ରାଜ୍ୟପାଳମାନଙ୍କ 50ତମ ସମ୍ମିଳନୀର ଉଦଯାପନୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

November 24th, 09:14 pm

ରାଜ୍ୟପାଳମାନଙ୍କ 50ତମ ସମ୍ମିଳନୀ ଆଜି ରାଷ୍ଟ୍ରପତି ଭବନରେ ଜନଜାତି କଲ୍ୟାଣ ଓ ଜଳ, କୃଷି ଓ ଉଚ୍ଚ ଶିକ୍ଷା ଏବଂ ଜୀବନଧାରଣ ସୁଗମତା ଉପରେ ଗୁରୁତ୍ୱାରୋପ କରାଯାଇ ଉଦଯାପିତ ହୋଇଯାଇଛି ।

ରାଜ୍ୟପାଳମାନଙ୍କ 50ତମ ବାର୍ଷିକ ସମ୍ମିଳନୀର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

November 23rd, 03:21 pm

ରାଜ୍ୟପାଳମାନଙ୍କ 50ତମ ବାର୍ଷିକ ସମ୍ମିଳନୀ ଆଜି ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରେ ଉଦଘାଟନୀ ଅଧିବେଶନ ସହ ଆରମ୍ଭ ହୋଇଯାଇଛି । ଏହି ସମ୍ମିଳନୀରେ ବିଭିନ୍ନ ରାଜ୍ୟର ରାଜ୍ୟପାଳ ଏବଂ କେନ୍ଦ୍ର ଶାସିତ ପ୍ରଦେଶର ଉପରାଜ୍ୟପାଳମାନେ ଅଂଶଗ୍ରହଣ କରିଛନ୍ତି । ଏମାନଙ୍କ ମଧ୍ୟରେ ପ୍ରଥମ ଥର ପାଇଁ କାର୍ଯ୍ୟଭାର ସମ୍ଭାଳିଥିବା 17 ଜଣ ରାଜ୍ୟପାଳ ଓ ଉପରାଜ୍ୟପାଳ ସାମିଲ ଅଛନ୍ତି । ଏଥିସହିତ ସମ୍ମିଳନୀରେ ନବଗଠିତ କେନ୍ଦ୍ର ଶାସିତ ପ୍ରଦେଶ ଜମ୍ମୁ ଓ କଶ୍ମୀର ଏବଂ ଲଦାଖର ଉପରାଜ୍ୟପାଳ ମଧ୍ୟ ଅଂଶଗ୍ରହଣ କରିଛନ୍ତି । ଏହି ଅବସରରେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ଗୃହ ମନ୍ତ୍ରୀ ଓ ଜଳ ଶକ୍ତି ମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ ।

ରାଜ୍ୟପାଳ ସମ୍ମିଳନୀର ଉଦ୍ଯାପନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ

June 05th, 03:10 pm

ରାଷ୍ଟ୍ରପତି ଭବନରେ ଆୟାଜିତ ରାଜ୍ୟପାଳ ସମ୍ମିଳନୀରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇଥିଲେ ।

ରାଜ୍ୟପାଳମାନଙ୍କ 49ତମ ସମ୍ମିଳନୀକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

June 04th, 01:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଷ୍ଟ୍ରପତି ଭବନରେ ରାଜ୍ୟପାଳମାନଙ୍କର 49ତମ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି ।

ରାଜ୍ୟପାଳଙ୍କ ସମ୍ମିଳନୀର ଉଦଯାପନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ

October 13th, 03:36 pm

ରାଷ୍ଟ୍ରପତି ଭବନରେ ଆୟୋଜିତ ରାଜ୍ୟପାଳମାନଙ୍କ ସମ୍ମିଳନୀର ଉଦ୍ଯାପନୀ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦ୍ବୋଧନ ଦେଇଛନ୍ତି ।

ରାଜ୍ୟପାଳ ସମ୍ମିଳନୀର ଉଦ୍ଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀ ସମ୍ବୋଧନ

October 12th, 03:00 pm

ପ୍ରଧାନମନ୍ତ୍ରୀ, ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଷ୍ଟ୍ରପତି ଭବନରେ ରାଜ୍ୟପାଳ ସମ୍ମିଳନୀର ଉଦ୍ଘାଟନୀ ସମାରୋହକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ସେ ମତବ୍ୟକ୍ତ କରିଥିଲେ ଯେ ସମସ୍ତ ରାଜ୍ୟପାଳମାନେ ସମ୍ବିଧାନର ପବିତ୍ରତାକୁ ବଜାୟ ରଖିବା ସହିତ ସମାଜରେ ପରିବର୍ତ୍ତନ ଆଣିବାରେ ଉତ୍ପ୍ରେରକ ପ୍ରତିନିଧି ଭାବେ କାର୍ଯ୍ୟ କରିପାରିବେ । ନୂତନ ଭାରତ 2022 ର ଲକ୍ଷ୍ୟ ବିଷୟରେ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ଜୋର ଦେଇ କହିଥିଲେ ଯେ ଏହାକୁ ଲୋକ ଆନ୍ଦୋଳନ କରିପାରିଲେ ଯାଇ ଲକ୍ଷ୍ୟ ହାସଲ ହୋଇପାରିବ ।

PM addresses concluding session of 47th Governors' Conference in Rashtrapati Bhawan

February 10th, 07:05 pm