ୟୁରୋପିଆନ୍ କମିଶନର ଅଧ୍ୟକ୍ଷ ମିସ୍ ଉର୍ସୁଲା ଭନ୍ ଡେର୍ ଲେୟେନଙ୍କ ଭାରତ ଗସ୍ତ (ଫେବୃଆରୀ ୨୭-୨୮, ୨୦୨୫)
February 28th, 06:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ୟୁରୋପିଆନ କମିଶନର ପ୍ରେସିଡେଣ୍ଟ ମିସ୍ ଉର୍ସୁଲା ଭନ୍ ଡେର୍ ଲେୟେନ୍ ଦୃଢ଼ୋକ୍ତି ପ୍ରକାଶ କରିଥିଲେ ଯେ ୟୁରୋପୀୟ ସଂଘ-ଭାରତର ରଣନୈତିକ ଭାଗିଦାରୀ ସେମାନଙ୍କ ଜନସାଧାରଣ ଏବଂ ବିଶ୍ୱ କଲ୍ୟାଣ ପାଇଁ ବୃହତ୍ ଲାଭ ପ୍ରଦାନ କରିଛି । ଭାରତ-ୟୁରୋପୀୟ ସଂଘ ରଣନୈତିକ ଭାଗିଦାରୀର ୨୦ ବର୍ଷ ଏବଂ ଭାରତ-ଇସି ସହଯୋଗ ଚୁକ୍ତିର ୩୦ ବର୍ଷରୁ ଅଧିକ ସମୟକୁ ଆଧାର କରି ସେମାନେ ଏହି ଭାଗିଦାରୀକୁ ଉଚ୍ଚ ସ୍ତରକୁ ନେବାକୁ ସେମାନଙ୍କର ପ୍ରତିଶ୍ରୁତିବଦ୍ଧତାକୁ ଦୋହରାଇଥିଲେ।ୟୁରୋପୀୟ ଆୟୋଗର ଅଧ୍ୟକ୍ଷଙ୍କ ସହ ପୂର୍ଣ୍ଣାଙ୍ଗ ଅଧିବେଶନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦ୍ଘାଟନୀ ଭାଷଣ (ଫେବୃଆରୀ ୨୮, ୨୦୨୫)
February 28th, 01:50 pm
ମୁଁ ଆପଣ ସମସ୍ତଙ୍କୁ ଭାରତକୁ ସ୍ୱାଗତ କରୁଛି । ଏତେ ବ୍ୟାପକ ସ୍ତରରେ ଗୋଟିଏ ଦେଶ ସହ ଇୟୁ କଲେଜ ଅଫ୍ କମିଶନରଙ୍କ ଯୋଗଦାନ ଅଭୂତପୂର୍ବ ଅଟେ । ଆମ ପାଇଁ ଏହା ପ୍ରଥମ ଥର, ଯେ ମୋର ଅନେକ କ୍ୟାବିନେଟ୍ ସହଯୋଗୀ ଦ୍ୱିପାକ୍ଷିକ ଆଲୋଚନା ପାଇଁ ଏକତ୍ରିତ ହୋଇଛନ୍ତି। ମୋର ମନେ ଅଛି, ୨୦୨୨ ରେ ରାଇସିନା ଡାଏଲଗରେ ଆପଣ ଉଲ୍ଲେଖ କରିଥିଲେ ଯେ ଭାରତ ଏବଂ ୟୁରୋପୀୟ ସଂଘ ପ୍ରାକୃତିକ ଅଂଶୀଦାର ଅଟନ୍ତି । ଆଉ ଆଗାମୀ ଦଶନ୍ଧିରେ ଭାରତ ସହ ସମ୍ପର୍କ ସୁଦୃଢ଼ କରିବା ଏବଂ ସେମାନଙ୍କୁ ଉତ୍ସାହିତ କରିବା ୟୁରୋପୀୟ ସଂଘ ପାଇଁ ଏକ ପ୍ରମୁଖ ପ୍ରାଥମିକତା ହେବ । ଏବଂ ବର୍ତ୍ତମାନ, ଆପଣଙ୍କର ନୂତନ କାର୍ଯ୍ୟକାଳର ଆରମ୍ଭରେ, ଆପଣ ଭାରତକୁ ଏକ ଗନ୍ତବ୍ୟସ୍ଥଳରେ ପରିଣତ କରିଛନ୍ତି । ଭାରତ-ୟୁରୋପୀୟ ସଂଘ ସମ୍ପର୍କରେ ଏହା ଏକ ମାଇଲଖୁଣ୍ଟ ମୁହୂର୍ତ୍ତ ଅଟେ ।ଭାରତର ପ୍ରଧାନମନ୍ତ୍ରୀଙ୍କ ଆମେରିକା ଗସ୍ତ ସମୟରେ ଭାରତ - ଆମେରିକା ମିଳିତ ବିବୃତି
February 14th, 09:07 am
ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ମାନନୀୟ ଡୋନାଲ୍ଡ ଜେ. ଟ୍ରମ୍ପ ୧୩ ଫେବୃଆରୀ, ୨୦୨୫ରେ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ୱାଶିଂଟନ ଡିସିରେ ଏକ ସରକାରୀ କାର୍ଯ୍ୟକ୍ରମ ଗସ୍ତ ଅବସରରେ ସ୍ଵାଗତ କରିଥିଲେ ।US National Security Advisor Michael Waltz calls on PM Modi
February 13th, 11:32 pm
PM Modi met U.S. NSA Michael Waltz to discuss strengthening the India-U.S. strategic partnership, focusing on defense, technology, civil nuclear energy, and counterterrorism. They also exchanged views on regional and global issues.ପ୍ୟାରିସ ଏଆଇ ଆକ୍ସନ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦଯାପନୀ ବକ୍ତବ୍ୟ
February 11th, 05:35 pm
ଆମକୁ ‘‘ଏଆଇ ପାଇଁ ବୈଶ୍ୱିକ ଭାଗିଦାରୀ’’କୁ ମଧ୍ୟ ବାସ୍ତବରେ ବୈଶ୍ୱିକ କରିବାକୁ ହେବ। ଏହା ଗ୍ଲୋବାଲ୍ ସାଉଥ୍ ଏବଂ ଏହାର ପ୍ରାଥମିକତା, ଚିନ୍ତା ଏବଂ ଆବଶ୍ୟକତାକୁ ଅଧିକ ଅନ୍ତର୍ଭୁକ୍ତ କରିବା ଉଚିତ।ଫ୍ରାନ୍ସ ଓ ଆମେରିକା ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ଥାନକାଳୀନ ମନ୍ତବ୍ୟ
February 10th, 12:00 pm
ଫ୍ରାନ୍ସର ରାଷ୍ଟ୍ରପତି ମାକ୍ରୋନଙ୍କ ନିମନ୍ତ୍ରଣ ଅନୁଯାୟୀ ମୁଁ ଫେବୃଆରୀ ୧୦ ରୁ ୧୨ ତାରିଖ ପର୍ଯ୍ୟନ୍ତ ଫ୍ରାନ୍ସ ଗସ୍ତ କରିବି। ପ୍ୟାରିସରେ, ମୁଁ ଏଆଇ ଆକ୍ସନ ଶିଖର ସମ୍ମିଳନୀରେ ଯୋଗଦେବି, ଯାହା ବିଶ୍ୱନେତା ଏବଂ ବିଶ୍ଵର ବୈଷୟିକ କ୍ଷେତ୍ରର ସିଇଓମାନଙ୍କର ଏକ ସମାବେଶ, ଯେଉଁଠାରେ ଆମେ ଅଭିନବ ଏବଂ ବ୍ୟାପକ ଜନକଲ୍ୟାଣ ପାଇଁ ଏଆଇ ପ୍ରଯୁକ୍ତି ବିଦ୍ୟାର ସହଯୋଗୀ ଆଭିମୁଖ୍ୟ ଉପରେ ଏକ ସମାବେଶୀ, ସୁରକ୍ଷିତ ଏବଂ ବିଶ୍ୱସନୀୟ ଢଙ୍ଗରେ ମତ ବିନିମୟ କରିବୁ । ଏହି ସମ୍ମିଳନୀରେ ସହ-ଅଧ୍ୟକ୍ଷତା କରିବା ପାଇଁ ମୁଁ ଆଗ୍ରହୀ ଅଛି ।ଭାରତ ଉପରେ ଚଳିତ ସପ୍ତାହରେ ବିଶ୍ୱ
January 29th, 12:34 pm
ଚଳିତ ସପ୍ତାହରେ ଭାରତ ବିଦେଶୀ ପୁଞ୍ଜିନିବେଶ କୁ ପ୍ରୋତ୍ସାହିତ କରିବା ଠାରୁ ଆରମ୍ଭ କରି ଅନ୍ତର୍ଜାତୀୟ ସହଯୋଗକୁ ପ୍ରୋତ୍ସାହିତ କରିବା ଠାରୁ ଆରମ୍ଭ କରି ଏହାର ବୈଷୟିକ ଏବଂ ପ୍ରତିରକ୍ଷା ସାମର୍ଥ୍ୟ ବୃଦ୍ଧି ପର୍ଯ୍ୟନ୍ତ ଅନେକ କ୍ଷେତ୍ରରେ ଯଥେଷ୍ଟ ଅଗ୍ରଗତି କରିଛି । ବିଶ୍ୱ ସ୍ତରରେ ଭାରତ ନିଜର ବଢୁଥିବା ଭୂମିକାକୁ ଦୃଢ଼ତାର ସହ ବଜାୟ ରଖିଛି । ଆସନ୍ତୁ ଜାଣିବା ଚଳିତ ସପ୍ତାହରେ ଭାରତର ବୈଶ୍ୱିକ ମାଇଲଖୁଣ୍ଟ ଉପରେ ।Prime Minister Narendra Modi congratulates President Trump on historic second term
January 27th, 10:30 pm
Prime Minister Shri Narendra Modi spoke with the President of the United States of America, H.E. Donald J. Trump, today and congratulated him on his historic second term as the 47th President of the United States of America.ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ତାଙ୍କର ଐତିହାସିକ ଦ୍ବିତୀୟ ପାଳି ପାଇଁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
January 27th, 08:42 pm
ଏକ ପାରସ୍ପରିକ ଲାଭଦାୟକ ଏବଂ ବିଶ୍ୱସନୀୟ ଭାଗିଦାରୀ ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ । ଆମ ଲୋକଙ୍କ କଲ୍ୟାଣ ଏବଂ ବିଶ୍ୱର ଶାନ୍ତି, ସମୃଦ୍ଧି ଏବଂ ନିରାପତ୍ତା ଦିଗରେ ଆମେ ଏକାଠି କାମ କରିବୁ: ପ୍ରଧାନମନ୍ତ୍ରୀରାଷ୍ଟ୍ରପତି ପ୍ରବୋୱୋ ସୁବିଆନ୍ତୋଙ୍କୁ ସ୍ୱାଗତ କରି ଭାରତ ଗୌରବାନ୍ୱିତ : ପ୍ରଧାନମନ୍ତ୍ରୀ
January 25th, 05:48 pm
ଇଣ୍ଡୋନେସିଆର ରାଷ୍ଟ୍ରପତି ଶ୍ରୀ ପ୍ରବୋୱୋ ସୁବିଆନ୍ତୋଙ୍କୁ ସ୍ୱାଗତ କରି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କହିଛନ୍ତି ଯେ, ଭାରତ-ଇଣ୍ଡୋନେସିଆ ବ୍ୟାପକ ରଣନୀତିକ ସହଭାଗିତା ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇଛି । ଇଣ୍ଡୋନେସିଆ ଆମର ଆକ୍ଟ ଇଷ୍ଟ ନୀତିର ମୂଳ ସ୍ଥାନ ଏବଂ ଇଣ୍ଡୋନେସିଆର ବ୍ରିକ୍ସ ସଦସ୍ୟତାକୁ ଭାରତ ସ୍ୱାଗତ କରୁଛି ।ଉଦ୍ୟୋଗୀ ନିଖିଲ କାମାଥଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ
January 10th, 02:15 pm
ବର୍ତ୍ତମାନ ପର୍ଯ୍ୟନ୍ତ କେତେ ପୋଷ୍ଟ ପୋଡକାଷ୍ଟ କରିଛନ୍ତି ଆପଣପ୍ରଥମ ପଡକାଷ୍ଟରେ ଉଦ୍ୟୋଗୀ ନିଖିଲ କାମାତଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଆଲୋଚନା
January 10th, 02:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନିଜର ପ୍ରଥମ ପଡ୍କାଷ୍ଟରେ ଉଦ୍ୟୋଗୀ ଓ ନିବେଶକ ନିଖିଲ କାମାତଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଜି ଆଲୋଚନା କରିଛନ୍ତି। ଏହି ମନଖୋଲା ଆଲୋଚନାରେ ଯେତେବେଳେ ପ୍ରଧାନମନ୍ତ୍ରୀଙ୍କୁ ତାଙ୍କର ପିଲାବେଳର କଥା ପଚରାଗଲା, ଉତ୍ତର ଗୁଜରାଟର ମେହସାନା ଜିଲ୍ଲାର ଏକ ଛୋଟ ସହର ବଡ଼ନଗରରେ ତାଙ୍କର ପିଲାଦିନ କେମିତି କଟିଥିଲା, ସେ ସଂପର୍କରେ ନିଜ ବାଲ୍ୟଜୀବନର ସବୁ କଥା କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ସେ କହିଛନ୍ତି, ଶିକ୍ଷା ପ୍ରତି ନିଜର ପ୍ରତିଶ୍ରୁତିବଦ୍ଧତା, ପୋଖରୀ, ଡାକ ଘର ଓ ପାଠାଗାର ପରି ଜରୁରୀ ସୁବିଧା ପାଇଁ ବେଶ୍ ପରିଚିତ ଗାଏକଓ୍ୱାଡ୍ ରାଜ୍ୟର ଏହି ସହର ବଡ଼ନଗର। ଗାଏକଓ୍ୱାଡ଼ ସରକାରୀ ପ୍ରାଥମିକ ସ୍କୁଲ ଓ ଭଗବତାଚାର୍ଯ୍ୟ ନାରାୟଣାଚାର୍ଯ୍ୟ ହାଇସ୍କୁଲରେ ପାଠ ପଢ଼ିବା ବେଳର ସ୍ମତି ସବୁ ମନେପକାଇଥିଲେ ପ୍ରଧାନମନ୍ତ୍ରୀ। ବଡ଼ନଗରରେ ବେଶ୍ କିଛି ଦିନ ରହିଥିବା ଚୀନର ଦାର୍ଶନିକ ହୁଏନସାଂଙ୍କ ଉପରେ ନିର୍ମିତ ହୋଇଥିବା ଏକ ଫିଲ୍ମ ସଂପର୍କରେ ଚୀନର ଦୂତାବାସକୁ ସେ ଲେଖିଥିବା ଚିଠି ସଂପର୍କରେ ଏକ ମଜାଦାର କଥା କହିଥିଲେ ମୋଦୀ। ୨୦୧୪ରେ ମୋଦିଜୀ ଭାରତର ପ୍ରଧାନମନ୍ତ୍ରୀ ହେବା ପରେ ଚୀନର ରାଷ୍ଟ୍ରପତି ସି ଜିନପିଙ୍ଗ୍ ଗୁଜରାଟ ଓ ବଡ଼ ନଗର ପରିଦର୍ଶନ କରିବାକୁ ଇଚ୍ଛା ପ୍ରକାଶ କରିଥିବାର ଅଭିଜ୍ଞତା ବି ବର୍ଣ୍ଣନା କରିଥିଲେ ମୋଦୀଜୀ। କାରଣ ହୁଏନସାଂଙ୍କ ସହିତ ଦୁଇ ରାଷ୍ଟ୍ରନେତାଙ୍କ ସହରର ଐତିହାସିକ ସଂପର୍କ ଦୃଷ୍ଟିରୁ ସି ଜିଙ୍ଗପିନ ଗୁଜରାଟ ଓ ବଡ଼ନଗର ପରିଦର୍ଶନ କରିବାକୁ ଇଚ୍ଛା ପ୍ରକାଶ କରିଲେ। ଦୁଇ ଦେଶ ମଧ୍ୟରେ ଥିବା ଦୃଢ଼ ସଂପର୍କ ଓ ମିଳିତ ଐତିହ୍ୟର ଏହା ଅନନ୍ୟ ଉଦାହରଣ ବୋଲି ମୋଦୀଜୀ କହିଥିଲେ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା
January 06th, 07:43 pm
ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା ଶ୍ରୀ ଜ୍ୟାକ୍ ସୁଲିଭାନ୍ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।PM Modi meets Prime Minister of Kuwait
December 22nd, 06:38 pm
PM Modi held talks with His Highness Sheikh Ahmad Al-Abdullah Al-Ahmad Al-Sabah, PM of the State of Kuwait. The two leaders discussed a roadmap to strengthen the strategic partnership in areas including political, trade, investment, energy, defence, security, health, education, technology, cultural, and people-to-people ties.କୁଏତ ଅମୀରଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
December 22nd, 05:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୁଏତର ଅମୀର ମହାମହିମ ଶେଖ ମେଶାଲ ଅଲ-ଅହମ୍ମଦ ଅଲ-ଜବର ଅଲ-ସବାହଙ୍କୁ ଭେଟିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ ଏହା ପ୍ରଥମ ବୈଠକ ଥିଲା। ବାୟନ ପ୍ୟାଲେସରେ ପହଞ୍ଚିବା ପରେ ଶ୍ରୀ ମୋଦୀଙ୍କୁ ଆନୁଷ୍ଠାନିକ ସ୍ୱାଗତ କରାଯାଇଥିଲା ଏବଂ କୁଏତର ପ୍ରଧାନମନ୍ତ୍ରୀ ମହାମହିମ ଅହମ୍ମଦ ଅଲ-ଅବଦୁଲ୍ଲା ଅଲ-ଅହମ୍ମଦ ଅଲ-ସବା ତାଙ୍କୁ ସ୍ୱାଗତ କରିଥିଲେ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନ ବାର୍ତ୍ତାଳାପ କଲେ ନେଦରଲାଣ୍ଡସର ପ୍ରଧାନମନ୍ତ୍ରୀ ଡିକ୍ ସ୍କୁଫ
December 18th, 06:51 pm
ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନ ବାର୍ତ୍ତାଳାପ କରିଛନ୍ତି ନେଦରଲାଣ୍ଡସର ପ୍ରଧାନମନ୍ତ୍ରୀ ଡିକ୍ ସ୍କୁଫ । ଉଭୟ ନେତା ଭାରତ ଓ ନେଦରଲାଣ୍ଡ୍ସ ମଧ୍ୟରେ ଥିବା ଭରସାଯୋଗ୍ୟ ଓ ବହୁମୂଲ୍ୟ ସଂପର୍କକୁ ଦୋହରାଇଥିଲେ ଯାହାକି ଗଣତନ୍ତ୍ର ଓ ଆଇନର ଶାସନ ପରି ସମାନ ମୂଲ୍ୟବୋଧ ଓ ବିଶ୍ବାସ ଉପରେ ପର୍ଯ୍ୟବସିତ।ଆର୍ଜେଣ୍ଟିନା ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
November 20th, 08:09 pm
ବ୍ରାଜିଲର ରିଓ ଡି ଜେନେରୋରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୯ ତାରିଖରେ ଆର୍ଜେଣ୍ଟିନାର ରାଷ୍ଟ୍ରପତି ଜାଭିଏର ମିଲେଇଙ୍କୁ ଭେଟିଛନ୍ତି ।ବ୍ରାଜିଲ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
November 20th, 08:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୯ରେ ରିଓ ଡି ଜେନେରୋରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ବ୍ରାଜିଲ ରାଷ୍ଟ୍ରପତି ଶ୍ରୀ ଲୁଇଜ ଇନାସିଓ ଲୁଲା ଦା ସିଲଭାଙ୍କୁ ଭେଟିଛନ୍ତି । ବ୍ରାଜିଲର ଜି-୨୦ ଏବଂ ଆଇବିଏସଏ ଅଧ୍ୟକ୍ଷତାର ସଫଳତା ପାଇଁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇବା ସହ ରାଷ୍ଟ୍ରପତି ଲୁଲାଙ୍କୁ ତାଙ୍କ ଆତିଥେୟତା ପାଇଁ ଧନ୍ୟବାଦ ଜଣାଇଥିଲେ । ଦାରିଦ୍ୟ ଓ ବୁଭୁକ୍ଷୁତା ବିରୋଧରେ ବୈଶ୍ୱିକ ମେଣ୍ଟ ପ୍ରତିଷ୍ଠା ଦିଗରେ ବ୍ରାଜିଲର ପଦକ୍ଷେପକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିବା ସହ ଭାରତର ଦୃଢ଼ ସମର୍ଥନ ଜଣାଇଥିଲେ । ଜି-୨୦ ଟ୍ରୋଇକା ସଦସ୍ୟ ଭାବେ ପ୍ରଧାନମନ୍ତ୍ରୀ ଜି-୨୦ରେ ବ୍ରାଜିଲ ଦ୍ୱାରା ଆଗତ କାର୍ଯ୍ୟସୂଚୀକୁ ସମର୍ଥନ ଜଣାଇଥିଲେ । ଏହା ଶତତ ବିକାଶ ଏବଂ ବୈଶ୍ୱିକ ପ୍ରଶାସନିକ ସଂସ୍କାର, ଯାହାକି ଗ୍ଲୋବାଲ ସାଉଥର ଉଦବେଗକୁ ଗୁରୁତ୍ୱ ଦେଇଛି ସ୍ଥାନ ପାଇଛି । ଆସନ୍ତା ବର୍ଷ ବ୍ରିକ୍ସ ଏବଂ ସିଓପି ୩୦ରେ ବ୍ରାଜିଲର ନେତୃତ୍ୱ ପାଇଁ ସେ ଶୁଭେଚ୍ଛା ଜଣାଇବା ସହ ଭାରତର ସମ୍ପର୍ଣ୍ଣ ସହାୟତା ସକାଶେ ପ୍ରତିଶ୍ରୁତି ଦେଇଥିଲେ ।ମିଳିତ ବିବୃତି: ଭାରତ-ଅଷ୍ଟ୍ରେଲିଆ ଦ୍ଵିତୀୟ ବାର୍ଷିକ ଶିଖର ସମ୍ମିଳନୀ
November 19th, 11:22 pm
୧୯ନଭେମ୍ବର ୨୦୨୪ରେ ରିଓ ଡି ଜେନେରିଓ ଠାରେ ଗ୍ରୁପ୍ ଅଫ୍ ୨୦ (ଜି-୨୦) ଶିଖର ସମ୍ମିଳନୀ ଅବସରରେ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିସଙ୍କ ଉପସ୍ଥିତିରେ ଦ୍ୱିତୀୟ ଭାରତ-ଅଷ୍ଟ୍ରେଲିଆ ବାର୍ଷିକ ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ୨୦୨୫ରେଭାରତ-ଅଷ୍ଟ୍ରେଲିଆ ବ୍ୟାପକ ରଣନୈତିକ ଭାଗିଦାରୀର ପଞ୍ଚମ ବାର୍ଷିକୀ ପୂର୍ବରୁ ଉଭୟ ପ୍ରଧାନମନ୍ତ୍ରୀ ଜଳବାୟୁ ପରିବର୍ତ୍ତନ ଏବଂ ଅକ୍ଷୟ ଶକ୍ତି, ବାଣିଜ୍ୟ ଏବଂ ନିବେଶ, ପ୍ରତିରକ୍ଷା ଏବଂ ନିରାପତ୍ତା, ଶିକ୍ଷା ଏବଂ ଗବେଷଣା,ଦକ୍ଷତା, ଗତିଶୀଳତା, ବିଜ୍ଞାନ ଏବଂପ୍ରଯୁକ୍ତି ବିଦ୍ୟା ଏବଂବହୁପାକ୍ଷିକ ସହଯୋଗ ଭଳି ଆଞ୍ଚଳିକ ପ୍ରସଙ୍ଗରେ ଆଲୋଚନା କରିଥିଲେ।ସାମାଜିକ ଓ ସାଂସ୍କୃତିକ ସମ୍ପର୍କ ଏବଂ ଲୋକଙ୍କ ମଧ୍ୟରେ ସମ୍ପର୍କ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କକୁ ସୁଦୃଢ଼ କରିବାଦିଗରେ ସେ ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି ବିଷୟରେ ସେ ଉଲ୍ଲେଖ କରିଥିଲେ ।ଇଟାଲୀ-ଭାରତ ମିଳିତ ରଣନୀତିକ କାର୍ଯ୍ୟ ଯୋଜନା ୨୦୨୫-୨୦୨୯
November 19th, 09:25 am
ଭାରତ ଏବଂ ଇଟାଲୀ ମଧ୍ୟରେ ରଣନୈତିକ ଭାଗିଦାରୀର ଅନନ୍ୟ ସମ୍ଭାବନାକୁ ଅନୁଭବ କରି ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଇଟାଲୀର ପ୍ରଧାନମନ୍ତ୍ରୀ ସୁଶ୍ରୀ ଜର୍ଜିଆ ମେଲୋନି ୧୮ ନଭେମ୍ବର ୨୦୨୪ରେ ବ୍ରାଜିଲର ରିଓ ଡି ଜେନେରିକଠାରେ ଅନୁଷ୍ଠିତ ଜି-୨୦ ଶିଖର ସମ୍ମିଳନୀରେ ସେମାନଙ୍କର ବୈଠକରେ ନିମ୍ନଲିଖିତ କେନ୍ଦ୍ରୀଭୂତ, ସମୟବଦ୍ଧ ପଦକ୍ଷେପ ଏବଂ ରଣନୈତିକ କାର୍ଯ୍ୟର ମିଳିତ ଯୋଜନା ମାଧ୍ୟମରେ ଏହାକୁ ଅଧିକ ପ୍ରୋତ୍ସାହିତ କରିବାକୁ ନିଷ୍ପତ୍ତି ନେଇଥିଲେ । ଏହି ଉଦ୍ଦେଶ୍ୟରେ ଇଟାଲୀ ଏବଂ ଭାରତ ନିମ୍ନଲିଖିତ ବିଷୟରେ ସହମତ ହୋଇଛନ୍ତି: