India is committed to responsible and ethical use of AI: PM Modi

December 12th, 05:20 pm

PM Modi inaugurated the Global Partnership on Artificial Intelligence (GPAI) Summit at Bharat Mandapam, New Delhi. Addressing the event, PM Modi said, India is the main player in the field of AI talent and AI-related ideas. A vibrant AI spirit is visible in India as the Indian youth is testing and pushing the frontier of AI tech.

ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଉପରେ ବାର୍ଷିକ ବୈଶ୍ୱିକ ସହଭାଗିତା (ଜିପିଏଆଇ) ଶିଖର ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

December 12th, 05:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଉପରେ ବୈଶ୍ୱିକ ସହଭାଗିତା (ଜିପିଏଆଇ) ଶିଖର ସମ୍ମିଳନୀକୁ ଉଦଘାଟନ କରିଛନ୍ତି । ପ୍ରଧାନମନ୍ତ୍ରୀ ବିଶ୍ୱସ୍ତରୀୟ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ପ୍ରଦର୍ଶନୀକୁ ମଧ୍ୟ ପରିଦର୍ଶନ କରିଛନ୍ତି । ଜିପିଏଆଇ ହେଉଛି ଏକ ବହୁ-ଅଂଶୀଦାର ଆଧାରିତ ପ୍ରୟାସ ଯେଉଁଥିରେ ୨୯ ଟି ସଦସ୍ୟ ଦେଶ ଏଆଇ ସମ୍ବନ୍ଧୀୟ ପ୍ରାଥମିକତା ଉପରେ ଅତ୍ୟାଧୁନିକ ଗବେଷଣା ଏବଂ ପ୍ରୟୋଗ କାର୍ଯ୍ୟକଳାପକୁ ସମର୍ଥନ କରି ଏଆଇ କ୍ଷେତ୍ରରେ ବିଷୟବସ୍ତୁ ଏବଂ ଅଭ୍ୟାସ ମଧ୍ୟରେ ଥିବା ବ୍ୟବଧାନକୁ ପୂରଣ କରିବାକୁ ଲକ୍ଷ୍ୟ ରଖିଛନ୍ତି । ୨୦୨୪ରେ ଭାରତ ଜିପିଏଆଇର ମୁଖ୍ୟ ଅଧ୍ୟକ୍ଷତା ଦାୟିତ୍ୱ ନିର୍ବାହ କରୁଛି।

ପ୍ରଧାନମନ୍ତ୍ରୀ ଡିସେମ୍ବର ୧୨ ରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଜିପିଏଆଇ) ଉପରେ ବାର୍ଷିକ ବିଶ୍ୱସ୍ତରୀୟ ଭାଗୀଦାରୀ ଶିଖର ସମ୍ମିଳନୀକୁ ଉଦ୍‌ଘାଟନ କରିବେ

December 11th, 04:27 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୨ ଡିସେମ୍ବର, ୨୦୨୩ ଅପରାହ୍ନ ପ୍ରାୟ ୫ଟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଗ୍ଲୋବାଲ ପାର୍ଟନରସିପ୍ ଅନ୍ ଆର୍ଟିଫିସିଆଲ୍ଇଣ୍ଟେଲିଜେନ୍ସ (ଜିପିଏଆଇ) ସମିଟ୍ / (ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଉପରେବିଶ୍ୱସ୍ତରୀୟ ଭାଗୀଦାରୀ ଶିଖର ସମ୍ମିଳନୀ) କୁ ଉଦ୍‌ଘାଟନ କରିବେ ।

ଆଗାମୀ ଜିପିଏଆଇ ଶିଖର ସମ୍ମିଳନୀ ଉପରେ ପ୍ରଧାନମନ୍ତ୍ରୀ ଲିଙ୍କଡଇନ୍ ପୋଷ୍ଟ କରିଛନ୍ତି

December 08th, 09:14 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଗାମୀ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଶିଖର ସମ୍ମିଳନୀରେ ବିଶ୍ୱ ଭାଗିଦାରୀ ଉପରେ ଏକ ଲିଙ୍କଡଇନ୍ ପୋଷ୍ଟ କରିଛନ୍ତି ।