Today, India is not just a Nation of Dreams but also a Nation That Delivers: PM Modi in TV9 Summit

Today, India is not just a Nation of Dreams but also a Nation That Delivers: PM Modi in TV9 Summit

March 28th, 08:00 pm

PM Modi participated in the TV9 Summit 2025. He remarked that India now follows the Equi-Closeness policy of being equally close to all. He emphasized that the world is eager to understand What India Thinks Today. PM remarked that India's approach has always prioritized humanity over monopoly. “India is no longer just a ‘Nation of Dreams’ but a ‘Nation That Delivers’”, he added.

Prime Minister Shri Narendra Modi addresses TV9 Summit 2025

Prime Minister Shri Narendra Modi addresses TV9 Summit 2025

March 28th, 06:53 pm

PM Modi participated in the TV9 Summit 2025. He remarked that India now follows the Equi-Closeness policy of being equally close to all. He emphasized that the world is eager to understand What India Thinks Today. PM remarked that India's approach has always prioritized humanity over monopoly. “India is no longer just a ‘Nation of Dreams’ but a ‘Nation That Delivers’”, he added.

ଗ୍ରାଣ୍ଡ କମାଣ୍ଡର୍‌ ଅଫ୍‌ ଦ ଅର୍ଡର ଅଫ୍‌ ଦ ଷ୍ଟାର୍‌ ଆଣ୍ଡ କି ଅଫ୍‌ ଦ ଇଣ୍ଡିଆନ ଓସନ୍‌ (ଜିସିଏସକେ) ପୁରସ୍କାରରେ ସମ୍ମାନିତ ହେବା ପରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

ଗ୍ରାଣ୍ଡ କମାଣ୍ଡର୍‌ ଅଫ୍‌ ଦ ଅର୍ଡର ଅଫ୍‌ ଦ ଷ୍ଟାର୍‌ ଆଣ୍ଡ କି ଅଫ୍‌ ଦ ଇଣ୍ଡିଆନ ଓସନ୍‌ (ଜିସିଏସକେ) ପୁରସ୍କାରରେ ସମ୍ମାନିତ ହେବା ପରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

March 12th, 03:00 pm

ମରିସସର ସର୍ବୋଚ୍ଚ ଜାତୀୟ ପୁରସ୍କାର ପାଇଥିବାରୁ ମୁଁ ହାର୍ଦ୍ଦିକ କୃତଜ୍ଞତା ବ୍ୟକ୍ତ କରୁଛି। ଏହି ସମ୍ମାନ କେବଳ ମୋ ପାଇଁ ନୁହେଁ। ଏହା ୧୪୦ କୋଟି ଭାରତୀୟଙ୍କ ସମ୍ମାନ। ଏହା ଭାରତ ଏବଂ ମରିସସ୍ ମଧ୍ୟରେ ଶହ ଶହ ବର୍ଷ ପୁରୁଣା ସାଂସ୍କୃତିକ ଏବଂ ଐତିହାସିକ ଆତ୍ମୀୟ ବନ୍ଧନ ପ୍ରତି ଏକ ସମ୍ମାନ। ଏହା ହେଉଛି ଆଞ୍ଚଳିକ ଶାନ୍ତି, ପ୍ରଗତି, ସୁରକ୍ଷା ଏବଂ ଦୀର୍ଘସ୍ଥାୟୀ ବିକାଶ ପ୍ରତି ଆମର ସହଭାଗୀ ପ୍ରତିବଦ୍ଧତାର ସ୍ୱୀକୃତି। ଆଉ ଏହା ଗ୍ଲୋବାଲ ସାଉଥ୍‌ ର ସହଭାଗୀ ଆଶା ଓ ଆକାଂକ୍ଷାର ପ୍ରତୀକ। ମୁଁ ଏହି ପୁରସ୍କାରକୁ ସମ୍ପୂର୍ଣ୍ଣ ବିନମ୍ରତା ଏବଂ କୃତଜ୍ଞତାର ସହ ଗ୍ରହଣ କରୁଛି। ଶହ ଶହ ବର୍ଷ ପୂର୍ବେ ଭାରତରୁ ମରିସସକୁ ଆସିଥିବା ଆପଣମାନଙ୍କ ପୂର୍ବପୁରୁଷମାନଙ୍କୁ ଏବଂ ସେମାନଙ୍କ ସମସ୍ତ ପିଢ଼ିକୁ ମୁଁ ଏହାକୁ ଉତ୍ସର୍ଗ କରୁଛି। ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା, ସେମାନେ ମରିସସର ବିକାଶରେ ଏକ ସୁବର୍ଣ୍ଣ ଅଧ୍ୟାୟ ଲେଖିଥିଲେ ଏବଂ ଏହାର ଜୀବନ୍ତ ବିବିଧତାରେ ଯୋଗଦାନ କରିଥିଲେ। ମୁଁ ମଧ୍ୟ ଏହି ସମ୍ମାନକୁ ଏକ ଦାୟିତ୍ୱ ଭାବେ ଗ୍ରହଣ କରୁଛି। ଆମେ ଭାରତ-ମରିସସ୍ ରଣନୀତିକ ଭାଗିଦାରୀକୁ ଅଧିକ ଉପରକୁ ନେଇଯିବା ଲାଗି ପ୍ରୟାସ ଜାରି ରଖିବୁ, ଏଥିପାଇଁ ମୁଁ ଆମର ପ୍ରତିବଦ୍ଧତାକୁ ଦୋହରାଉଛି।

Our vision for the Global South will go beyond SAGAR-it will be MAHASAGAR: PM Modi

March 12th, 12:30 pm

During his visit to Mauritius, PM Modi emphasized the deep-rooted ties between the two nations, announcing an 'Enhanced Strategic Partnership' with PM Ramgoolam. India will assist in building a new Parliament, modernizing infrastructure, and strengthening security. With a focus on digital innovation, trade, and cultural ties, PM Modi reaffirmed India’s commitment to regional growth and cooperation.

ପ୍ୟାରିସ ଏଆଇ ଆକ୍ସନ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦଯାପନୀ ବକ୍ତବ୍ୟ

February 11th, 05:35 pm

ଆମକୁ ‘‘ଏଆଇ ପାଇଁ ବୈଶ୍ୱିକ ଭାଗିଦାରୀ’’କୁ ମଧ୍ୟ ବାସ୍ତବରେ ବୈଶ୍ୱିକ କରିବାକୁ ହେବ। ଏହା ଗ୍ଲୋବାଲ୍‌ ସାଉଥ୍‌ ଏବଂ ଏହାର ପ୍ରାଥମିକତା, ଚିନ୍ତା ଏବଂ ଆବଶ୍ୟକତାକୁ ଅଧିକ ଅନ୍ତର୍ଭୁକ୍ତ କରିବା ଉଚିତ।

India is building its own Large Language Model considering our diversity: PM Modi at AI Action Summit

February 11th, 03:15 pm

In his address during the AI Action Summit in Paris, PM Modi highlighted AI’s potential and the need for global governance to ensure ethical, inclusive, and responsible use. He stressed reducing biases, AI-driven innovation in health, education, and sustainability, and the importance of skilling for future jobs. PM Modi also showcased India’s leadership in AI adoption, digital infrastructure, and its commitment to a people-centric AI future.

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ୟାରିସଠାରେ ଏଆଇ ଆକ୍ସନ ଶିଖର ସମ୍ମିଳନୀର ସହ ଅଧ୍ୟକ୍ଷତା କଲେ

February 11th, 03:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ୟାରିସଠାରେ ଫ୍ରାନ୍ସ ର ରାଷ୍ଟ୍ରପତି ଶ୍ରୀ ଇମାନୁଏଲ ମାକ୍ରୋନଙ୍କ ସହ ଏଆଇ ଆକ୍ସନ ଶିଖର ସମ୍ମିଳନୀର ସହ-ଅଧ୍ୟକ୍ଷତା କରିଥିଲେ । ଫେବ୍ରୁଆରି ୬ରୁ ୭ ତାରିଖ ପର୍ଯ୍ୟନ୍ତ ବିଜ୍ଞାନ ଦିବସରୁ ଆରମ୍ଭ ହୋଇଥିବା ସପ୍ତାହବ୍ୟାପୀ ଏହି ସମ୍ମିଳନୀ ପରେ ଫେବ୍ରୁଆରି ୮ରୁ ୯ ତାରିଖ ପର୍ଯ୍ୟନ୍ତ ସାଂସ୍କୃତିକ ସପ୍ତାହ ସହ ଶେଷ ହୋଇଥିଲା। ବିଶ୍ୱସ୍ତରୀୟ ନେତା, ନୀତି ନିର୍ମାତା ଏବଂ ଶିଳ୍ପ ବିଶେଷଜ୍ଞଙ୍କ ଉପସ୍ଥିତିରେ ଏକ ଉଚ୍ଚସ୍ତରୀୟ ବିଭାଗରେ ଏହା ଶେଷ ହୋଇଥିଲା।

ଇଣ୍ଡୋନେସିଆ ରାଷ୍ଟ୍ରପତିଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 25th, 01:00 pm

ଭାରତର ପ୍ରଥମ ସାଧାରଣତନ୍ତ୍ର ଦିବସରେ ଇଣ୍ଡୋନେସିଆ ମୁଖ୍ୟ ଅତିଥି ଥିଲା ଏବଂ ଏହା ଆମ ପାଇଁ ଅତ୍ୟନ୍ତ ଗର୍ବର ବିଷୟ ଯେ, ଆମେ ଆମର ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ, ପୁଣି ଥରେ ଇଣ୍ଡୋନେସିଆ ଏହି ଗୁରୁତ୍ୱପୂର୍ଣ୍ଣ ଅବସରର ଏକ ଅଂଶ ଭାବରେ ରହିଛି । ଏହି ଅବସରରେ ମୁଁ ରାଷ୍ଟ୍ରପତି ପ୍ରବୋଓଙ୍କୁ ଭାରତରେ ସ୍ୱାଗତ କରୁଛି ।

ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି ଏବଂ ଆଇଏନଏସ ବାଘଶୀର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 15th, 11:08 am

ଜାନୁଆରୀ ୧୫ ତାରିଖକୁ ସେନା ଦିବସ ଭାବେ ମଧ୍ୟ ପାଳନ କରାଯାଏ । ଦେଶର ସୁରକ୍ଷା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିବା ପ୍ରତ୍ୟେକ ବୀର ବ୍ୟକ୍ତିଙ୍କୁ ମୁଁ ନମସ୍କାର କରୁଛି, ଆଜିର ଦିନରେ ମାତାଙ୍କ ସୁରକ୍ଷାରେ ନିୟୋଜିତ ପ୍ରତ୍ୟେକ ବୀର ବ୍ୟକ୍ତିଙ୍କୁ ମୁଁ ଅଭିନନ୍ଦନ ଜଣାଉଛି ।

ଦେଶ ଉଦ୍ଦେଶ୍ୟରେ ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି, ଆଇଏନଏସ ବାଘଶୀରକୁ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ ମୋଦୀ

January 15th, 10:30 am

ବୁଧବାର ଦିନ ଦେଶ ଉଦ୍ଦେଶ୍ୟରେ ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି ଓ ଆଇଏନଏସ ବାଘଶୀର ଯୁଦ୍ଧପୋତକୁ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୁମ୍ବାଇର ନାଭାଲ ଡକୟାର୍ଡରେ ଏହି ଯୁଦ୍ଧପୋତ ସବୁ କାର୍ଯ୍ୟ।ରମ୍ଭ କରିଛନ୍ତି । ସମବେତ ଜନତାକୁ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ୧୫ ଜାନୁୟାରୀକୁ ସାରା ଦେଶ ସେନା ଦିବସ ଭାବେ ପାଳନ କରୁଛି । ଦେଶ ପାଇଁ ପ୍ରାଣବଳି ଦେଇଥିବା ସମସ୍ତ ବୀର ସୈନିକଙ୍କୁ ସେ ଏହି ଅବସରରେ ସାଲ୍ୟୁଟ କରିଛନ୍ତି ।

ଡୋମିନିକା ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 21st, 09:29 pm

ଗାୟାନାର ଜର୍ଜଟାଉନରେ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡୋମିନିକାର ପ୍ରଧାନମନ୍ତ୍ରୀ ଶ୍ରୀ ରୁଜଭେଲ୍ଟ ସ୍କେରିଟଙ୍କୁ ଭେଟିଛନ୍ତି ।

The bond between India & Guyana is of soil, of sweat, of hard work: PM Modi

November 21st, 08:00 pm

Prime Minister Shri Narendra Modi addressed the National Assembly of the Parliament of Guyana today. He is the first Indian Prime Minister to do so. A special session of the Parliament was convened by Hon’ble Speaker Mr. Manzoor Nadir for the address.

ଗୁୟାନାର ସଂସଦକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

November 21st, 07:50 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁୟାନା ସଂସଦର ଜାତୀୟ ଆସେମ୍ବଲିକୁ ସମ୍ବୋଧିତ କରିଛନ୍ତି । ଏପରି କରିବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ। ଅଭିଭାଷଣ ପାଇଁ ମାନ୍ୟବର ବାଚସ୍ପତି ମଞ୍ଜୁର ନାଦିର ସଂସଦର ଏକ ସ୍ୱତନ୍ତ୍ର ଅଧିବେଶନ ଡାକିଥିଲେ।

ବାର୍ବାଡୋସର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 21st, 09:13 am

ଗୁୟାନାର ଜର୍ଜଟାଉନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୨୦ ତାରିଖରେ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅବସରରେ ବାର୍ବାଡୋସର ପ୍ରଧାନମନ୍ତ୍ରୀ ମିଆ ଅମର ମୋଟଲେଙ୍କୁ ଭେଟିଛନ୍ତି । ଏହି ଉଚ୍ଚସ୍ତରୀୟ ଆଲୋଚନା ଦୁଇ ନେତାଙ୍କ ପାଇଁ ଭାରତ ଓ ବାର୍ବାଡୋସ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ଅଧିକ ପ୍ରତିବଦ୍ଧ ଓ ସୁଦୃଢ଼ କରିବାକୁ ସୁଯୋଗ ଦେଇଛି ।

ଦ୍ଵିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 21st, 02:15 am

ମୋର ବନ୍ଧୁ ରାଷ୍ଟ୍ରପତି ଇରଫାନ ଅଲ୍ଲୀ ଏବଂ ପ୍ରଧାନମନ୍ତ୍ରୀ ଡ଼ିଙ୍କନ ମିଚେଲଙ୍କ ସହ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀର ଆୟୋଜନ କରି ମୁଁ ଅତ୍ୟନ୍ତ ଆନନ୍ଦିତ । ମୁଁ କାରିକମ୍ ପରିବାରର ସମସ୍ତ ସଦସ୍ୟଙ୍କୁ ହୃଦୟରୁ ସ୍ୱାଗତ କରୁଛି ଏବଂ ଏହି ଶିଖର ସମ୍ମିଳନୀର ଉତ୍ତମ ଆୟୋଜନ ପାଇଁ ରାଷ୍ଟ୍ରପତି ଇରଫାନ ଅଲ୍ଲୀଙ୍କୁ ବିଶେଷ ଭାବରେ ଧନ୍ୟବାଦ ଜଣାଉଛି ।

ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ

November 21st, 02:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଗ୍ରେନାଡା ର ପ୍ରଧାନମନ୍ତ୍ରୀ, ବର୍ତ୍ତମାନର କାରିକମ୍ ଅଧ୍ୟକ୍ଷ ମହାମହିମ ଶ୍ରୀ ଡିକନ୍ ମିଚେଲ, 20 ନଭେମ୍ବର 2024 ରେ ଜର୍ଜଟାଉନରେ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀରେ ଅଧ୍ୟକ୍ଷତା କରିଥିଲେ । ଏହି ଶିଖର ସମ୍ମିଳନୀର ଆୟୋଜନ କରିଥିବାରୁ ପ୍ରଧାନମନ୍ତ୍ରୀ ଗୁୟାନା ରାଷ୍ଟ୍ରପତି ମହାମହିମ ଇରଫାନ ଅଲ୍ଲୀଙ୍କୁ ଧନ୍ୟବାଦ ଜଣାଇଥିଲେ । ୨୦୧୯ରେ ନ୍ୟୁୟର୍କରେ ପ୍ରଥମ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଗୁୟାନା ରାଷ୍ଟ୍ରପତି ଏବଂ ଗ୍ରେନାଡା ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ଏହି ଶିଖର ସମ୍ମିଳନୀରେ ଯୋଗ ଦେଇଥିଲେ -

ସାମାଜିକ ଅନ୍ତର୍ଭୁକ୍ତୀକରଣ ଏବଂ କ୍ଷୁଧା ଓ ଦାରିଦ୍ର୍ୟ ମୁକାବିଲା ଉପରେ ଜି୨୦ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ବିବୃତି

November 18th, 08:00 pm

ପ୍ରାରମ୍ଭରେ, ମୁଁ ରାଷ୍ଟ୍ରପତି ଲୁଲାଙ୍କୁ ଜି-୨୦ ଶିଖର ସମ୍ମିଳନୀର ଆୟୋଜନ ଏବଂ ତାଙ୍କର ସଫଳ ଜି-୨୦ ଅଧ୍ୟକ୍ଷତା ପାଇଁ କରାଯାଇଥିବା ଭବ୍ୟ ବ୍ୟବସ୍ଥା ପାଇଁ ଅଭିନନ୍ଦନ ଜଣାଇବାକୁ ଚାହୁଁଛି ।

ପ୍ରଧାନମନ୍ତ୍ରୀ ସାମାଜିକ ଅନ୍ତର୍ଭୁକ୍ତୀକରଣ ଏବଂ କ୍ଷୁଧା ଏବଂ ଦାରିଦ୍ର୍ୟ ବିରୋଧରେ ଲଢ଼େଇ ଉପରେ ଜି-୨୦ ଅଧିବେଶନକୁ ସମ୍ବୋଧିତ କରିଛନ୍ତି

November 18th, 07:55 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 'ସାମାଜିକ ଅନ୍ତର୍ଭୁକ୍ତୀକରଣ ଏବଂ କ୍ଷୁଧା ଏବଂ ଦାରିଦ୍ର୍ୟ ବିରୋଧରେ ଲଢ଼େଇ' ଶୀର୍ଷକ ଜି-୨୦ ଶିଖର ସମ୍ମିଳନୀର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ବ୍ରାଜିଲ ରାଷ୍ଟ୍ରପତି ମହାମହିମ ଲୁଇସ ଇନାସିଓ ଲୁଲା ଡା ସିଲଭାଙ୍କୁ ଶିଖର ସମ୍ମିଳନୀ ଆୟୋଜନ କରିଥିବାରୁ ଏବଂ ତାଙ୍କର ଉଦାର ଆତିଥ୍ୟ ପାଇଁ ଧନ୍ୟବାଦ ଜଣାଇଥିଲେ । ନିରନ୍ତର ବିକାଶ ଲକ୍ଷ୍ୟ ଉପରେ ଗୁରୁତ୍ୱ ଦେଇ ବ୍ରାଜିଲର ଜି-୨୦ ଏଜେଣ୍ଡାକୁ ସେ ପ୍ରଶଂସା କରି କହିଥିଲେ ଯେ ଏହି ଆଭିମୁଖ୍ୟ ଦକ୍ଷିଣ ବିଶ୍ୱର ସମସ୍ୟାଗୁଡିକ ଉପରେ ଆଲୋକପାତ କରିଛି ଏବଂ ନୂଆଦିଲ୍ଲୀ ଜି-୨୦ ଶିଖର ସମ୍ମିଳନୀର ଲୋକାଭିମୁଖୀ ନିଷ୍ପତ୍ତିକୁ ଆଗେଇ ନେଇଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଭାରତୀୟ ଜି-୨୦ ଅଧ୍ୟକ୍ଷତାରେ 'ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ' ଆହ୍ୱାନ ରିଓ ଆଲୋଚନାରେ ପ୍ରତିଫଳିତ ହେଉଛି।

ଗ୍ରାଣ୍ଡ କମାଣ୍ଡର ଅଫ୍ ଦି ଅର୍ଡର ଅଫ୍ ନାଇଜର ପୁରସ୍କାର ସ୍ବୀକୃତି ଗ୍ରହଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 17th, 08:30 pm

ନାଇଜେରିଆର ଜାତୀୟ ପୁରସ୍କାର ଗ୍ରାଣ୍ଡ କମାଣ୍ଡର ଅଫ୍ ଦି ଅର୍ଡର ଅଫ୍ ଦି ନାଇଜର’ରେ ସମ୍ମାନିତ ହୋଇଥିବାରୁ ମୁଁ ଆପଣଙ୍କର, ନାଇଜେରିଆ ସରକାର ଏବଂ ଜନସାଧାରଣଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି। ଏହି ସମ୍ମାନକୁ ମୁଁ ବି ନମ୍ରତା ଓ ଆଦର ପୂର୍ବକ ସହ ଗ୍ରହଣ କରୁଛି। ମୁଁ ଏହି ସମ୍ମାନ ୧୪୦ କୋଟି ଭାରତୀୟଏବଂ ଭାରତ ଓ ନାଇଜେରିଆର ଗଭୀର ବନ୍ଧୁତାକୁ ସମର୍ପିତ କରୁଛି । ଏହି ସମ୍ମାନ ଆମକୁ ଭାରତ ଓ ନାଇଜେରିଆ ମଧ୍ୟରେ ରଣନୈତିକ ଭାଗୀଦାରୀକୁ ନୂତନ ଶିଖରକୁ ନେବା ପାଇଁ ପ୍ରେରଣା ଯୋଗାଇବ ।

ପ୍ରଧାନମନ୍ତ୍ରୀଙ୍କୁ "ଗ୍ରାଣ୍ଡ କମାଣ୍ଡର ଅଫ୍ ଦ ଅର୍ଡର ଅଫ୍ ନାଇଜର" ପ୍ରଦାନ

November 17th, 08:11 pm

17.11.2024 : ଷ୍ଟେଟ୍ ହାଉସରେ ଆୟୋଜିତ ଏକ ସମାରୋହରେ ନାଇଜେରିଆ ଫେଡେରାଲ ରିପବ୍ଲିକ୍ ର ରାଷ୍ଟ୍ରପତି ମହାମହିମ ଶ୍ରୀ ବୋଲା ଅହମ୍ମଦ ଟିନୁବୁ ଭାରତ-ନାଇଜେରିଆ ସମ୍ପର୍କକୁ ପ୍ରୋତ୍ସାହିତ କରିବାରେ ଉଲ୍ଲେଖନୀୟ ଅବଦାନ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଗ୍ରାଣ୍ଡ କମାଣ୍ଡର ଅଫ୍‌ ଦି ଅର୍ଡର ଅଫ୍ ନାଇଜର ଜାତୀୟ ପୁରସ୍କାର ପ୍ରଦାନ କରିଥିଲେ । ପୁରସ୍କାର ପ୍ରଶଂସାପତ୍ରରେ ଉଲ୍ଲେଖ କରାଯାଇଛି ଯେ ପ୍ରଧାନମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ୱରେ ଭାରତ ଏକ ବିଶ୍ୱ ଶକ୍ତି ଭାବରେ ଅବସ୍ଥାପିତ ହୋଇଛି ଏବଂ ତାଙ୍କ ପରିବର୍ତ୍ତନଶୀଳ ଶାସନ ସମସ୍ତଙ୍କ ପାଇଁ ଏକତା, ଶାନ୍ତି ଏବଂ ଅଂଶୀଦାର ସମୃଦ୍ଧିକୁ ପ୍ରୋତ୍ସାହିତ କରିଛି ।