ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା ବେଳେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ଇଂରାଜୀ ଉପସ୍ଥାପନା

November 30th, 12:00 pm

ଏହି କାର୍ଯ୍ୟକ୍ରମରେ ଯୋଡ଼ି ହୋଇଥିବା ବିଭିନ୍ନ ରାଜ୍ୟର ମାନ୍ୟବର ରାଜ୍ୟପାଳ, ସମସ୍ତ ମୁଖ୍ୟମନ୍ତ୍ରୀଗଣ, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମନ୍ତ୍ରୀ, ସଂସଦ ସଦସ୍ୟ ଓ ବିଧାୟକଙ୍କ ସମେତ ମୋର ସମସ୍ତ ପ୍ରିୟ ଭାଇ, ଭଉଣୀ, ମାଆ, ଗାଁର ମୋର କୃଷକ ଭାଇ ଭଉଣୀ ଏବଂ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ମୋର ଯୁବ ବନ୍ଧୁମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ।

ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ

November 30th, 11:27 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ସେ ପ୍ରଧାନମନ୍ତ୍ରୀ ମହିଳା କିଷାନ ଡ୍ରୋନ କେନ୍ଦ୍ରର ଶୁଭାରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ଦେଓଘର ଏମ୍ସରେ ଐତିହାସିକ ୧୦,୦୦୦ତମ ଜନ ଔଷଧୀ କେନ୍ଦ୍ରକୁ ଲୋକାର୍ପଣ କରିଥିଲେ । ଏହାବ୍ୟତୀତ ଦେଶରେ ଜନ ଔଷଧି କେନ୍ଦ୍ର ସଂଖ୍ୟା ୧୦ ହଜାରରୁ ୨୫ ହଜାରକୁ ବୃଦ୍ଧି କରିବା ପାଇଁ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ଶ୍ରୀ ମୋଦୀ । ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଡ୍ରୋନ୍ ଯୋଗାଇବା ଏବଂ ଜନ ଔଷଧି କେନ୍ଦ୍ରସଂଖ୍ୟା ୧୦,୦୦୦ରୁ ୨୫,୦୦୦କୁ ବୃଦ୍ଧି କରିବା ଭଳି ଏହି ଦୁଇଟି ପଦକ୍ଷେପ ବିଷୟରେ ପ୍ରଧାନମନ୍ତ୍ରୀ ଚଳିତ ବର୍ଷ ତାଙ୍କର ସ୍ୱାଧୀନତା ଦିବସ ଅଭିଭାଷଣରେ ଘୋଷଣା କରିଥିଲେ । ଏହି କାର୍ଯ୍ୟକ୍ରମରେ ସେ ଏହି ପ୍ରତିଶ୍ରୁତି ପୂରଣ କରିଛନ୍ତି । ଝାଡ଼ଖଣ୍ଡର ଦେଓଘର, ଓଡ଼ିଶାର ରାୟଗଡ଼ା, ଆନ୍ଧ୍ରପ୍ରଦେଶର ପ୍ରକାଶମ୍, ଅରୁଣାଚଳ ପ୍ରଦେଶର ନାମସାଇ ଏବଂ ଜମ୍ମୁ-କଶ୍ମୀରର ଅର୍ନିଆର ହିତାଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିଥିଲେ।

ଝାଡ଼ଖଣ୍ଡର ଖୁଣ୍ଟିଠାରେ ଜନଜାତୀୟ ଗୌରବ ଦିବସ, ୨୦୨୩ ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

November 15th, 12:25 pm

ଆପଣ ସମସ୍ତଙ୍କୁ ଜୁହାର! ଆଜିର ଦିନଟି ସୌଭାଗ୍ୟରେ ପରିପୂର୍ଣ୍ଣ ଅଟେ। ମୁଁ କିଛି ସମୟ ପୂର୍ବରୁ ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମସ୍ଥାନ ଉଲିହାତୁରୁ ଫେରିଛି। ତାଙ୍କ ପରିବାର ସଦସ୍ୟଙ୍କ ସହିତ ମୋର ଏକ ବଡ଼ ଆନନ୍ଦଦାୟକ ସାକ୍ଷାତ ମଧ୍ୟ ହୋଇଛି, ଏବଂ ସେହି ପବିତ୍ର ମାଟିକୁ ମଥାରେ ଲଗାଇବାର ଏକ ପରମ ସୌଭାଗ୍ୟ ମୋତେ ମିଳିଛି । ମୋତେ ଭଗବାନ ବିର୍ସା ମୁଣ୍ଡା ମେମୋରିଆଲ ପାର୍କ ଏବଂ ସ୍ୱାଧୀନତା ସଂଗ୍ରାମୀ ସଂଗ୍ରହାଳୟ ପରିଦର୍ଶନ କରିବାର ସୁଯୋଗ ମିଳିଛି। ଦୁଇ ବର୍ଷ ପୂର୍ବେ ଆଜିର ଦିନରେ ଏହି ସଂଗ୍ରହାଳୟକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବାର ସୌଭାଗ୍ୟ ପାଇଥିଲି। ମୁଁ ସମସ୍ତ ଦେଶବାସୀଙ୍କୁ ଜନଜାତୀୟ ଗୌରବ ଦିବସ ଅବସରରେ ବହୁତ ବହୁତ ଶୁଭେଚ୍ଛା ଜଣାଉଛି, ମୋର ଶୁଭକାମନା ଜଣାଉଛି। ଏବଂ ଦେଶର ସମସ୍ତ ବରିଷ୍ଠ ନାଗରିକ ମାନେ ମଧ୍ୟ ଆଜି ଦେଶର ଶତାଧିକ ସ୍ଥାନରେ ଝାଡ଼ଖଣ୍ଡର ପ୍ରତିଷ୍ଠା ଦିବସ ପାଳନ କରୁଛନ୍ତି । ଅଟଳଜୀଙ୍କ ପ୍ରୟାସ ଯୋଗୁଁ ଏହି ରାଜ୍ୟ ଗଠନ ହୋଇଥିଲା। ଦେଶକୁ, ବିଶେଷ କରି ଝାଡ଼ଖଣ୍ଡକୁ ବର୍ତ୍ତମାନ ୫୦ ହଜାର କୋଟି ଟଙ୍କାର ବିଭିନ୍ନ ଯୋଜନାର ଉପହାର ମିଳିଛି। ଆଜି ଝାଡ଼ଖଣ୍ଡରେ ରେଳ ଭିତ୍ତିଭୂମି ଓ ଯୋଗାଯୋଗ ସମ୍ପ୍ରସାରଣ ଅଧୀନରେ ଅନେକ ରେଳ ପ୍ରକଳ୍ପ ଆରମ୍ଭ ହୋଇଛି। ଆପଣ ଏହା ଜାଣି ଖୁସି ହେବେ ଯେ ଝାଡ଼ଖଣ୍ଡ ମଧ୍ୟ ଦେଶରେ ଶତ ପ୍ରତିଶତ ବିଦ୍ୟୁତ୍ ରେଳ ପଥ ଥିବା ଏକ ରାଜ୍ୟରେ ପରିଣତ ହୋଇଛି। ଏହି ସବୁ ପ୍ରକଳ୍ପ ପାଇଁ ମୁଁ ଝାଡ଼ଖଣ୍ଡବାସୀଙ୍କୁ ଅଭିନନ୍ଦନ ଜଣାଉଛି।

ଜନଜାତୀୟ ଗୌରବ ଦିବସ, ୨୦୨୩ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

November 15th, 11:57 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଝାଡ଼ଖଣ୍ଡର ଖୁଣ୍ଟି ଠାରେ ଜନଜାତୀୟ ଗୌରବ ଦିବସ, ୨୦୨୩ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ 'ବିକଶିତ ଭାରତ ସଂକଳ୍ପ ଯାତ୍ରା' ଏବଂ ପ୍ରଧାନମନ୍ତ୍ରୀ ବିଶେଷ ରୂପେ ଦୁର୍ବଳ ଆଦିବାସୀ ଗୋଷ୍ଠୀ ବିକାଶ ମିଶନର ଶୁଭାରମ୍ଭ କରିଥିଲେ । ସେ ପିଏମ୍ - କିଷାନର ୧୫ତମ କିସ୍ତି ମଧ୍ୟ ପ୍ରଦାନ କରିଛନ୍ତି । ଶ୍ରୀ ମୋଦୀ ଝାଡ଼ଖଣ୍ଡ ରାଜ୍ୟରେ ରେଳ, ସଡ଼କ, ଶିକ୍ଷା, କୋଇଲା, ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ଭଳି ଏକାଧିକ କ୍ଷେତ୍ର ସହିତ ସମ୍ପର୍କିତ ୭୨୦୦ କୋଟି ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପ ଗୁଡିକର ଶିଳାନ୍ୟାସ କରିଥିଲେ ଓ ସେଗୁଡିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଥିଲେ । ଏହି ଅବସରରେ ଅନୁଷ୍ଠିତ ପ୍ରଦର୍ଶନୀକୁ ସେ ବୁଲି ଦେଖିଥିଲେ ।

ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ସଂକ୍ରାନ୍ତ ଆଗତ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ପ୍ରଧାନମନ୍ତ୍ରୀଙ୍କ ଉତର

February 09th, 02:15 pm

ରାଷ୍ଟ୍ରପତି ମହାଶୟାଙ୍କର ଅଭିଭାଷଣ ସଂକ୍ରାନ୍ତ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ଯେଉଁ ଚର୍ଚ୍ଚା ଚାଲୁ ରହିଛି । ସେହି ଚର୍ଚ୍ଚାରେ ସାମିଲ ହୋଇ ମୁଁ ଆଦରଣୀୟ ରାଷ୍ଟ୍ରପତି ମହାଶୟାଙ୍କୁ ଆଦରପୂର୍ବକ ଧନ୍ୟବାଦ ଜଣାଉଛି । ଆଦରଣୀୟ ରାଷ୍ଟ୍ରପତି ମହାଶୟାଙ୍କୁ ଅଭିନନ୍ଦନ ଜଣାଉଛି । ଆଦରଣୀୟ ସଭାପତି ମହାଶୟ, ଦୁଇଟି ଯାକ ସଦନକୁ ସମ୍ବୋଧନ କରି ସେ ବିକଶିତ ଭାରତର ଏକ ସ୍ୱତନ୍ତ୍ର ଏବଂ ବିକଶିତ ଭାରତର ସଂକଳ୍ପ ପାଇଁ ଏକ ରୋଡ଼ ମ୍ୟାପ୍ ପ୍ରସ୍ତୁତ କରିଛନ୍ତି ।

ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ

February 09th, 02:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବର ଉତ୍ତର ଦେଇଛନ୍ତି । ପ୍ରଧାନମନ୍ତ୍ରୀ ତାଙ୍କ ବକ୍ତବ୍ୟରେ ବିକଶିତ ଭାରତ” ର ଦର୍ଶନ ଉପସ୍ଥାପନ କରି ଉଭୟ ଗୃହକୁ ମାର୍ଗଦର୍ଶନ କରିଥିବାରୁ ରାଷ୍ଟ୍ରପତି ଜୀଙ୍କୁ ଧନ୍ୟବାଦ ଜଣାଇବା ସହ ଏହାର ଉତ୍ତର ପ୍ରଦାନ ଆରମ୍ଭ କରିଥିଲେ ।

For us, MSME means- Maximum Support to Micro Small and Medium Enterprises: PM Modi

June 30th, 10:31 am

PM Modi participated in the ‘Udyami Bharat’ programme. To strengthen the MSME sector, in the last eight years, the Prime Minister said, the government has increased the budget allocation by more than 650%. “For us, MSME means - Maximum Support to Micro Small and Medium Enterprises”, the Prime Minister stressed.

PM participates in ‘Udyami Bharat’ programme

June 30th, 10:30 am

PM Modi participated in the ‘Udyami Bharat’ programme. To strengthen the MSME sector, in the last eight years, the Prime Minister said, the government has increased the budget allocation by more than 650%. “For us, MSME means - Maximum Support to Micro Small and Medium Enterprises”, the Prime Minister stressed.

କେରଳରେ ପ୍ରମୁଖ ଶକ୍ତି ଓ ସହରୀ ଯୋଜନା ପ୍ରକଳ୍ପର ଶିଳାନ୍ୟାସ ଉତ୍ସବ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନର ମୂଳପାଠ

February 19th, 04:31 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ କେରଳର ପୁଗାଲୁର-ତ୍ରିଶୁର ବିଦ୍ୟୁତ ସଞ୍ଚାରଣ ପ୍ରକଳ୍ପ, କାସାରଗୋଡ଼ ସୌର ଶକ୍ତି ପ୍ରକଳ୍ପ ଏବଂ ଆରୁଭିକ୍କରା ଠାରେ ଜଳ ପରିଚାଳନା ପ୍ରକଳ୍ପକୁ ଉଦଘାଟନ କରିଛନ୍ତି। ସେ ମଧ୍ୟ ଏହି କାର୍ଯ୍ୟକ୍ରମ ଅବସରରେ ଥିରୁଅନନ୍ତପୁରମରେ ସମନ୍ୱିତ କମାଣ୍ଡ ଏବଂ ନିୟନ୍ତ୍ରଣ କେନ୍ଦ୍ର ଓ ସ୍ମାର୍ଟ ରୋଡ୍ ପ୍ରକଳ୍ପ ପାଇଁ ଶିଳାନ୍ୟାସ କରିଥିଲେ।

କେରଳରେ ବହୁ ଗୁରୁତ୍ୱପୂର୍ଣ୍ଣ ଶକ୍ତି ଓ ସହରାଞ୍ଚଳ କ୍ଷେତ୍ରର ପ୍ରକଳ୍ପ ଉଦଘାଟନ କରିବା ସହିତ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

February 19th, 04:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ କେରଳର ପୁଗାଲୁର-ତ୍ରିଶୁର ବିଦ୍ୟୁତ ସଞ୍ଚାରଣ ପ୍ରକଳ୍ପ, କାସାରଗୋଡ଼ ସୌର ଶକ୍ତି ପ୍ରକଳ୍ପ ଏବଂ ଆରୁଭିକ୍କରା ଠାରେ ଜଳ ପରିଚାଳନା ପ୍ରକଳ୍ପକୁ ଉଦଘାଟନ କରିଛନ୍ତି। ସେ ମଧ୍ୟ ଏହି କାର୍ଯ୍ୟକ୍ରମ ଅବସରରେ ଥିରୁଅନନ୍ତପୁରମରେ ସମନ୍ୱିତ କମାଣ୍ଡ ଏବଂ ନିୟନ୍ତ୍ରଣ କେନ୍ଦ୍ର ଓ ସ୍ମାର୍ଟ ରୋଡ୍ ପ୍ରକଳ୍ପ ପାଇଁ ଶିଳାନ୍ୟାସ କରିଥିଲେ।

To become self-reliant and self-sufficient is the biggest lesson learnt from Corona pandemic: PM

April 24th, 11:05 am

PM Modi interacted with village sarpanchs across the country via video conferencing on the occasion of the National Panchayati Raj Divas. He said the biggest lesson learnt from Coronavirus pandemic is that we have to become self-reliant. He added that the villages have given the mantra of - 'Do gaj doori' to define social distancing in simpler terms amid the battle against COVID-19 virus.

PM Modi interacts with Sarpanchs from across India via video conferencing on Panchayati Raj Divas

April 24th, 11:04 am

PM Modi interacted with village sarpanchs across the country via video conferencing on the occasion of the National Panchayati Raj Divas. He said the biggest lesson learnt from Coronavirus pandemic is that we have to become self-reliant. He added that the villages have given the mantra of - 'Do gaj doori' to define social distancing in simpler terms amid the battle against COVID-19 virus.

ଅଟଳ ଜଳ ଯୋଜନାର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

December 25th, 12:21 pm

ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀ ରାଜନାଥ ସିଂହ ମହାଶୟ, ଶ୍ରୀ ଗଜେନ୍ଦ୍ର ଶେଖାୱତ ମହାଶୟ, ଅନ୍ୟ ମହାନୁଭବ ଏବଂ ଏଠାରେ ଉପସ୍ଥିତ ଥିବା ଭଦ୍ରବ୍ୟକ୍ତି ଏବଂ ଭଦ୍ର ମହିଳାଗଣ!

ଅଟଳ ଭୂଜଳ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

December 25th, 12:20 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ଆୟୋଜିତ ଏକ ସମାରୋହରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ଅଟଳ ଭୂଜଳ ଯୋଜନା (ଅଟଳ ଜଳ)ର ଶୁଭାରମ୍ଭ କରିଛନ୍ତି ଏବଂ ବାଜପେୟୀଙ୍କ ନାମରେ ରୋହତଙ୍ଗ ରଣନୈତିକ ସୁଡ଼ଙ୍ଗର ନାମକରଣ କରିଛନ୍ତି ।

କଠିନରୁ ଅତି କଠିନ ମିଶନ ମଧ୍ୟ ପୁରା କରାଯାଇପାରିବ ,କେବଳ ଶାନ୍ତ ଏବଂ ସ୍ଥିର ଚିତ୍ତରେ ନିଜର ଲକ୍ଷ୍ୟ ପ୍ରତି ଧ୍ୟାନ ଦେବା ଆବଶ୍ୟକ : #MannKiBaat ରେ ପ୍ରଧାନମନ୍ତ୍ରୀ ମୋଦୀ

July 29th, 11:30 am

ପ୍ରଧାନମନ୍ତ୍ରୀ ମୋଦୀ 'ମନ କି ବାତ' କାର୍ଯ୍ୟକ୍ରମରେ ପ୍ରକୃତିର ଯତ୍ନ ଏବଂ ପର୍ଯ୍ୟାବରଣର ସୁରକ୍ଷାକୁ ନେଇ ଉଲ୍ଲେଖ କରିଛନ୍ତି । ସେ ଥାଇଲାଣ୍ଡ ଫୁଟବଲ ଦଳର ଯୁବା ଖେଳାଳିମାନଙ୍କ ସଫଳ ଉଦ୍ଧାର ଅଭିଯାନର ପ୍ରୟାସ ବିଷୟରେ ଉଲ୍ଲେଖ କରିଛନ୍ତି ଏବଂ କହିଛନ୍ତି ଯେ ଯେତେବେଳେ ସମଗ୍ର ମାନବିକତା ଏକତ୍ରିତ ହୁଏ ସେତେବେଳେ ଅଦ୍ଭୁତ ଘଟଣା ସଂଘଟିତ ହୁଏ । ଖାଲି ଏତିକି ଜରୁରୀ ଯେ ଆମେ ଶାନ୍ତ ଏବଂ ସ୍ଥିର ଚିତ୍ତରେ ନିଜର ଲକ୍ଷ୍ୟ ପ୍ରତି ଧ୍ୟାନଦେବା ଆଉ ଲକ୍ଷ୍ୟପ୍ରାପ୍ତି ପାଇଁ କାମ କରିଚାଲିବା । ସେ ବିଶ୍ୱ ସ୍ତରରେ ବିଭିନ୍ନ ଖେଳରେ ଉତ୍କୃଷ୍ଟ ଲାଗି ଭାରତୀୟ ଖେଳାଳିମାନଙ୍କ ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀ ମହାପୁରୁଷ ଲୋକମାନ୍ୟ ତିଲକ ଏବଂ ଚନ୍ଦ୍ରଶେଖର ଆଜାଦଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଯୁବ ଭାରତୀୟ ପ୍ରଶାସନିକ ଅଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମତ ବିନିମୟ

July 04th, 06:15 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 170ରୁ ଅଧିକ ସହାୟକ ସଚିବ ଭାବେ ନିଯୁକ୍ତି ପାଇଥିବା ଯୁବ ଭାରତୀୟ ପ୍ରଶାସନିକ ଅଧିକାରୀଙ୍କ ସହ ମତ ବିନିମୟ କରିଛନ୍ତି ।

ପ୍ରଗତି ମାଧ୍ୟମରେ ଓଡିଶା ସମେତ 17 ରାଜ୍ୟ, କେନ୍ଦ୍ରଶାସିତ ଅଂଚଳର ଭିତ୍ତିଭୂମି ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

June 27th, 05:42 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ 27ତମ ପ୍ରଗତି ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଆଇସିଟିଭିତ୍ତିକ ମଲ୍ଟି ମଡ଼େଲ ପ୍ଲାଟଫର୍ମ ଜରିଆରେ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଛନ୍ତି ।

ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 24, 2018

April 24th, 07:48 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 14, 2018

April 14th, 08:06 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

ଛତିଶଗଡ଼ର ବିଜାପୁରରେ ସ୍ୱାସ୍ଥ୍ୟ ଓ କଲ୍ୟାଣ କେନ୍ଦ୍ର ଉଦ୍ଘାଟନ ସହ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ

April 14th, 02:59 pm

ବସ୍ତର ଆଉର ବିଜାପୁର ଜୋ ଆରାଧ୍ୟ ଦେବୀ ମା’ ଦନ୍ତେଶ୍ୱରୀ, ଭୈରମ ଗଡ଼ ଚୋ ବାବା ଭୈରମ ଦେବ, ବିଜାପୁରର ଚୋ ଚିକଟରାଜ ଆଉର କୋଦାଇ ମାତା, ଭୋପାଳ ପଟ୍ଟମ୍ ଛୋ ଭଦ୍ରକାଳୀ କେ ଖୁବେ- ଖୁବେ ଜୁହାର ।