ଗୁଡ ଫ୍ରାଇଡେ ଅବସରରେ ଯୀଶୁ ଖ୍ରୀଷ୍ଟଙ୍କ ବଳିଦାନ ଭାବନାକୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ
April 07th, 11:05 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଗୁଡ ଫ୍ରାଇଡେ ଅବସରରେ ଯୀଶୁ ଖ୍ରୀଷ୍ଟଙ୍କ ବଳିଦାନ ଭାବନାକୁ ସ୍ମରଣ କରିଛନ୍ତି ।'ଏକ ଭାରତ, ଶ୍ରେଷ୍ଠ ଭାରତ'ର ଭାବନା ଆମ ଦେଶକୁ ଶକ୍ତିଶାଳୀ କରୁଛି: 'ମନ୍ କୀ ବାତ୍'ରେ ପ୍ରଧାନମନ୍ତ୍ରୀ ମୋଦୀ
March 26th, 11:00 am
ମୋର ପ୍ରିୟ ଦେଶବାସୀଗଣ, ‘ମନ କି ବାତ୍’ରେ ଆମେ ଏଭଳି ହଜାର ହଜାର ଲୋକଙ୍କ ବିଷୟରେ ଆଲୋଚନା କରିଛୁ, ଯେଉଁମାନେ ଅନ୍ୟମାନଙ୍କ ସେବା ପାଇଁ ନିଜର ଜୀବନକୁ ସମର୍ପିତ କରିଦେଇଥାଆନ୍ତି । ଏଭଳି ଅନେକ ଲୋକ ଥାଆନ୍ତି, ଯେଉଁମାନେ ଝିଅମାନଙ୍କ ଶିକ୍ଷା ପାଇଁ ନିଜର ସାରା ପେନ୍ସନ୍ ଖର୍ଚ୍ଚ କରିଦେଇଥାଆନ୍ତି । କେହି ନିଜ ଜୀବନଯାକର ଉପାର୍ଜନକୁ ପରିବେଶ ଓ ପ୍ରାଣୀ ସେବା ପାଇଁ ସମର୍ପିତ କରିଦେଇଥାଏ । ଆମ ଦେଶରେ ପରମାର୍ଥକୁ ଏତେ ଉଚ୍ଚ ସ୍ଥାନ ଦିଆଯାଇଛି ଯେ, ଅନ୍ୟମାନଙ୍କ ସୁଖ ପାଇଁ ଲୋକେ ନିଜର ସର୍ବସ୍ୱ ଦାନ କରିବାରେ ମଧ୍ୟ କୁଣ୍ଠାବୋଧ କରନ୍ତି ନାହିଁ । ସେଇଥିପାଇଁ ତ ଆମକୁ ପିଲାଦିନେ ଶିବି ଓ ଦଧିଚିଙ୍କ ଭଳି ଦେହ-ଦାନୀଙ୍କ କାହାଣୀ କୁହାଯାଇଥାଏ।ଦୀପାବଳି ଅବସରରେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ଶ୍ରୀ ରାମନାଥ କୋବିନ୍ଦ ଓ ଶ୍ରୀ ଭେଙ୍କୟା ନାଇଡୁଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
October 24th, 09:17 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଶ୍ରୀ ଜଗଦୀପ ଧନଖଡ, ଶ୍ରୀ ରାମନାଥ କୋବିନ୍ଦ ଓ ଶ୍ରୀ ଭେଙ୍କୟା ନାଇଡୁଙ୍କୁ ଭେଟି ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି ।Democracy is in DNA of every Indian: PM Modi
June 26th, 06:31 pm
PM Modi addressed and interacted with the Indian community in Munich. The PM highlighted India’s growth story and mentioned various initiatives undertaken by the government to achieve the country’s development agenda. He also lauded the contribution of diaspora in promoting India’s success story and acting as brand ambassadors of India’s success.ଜର୍ମାନୀର ମୁନିଚରେ ଭାରତୀୟ ସମ୍ପ୍ରଦାୟ ସହିତ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ
June 26th, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୁନିଚର ଅଡି ଡୋମରେ ଜର୍ମାନୀରେ ଥିବା ଭାରତୀୟ ସମ୍ପ୍ରଦାୟ ସହିତ ଆଲୋଚନା ଏବଂ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜର୍ମାନୀରେ ଥିବା ଭାରତୀୟ ସମ୍ପ୍ରଦାୟର ହଜାର ହଜାର ସଦସ୍ୟ ଅଂଶଗ୍ରହଣ କରିଥିଲେ ।ଗୁଡ୍ ଫ୍ରାଇଡେ ଅବସରରେ ଯୀଶୁ ଖ୍ରୀଷ୍ଟଙ୍କ ସାହସ ଏବଂ ବଳିଦାନକୁ ମନେ ପକାଇଛନ୍ତି ପ୍ରଧାନମନ୍ତ୍ରୀ
April 15th, 09:25 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଯୀଶୁ ଖ୍ରୀଷ୍ଟଙ୍କ ସେବା ତଥା ଭାଇଚାରା ଆଦର୍ଶ ଅନେକ ଲୋକଙ୍କ ପାଇଁ ମାର୍ଗଦର୍ଶିକା ଅଟେ ।ଗୁଡ ଫ୍ରାଇଡେ ଆମକୁ ଯୀଶୁ ଖ୍ରୀଷ୍ଟଙ୍କ ସଂଘର୍ଷ ଏବଂ ବଳିଦାନ ବିଷୟରେ ସ୍ମରଣ କରାଏ : ପ୍ରଧାନମନ୍ତ୍ରୀ
April 02nd, 09:05 am
ଯୀଶୁ ଖ୍ରୀଷ୍ଟଙ୍କୁ କରୁଣା ଏବଂ ଆଦର୍ଶର ଏକ ସମ୍ପୂର୍ଣ୍ଣ ଅବତାର ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ।PM remembers Jesus Christ on Good Friday
April 10th, 11:24 am
The Prime Minister, Shri Narendra Modi, has remembered Jesus Christ’s commitment to truth, service and justice on Good Friday.PM Modi addresses a public meeting in Madurai, Tamil Nadu
January 27th, 12:36 pm
Prime Minister Narendra Modi addressed a public meeting in Madurai, Tamil Nadu today. Addressing a huge crowd of supporters, Prime Minister Modi described the the transformative impact of Swachh Bharat Abhiyan in the country and in Tamil Nadu saying, “Swachh Bharat has become a people’s movement. Rural sanitation coverage has increased from 38 percent in 2014 to 98 percent today. We have built more than nine crore toilets in this period, of which 47 lakh have been built in Tamil Nadu alone.”ଶୁଭ ଶୁକ୍ରବାର ଉପଲକ୍ଷେ ପ୍ରଭୁ ଯୀଶୁଙ୍କ ସାହସ ଓ କରୁଣାକୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ
March 30th, 11:29 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭ ଶୁକ୍ରବାର ଉପଲକ୍ଷେ ପ୍ରଭୁ ଯୀଶୁଙ୍କ ସାହସ ଓ କରୁଣାକୁ ସ୍ମରଣ କରିଛନ୍ତି ।‘ଇସଲାମ୍ ଐତିହ୍ୟ: ବୁଝାମଣା ଓ ଉଦାରତାକୁ ପ୍ରୋତ୍ସାହନ’ ସମ୍ମେଳନରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
March 01st, 11:56 am
ମୋ ପାଇଁ ଏହା ବହୁତ ଖୁସୀ ଏବଂ ଗର୍ବର କଥା କି ଆଜି, ଜୋର୍ଡାନ ରାଜା, ଭାରତର କିଛି ବଛାବଛା ଧାର୍ମିକ ବିଦ୍ୱାନ ଆଉ ନେତାଗଣଙ୍କ ଏହି ସମୂହ ମଧ୍ୟରେ ଉପସ୍ଥିତ ଅଛନ୍ତି ।ଶୁଭ ଶୁକ୍ରବାରରେ ଯୀଶୁଖ୍ରୀଷ୍ଟଙ୍କୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ
April 14th, 09:45 am
ଶୁଭ ଶୁକ୍ରବାର ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୀଶୁଖ୍ରୀଷ୍ଟଙ୍କ ସେବା ଓ ତ୍ୟାଗକୁ ସ୍ମରଣ କରିଛନ୍ତି ।