Voting for Congress means putting Haryana's stability and development at risk: PM Modi in Sonipat
September 25th, 12:48 pm
Initiating his speech at the Sonipat mega rally, PM Modi said, “As election day approaches, the Congress party is visibly weakening, struggling to maintain momentum, in stark contrast, the BJP is gaining widespread support throughout Haryana.” “The growing enthusiasm for the BJP is evident, with the people rallying behind the slogan – Phir Ek Baar, BJP Sarkar,” he further added.PM Modi addresses a massive gathering in Sonipat, Haryana
September 25th, 12:00 pm
Initiating his speech at the Sonipat mega rally, PM Modi said, “As election day approaches, the Congress party is visibly weakening, struggling to maintain momentum, in stark contrast, the BJP is gaining widespread support throughout Haryana.” “The growing enthusiasm for the BJP is evident, with the people rallying behind the slogan – Phir Ek Baar, BJP Sarkar,” he further added.ଇଣ୍ଡି ମେଣ୍ଟ କେବଳ ସାମ୍ପ୍ରଦାୟିକତା, ଜାତିବାଦ ଓ ବଂଶବାଦ ରାଜନୀତି ବିସ୍ତାର କରୁଛି: ଭିୱାନୀ-ମହେନ୍ଦ୍ରଗଡ଼ରେ ପ୍ରଧାନମନ୍ତ୍ରୀ ମୋଦୀ
May 23rd, 02:30 pm
୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହରିୟାଣାରେ ଏକ ଜନସଭାକୁ ସମ୍ବୋଧିତ କରିବା ଅବସରରେ ଭିୱାନୀ-ମହେନ୍ଦ୍ରଗଡ଼ବାସୀ ତାଙ୍କୁ ସ୍ୱାଗତ କରିଥିଲେ। ବୁଦ୍ଧ ପୂର୍ଣ୍ଣିମା ଅବସରରେ ଶୁଭେଚ୍ଛା ଜଣାଇ ଭାଷଣ ଆରମ୍ଭ କରିଥିଲେ। ସେ କହିଛନ୍ତି ଯେ ହରିୟାଣାରେ ଗୋଟିଏ ଗ୍ଲାସ ରାବଡି ଏବଂ ପିଆଜ ସହିତ ଏକ ରୁଟି ଭୋକ ମେଣ୍ଟାଇବା ପାଇଁ ଯଥେଷ୍ଟ ।ହରିୟାଣାରେ ଜନସଭାକୁ ସମ୍ବୋଧିତ କରିବା ଅବସରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭିଓ୍ଵାନି-ମହେନ୍ଦ୍ରଗଡ଼ର ବଡ଼ ସ୍ୱାଗତ
May 23rd, 02:00 pm
୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହରିୟାଣାରେ ଏକ ଜନସଭାକୁ ସମ୍ବୋଧିତ କରିବା ଅବସରରେ ଭିୱାନୀ-ମହେନ୍ଦ୍ରଗଡ଼ବାସୀ ତାଙ୍କୁ ସ୍ୱାଗତ କରିଥିଲେ। ବୁଦ୍ଧ ପୂର୍ଣ୍ଣିମା ଅବସରରେ ଶୁଭେଚ୍ଛା ଜଣାଇ ଭାଷଣ ଆରମ୍ଭ କରିଥିଲେ। ସେ କହିଛନ୍ତି ଯେ ହରିୟାଣାରେ ଗୋଟିଏ ଗ୍ଲାସ ରାବଡି ଏବଂ ପିଆଜ ସହିତ ଏକ ରୁଟି ଭୋକ ମେଣ୍ଟାଇବା ପାଇଁ ଯଥେଷ୍ଟ ।ହରିୟାଣାର ଗୁରୁଗ୍ରାମରେ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 11th, 01:30 pm
ହରିୟାଣାର ରାଜ୍ୟପାଳ ବଣ୍ଡାରୁ ଦତ୍ତାତ୍ରେୟ ଜୀ, ଏଥିକାର କର୍ମଠ ମୁଖ୍ୟମନ୍ତ୍ରୀ ଶ୍ରୀ ମନୋହର ଲାଲ ଜୀ, କେନ୍ଦ୍ରରେ ମୋର ବରିଷ୍ଠ ସହଯୋଗୀ ଶ୍ରୀ ନୀତିନ ଗଡକରୀ ଜୀ, ରାଓ ଇନ୍ଦ୍ରଜିତ୍ ସିଂହ, କୃଷ୍ଣ ପାଲ ଗୁର୍ଜର ଜୀ, ହରିୟାଣାର ଉପମୁଖ୍ୟମନ୍ତ୍ରୀ ଦୁଷ୍ମନ୍ତ ଜୀ, ବିଜେପିର ରାଜ୍ୟ ସଭାପତି ଏବଂ ସଂସଦରେ ମୋର ସହକର୍ମୀ ନାୟକ ସିଂ ସାଇନିଜୀ, ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ମୋର ପ୍ରିୟ ଭାଇ ଭଉଣୀମାନେ ଏଠାରେ ବହୁ ସଂଖ୍ୟାରେ ଉପସ୍ଥିତ ଥିବା ମୋର ପ୍ରିୟ ଭାଇ ଏବଂ ଭଉଣୀ ।ବିଭିନ୍ନ ରାଜ୍ୟ ପାଇଁ ପ୍ରାୟ ଏକ ଲକ୍ଷ କୋଟି ଟଙ୍କାର ୧୧୨ଟି ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ
March 11th, 01:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଭିନ୍ନ ରାଜ୍ୟ ପାଇଁ ହରିୟାଣାର ଗୁରୁଗ୍ରାମରେ ଆଜି ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ୧୧୨ଟି ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ବୈଷୟିକ ଜ୍ଞାନକୌଶଳ ଜରିଆରେ ସାରା ଦେଶରୁ ଲକ୍ଷ ଲକ୍ଷ ଲୋକ ଏହି କାର୍ଯ୍ୟକ୍ରମ ସହ ଯୋଡ଼ି ହୋଇଥିଲେ।