The relationship between India and Kuwait is one of civilizations, seas and commerce: PM Modi
December 21st, 06:34 pm
PM Modi addressed a large gathering of the Indian community in Kuwait. Indian nationals representing a cross-section of the community in Kuwait attended the event. The PM appreciated the hard work, achievement and contribution of the community to the development of Kuwait, which he said was widely recognised by the local government and society.Prime Minister Shri Narendra Modi addresses Indian Community at ‘Hala Modi’ event in Kuwait
December 21st, 06:30 pm
PM Modi addressed a large gathering of the Indian community in Kuwait. Indian nationals representing a cross-section of the community in Kuwait attended the event. The PM appreciated the hard work, achievement and contribution of the community to the development of Kuwait, which he said was widely recognised by the local government and society."ଏକ ବର୍ଷ - ଫଳାଫଳ ଉତ୍କର୍ଷ" ଏବଂ ରାଜସ୍ଥାନର ଜୟପୁରରେ ଉନ୍ନୟନ ମୂଳକ କାର୍ଯ୍ୟର ଶୁଭାରମ୍ଭ କାର୍ଯ୍ୟକ୍ରମରେ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 17th, 12:05 pm
ରାଜସ୍ଥାନର ରାଜ୍ୟପାଳ ଶ୍ରୀ ହରିଭାଉ ବାଗଡେ ଜୀ, ରାଜସ୍ଥାନର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଶର୍ମା ଜୀ, ମଧ୍ୟପ୍ରଦେଶରୁ ବିଶେଷ ଭାବେ ଏଠାକୁ ଆସିଥିବା ଆମର ପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଜୀ, ଯିଏ କେନ୍ଦ୍ରର ମନ୍ତ୍ରିମଣ୍ଡଳରେ ମୋର ସହକର୍ମୀ ଶ୍ରୀମାନ ସିଂ। ଆର ପାଟିଲ ଜୀ, ଭାଗୀରଥ ଚୌଧୁରୀ ଜୀ, ରାଜସ୍ଥାନର ଉପମୁଖ୍ୟମନ୍ତ୍ରୀ ଦିୟା କୁମାରୀ ଜୀ, ପ୍ରେମ ଚାନ୍ଦ ଭୈରବଜୀ, ଅନ୍ୟ ମନ୍ତ୍ରୀଗଣ, ସାଂସଦଗଣ, ରାଜସ୍ଥାନର ବିଧାୟକ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ରାଜସ୍ଥାନର ମୋର ପ୍ରିୟ ଭାଇ ଭଉଣୀମାନେ। ଏବଂ ଭର୍ଚୁଆଲ ମାଧ୍ୟମରେ ଆମ ସହିତ ଯୋଡି ହୋଇଥିବା ଆମର ରାଜସ୍ଥାନର ହଜାର ହଜାର ପଞ୍ଚାୟତରେ ଏକାଠି ହୋଇଥିବା ମୋର ସମସ୍ତ ଭାଇ ଭଉଣୀ ମାନେ ଆମ ସହିତ ଭର୍ଚୁଆଲ ଭାବରେ ଯୋଡ଼ି ହୋଇଛନ୍ତି।ରାଜସ୍ଥାନର ଜୟପୁରଠାରେ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ 'ଏକ ବର୍ଷ - ପରିଣାମ ଉତ୍କର୍ଷ'ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 17th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ 'ଏକ ବର୍ଷ-ପରିଣାମ ଉତ୍କର୍ଷ'ରେ ଅଂଶଗ୍ରହଣ କରିଥିଲେ । ସଭାକୁ ସମ୍ବୋଧିତ କରି ସେ ରାଜସ୍ଥାନ ସରକାର ଏକ ବର୍ଷ ସଫଳତାର ସହ ପୂରଣ କରିଥିବାରୁ ରାଜସ୍ଥାନ ସରକାର ଏବଂ ରାଜସ୍ଥାନବାସୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଏକାଠି ହୋଇଥିବା ଲକ୍ଷ ଲକ୍ଷ ଲୋକଙ୍କ ଆଶୀର୍ବାଦ ଲାଭ କରିଥିବାରୁ ସେ ଭାଗ୍ୟବାନ ବୋଲି କହିଛନ୍ତି। ରାଜସ୍ଥାନର ବିକାଶମୂଳକ କାର୍ଯ୍ୟକୁ ଏକ ନୂତନ ଦିଗ ଓ ଗତି ଦେବା ପାଇଁ ନିଆଯାଇଥିବା ପ୍ରୟାସ ନିମନ୍ତେ ଶ୍ରୀ ମୋଦୀ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ଟିମକୁ ପ୍ରଶଂସା କରିଥିଲେ । ସେ ଆହୁରି ମଧ୍ୟ କହିଛନ୍ତି ଯେ ପ୍ରଥମ ବର୍ଷ ଆଗାମୀ ଅନେକ ବର୍ଷର ବିକାଶ ପାଇଁ ଏକ ମଜଭୁତ ଭିତ୍ତିଭୂମି ଭାବରେ କାର୍ଯ୍ୟ କରିଛି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଆଜିର କାର୍ଯ୍ୟକ୍ରମ କେବଳ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ହେବାର ପ୍ରତୀକ ନୁହେଁ, ବରଂ ରାଜସ୍ଥାନର ଉଜ୍ଜ୍ୱଳତା ଏବଂ ରାଜସ୍ଥାନର ବିକାଶର ପର୍ବର ପ୍ରତୀକ । ନିକଟରେ ରାଇଜିଂ ରାଜସ୍ଥାନ ଶିଖର ସମ୍ମିଳନୀ ୨୦୨୪ ଗସ୍ତକୁ ମନେ ପକାଇ ଶ୍ରୀ ମୋଦୀ କହିଥିଲେ ଯେ ସେଠାରେ ସମଗ୍ର ବିଶ୍ୱର ଅନେକ ନିବେଶକ ଉପସ୍ଥିତ ଥିଲେ ଏବଂ ଆଜି ୪୫,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପର ଉଦଘାଟନ କରାଯାଇଛି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହି ପ୍ରକଳ୍ପଗୁଡ଼ିକ ରାଜସ୍ଥାନରେ ଜଳକୁ ନେଇ ସାମନା କରୁଥିବା ପ୍ରତିବନ୍ଧକ ଗୁଡ଼ିକର ଉପଯୁକ୍ତ ସମାଧାନ ପ୍ରଦାନ କରିବ ଏବଂ ରାଜସ୍ଥାନକୁ ଭାରତର ସବୁଠାରୁ ଭଲ ଭାବରେ ସଂଯୋଜିତ ରାଜ୍ୟରେ ପରିଣତ କରିବ । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ଉନ୍ନୟନମୂଳକ କାର୍ଯ୍ୟ ଗୁଡ଼ିକ ଅଧିକ ନିବେଶକଙ୍କୁ ଆମନ୍ତ୍ରଣ କରିବ, ଅନେକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ, ପର୍ଯ୍ୟଟନ କ୍ଷେତ୍ରକୁ ସୁଦୃଢ଼ କରିବ ଏବଂ ରାଜସ୍ଥାନର କୃଷକ, ମହିଳା ଏବଂ ଯୁବକମାନଙ୍କୁ ଉପକୃତ କରିବ ।Prime Minister condoles the demise of legendary Gujarati singer Purushottam Upadhyay
December 11th, 09:20 pm
The Prime Minister Shri Narendra Modi condoled the demise of legendary Gujarati singer Purushottam Upadhyay today.ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଗୁଜରାଟ ମୁଖ୍ୟମନ୍ତ୍ରୀ
December 11th, 02:55 pm
ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୁପେନ୍ଦ୍ର ପଟେଲ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ଅହମ୍ମଦାବାଦର ରାମକୃଷ୍ଣ ମଠ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 09th, 01:30 pm
ଗୁଜରାଟର ଜଣେ ପୁତ୍ର ହିସାବରେ ମୁଁ ଆପଣମାନଙ୍କୁ ଏହି କାର୍ଯ୍ୟକ୍ରମରେ ସ୍ୱାଗତ କରୁଛି, ଅଭିନନଦନ ଜଣାଉଛି । ମୁଁ ମା ଶାରଦା, ଗୁରୁଦେବ ରାମକୃଷ୍ଣ ପରମହଂସ ଏବଂ ସ୍ୱାମୀ ବିବେକାନନ୍ଦଜୀଙ୍କୁ, ସେମାନଙ୍କ ଚରଣରେ ପ୍ରଣାମ କରୁଛି । ଶ୍ରୀମତ୍ ସ୍ୱାମୀ ପ୍ରେମାନନ୍ଦ ମହାରାଜଙ୍କ ଜୟନ୍ତୀ ଅବସରରେ ଆଜିର ଏହି କାର୍ଯ୍ୟକ୍ରମ ଆୟୋଜିତ ହେଉଛି । ମୁଁ ତାଙ୍କ ଚରଣରେ ପ୍ରଣାମ ମଧ୍ୟ କରୁଛି।ଗୁଜରାଟରେ ରାମକୃଷ୍ଣ ମଠ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 09th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୁଜରାଟର ରାମକୃଷ୍ଣ ମଠରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ ଦେଶ ବିଦେଶର ରାମକୃଷ୍ଣ ମଠ ଓ ମିଶନର ସମ୍ମାନଜନକ ସନ୍ଥ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ପଟେଲ ଏବଂ ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତିଙ୍କୁ ଶୁଭେଚ୍ଛା ଜଣାଇଥିଲେ । ଶ୍ରୀ ମୋଦୀ ଦେବୀ ଶାରଦା, ଗୁରୁଦେବ ରାମକୃଷ୍ଣ ପରମହଂସ ଏବଂ ସ୍ୱାମୀ ବିବେକାନନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଶ୍ରୀମତ ସ୍ୱାମୀ ପ୍ରେମାନନ୍ଦ ମହାରାଜଙ୍କ ଜୟନ୍ତୀ ଅବସରରେ ଆଜିର କାର୍ଯ୍ୟକ୍ରମ ଆୟୋଜନ କରାଯାଇ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା।ନଭେମ୍ବର ୩୦ରୁ ଡିସେମ୍ବର ପହିଲା ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ପୁଲିସ ମହାନିର୍ଦ୍ଦେଶକ/ମହାନିରୀକ୍ଷକଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ
November 29th, 09:54 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱରସ୍ଥିତ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ନଭେମ୍ବର ୩୦ରୁ ୧ ଡିସେମ୍ବର ୨୦୨୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ପୁଲିସ ମହାନିର୍ଦ୍ଦେଶକ/ମହାନିରୀକ୍ଷକମାନଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବେ ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଗୁଜରାଟର ରାଜ୍ୟପାଳ
November 26th, 05:19 pm
ଗୁଜରାଟର ରାଜ୍ୟପାଳ ଶ୍ରୀ ଆଚାର୍ଯ୍ୟ ଦେବବ୍ରତ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।Maharashtra has witnessed the triumph of development, good governance, and genuine social justice: PM Modi
November 23rd, 10:58 pm
Prime Minister Narendra Modi addressed BJP workers at the party headquarters following the BJP-Mahayuti alliance's resounding electoral triumph in Maharashtra. He hailed the victory as a decisive endorsement of good governance, social justice, and development, expressing heartfelt gratitude to the people of Maharashtra for trusting BJP's leadership for the third consecutive time.PM Modi addresses passionate BJP Karyakartas at the Party Headquarters
November 23rd, 06:30 pm
Prime Minister Narendra Modi addressed BJP workers at the party headquarters following the BJP-Mahayuti alliance's resounding electoral triumph in Maharashtra. He hailed the victory as a decisive endorsement of good governance, social justice, and development, expressing heartfelt gratitude to the people of Maharashtra for trusting BJP's leadership for the third consecutive time.Maharashtra will lead the vision of a ’Viksit Bharat’, and the BJP and Mahayuti are working with this commitment: PM in Panvel
November 14th, 02:50 pm
At rally in Panvel, PM Modi highlighted the region's rich marine resources and outlined government efforts to empower the coastal economy. He mentioned initiatives such as the introduction of modern boats and navigation systems, along with the PM Matsya Sampada Yojana, which provided thousands of crores in assistance to fishermen. The government also linked fish farmers to the Kisan Credit Card and launched schemes for the Mahadev Koli and Agari communities. He added that ₹450 crore was being invested to develop three new ports in Konkan, which would further boost fishermen's incomes and support the Blue Economy.PM Modi delivers impactful addresses in Chhatrapati Sambhajinagar, Panvel & Mumbai, Maharashtra
November 14th, 02:30 pm
In powerful speeches at public meetings in Chhatrapati Sambhajinagar, Panvel & Mumbai, Prime Minister Narendra Modi highlighted the crucial choice facing Maharashtra in the upcoming elections - between patriotism and pisive forces. PM Modi assured the people of Maharashtra that the BJP-Mahayuti government is dedicated to uplifting farmers, empowering youth, supporting women, and advancing marginalized communities.Any country can move forward only by being proud of its heritage and preserving it: PM Modi
November 11th, 11:30 am
PM Modi participated in the 200th anniversary celebration of Shree Swaminarayan Mandir in Vadtal, Gujarat. Noting that the 200th year celebrations in Vadtal dham was not mere history, Shri Modi remarked that it was an event of a huge importance for many disciples including him who had grown up with utmost faith in Vadtal Dham. He added that this occasion was a testimony to the eternal flow of Indian culture.PM Modi participates in 200th year celebrations of Shree Swaminarayan Mandir in Vadtal, Gujarat
November 11th, 11:15 am
PM Modi participated in the 200th anniversary celebration of Shree Swaminarayan Mandir in Vadtal, Gujarat. Noting that the 200th year celebrations in Vadtal dham was not mere history, Shri Modi remarked that it was an event of a huge importance for many disciples including him who had grown up with utmost faith in Vadtal Dham. He added that this occasion was a testimony to the eternal flow of Indian culture.ଗୁଜରାଟର ଭଡ଼ତାଳରେ ନଭେମ୍ବର ୧୧ରେ ଶ୍ରୀ ସ୍ୱାମୀନାରାୟଣ ମନ୍ଦିରର ୨୦୦ ତମ ବାର୍ଷିକୀ ଉତ୍ସବରେ ଅଂଶ ଗ୍ରହଣ କରିବେ ପ୍ରଧାନମନ୍ତ୍ରୀ
November 10th, 07:09 pm
ଗୁଜରାଟର ଭଡ଼ତାଳରେ ନଭେମ୍ବର ୧୧ ତାରିଖରେ ପୂର୍ବାହ୍ନ ପ୍ରାୟ ୧୧ଟା ୧୫ ମିନିଟରେ ଶ୍ରୀ ସ୍ୱାମୀନାରାୟଣ ମନ୍ଦିରର ୨୦୦ତମ ବାର୍ଷିକୀ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅଂଶ ଗ୍ରହଣ କରିବେ । ଉପସ୍ଥିତ ଜନସାଧାରଣଙ୍କୁ ମଧ୍ୟ ସେ ଉଦବୋଧନ ଦେବେ ।ଗୁଜରାଟର କେଭାଡିଆଠାରେ ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 31st, 07:31 am
ସର୍ଦ୍ଦାର ସାହେବଙ୍କ ତେଜସ୍ଵୀ ଭାଷଣ... ଷ୍ଟାଚ୍ୟୁ ଅଫ୍ ୟୁନିଟି ନିକଟରେ ଏହି ଭବ୍ୟ କାର୍ଯ୍ୟକ୍ରମ... ଏକତା ନଗରର ଏହି ମନୋରମ ଦୃଶ୍ୟ, ଏବଂ ଏଠାରେ ଅନୁଷ୍ଠିତ ଚମତ୍କାର ପ୍ରଦର୍ଶନ ... ଏହା ହେଉଛି ମିନି ଇଣ୍ଡିଆର ଝଲକ... ସବୁକିଛି ବହୁତ ଚମତ୍କାର, କେତେ ପ୍ରେରଣାଦାୟକ । ଅଗଷ୍ଟ ୧୫ ଓ ଜାନୁଆରୀ ୨୬ ଭଳି... ଅକ୍ଟୋବର ୩୧ତାରିଖରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ....ଏହା ସମଗ୍ର ଦେଶକୁ ନୂଆ ଶକ୍ତିରେ ଭରି ଦେଇଥାଏ। ଜାତୀୟ ଏକତା ଦିବସ ଅବସରରେ ମୁଁ ସମସ୍ତ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି ।ଗୁଜରାଟର କେଭାଡିଆସ୍ଥିତ ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ଅଂଶଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 31st, 07:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର କେଭାଡିଆସ୍ଥିତ ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ଅଂଶଗ୍ରହଣ କରିଥିଲେ । ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ତାଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ପ୍ରତିବର୍ଷ ଅକ୍ଟୋବର ୩୧ ତାରିଖରେ ପାଳନ କରାଯାଉଥିବା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଶ୍ରୀ ମୋଦୀ ଏକତା ଦିବସ ଶପଥ ପାଠ କରାଇବା ସହ ଏକତା ଦିବସ ପରେଡ୍ ଦେଖିଥିଲେ।Prime Minister inaugurates key development works in Kevadia, Gujarat
October 30th, 09:07 pm
The Prime Minister, Shri Narendra Modi has inaugurated key development works in Kevadia, Gujarat. The development works will further enhance the facilities at Kevadia.