This decade belongs to Uttarakhand: PM Modi

February 11th, 12:05 pm

Ahead of the upcoming Assembly elections in Uttarakhand, Prime Minister Narendra Modi addressed an election rally in Almora today. He said, “After campaigning in Uttarakhand, Uttar Pradesh and Goa yesterday, I'm back among you in Almora today. The enthusiasm people have for the BJP in every state is unparalleled.”

PM Modi addresses a Vijay Sankalp Sabha in Almora, Uttarakhand

February 11th, 12:00 pm

Ahead of the upcoming Assembly elections in Uttarakhand, Prime Minister Narendra Modi addressed an election rally in Almora today. He said, “After campaigning in Uttarakhand, Uttar Pradesh and Goa yesterday, I'm back among you in Almora today. The enthusiasm people have for the BJP in every state is unparalleled.”

This is Uttarakhand's decade: PM Modi in Haldwani

December 30th, 01:55 pm

Prime Minister Narendra Modi inaugurated and laid the foundation stone of 23 projects worth over Rs 17500 crore in Uttarakhand. In his remarks, PM Modi said, The strength of the people of Uttarakhand will make this decade the decade of Uttarakhand. Modern infrastructure in Uttarakhand, Char Dham project, new rail routes being built, will make this decade the decade of Uttarakhand.

ପ୍ରଧାନମନ୍ତ୍ରୀ ଉତ୍ତରାଖଣ୍ଡରେ ୧୭ହଜାର ୫୦୦କୋଟି ଟଙ୍କାର ୨୩ଟି ପ୍ରକଳ୍ପର କଲେ ଶିଳାନ୍ୟାସ ଓ ଉଦ୍‌ଘାଟନ

December 30th, 01:53 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୩୦-୧୨-୨୦୨୧) ଉତ୍ତରାଖଣ୍ଡର ୧୭ହଜାର ୫୦୦ କୋଟିରୁ ଅଧିକ ଟଙ୍କାର ୨୩ଟି ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରିଥିଲେ । ଏହି ପ୍ରକଳ୍ପର ଅବଧାରଣା ପ୍ରଥମେ ୧୯୭୬ ମସିହାରେ ହୋଇଥିଲେ ମଧ୍ୟ ଦୀର୍ଘଦିନ ଧରି ପଡି ରହିଥିଲା । ସେ ୮୭୦୦ କୋଟି ଟଙ୍କାର ସଡକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ମଧ୍ୟ କରିଥିଲେ । ଦୁର୍ଗମ,ଗ୍ରାମାଞ୍ଚଳ ଓ ସୀମାନ୍ତ ଅଞ୍ଚଳରେ ସଂଯୋଗୀକରଣ ଦିଗରେ ଏହି ପ୍ରକଳ୍ପଗୁଡିକ ସହାୟକ ହେବ । କୈଳାସ ମାନସରୋବର ଯାତ୍ରାର ସଂଯୋଗୀକରଣ ମଧ୍ୟ ଉନ୍ନତ ହେବ । ସେ ମଧ୍ୟ ଉଦ୍ଦମସିଂ ନଗରରେ ଏମ୍ସ, ଋଷିକେଶର ଉପଗ୍ରହ କେନ୍ଦ୍ର ଓ ପିଥୋରାଗଡରେ ଜଗଜ୍ଜୀବନ ରାମ ସରକାରୀ ମେଡିକାଲ କଲେଜର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ସମଗ୍ର ଦେଶରେ ବିଶ୍ୱସ୍ତରୀୟ ଚିକିତ୍ସା ସୁବିଧା ଦେବା ନେଇ ପ୍ରଧାନମନ୍ତ୍ରୀଙ୍କ ଚିନ୍ତାଧାରାରେ ଏହା ଏକ ଅଂଶବିଶେଷ । ସେ କାଶୀପୁରଠାରେ ସୁଗନ୍ଧିତ ଗୁଳ୍ମରାଜି ଉଦ୍ୟାନ ଓ ସିତାରଗଞ୍ଜଠାରେ ପ୍ଲାଷ୍ଟିକ ଶିଳ୍ପ ଉଦ୍ୟାନର ଶିଳାନ୍ୟାସ କରିଥିଲେ । ଏହାଛଡା ରାଜ୍ୟବ୍ୟାପୀ ଅନ୍ୟାନ୍ୟ ବହୁମୁଖୀ ଗୃହନିର୍ମାଣ ପରିମଳ ଓ ପାନୀୟ ଜଳଯୋଗାଣ ପ୍ରକଳ୍ପର ମଧ୍ୟ ଶିଳାନ୍ୟାସ କରିଥିଲେ ।

ପ୍ରଧାନମନ୍ତ୍ରୀ ଡିସେମ୍ବର ୩୦ ତାରିଖରେ ଉତ୍ତରାଖଣ୍ଡ ଗସ୍ତରେ ଯିବେ ଏବଂ ୧୭୫୦୦ କୋଟିରୁ ଅଧିକ ମୂଲ୍ୟର ୨୩ ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦ୍‍ଘାଟନ କରିବେ

December 28th, 10:04 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୩୦ ଡିସେମ୍ବର ୨୦୨୧ ରେ ଉତ୍ତରାଖଣ୍ଡର ହଲଦୱାନୀ ଗସ୍ତ କରିବେ । ସେ ୧୭୫୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ୨୩ ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦ୍‍ଘାଟନ କରିବେ । ୨୩ ଟି ପ୍ରକଳ୍ପ ମଧ୍ୟରେ ୧୪୧୦୦ କୋଟିରୁ ଅଧିକ ମୂଲ୍ୟର ୧୭ ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ । ଏହି ପ୍ରକଳ୍ପଗୁଡ଼ିକ ସମଗ୍ର ରାଜ୍ୟରେ ଜଳସେଚନ, ସଡକ, ଗୃହ, ସ୍ୱାସ୍ଥ୍ୟ ଭିତ୍ତିଭୂମି, ଶିଳ୍ପ, ପରିମଳ, ପାନୀୟ ଜଳ ଯୋଗାଣ ସମେତ ଅନ୍ୟାନ୍ୟ କ୍ଷେତ୍ରକୁ ଅନ୍ତର୍ଭୁକ୍ତ କରେ । ଏହି କାର୍ଯ୍ୟକ୍ରମରେ ୬ଟି ପ୍ରକଳ୍ପର ଉଦ୍‍ଘାଟନ ହେବ ଯେଉଁଥିରେ ଏକାଧିକ ସଡକ ପ୍ରଶସ୍ତିକରଣ ପ୍ରକଳ୍ପ, ପିଥୋରାଗଡରେ ଏକ ଜଳ ବିଦ୍ୟୁତ୍‍ ପ୍ରକଳ୍ପ ଏବଂ ନୈନିତାଲରେ ସ୍ୱେରେଜ୍ ବ୍ୟବସ୍ଥାର ଉନ୍ନତି ଆଦି ରହିଛି । ଉଦଘାଟିତ ହେବାକୁ ଥିବା ପ୍ରକଳ୍ପଗୁଡ଼ିକର ସମୁଦାୟ ମୂଲ୍ୟ ୩୪୦୦ କୋଟିରୁ ଅଧିକ ଅଟେ ।