
BJP government is not only developing Assam but also serving the ‘Tea Tribe’ community: PM Modi in Guwahati
February 24th, 06:40 pm
PM Modi participated in the Jhumoir Binandini 2025, a Mega Jhumoir programme in Guwahati. PM Modi praised the impressive preparations by all the artists of the Jhumoir. PM also spoke about the pride of Assam, the brave warrior Lachit Borphukan. He exclaimed Assamese language being granted the status of a classical language and Charaideo Moidam being included in the UNESCO World Heritage list, as significant achievements of their Government. PM assured their Government is developing Assam and serving the 'Tea Tribe' community as well.
PM Modi participates in Jhumoir Binandini programme in Guwahati, Assam
February 24th, 06:39 pm
PM Modi participated in the Jhumoir Binandini 2025, a Mega Jhumoir programme in Guwahati. PM Modi praised the impressive preparations by all the artists of the Jhumoir. PM also spoke about the pride of Assam, the brave warrior Lachit Borphukan. He exclaimed Assamese language being granted the status of a classical language and Charaideo Moidam being included in the UNESCO World Heritage list, as significant achievements of their Government. PM assured their Government is developing Assam and serving the 'Tea Tribe' community as well.
ନଭେମ୍ବର ୩୦ରୁ ଡିସେମ୍ବର ପହିଲା ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ପୁଲିସ ମହାନିର୍ଦ୍ଦେଶକ/ମହାନିରୀକ୍ଷକଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ
November 29th, 09:54 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱରସ୍ଥିତ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ନଭେମ୍ବର ୩୦ରୁ ୧ ଡିସେମ୍ବର ୨୦୨୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ପୁଲିସ ମହାନିର୍ଦ୍ଦେଶକ/ମହାନିରୀକ୍ଷକମାନଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବେ ।ଧନ୍ୱନ୍ତରୀ ଜୟନ୍ତୀ ଓ ନବମ ଆୟୁର୍ବେଦ ଦିବସ ଅବସରରେ ଅକ୍ଟୋବର ୨୯ରେ ପ୍ରଧାନମନ୍ତ୍ରୀ ସ୍ୱାସ୍ଥ୍ୟ କ୍ଷେତ୍ରରେ ୧୨,୮୫୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ
October 28th, 12:47 pm
ଧନ୍ୱନ୍ତରୀ ଜୟନ୍ତୀ ଓ ନବମ ଆୟୁର୍ବେଦ ଦିବସ ଅବସରରେ ଅକ୍ଟୋବର ୨୯ ତାରିଖ ମଧ୍ୟାହ୍ନ ୧୨ଟା ୩୦ରେ ନୂଆଦିଲ୍ଲୀର ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ଆୟୁର୍ବେଦ (ଏଆଇଆଇଏ)ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାସ୍ଥ୍ୟ କ୍ଷେତ୍ରରେ ୧୨,୮୫୦ କୋଟି ଟଙ୍କାର ବହୁମୁଖୀ ପ୍ରକଳ୍ପର ଶୁଭାରମ୍ଭ, ଉଦଘାଟନ ଏବଂ ଶିଳାନ୍ୟାସ କରିବେ ।Cabinet approves 8 National High-Speed Road Corridor Projects at a total capital cost of Rs. 50,655 crore
August 02nd, 08:42 pm
The Cabinet Committee on Economic Affairs chaired by the Prime Minister Shri Narendra Modi has approved the development of 8 important National High Speed Corridor projects with a Length of 936 km at a cost of Rs. 50,655 crore across the country. Implementation of these 8 projects will generate an estimated 4.42 crore mandays of direct and indirect employment.IIT Guwahati Hosts Viksit Bharat Ambassador - Campus Dialogue
March 14th, 08:37 pm
The Dr Bhupen Hazarika Auditorium at IIT Guwahati was filled with excitement and energy on March 14, 2024, as it hosted the Viksit Bharat Ambassador—Campus Dialogue. This gathering, the 15th event organized under the banner of Viksit Bharat Ambassador, attracted over 1,400 students and faculty, providing a platform for an engaging discussion.ଗୌହାଟୀ ଠାରେ ବିଭିନ୍ନ ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ, ଉଦ୍ଘାଟନ ଏବଂ ଉତ୍ସର୍ଗ କରିବା ସମୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
February 04th, 12:00 pm
ଆସାମର ରାଜ୍ୟପାଳ ଗୁଲାବ ଚନ୍ଦ କଟାରିୟା ଜୀ, ମୁଖ୍ୟମନ୍ତ୍ରୀ ଡଃ. ହିମନ୍ତ ବିସ୍ୱା ସର୍ମା ଜୀ, ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ସର୍ବାନନ୍ଦ ସୋନୋୱାଲ୍ ଜୀ, ରାମେଶ୍ୱର ତେଲୀ ଜୀ, ଆସାମ ସରକାରଙ୍କ ମନ୍ତ୍ରୀ, ସାଂସଦ ଏବଂ ବିଧାୟକଗଣ, ବିଭିନ୍ନ ପରିଷଦର ମୁଖ୍ୟ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ !ପ୍ରଧାନମନ୍ତ୍ରୀଙ୍କ ଆସାମର ଗୌହାଟୀରେ ୧୧, ୦୦୦ କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ
February 04th, 11:30 am
ସମବେତ ଜନତାଙ୍କୁ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ମା’ କାମାକ୍ଷାଙ୍କ ଆଶୀର୍ବାଦ ଯୋଗୁଁ ସେ ଆଜି ଆସାମ ପାଇଁ ଏଗାର ହଜାର କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିବାରେ ସକ୍ଷମ ହୋଇଛନ୍ତି ।ଫେବୃଆରୀ ୩-୪ରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଓ ଆସାମ ଗସ୍ତ
February 02nd, 11:07 am
ଫେବ୍ରୁଆରୀ ୩ ତାରିଖ ଅପରାହ୍ନ ପ୍ରାୟ ୨ଟା ୧୫ ମିନିଟରେ ପ୍ରଧାନମନ୍ତ୍ରୀ ଓଡ଼ିଶାର ସମ୍ବଲପୁରରେ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ୬୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ ଏବଂ ଶିଳାନ୍ୟାସ କରିବେ। ଏହାପରେ ପ୍ରଧାନମନ୍ତ୍ରୀ ଆସାମ ଗସ୍ତ କରିବେ। ଫେବ୍ରୁଆରୀ ୪ ତାରିଖ ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ପ୍ରଧାନମନ୍ତ୍ରୀ ଗୌହାଟୀରେ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ୧୧,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପଦକ୍ଷେପର ଉଦଘାଟନ ଓ ଶିଳାନ୍ୟାସ କରିବେ ।Despite hostilities of TMC in Panchayat polls, BJP West Bengal Karyakartas doing exceptional work: PM Modi
August 12th, 11:00 am
Addressing the Kshetriya Panchayati Raj Parishad in West Bengal via video conference, Prime Minister Narendra Modi remarked that the no-confidence motion tabled by the Opposition against the NDA government was defeated in the Lok Sabha. “The situation was such that the people of the opposition left the house in the middle of the discussion and ran away. The truth is that they were scared of voting on the no-confidence motion,” he said.PM Modi addresses at Kshetriya Panchayati Raj Parishad in West Bengal via VC
August 12th, 10:32 am
Addressing the Kshetriya Panchayati Raj Parishad in West Bengal via video conference, Prime Minister Narendra Modi remarked that the no-confidence motion tabled by the Opposition against the NDA government was defeated in the Lok Sabha. “The situation was such that the people of the opposition left the house in the middle of the discussion and ran away. The truth is that they were scared of voting on the no-confidence motion,” he said.ଆସାମରୁ ଆସନ୍ତା 29 ତାରିଖ ଦିନ ଆସାମର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
May 28th, 05:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା 29 ତାରିଖ ଦିନ ମଧ୍ୟାହ୍ନ 12 ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆସାମର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରିବେ।ଗୁଆହାଟୀ ଏମ୍ସ ସମ୍ପର୍କରେ ଲୋକଙ୍କ ପ୍ରତିକ୍ରିୟାର ପ୍ରତ୍ୟୁତ୍ତର ଦେଲେ ପ୍ରଧାନମନ୍ତ୍ରୀ
April 15th, 09:51 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଆଜି ଗୁଆହାଟୀ ଏମ୍ସ ସମ୍ପର୍କରେ ଲୋକଙ୍କ ପ୍ରତିକ୍ରିୟାର ପ୍ରତ୍ୟୁତ୍ତର ଦେଇଛନ୍ତି ।ଗୌହାଟୀରେ ବିହୁ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
April 14th, 06:00 pm
ଆଜିର ଏହି ଦୃଶ୍ୟ, ଟିଭିରେ ଦେଖାଯିବାକୁ ଅଛି, ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବା କେବେ ମଧ୍ୟ ମୁଁ ଜୀବନରେ ଭୁଲିପାରିବି ନାହିଁ । ଏହା ଅବିସ୍ମରଣୀୟ ଅଟେ, ଅଦ୍ଭୁତ ଅଟେ, ଅଦ୍ଭୁତପୂର୍ବ ଅଟେ, ଏହା ଆସାମ । ଆକାଶରେ ଗୁଞ୍ଜରିତ ହେଉଥିବା ଢୋଲ, ପେପା ଅରୁ ଗାଙ୍ଗୋନା ଏହାର ସ୍ୱର ଆଜି ସମଗ୍ର ଭାରତବର୍ଷ ଶୁଣୁଛି । ଆସାମର ହଜାର ହଜାର କଳାକାର ଏହି ପରିଶ୍ରମ, କଠିନ ପରିଶ୍ରମ, ଏହି ତାଳମେଳ ଆଜି ଦେଶ ଏବଂ ଦୁନିଆ ବଡ଼ ଗର୍ବର ସହିତ ଦେଖୁଛନ୍ତି । ପ୍ରଥମତଃ ଏହି ଅବସର ଏତେ ବଡ଼ ଅଟେ, ଉତ୍ସବ ଏତେ ବଡ଼ ଅଟେ, ଦ୍ୱିତୀୟରେ ଆପଣଙ୍କର ଉତ୍ସାହ ଏବଂ ଆପଣଙ୍କର ଉଦ୍ଦୀପନା ମଧ୍ୟ ଆଶ୍ଚର୍ଯ୍ୟଜନକ ଅଟେ । ମୋର ମନେ ଅଛି, ଯେତେବେଳେ ମୁଁ ବିଧାନସଭା ନିର୍ବାଚନ ସମୟରେ ଏଠାକୁ ଆସିଥିଲି, ସେତେବେଳେ ମୁଁ କହିଥିଲି ଯେ ସେ ଦିନ ଆଉ ଦୂର ନାହିଁ । ଯେତେବେଳେ ଲୋକମାନେ ‘ଏ’ରେ ଆସାମ କହିବେ । ଆଜି ସତରେ ଆସାମ, ଏ-ୱାନ ପ୍ରଦେଶ ହୋଇପାରିଛି । ମୁଁ ଆସାମର ଲୋକମାନଙ୍କୁ, ଦେଶର ଲୋକମାନଙ୍କୁ ବିହୁର ବହୁତ ବହୁତ ଶୁଭକାମନା ଜଣାଉଛି ।ଆସାମର ଗୌହାଟୀ ସ୍ଥିତ ସାରୁସାଜାଇ ଷ୍ଟାଡିୟମରେ ୧୦,୯୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ଉଦ୍ଘାଟନ ଓ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ
April 14th, 05:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆସାମର ଗୌହାଟୀ ସ୍ଥିତ ସାରୁସାଜାଇ ଷ୍ଟାଡିୟମରେ ୧୦,୯୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ଉଦ୍ଘାଟନ ଓ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ବ୍ରହ୍ମପୁତ୍ର ନଦୀରେ ପାଲାଶବରୀ ଏବଂ ସୁଆଲକୁଚିକୁ ସଂଯୋଗ କରୁଥିବା ଏକ ସେତୁର ଭିତ୍ତିପ୍ରସ୍ତର ସ୍ଥାପନ, ସିଭସାଗରରେ ରଙ୍ଗ ଘର ସୌନ୍ଦର୍ଯ୍ୟକରଣର ପାଇଁ ଏକ ପ୍ରକଳ୍ପ, ନାମରୂପରେ ୫୦୦ ଟିପିଡି ମେଥାନୋଲ ପ୍ଲାଣ୍ଟର ଉଦଘାଟନ ଏବଂ ଦେଶକୁ ପାଞ୍ଚଟି ରେଳ ପ୍ରକଳ୍ପ ଉତ୍ସର୍ଗ କରାଯାଇଛି । ଦଶ ହଜାରରୁ ଅଧିକ ବିହୁ ନୃତ୍ୟଶିଳ୍ପୀଙ୍କ ଦ୍ୱାରା ପ୍ରଦର୍ଶିତ ଏକ ରଙ୍ଗୀନ ବିହୁ କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ମଧ୍ୟ ଦେଖିଛନ୍ତି ।ଆସାମ ଉଚ୍ଚ ନ୍ୟାୟାଳୟର ପ୍ଲାଟିନମ୍ ଜୟନ୍ତୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନର ମୂଳପାଠ
April 14th, 03:00 pm
ଆସାମର ରାଜ୍ୟପାଳ ଗୁଲାବ ଚାନ୍ଦ କଟାରିଆ ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱ ଶର୍ମା ଜୀ, ମୋର ସହକର୍ମୀ କେନ୍ଦ୍ର ଆଇନ ମନ୍ତ୍ରୀ ଶ୍ରୀ କିରେନ ରିଜିଜୁ ଜୀ, ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ପେମା ଖଣ୍ଡୁ ଜୀ, ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ହୃଷିକେଶ ରାୟ ଜୀ, ଗୌହାଟୀ ଉଚ୍ଚ ନ୍ୟାୟାଳୟରର ପ୍ରଧାନ ବିଚାରପତି ସନ୍ଦୀପ ମେହେତା ଜୀ, ଅନ୍ୟ ସମ୍ମାନିତ ବିଚାରପତି, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ଭଦ୍ର ମହିଳା ଏବଂ ଭଦ୍ରବ୍ୟକ୍ତିଗଣ !ଆସାମର ଗୌହାଟୀ ସ୍ଥିତ ଶ୍ରୀମନ୍ତ ଶଙ୍କରଦେବ କଳାକ୍ଷେତ୍ରରେ ଗୁଆହାଟୀ ଉଚ୍ଚ ନ୍ୟାୟାଳୟର ପ୍ଲାଟିନମ୍ ଜୟନ୍ତୀ ଉତ୍ସବକୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ
April 14th, 02:45 pm
ଆଜି ଆସାମର ଗୌହାଟୀ ସ୍ଥିତ ଶ୍ରୀମନ୍ତ ଶଙ୍କରଦେବ କଳାକ୍ଷେତ୍ର ଠାରେ ଗୌହାଟୀ ଉଚ୍ଚ ନ୍ୟାୟାଳୟର ପ୍ଲାଟିନମ୍ ଜୟନ୍ତୀ ଉତ୍ସବକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମ ସମୟରେ ପ୍ରଧାନମନ୍ତ୍ରୀ ଆସାମ ପୁଲିସ ଦ୍ୱାରା ପରିକଳ୍ପିତ ହୋଇଥିବା ଏକ ମୋବାଇଲ୍ ଆପ୍ଲିକେସନ୍ ‘ଆସାମ କୋପ୍' ର ଆନୁଷ୍ଠାନିକ ରୂପରେ ଶୁଭାରମ୍ଭ କରିଥିଲେ । ଏହି ଆପ୍ କ୍ରାଇମ ଆଣ୍ଡ କ୍ରିମିନାଲ୍ ନେଟୱର୍କ ଟ୍ରାକିଂ ସିଷ୍ଟମ (ସିସିଟିଏନ୍ଏସ୍) ଏବଂ ବାହନ ଜାତୀୟ ରେଜିଷ୍ଟରର ଡାଟାବେସରୁ ଅଭିଯୁକ୍ତ ତଥା ଯାନର ସନ୍ଧାନକୁ ସହଜ କରିବ ।14 ଏପ୍ରିଲରେ ଆସାମ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ
April 12th, 09:45 am
ମଧ୍ୟାହ୍ନ ପ୍ରାୟ 12 ଟା ସମୟରେ ପ୍ରଧାନମନ୍ତ୍ରୀ ଏମ୍ସ ଗୌହାଟିରେ ପହଞ୍ଚି ଏହାର ନୂତନ ନିର୍ମିତ କ୍ୟାମ୍ପସକୁ ଅନୁଧ୍ୟାନ କରିବ। ପରବର୍ତ୍ତୀ ସମୟରେ ଏକ ସାର୍ବଜନୀନ କାର୍ଯ୍ୟରେ ସେ ଏମସ ଗୌହାଟି ଏବଂ ଅନ୍ୟ ତିନୋଟି ମେଡିକାଲ କଲେଜକୁ ଦେଶକୁ ଉତ୍ସର୍ଗ କରିବେ। ସେ ଆସାମ ଆଡଭାନ୍ସଡ ହେଲଥ କେୟାର ଇନୋଭେସନ୍ ଇନଷ୍ଟିଚ୍ୟୁଟ୍ (ଏଏଏଚଆଇଆଇ) ର ଶିଳାନ୍ୟାସ କରି ଯୋଗ୍ୟ ହିତାଧିକାରୀଙ୍କୁ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏବି-ପିଏମଜେଏୱାଇ) କାର୍ଡ ବଣ୍ଟନ କରି ‘ଆପକେ ଦ୍ୱାର ଆୟୁଷ୍ମାନ’ ଅଭିଯାନ ଆରମ୍ଭ କରିବେ।ଉତ୍ତର ପୂର୍ବାଞ୍ଚଳରେ ବିତାଇଥିବା ଦିନର ଝଲକ ଶେୟାର କଲେ ପ୍ରଧାନମନ୍ତ୍ରୀ
March 08th, 08:38 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି ଉତ୍ତର ପୂର୍ବାଞ୍ଚଳରେ ବିତାଇଥିବା ଦିନର ଝଲକ ଆଜି ଶେୟାର କରିଛନ୍ତି । ମେଘାଳୟ ଓ ନାଗାଲାଣ୍ଡରେ ନୂଆ ସରକାରଙ୍କ ଶପଥ ଗ୍ରହଣରେ ସେ ଯୋଗ ଦେଇଥିଲେ । ଆଜି ସେ ତ୍ରିପୁରା ଠାରେ ନୂଆ ସରକାରଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ।ନୂଆଦିଲ୍ଲୀ ଠାରେ ଲଛିତ ବରଫୁକନଙ୍କର ୪ଠଠ ତମ ଜୟନ୍ତୀର ବର୍ଷବ୍ୟାପି ଚାଲିବାକୁ ଥିବା ସମାରୋହର ଉଦଯାପନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
November 25th, 11:00 am
ଆସାମର ରାଜ୍ୟପାଳ ଶ୍ରୀ ଜଗଦୀଶ ମୁଖୀ ଜୀ, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱଶର୍ମା ଜୀ, କେନ୍ଦ୍ର ମନ୍ତ୍ରି ପରିଷଦର ଅଧ୍ୟକ୍ଷ ଶ୍ରୀମାନ ବିଶ୍ୱଜିତ ଜୀ, ଅବସରପ୍ରାପ୍ତ ମୁଖ୍ୟ ବିଚାରପତି ରଞ୍ଜନ ଗୋଗେଇ, ତପନ କୁମାର ଗୋଗେଇ ଜୀ, ଆସାମ ସରକାରଙ୍କ ମନ୍ତ୍ରୀ ପୀୟୁଷ ହଜାରିକା ଜୀ, ସାଂସଦ ଗଣ ଏବଂ ଏହି କାର୍ଯ୍ୟକ୍ରମରେ ସାମିଲ ଏବଂ ଦେଶ ବିଦେଶରେ ଆମ ସଂସ୍କୃତି ସହ ଜଡ଼ିତ ସମସ୍ତ ମହାନୁଭବ ।