ଉତ୍ସାହୀ ଗୁଜରାଟ ବୈଶ୍ୱିକ ଶିଖର ସମ୍ମିଳନୀର ବିଂଶତମ ସମାରେହ ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 27th, 11:00 am
ମଂଚ ଉପରେ ବିରାଜମାନ ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ମହାଶୟ, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀମାନ ଭୁପେନ୍ଦ୍ର ଭାଇ ପଟେଲ, ସଂସଦରେ ମୋର ସାଥୀ ଶ୍ରୀମାନ ସି. ଆର ପାଟିଲ, ଗୁଜରାଟ ସରକାରଙ୍କର ମନ୍ତ୍ରିଗଣ, ଉଦ୍ୟୋଗ ଜଗତର ସମସ୍ତ ବରିଷ୍ଠ ସାଥୀ, ଅନ୍ୟ ମହାନୁଭବ ଆଉ ଏଠାରେ ଉପସ୍ଥିତ ମୋର ସମସ୍ତ ପରିବାରଜନ ।ଉତ୍ସାହୀ ଗୁଜରାଟ ବୈଶ୍ୱିକ ଶିଖର ସମ୍ମିଳନୀ
September 27th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ସାହୀ ଗୁଜରାଟ ବୈଶ୍ୱିକ ଶିଖର ସମ୍ମିଳନୀର ୨୦ ବର୍ଷ ପୂର୍ତ୍ତି ସମାରୋହରେ ଆଜି (୨୭-୦୯-୨୦୨୩) ବିଜ୍ଞାନ ନଗରୀ ଅହମ୍ମଦାବାଦ ଠାରେ ନିଜର ଅଭିଭାଷଣ ରଖିଛନ୍ତି । ତତ୍କାଳିନ ମୁଖ୍ୟମନ୍ତ୍ରୀ ଦୂରଦୃଷ୍ଟି ସମ୍ପନ୍ନ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମୟରେ ଏହି ଉତ୍ସାହୀ ଗୁଜରାଟ ବୈଶ୍ୱିକ ଶିଖର ସମ୍ମିଳନୀ ସେପ୍ଟେମ୍ବର ୨୮, ୨୦୦୩ ରେ ଆରମ୍ଭ ହୋଇଥିଲା । ଏହି ସମୟ ମଧ୍ୟରେ ଏହା ବାସ୍ତବ ପକ୍ଷରେ ଏକ ବୈଶ୍ୱିକ କାର୍ଯ୍ୟକ୍ରମ ହେବା ସହ ଦେଶର ମୁଖ୍ୟ ବ୍ୟାବସାୟିକ ଶିଖର ସମ୍ମିଳନୀର ମାନ୍ୟତା ଲାଭ କରିଛି ।ନର୍ମଦା ଆନିକଟ ପ୍ରକଳ୍ପର ଆଧାରଶିଳା ରଖିଲେ ପ୍ରଧାନମନ୍ତ୍ରୀ; ଭାରୁଚ ଜନସଭାରେ ଦେଲେ ଉଦ୍ବୋଧନ
October 08th, 03:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନର୍ମଦା ନଦୀ ଉପରେ ଭଦଭୂତ ଆନିକଟ ପ୍ରକଳ୍ପର ଶିଳାନ୍ୟାସ ପାଇଁ ଫଳକ ଉନ୍ମୋଚନ କରିଥିଲେ । ଏହି ଅବସରରେ ଭାରୁଚଠାରେ ଆୟୋଜିତ ଏକ ସମାରୋହରେ ପ୍ରଧାନମନ୍ତ୍ରୀ ଉଧନା (ସୁରତ, ଗୁଜରାଟ)ରୁ ଜୟନଗର (ବିହାର) ପର୍ଯ୍ୟନ୍ତ ଅନ୍ତ୍ୟୋଦୟ ଏକ୍ସପ୍ରେସ୍ ଚଳାଚଳକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ସେ ମଧ୍ୟ ଗୁଜରାଟ ନର୍ମଦା ସାର ନିଗମ ଲିଃର ବିଭିନ୍ନ ପ୍ଲାଂଟ ଉଦଘାଟନ ଏବଂ ଶିଳାନ୍ୟାସ ପାଇଁ ଫଳକ ଉନ୍ମୋଚନ କରିଥିଲେ ।