ନଭେମ୍ବର ୩୦ରୁ ଡିସେମ୍ବର ପହିଲା ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ପୁଲିସ ମହାନିର୍ଦ୍ଦେଶକ/ମହାନିରୀକ୍ଷକଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ

November 29th, 09:54 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱରସ୍ଥିତ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ନଭେମ୍ବର ୩୦ରୁ ୧ ଡିସେମ୍ବର ୨୦୨୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ପୁଲିସ ମହାନିର୍ଦ୍ଦେଶକ/ମହାନିରୀକ୍ଷକମାନଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବେ ।

Cabinet approves 8 National High-Speed Road Corridor Projects at a total capital cost of Rs. 50,655 crore

August 02nd, 08:42 pm

The Cabinet Committee on Economic Affairs chaired by the Prime Minister Shri Narendra Modi has approved the development of 8 important National High Speed Corridor projects with a Length of 936 km at a cost of Rs. 50,655 crore across the country. Implementation of these 8 projects will generate an estimated 4.42 crore mandays of direct and indirect employment.

Nothing is greater than the country for BJP, but for Congress, it is family first: PM Modi in Morena

April 25th, 10:26 am

The momentum in Lok Sabha election campaigning escalates as the NDA's leading campaigner, Prime Minister Narendra Modi, ramps up his efforts ahead of the second phase. Today, PM Modi addressed an enthusiastic crowd in Madhya Pradesh’s Morena. He declared that the people of Madhya Pradesh know that once they get entangled in a problem, it's best to keep their distance from it. “The Congress party represents such an obstacle to development. During that time, Congress had pushed MP to the back of the line among the nation's BIMARU states,” the PM said.

Morena extends a grand welcome to PM Modi as he speaks at a Vijay Sankalp rally in MP

April 25th, 10:04 am

The momentum in Lok Sabha election campaigning escalates as the NDA's leading campaigner, Prime Minister Narendra Modi, ramps up his efforts ahead of the second phase. Today, PM Modi addressed an enthusiastic crowd in Madhya Pradesh’s Morena. He declared that the people of Madhya Pradesh know that once they get entangled in a problem, it's best to keep their distance from it. “The Congress party represents such an obstacle to development. During that time, Congress had pushed MP to the back of the line among the nation's BIMARU states,” the PM said.

ଏସୀୟ ପାରା କ୍ରୀଡା ୨୦୨୨ରେ ଭାରତକୁ ପ୍ରତିନିଧିତ୍ୱ କରିଥିବା କ୍ରୀଡ଼ାବିତମାନଙ୍କ ସହିତ ଭାବବିନିମୟ ସମୟରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

November 01st, 07:00 pm

ଆପଣ ସମସ୍ତଙ୍କ ସହିତ ସାକ୍ଷାତ କରିବାର ସୁଯୋଗକୁ ମୁଁ ଖୋଜି ଚାଲିଥାଏ ଆଉ ଅପେକ୍ଷା ମଧ୍ୟ କରିଥାଏ, କେତେବେଳେ ଦେଖା କରିବି, କେତେବେଳେ ଆପଣଙ୍କର ଅନୁଭବର କଥା ଶୁଣିବି, ଆଉ ମୁଁ ଦେଖିଛି ଯେ ପ୍ରତ୍ୟେକ ଥର ଆପଣ ନୂତନ ଉନ୍ମାଦନା ସହିତ ଆସନ୍ତି, ନୂତନ ଉତ୍ସାହର ସହିତ ଆସନ୍ତି । ଆଉ ଏହା ମଧ୍ୟ ନିଜକୁ ନିଜ ମଧ୍ୟରେ ଏକ ବହୁତ ବଡ଼ ପ୍ରୋତ୍ସାହନ ହୋଇ ଯାଇଥାଏ । ତେବେ ସର୍ବପ୍ରଥମେ ତ’ ମୁଁ ଆପଣ ସସସ୍ତଙ୍କ ଗହଣକୁ ଗୋଟିଏ ହିଁ କାର୍ଯ୍ୟ ପାଇଁ ଆସିଛି, ଆଉ ତାହା ହେଉଛି ଆପଣ ସମସ୍ତଙ୍କୁ ବହୁତ- ବହୁତ ଶୁଭେଚ୍ଛା ଜଣାଇବା ପାଇଁ । ଆପଣମାନେ ଭାରତ ବାହାରେ ଥିଲେ, ଚୀନରେ ଖେଳୁଥିଲେ, କିନ୍ତୁ ବୋଧହୁଏ ଆପଣମାନଙ୍କୁ ଜଣା ନ ଥିବ, ମୁଁ ମଧ୍ୟ ଆପଣମାନଙ୍କ ସହିତ ଥିଲି । ମୁଁ ପ୍ରତ୍ୟେକ କ୍ଷଣରେ ଆପଣମାନଙ୍କର ପ୍ରତ୍ୟେକ ଗତିବିଧିକୁ, ଆପଣମାନଙ୍କର ପ୍ରୟାସକୁ, ଆପଣମାନଙ୍କର ଦୃଢ଼ ଇଚ୍ଛାଶକ୍ତିକୁ, ମୁଁ ଏଠାରେ ବସି, ବସିକରି ତାହାକୁ ହିଁ ମର୍ମେ ମର୍ମେ ଅନୁଭବ କରୁଥିଲି । ଆପଣ ସମସ୍ତେ ଯେଉଁଭଳି ଭାବେ ଦେଶର ସୁନାମ ବୃଦ୍ଧି କରିଛନ୍ତି, ତାହା ବାସ୍ତବରେ ହେଉଛି ବହୁତ ଅଦ୍ଭୂତପୂର୍ବ । ଆଉ ଏଥିପାଇଁ ଆପଣମାନଙ୍କୁ, ଆପଣମାନଙ୍କର ପ୍ରଶିକ୍ଷକଙ୍କୁ, ଆପଣମାନଙ୍କର ପରିବାରର ଲୋକମାନଙ୍କୁ ଯେତେ ଶୁଭେଚ୍ଛା ଜଣାଇଲେ ମଧ୍ୟ, ତାହା କମ୍ ହେବ । ଆଉ ମୁଁ ଏହି ଐତିହାସିକ ସଫଳତା ପାଇଁ ଆପଣ ସମସ୍ତଙ୍କୁ ଦେଶବାସୀଙ୍କ ତରଫରୁ ବହୁତ- ବହୁତ ଅଭିନନ୍ଦନ ଜଣାଉଛି, ବହୁତ- ବହୁତ ଶୁଭେଚ୍ଛା ଜଣାଉଛି ।

କୋଝିକୋଡ଼େକୁ ‘ସାହିତ୍ୟର ସହର’ ଏବଂ ଗ୍ୱାଲିୟରକୁ ‘ସଙ୍ଗୀତର ସହର’ ଭାବେ ୟୁନେସ୍କୋ କ୍ରିଏଟିଭ୍ ସିଟିଜ୍ ନେଟୱର୍କରେ ସାମିଲ କରାଯିବାକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

November 01st, 04:56 pm

କୋଝିକୋଡ଼େକୁ ‘ସାହିତ୍ୟର ସହର’ ଏବଂ ଗ୍ୱାଲିୟରକୁ ‘ସଙ୍ଗୀତର ସହର’ ଭାବେ ୟୁନେସ୍କୋ କ୍ରିଏଟିଭ୍ ସିଟିଜ୍ ନେଟୱର୍କରେ ସାମିଲ କରାଯିବାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି । ଏହି ଉଲ୍ଲେଖନୀୟ ଉପଲବ୍ଧି ପାଇଁ ଶ୍ରୀ ମୋଦୀ କୋଝିକୋଡ଼େ ଏବଂ ଗ୍ୱାଲିୟର ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଏସୀୟ ପାରା ଗେମ୍ସ ୨୦୨୨ ରେ ଅଂଶଗ୍ରହଣ କରିଥିବା ଭାରତୀୟ କ୍ରୀଡ଼ାବିତ୍ ଦଳକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ

November 01st, 04:55 pm

ଦିବ୍ୟାଙ୍ଗ କ୍ରୀଡାବିତ୍ ମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ସେ ସର୍ବଦା ସେମାନଙ୍କୁ ଭେଟିବା ଏବଂ ସେମାନଙ୍କର ଅନୁଭୂତି ଶୁଣିବା ପାଇଁ ବହୁତ ଆଗ୍ରହୀ । ପ୍ରଧାନମନ୍ତ୍ରୀ କହିଥିଲେ, ଆପଣମାନେ ଯେତେବେଳେ ବି ଏଠାକୁ ଆସନ୍ତି, ନୂଆ ଆଶା ଏବଂ ନୂତନ ଉତ୍ସାହ ସାଙ୍ଗରେ ନେଇ ଆସିଥାନ୍ତି । ସେ କହିଥିଲେ ଯେ, ସେ କେବଳ ଗୋଟିଏ କଥା ପାଇଁ ଏଠାକୁ ଆସିଛନ୍ତି ଏବଂ ତାହା ହେଉଛି ଦିବ୍ୟାଙ୍ଗ କ୍ରୀଡାବିତ ମାନଙ୍କୁ ସେମାନଙ୍କ ସଫଳତା ପାଇଁ ଅଭିନନ୍ଦନ ଜଣାଇବା । ପାରା ଏସିଆନ୍ ଗେମ୍ସରେ ଘଟୁଥିବା ଘଟଣାକୁ ସେ କେବଳ ଅତି ନିକଟରୁ ଅନୁଧ୍ୟାନ କରୁନଥିଲେ, ବରଂ ଏହା ମାଧ୍ୟମରେ ମଧ୍ୟ ବଞ୍ଚୁଥିଲେ ବୋଲି ସେ କହିଥିଲେ । ସେ ସେମାନଙ୍କ ଅବଦାନକୁ ପ୍ରଶଂସା କରିବା ସହ ସେମାନଙ୍କ ପ୍ରଶିକ୍ଷକ ଏବଂ ସେମାନଙ୍କ ପରିବାରକୁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି । ଦେଶର ୧୪୦ କୋଟି ନାଗରିକ ମାନଙ୍କ ତରଫରୁ ଶ୍ରୀ ମୋଦୀ କୃତଜ୍ଞତା ଜ୍ଞାପନ କରିଛନ୍ତି ।

ମଧ୍ୟପ୍ରଦେଶର ଗ୍ୱାଲିୟରଠାରେ ସ୍କିଣ୍ଡିଆ ସ୍କୁଲର ୧୨୫ତମ ସ୍ଥାପନା ଦିବସ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 21st, 11:04 pm

ମଧ୍ୟପ୍ରଦେଶର ରାଜ୍ୟପାଳ ଶ୍ରୀମାନ ମଙ୍ଗୁଭାଇ ପଟେଲ, ଏଠାକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାନ, ସିନ୍ଧିୟା ସ୍କୁଲର ନିର୍ଦ୍ଦେଶକ ମଣ୍ଡଳର ଅଧ୍ୟକ୍ଷ ଏବଂ କ୍ୟାବିନେଟରେ ମୋର ସହଯୋଗୀ ଶ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ଶ୍ରୀ ନରେନ୍ଦ୍ର ସିଂହ ତୋମର, ଡକ୍ଟର ଜିତେନ୍ଦ୍ର ସିଂହ, ସ୍କୁଲ ମ୍ୟାଜେନମେଣ୍ଟର ସାଥି ଏବଂ ସମସ୍ତ କର୍ମଚାରୀ, ଅଧ୍ୟାପକ ଏବଂ ଅଭିଭାବକଗଣ ଏବଂ ମୋର ପ୍ରିୟ ଯୁବ ସାଥିମାନେ !

ମଧ୍ୟପ୍ରଦେଶର ଗ୍ୱାଲିୟର ଠାରେ ଥିବା ସିନ୍ଧିଆ ସ୍କୁଲର ୧୨୫ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ

October 21st, 05:40 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଗ୍ୱାଲିୟର ଠାରେ 'ଦି ସିନ୍ଧିଆ ସ୍କୁଲ୍‌' ର ୧୨୫ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ବିଦ୍ୟାଳୟରେ 'ବହୁମୁଖୀ କ୍ରୀଡ଼ା କପ୍ଳେକ୍ସ' ର ଶିଳାନ୍ୟାସ କରିବା ସହ ବିଶିଷ୍ଟ ପୂର୍ବତନ ଛାତ୍ରଛାତ୍ରୀ ଏବଂ ଶ୍ରେଷ୍ଠ ସଫଳତା ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ବିଦ୍ୟାଳୟର ବାର୍ଷିକ ପୁରସ୍କାର ପ୍ରଦାନ କରିଥିଲେ । ସିନ୍ଧିଆ ସ୍କୁଲ ୧୮୯୭ ମସିହାରେ ସ୍ଥାପିତ ହୋଇଥିଲା ଏବଂ ଏହା ଐତିହାସିକ ଗ୍ୱାଲିୟର ଦୁର୍ଗ ଉପରେ ରହିଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଏକ ସ୍ମାରକୀ ଡାକ ଟିକଟ ମଧ୍ୟ ଉନ୍ମୋଚନ କରିଥିଲେ ।

'ଦି ସିନ୍ଧିଆ ସ୍କୁଲ୍'ର ୧୨୫ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ

October 20th, 07:39 pm

ଏହି କାର୍ଯ୍ୟକ୍ରମ ରେ ପ୍ରଧାନମନ୍ତ୍ରୀ ବିଦ୍ୟାଳୟରେ 'ବହୁମୁଖୀ କ୍ରୀଡ଼ା କମ୍ପ୍ଲେକ୍ସ'ରଶିଳାନ୍ୟାସ କରିବା ସହ ବିଶିଷ୍ଟ ପୂର୍ବତନ ଛାତ୍ରଛାତ୍ରୀ ଓ ଶ୍ରେଷ୍ଠ ସଫଳତା ହାସଲକରିଥିବା ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟର ବାର୍ଷିକ ପୁରସ୍କାର ପ୍ରଦାନ କରିବେ। ଏହିଅବସରରେ ସେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରିବେ।

ମଧ୍ୟ ପ୍ରଦେଶର ଗ୍ୱାଲିୟରରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ ସମାରୋହ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

October 02nd, 09:07 pm

ମୁଖ୍ୟମନ୍ତ୍ରୀ ଶ୍ରୀମାନ ଶିବରାଜ ସିଂହ ଚୌହାନ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ-ଗଣ ଶ୍ରୀମାନ ନରେନ୍ଦ୍ର ସିଂହ ଜୀ ତୋମର, ବୀରେନ୍ଦ୍ର କୁମାର ମହାଶୟ, ଜ୍ୟୋତିରାଦିତ୍ୟ ସିନ୍ଧିଆ ମହାଶୟ, ଅନ୍ୟ ସମସ୍ତ ମହାନୁଭବ, ଏବଂ ଏଠାକୁ ଏତେ ବିପୁଳ ସଂଖ୍ୟାରେ ଆସିଥିବା ମୋର ସମସ୍ତ ପରିବାରଜନ, ଗ୍ୱାଲିୟରର ଏହି ଐତିହାସିକ ମାଟିକୁ ମୋର ଶତ- ଶତ ପ୍ରଣାମ ।

ମଧ୍ୟପ୍ରଦେଶର ଗ୍ୱାଲିୟର ଠାରେ ପ୍ରଧାନମନ୍ତ୍ରୀ ପ୍ରାୟ ୧୯,୨୬୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ଗୁଡିକର ଶିଳାନ୍ୟାସ କରିଛନ୍ତି ଓ ସେଗୁଡିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି

October 02nd, 03:53 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଗ୍ୱାଲିୟର ଠାରେ ପ୍ରାୟ ୧୯,୨୬୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଏବଂ ସେଗୁଡିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଏହି ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ଦିଲ୍ଲୀ – ଭଦୋଦରା ଏକ୍ସପ୍ରେସୱେର ଲୋକାର୍ପଣ, ପିଏମଏୱାଇ ଅଧୀନରେ ନିର୍ମିତ ୨.୨ ଲକ୍ଷରୁ ଅଧିକ ଘରର ଗୃହ ପ୍ରବେଶ ଏବଂ ପିଏମଏୱାଇ – ସହର ଯୋଜନା ଅଧୀନରେ ନିର୍ମିତ ଗୃହ ଗୁଡ଼ିକର ଲୋକାର୍ପଣ, ଜଳ ଜୀବନ ମିଶନ ପ୍ରକଳ୍ପର ଶିଳାନ୍ୟାସ, ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ଭିତ୍ତିଭୂମି ମିଶନ ଅଧୀନରେ ୯ଟି ସ୍ୱାସ୍ଥ୍ୟ କେନ୍ଦ୍ର, ଆଇଆଇଟି ଇନ୍ଦୋରର ଏକାଡେମିକ ବିଲ୍ଡିଂର ଲୋକାର୍ପଣ ଏବଂ କ୍ୟାମ୍ପସରେ ହଷ୍ଟେଲ ଏବଂ ଅନ୍ୟାନ୍ୟ କୋଠା ଗୁଡିକର ଶିଳାନ୍ୟାସ ଏବଂ ଇନ୍ଦୋର ଠାରେ ଏକ ମଲ୍ଟି-ମୋଡାଲ୍ ଲଜିଷ୍ଟିକ୍ ପାର୍କ ପ୍ରକଳ୍ପ ଅନ୍ତର୍ଭୁକ୍ତ ।

2 ଅକ୍ଟୋବରରେ ଚିତ୍ତୋରଗଡ ଏବଂ ଗ୍ୱାଲିଅର୍ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ

October 01st, 11:39 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 2 ଅକ୍ଟୋବର, 2023 ରେ ରାଜସ୍ଥାନ ଏବଂ ମଧ୍ୟପ୍ରଦେଶ ଗସ୍ତ କରିବେ। ପୂର୍ବାହ୍ନ 10:45 ସମୟରେ ପ୍ରଧାନମନ୍ତ୍ରୀ ଦେଶ ପାଇଁ ଅନେକ ପ୍ରକଳ୍ପକୁ ଉତ୍ସର୍ଗ କରିବେ ଏବଂ ରାଜସ୍ଥାନର ଚିତ୍ତୋରଗଡରେ ପ୍ରାୟ 7,000 କୋଟି ଟଙ୍କା ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ମୂଳଦୁଆ ପକାଇବେ। ପୂର୍ବାହ୍ନ ପ୍ରାୟ ସାଢ଼େ 3 ଟାର ପ୍ରଧାନମନ୍ତ୍ରୀ ଗ୍ୱାଲିଅରରେ ପହଞ୍ଚିବେ ଯେଉଁଠାରେ ସେ ପ୍ରାୟ 19,260 କୋଟି ଟଙ୍କା ମୂଲ୍ୟର ଏକାଧିକ ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ କରିବା ସହିତ ଦେଶକୁ ଉତ୍ସର୍ଗ କରିବେ।

ସାରା ଦେଶରେ ରେଳ ଷ୍ଟେଶନର ନବୀକରଣ ଆମ ସରକାରଙ୍କ ପ୍ରାଥମିକତା: ପ୍ରଧାନମନ୍ତ୍ରୀ

September 30th, 01:15 pm

ଗ୍ୱାଲିୟର ରେଳ ଷ୍ଟେସନର ପୁନଃନିର୍ମାଣ ପାଇଁ ଚାଲିଥିବା କାର୍ଯ୍ୟକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି ।

ଭୋପାଳ ଏବଂ ନୂଆଦିଲ୍ଲୀ ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସ ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

April 01st, 03:51 pm

ମଧ୍ୟପ୍ରଦେଶର ରାଜ୍ୟପାଳ ଶ୍ରୀମାନ ମଙ୍ଗୁଭାଇ ପଟେଲ, ମୁଖ୍ୟମନ୍ତ୍ରୀ ଭାଇ ଶିବରାଜ ମହାଶୟ, ରେଳମନ୍ତ୍ରୀ ଅଶ୍ୱିନୀ ମହାଶୟ, ଅନ୍ୟ ସମସ୍ତ ମହାନୁଭବ, ଆଉ ବିଶାଳ ସଂଖ୍ୟାରେ ଆସିଥିବା ଭୋପାଳର ମୋର ପ୍ରିୟ ଭାଇ ଓ ଭଉଣୀମାନେ !

ମଧ୍ୟପ୍ରଦେଶର ଭୋପାଳ କମଳାପତି ଷ୍ଟେସନଠାରେ ପ୍ରଧାନମନ୍ତ୍ରୀ ପତାକା ଦେଖାଇ ବନ୍ଦେ ଭାରତ ଏକ୍ସପ୍ରେସ ଯାତ୍ରାର କଲେ ଶୁଭାରମ୍ଭ

April 01st, 03:30 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (୦୧.୦୪.୨୦୨୩) ମଧ୍ୟପ୍ରଦେଶର ଭୋପାଳସ୍ଥିତ ରାଣୀକମଳପତି ଷ୍ଟେସନରୁ ଭୋପାଳ-ନୂଆଦିଲ୍ଲୀ ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସ ଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ ସ୍ଥଳରେ ପହଞ୍ଚି ରାଣୀ କମଳାପତି -ନୂଆଦିଲ୍ଳୀ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ନିରୀକ୍ଷଣ କରିବା ସହ ପିଲା ଓ ଟ୍ରେନର କର୍ମଚାରୀଙ୍କ ସହ ମତ ବିନିମୟ କରିଥିଲେ ।

ରାଣୀ ଲକ୍ଷ୍ମୀବାଈଙ୍କ ଜୟନ୍ତୀ ଉପଲକ୍ଷେ ତାଙ୍କର ସ୍ମୃତିଚାରଣ କଲେ ପ୍ରଧାନମନ୍ତ୍ରୀ

November 19th, 08:58 am

ରାଣୀ ଲକ୍ଷ୍ମୀବାଈ ଜୟନ୍ତୀ ଉପଲକ୍ଷେ ତାଙ୍କର ସ୍ମୃତିଚାରଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ଲକ୍ଷ୍ମୀବାଈଙ୍କ ସାହସ ଓ ଆମ ଦେଶ ପ୍ରତି ଥିବା ବଳିଷ୍ଠ ଅବଦାନକୁ କେବେ ଭୁଲି ହେବ ନାହିଁ ବୋଲି ଶ୍ରୀ ମୋଦୀ କହିଛନ୍ତି ।

ଗ୍ଵାଲିୟର ସଡକ ଦୁର୍ଘଟଣାରେ ପୀଡିତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 23rd, 03:05 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଗ୍ଵାଲିୟରଠାରେ ଘଟିଥିବା ଦୁର୍ଭାଗ୍ୟଜନକ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟତମ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବା ପାଇଁ ଘୋଷଣା କରିଛନ୍ତି ।

ମଧ୍ୟପ୍ରଦେଶର ଗ୍ଵାଲିୟର ସଡକ ଦୁର୍ଘଟଣା ଜନିତ ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ

March 23rd, 12:44 pm

ମଧ୍ୟପ୍ରଦେଶର ଗ୍ଵାଲିୟରଠାରେ ଘଟିଥିବା ସଡକ ଦୁର୍ଘଟଣା ଜନିତ ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

MP means 'Maximum Progress': PM Modi in Gwalior

November 16th, 07:42 pm

Prime Minister Narendra Modi today addressed a huge public meeting in Shahdol, Madhya Pradesh. PM Modi began his address by applauding the Madhya Pradesh government led by CM Shivraj Singh Chouhan for working tirelessly for the benefit of the people and for empowering their lives. He added that the upcoming Assembly election is not going to be about who wins and who loses the election rather it is going to decide who gets elected to serve the people of Madhya Pradesh and ensure the development of its people.