୨୦୨୪-୨୫ରେ ଭାରତୀୟ ଖାଦ୍ୟ ନିଗମରେ ୧୦,୭୦୦ କୋଟି ଟଙ୍କାର ଇକ୍ୱିଟି ନିବେଶକୁ କ୍ୟାବିନେଟ୍ ଅନୁମୋଦନ

November 06th, 03:15 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି (ସିସିଇଏ) ୨୦୨୪-୨୫ ଆର୍ଥିକ ବର୍ଷରେ ଭାରତୀୟ ଖାଦ୍ୟ ନିଗମ (ଏଫସିଆଇ)ରେ କାର୍ଯ୍ୟଶୀଳ ପୁଞ୍ଜି ନିମନ୍ତେ ୧୦,୭୦୦ କୋଟି ଟଙ୍କାର ଇକ୍ୱିଟି ନିବେଶକୁ ଅନୁମୋଦନ କରିଛି। କୃଷି କ୍ଷେତ୍ରକୁ ସୁଦୃଢ଼ କରିବା ଏବଂ ଦେଶବ୍ୟାପୀ କୃଷକଙ୍କ କଲ୍ୟାଣ ସୁନିଶ୍ଚିତ କରିବା ଏହି ନିଷ୍ପତ୍ତିର ଉଦ୍ଦେଶ୍ୟ। ଏହି ରଣନୀତିକ ପଦକ୍ଷେପ କୃଷକମାନଙ୍କୁ ସମର୍ଥନ କରିବା ଏବଂ ଭାରତର କୃଷି ଅର୍ଥବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ସରକାରଙ୍କ ଦୃଢ଼ ପ୍ରତିବଦ୍ଧତାକୁ ଦର୍ଶାଉଛି ।

ଆନ୍ତର୍ଜାତିକ କୃଷି ଅର୍ଥନୀତିଜ୍ଞ ସମ୍ମିଳନୀ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 03rd, 09:35 am

କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ, ଅନ୍ତର୍ଜାତୀୟ କୃଷି ଅର୍ଥନୀତି ସମ୍ମିଳନୀର ସଭାପତି ଡ. ମତିନ କାଇମ୍‌,ନୀତି ଆୟୋଗର ସଦସ୍ୟ ଶ୍ରୀ ରମେଶ ଜୀ,ଭାରତ ଏବଂ ଅନ୍ୟ ଦେଶର କୃଷି ବୈଜ୍ଞାନିକଗଣ, ଗବେଷଣା ସହ ଜଡ଼ିତ ବିଭିନ୍ନ ବିଶ୍ୱବିଦ୍ୟାଳୟର ଆମର ସହକର୍ମୀ,କୃଷି କ୍ଷେତ୍ର ସହ ଜଡ଼ିତ ବିଶେଷଜ୍ଞ ଏବଂ ଅଂଶୀଦାର, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ,

କୃଷି ଅର୍ଥନୀତିଜ୍ଞ ମାନଙ୍କର ୩୨ତମ ଅନ୍ତର୍ଜାତୀୟ ସମ୍ମିଳନୀକୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

August 03rd, 09:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଜାତୀୟ କୃଷି ବିଜ୍ଞାନ କେନ୍ଦ୍ର (ଏନଏଏସସି) କମ୍ପ୍ଲେକ୍ସରେ କୃଷି ଅର୍ଥନୀତିଜ୍ଞ ମାନଙ୍କର ୩୨ତମ ଆନ୍ତର୍ଜାତିକ ସମ୍ମିଳନୀ (ଆଇସିଏଇ)କୁ ଉଦଘାଟନ କରିଛନ୍ତି । ଚଳିତ ବର୍ଷ ସମ୍ମିଳନୀର ବିଷୟବସ୍ତୁ ହେଉଛି, ସ୍ଥାୟୀ କୃଷି - ଖାଦ୍ୟ ପ୍ରଣାଳୀ ଦିଗରେ ପରିବର୍ତ୍ତନ’ । ଜଳବାୟୁ ପରିବର୍ତ୍ତନ, ପ୍ରାକୃତିକ ସମ୍ବଳ ଅବକ୍ଷୟ, ଉତ୍ପାଦନ ଖର୍ଚ୍ଚ ବୃଦ୍ଧି ଏବଂ ସଂଘର୍ଷ ଭଳି ବୈଶ୍ୱିକ ଆହ୍ୱାନର ସମ୍ମୁଖୀନ ହୋଇ ସ୍ଥାୟୀ କୃଷିର ଜରୁରୀ ଆବଶ୍ୟକତାକୁ ମୁକାବିଲା କରିବା ହେଉଛି ଏହାର ଲକ୍ଷ୍ୟ । ଏହି ସମ୍ମିଳନୀରେ ପ୍ରାୟ ୭୫ଟି ଦେଶର ପ୍ରାୟ ୧୦୦୦ ପ୍ରତିନିଧି ଅଂଶଗ୍ରହଣ କରିଥିଲେ ।

ଅମ୍ବାଲା ଆକାଶରେ ଆଜି ରାଫେଲ ବିମାନ ଉଡ଼ୁଥିବା ଦେଖିବା ଆମ ସମସ୍ତଙ୍କ ପାଇଁ ଗର୍ବର ମୁହୂର୍ତ୍ତ: ଅମ୍ବାଲାରେ ପ୍ରଧାନମନ୍ତ୍ରୀ ମୋଦୀ

May 18th, 03:00 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅମ୍ବାଲାରେ ଏକ ରାଲିରେ ବିରୋଧୀଙ୍କ ପ୍ରତାରଣାମୂଳକ ଉଦ୍ଦେଶ୍ୟ ଉପରେ ଆଲୋକପାତ କରିବା ସହ ହରିୟାଣାର ବିକାଶ ପ୍ରତି ବିଜେପିର ସମର୍ପଣକୁ ଦୋହରାଇଥିଲେ। ସମାବେଶକୁ ସମ୍ବୋଧିତ କରି ସେ କହିଛନ୍ତି, ମୋଦୀଙ୍କ ଧାକଡ଼ ସରକାର ଧାରା ୩୭୦ର କାନ୍ଥ ଭାଙ୍ଗିଦେଲେ ଏବଂ କାଶ୍ମୀର ବିକାଶ ପଥରେ ଚାଲିବା ଆରମ୍ଭ କଲା।

ହରିୟାଣାର ଅମ୍ବାଲା ଓ ସୋନିପତରେ ବିପୁଳ ଜନସମାଗମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ

May 18th, 02:46 pm

ଅମ୍ବାଲା ଓ ସୋନିପତରେ ଆୟୋଜିତ ବଡ଼ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିରୋଧୀଙ୍କ ପ୍ରତାରଣାମୂଳକ ଉଦ୍ଦେଶ୍ୟ ଉପରେ ଆଲୋକପାତ କରିବା ସହ ହରିୟାଣାର ବିକାଶ ପାଇଁ ବିଜେପିର ସମର୍ପଣକୁ ଦୋହରାଇଥିଲେ। ସମାବେଶକୁ ସମ୍ବୋଧିତ କରି ସେ କହିଛନ୍ତି, ମୋଦୀଙ୍କ ଧାକଡ଼ ସରକାର ଧାରା ୩୭୦ ର କାନ୍ଥ ଭାଙ୍ଗିଦେଲେ ଏବଂ କାଶ୍ମୀର ବିକାଶ ପଥରେ ଚାଲିବା ଆରମ୍ଭ କଲା।

ଫେବ୍ରୁଆରୀ ୨୪ରେ ସମବାୟ କ୍ଷେତ୍ର ପାଇଁ ଅନେକ ପ୍ରମୁଖ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଶିଳାନ୍ୟାସ କରିବେ

February 22nd, 04:42 pm

ଦେଶର ସମବାୟ କ୍ଷେତ୍ରକୁ ମଜଭୁତ କରିବା ଦିଗରେ ବଡ଼ ପଦକ୍ଷେପ ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୪ ଫେବ୍ରୁଆରୀ ୨୪ ତାରିଖ ପୂର୍ବାହ୍ନ ୧୦ଟା ୩୦ରେ ନୂଆଦିଲ୍ଲୀ ସ୍ଥିତ ଭାରତ ମଣ୍ଡପମ୍‌ରେ ସମବାୟ କ୍ଷେତ୍ର ପାଇଁ ଅନେକ ପ୍ରମୁଖ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ ।