବସ ଅବସରରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲାଲକିଲ୍ଲାର ପ୍ରାଚୀର ଉପରୁ ରାଷ୍ଟ୍ରକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ସେହି ମହାନ ପୁରୁଷ/ମହିଳାମାନଙ୍କୁ ମନେ ପକାଇଥିଲେ, ଯେଉଁମାନେ କି ଦେଶର ସ୍ୱାଧୀନତା ପାଇଁ ବହୁ କଷ୍ଟ ସ୍ୱୀକାର କରିଥିଲେ । ସେ କହିଲେ ଯେ ଭାରତର ଜନସାଧାରଣ ପ୍ରାକୃତିକ ବିପର୍ଯ୍ୟୟରେ ପ୍ରଭାବିତ ଲୋକଙ୍କ ପାଇଁ ଏବଂ ଗୋରଖପୁରର ବିପଦ ବେଳେ କାନ୍ଧକୁ କାନ୍ଧ ମିଳାଇ ଛିଡ଼ା ହୋଇଛନ୍ତି ।PM reviews drought and water scarcity situation at high level meeting with Uttar Pradesh CM
May 07th, 12:42 pm
Our Government’s only mantra is development: PM Modi
May 06th, 03:50 pm
NAVIC is an excellent example of Make in India, made in India and made for 125 crore Indians: PM Modi
April 28th, 01:22 pm
PM watches launch of IRNSS-1G; congratulates ISRO scientists from South Block through video-conferencing
April 28th, 01:21 pm
Our prosperity rests on foundation of security & stability in our region, oceans, outer space & cyber world: PM at ASEAN-India Summit
November 21st, 01:36 pm
PM’s address at special session of National Meet on Promoting Space Technology based Tools and Applications in Governance and Development
September 07th, 11:47 pm