The Mahayuti government is striving for the empowerment of every section of the society: PM to BJP Karyakartas, Maharashtra
November 16th, 11:48 am
As part of the ‘Mera Booth Sabse Mazboot’ program, Prime Minister Narendra Modi has directly interacted with BJP karyakartas in Maharashtra via the NaMo App. He said, “The people of Maharashtra are highly impressed with the two-and-a-half years of the Mahayuti government's tenure. Everywhere I have been, I have witnessed this affection. The people of Maharashtra want this government to continue for the next five years.”PM Modi interacts with BJP Karyakartas from Maharashtra via NaMo App
November 16th, 11:30 am
As part of the ‘Mera Booth Sabse Mazboot’ program, Prime Minister Narendra Modi has directly interacted with BJP karyakartas in Maharashtra via the NaMo App. He said, “The people of Maharashtra are highly impressed with the two-and-a-half years of the Mahayuti government's tenure. Everywhere I have been, I have witnessed this affection. The people of Maharashtra want this government to continue for the next five years.”ବିହାରର ଦରଭଙ୍ଗାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 13th, 11:00 am
ରାଜ ଜନକ, ମାତା ସୀତା, କବିରାଜ ବିଦ୍ୟାପତିଙ୍କର ଏହି ପବିତ୍ର ମିଥିଲା ଭୂମିକୁ ପ୍ରଣାମ କରୁଛି । ଜ୍ଞାନ-ଧ୍ୟାନ-ପାନ୍-ମାଖନ...ଏହି ସମୃଦ୍ଧ ଗୌରବମୟ ଭୂମିରେ ଆପଣମାନେ ସମସ୍ତଙ୍କୁ ଅଭିନନ୍ଦନ ଦିଅନ୍ତୁ ।ପ୍ରଧାନମନ୍ତ୍ରୀ ବିହାରରେ ୧୨,୧୦୦ କୋଟି ଟଙ୍କାର ବହୁମୁଖୀ ବିକାଶମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ଦେଶ ଉଦ୍ଦେଶ୍ୟରେ ଲୋକାର୍ପଣ କଲେ
November 13th, 10:45 am
ବିହାରରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୨,୧୦୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିଛନ୍ତି । ବିକାଶମୂଳକ ପ୍ରକଳ୍ପ ଗୁଡ଼ିକ ସ୍ୱାସ୍ଥ୍ୟ, ରେଳ, ସଡ଼କ, ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ସମ୍ବନ୍ଧିତ ।The BJP has entered the electoral field in Jharkhand with the promise of Suvidha, Suraksha, Sthirta, Samriddhi: PM Modi in Garhwa
November 04th, 12:21 pm
Prime Minister Narendra Modi today addressed a massive election rally in Garhwa, Jharkhand. Addressing the gathering, the PM said, This election in Jharkhand is taking place at a time when the entire country is moving forward with a resolution to become developed by 2047. The coming 25 years are very important for both the nation and Jharkhand. Today, there is a resounding call across Jharkhand... ‘Roti, Beti, Maati Ki Pukar, Jharkhand Mein…Bhajpa, NDA Sarkar’.”PM Modi campaigns in Jharkhand’s Garhwa and Chaibasa
November 04th, 11:30 am
Prime Minister Narendra Modi today addressed massive election rallies in Garhwa and Chaibasa, Jharkhand. Addressing the gathering, the PM said, This election in Jharkhand is taking place at a time when the entire country is moving forward with a resolution to become developed by 2047. The coming 25 years are very important for both the nation and Jharkhand. Today, there is a resounding call across Jharkhand... ‘Roti, Beti, Maati Ki Pukar, Jharkhand Mein…Bhajpa, NDA Sarkar’.”ଗୁଜରାଟର କେଭାଡିଆଠାରେ ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 31st, 07:31 am
ସର୍ଦ୍ଦାର ସାହେବଙ୍କ ତେଜସ୍ଵୀ ଭାଷଣ... ଷ୍ଟାଚ୍ୟୁ ଅଫ୍ ୟୁନିଟି ନିକଟରେ ଏହି ଭବ୍ୟ କାର୍ଯ୍ୟକ୍ରମ... ଏକତା ନଗରର ଏହି ମନୋରମ ଦୃଶ୍ୟ, ଏବଂ ଏଠାରେ ଅନୁଷ୍ଠିତ ଚମତ୍କାର ପ୍ରଦର୍ଶନ ... ଏହା ହେଉଛି ମିନି ଇଣ୍ଡିଆର ଝଲକ... ସବୁକିଛି ବହୁତ ଚମତ୍କାର, କେତେ ପ୍ରେରଣାଦାୟକ । ଅଗଷ୍ଟ ୧୫ ଓ ଜାନୁଆରୀ ୨୬ ଭଳି... ଅକ୍ଟୋବର ୩୧ତାରିଖରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ....ଏହା ସମଗ୍ର ଦେଶକୁ ନୂଆ ଶକ୍ତିରେ ଭରି ଦେଇଥାଏ। ଜାତୀୟ ଏକତା ଦିବସ ଅବସରରେ ମୁଁ ସମସ୍ତ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି ।ଗୁଜରାଟର କେଭାଡିଆସ୍ଥିତ ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ଅଂଶଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 31st, 07:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର କେଭାଡିଆସ୍ଥିତ ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ଅଂଶଗ୍ରହଣ କରିଥିଲେ । ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ତାଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ପ୍ରତିବର୍ଷ ଅକ୍ଟୋବର ୩୧ ତାରିଖରେ ପାଳନ କରାଯାଉଥିବା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଶ୍ରୀ ମୋଦୀ ଏକତା ଦିବସ ଶପଥ ପାଠ କରାଇବା ସହ ଏକତା ଦିବସ ପରେଡ୍ ଦେଖିଥିଲେ।Government has given new emphasis to women and youth empowerment: PM Modi in Varanasi
October 20th, 04:54 pm
Prime Minister Narendra Modi laid the foundation stone and inaugurated multiple development projects in Varanasi, Uttar Pradesh. The projects of today include multiple airport projects worth over Rs 6,100 crore and multiple development initiatives in Varanasi. Addressing the gathering, PM Modi emphasized that development projects pertaining to Education, Skill Development, Sports, Healthcare and Tourism among other sectors have been presented to Varanasi today which would not only boost services but also create employment opportunities for the youth.Prime Minister Shri Narendra Modi lays foundation stone and inaugurates multiple development projects in Varanasi, Uttar Pradesh
October 20th, 04:15 pm
Prime Minister Narendra Modi laid the foundation stone and inaugurated multiple development projects in Varanasi, Uttar Pradesh. The projects of today include multiple airport projects worth over Rs 6,100 crore and multiple development initiatives in Varanasi. Addressing the gathering, PM Modi emphasized that development projects pertaining to Education, Skill Development, Sports, Healthcare and Tourism among other sectors have been presented to Varanasi today which would not only boost services but also create employment opportunities for the youth.ବାରଣାସୀରେ ଆର ଜେ ଶଙ୍କରା ନେତ୍ର ଚିକିତ୍ସାଳୟର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 20th, 02:21 pm
ଶ୍ରୀ କାଞ୍ଚି କାମକୋଟି ପୀଠରେ ଶଙ୍କରାଚାର୍ଯ୍ୟ ଜୀ, ପୂଜ୍ୟ ଜଗତଗୁରୁ ଶ୍ରୀ ଶଙ୍କର ବିଜୟେନ୍ଦ୍ର ସରସ୍ୱତୀ ଜୀ, ଉତ୍ତର ପ୍ରଦେଶର ରାଜ୍ୟପାଳ ଆନନ୍ଦି ବେନ ପଟେଲ, ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ଯୋଗୀ ଆଦିତ୍ୟନାଥ ଜୀ, ଉପ ମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ ଜୀ, ଶଙ୍କରା ନେତ୍ର ଫାଉଣ୍ଡେସନର ଆର ବି ରମଣି ଜୀ, ଡାକ୍ତର ଏସ.ବି. ବାଲସୁଭ୍ରମଣ୍ୟମ୍ ଜୀ, ଶ୍ରୀ ମୂରଲୀ କୃଷ୍ଣମୂର୍ତ୍ତୀ ଜୀ, ରେଖା ଝୁନଝୁନୱାଲା ଜୀ ସଂସ୍ଥା ସହ ଜଡିତ ଅନ୍ୟ ସମସ୍ତ ସଦସ୍ୟଗଣ, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ ।ଉତ୍ତରପ୍ରଦେଶର ବାରଣାସୀରେ ଆରଜେ ସଙ୍କର ଚକ୍ଷୁ ହସ୍ପିଟାଲର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 20th, 02:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ବାରଣାସୀରେ ଆରଜେ ସଙ୍କର ଚକ୍ଷୁ ଚିକିତ୍ସାଳୟର ଉଦଘାଟନ କରିଛନ୍ତି। ବିଭିନ୍ନ ଚକ୍ଷୁ ଅବସ୍ଥା ପାଇଁ ଡାକ୍ତରଖାନା ବିସ୍ତୃତ ପରାମର୍ଶ ଏବଂ ଚିକିତ୍ସା ପ୍ରଦାନ କରିଥାଏ। ଏହି ଅବସରରେ ଅନୁଷ୍ଠିତ ପ୍ରଦର୍ଶନୀରେ ଶ୍ରୀ ମୋଦୀ ମଧ୍ୟ ପରିଦର୍ଶନ କରିଥିଲେ।ଝାଡ଼ଖଣ୍ଡର ହଜାରୀବାଗଠାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 02nd, 02:15 pm
ଝାଡ଼ଖଣ୍ଡର ରାଜ୍ୟପାଳ ଶ୍ରୀ ସନ୍ତୋଷ ଗଙ୍ଗୱାରଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ଶ୍ରୀ ଜୁଏଲ ଓରାମ ଜୀ, ମୋର ସାଥୀ ମନ୍ତ୍ରୀ ଏବଂ ଏହି ଭୂମିର ଭଉଣୀ, ଅନ୍ନପୂର୍ଣ୍ଣା ଦେବୀ ଜୀ, ସଞ୍ଜୟ ସେଠ ଜୀ, ଶ୍ରୀ ଦୁର୍ଗାଦାସ ଉଇକେ ଜୀ, ଏହି ନିର୍ବାଚନମଣ୍ଡଳୀର ସାଂସଦ ଶ୍ରୀ ମନୀଷ ଜୟସ୍ୱାଲଜୀ, ସମସ୍ତ ଜନ-ପ୍ରତିନିଧିଗଣ ଏବଂ ଏଠାରେ ଉପସ୍ଥିତ ମୋର ଭାଇ ଏବଂ ଭଉଣୀମାନେ !ଝାଡ଼ଖଣ୍ଡର ହଜାରୀବାଗରେ ୮୦,୦୦୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 02nd, 02:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଝାଡ଼ଖଣ୍ଡର ହଜାରୀବାଗରେ ୮୦,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ଶ୍ରୀ ମୋଦୀ ଧର୍ତି ଆବା ଜନଜାତିୟ ଗ୍ରାମ ଉତ୍କର୍ଷ ଅଭିଯାନର ଶୁଭାରମ୍ଭ କରିଥିଲେ, ୪୦ଟି ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ (ଇଏମ୍ଆରଏସ)ର ଉଦଘାଟନ କରିଥିଲେ ଏବଂ ୨୫ଟି ଇଏମ୍ଆରଏସ ଶିଳାନ୍ୟାସ କରିଥିଲେ ଏବଂ ପ୍ରଧାନମନ୍ତ୍ରୀ ଜନଜାତି ଆଦିବାସୀ ନ୍ୟାୟ ମହା ଅଭିଯାନ (ପିଏମ୍-ଜନମନ) ଅଧୀନରେ ଏକାଧିକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଥିଲେ।The three biggest enemies of Jharkhand are JMM, RJD and Congress: PM Modi in Jamshedpur
September 15th, 02:30 pm
Jamshedpur, Jharkhand warmly welcomed Prime Minister Narendra Modi at a vibrant public rally. The PM said, Amid the excitement of Karma Puja, I had the privilege of giving Jharkhand several major development gifts before coming here. Today, Jharkhand has received six new Vande Bharat trains. People in different cities across Jharkhand will now experience high-speed travel with modern amenities. It will also create opportunities for employment and progress for the youth.PM Modi addresses a vibrant crowd in Jharkhand’s Jamshedpur
September 15th, 02:00 pm
Jamshedpur, Jharkhand warmly welcomed Prime Minister Narendra Modi at a vibrant public rally. The PM said, Amid the excitement of Karma Puja, I had the privilege of giving Jharkhand several major development gifts before coming here. Today, Jharkhand has received six new Vande Bharat trains. People in different cities across Jharkhand will now experience high-speed travel with modern amenities. It will also create opportunities for employment and progress for the youth.The BJP has connected Haryana with the stream of development: PM Modi in Kurukshetra
September 14th, 03:47 pm
Today, Prime Minister Narendra Modi, while addressing a public meeting in Kurukshetra, passionately stated, I have come once again to ask for your support to form a BJP government on this sacred land. You have entrusted me with the opportunity to serve in Delhi for the third consecutive time, and the enthusiasm I see here today makes it clear, BJP’s hat-trick is inevitable.PM Modi addresses a massive gathering in Kurukshetra, Haryana
September 14th, 03:40 pm
Today, Prime Minister Narendra Modi, while addressing a public meeting in Kurukshetra, passionately stated, I have come once again to ask for your support to form a BJP government on this sacred land. You have entrusted me with the opportunity to serve in Delhi for the third consecutive time, and the enthusiasm I see here today makes it clear, BJP’s hat-trick is inevitable.Congress is most dishonest and deceitful party in India: PM Modi in Doda, Jammu and Kashmir
September 14th, 01:00 pm
PM Modi, addressing a public meeting in Doda, Jammu & Kashmir, reaffirmed his commitment to creating a safe, prosperous, and terror-free region. He highlighted the transformation under BJP's rule, emphasizing infrastructure development and youth empowerment. PM Modi criticized Congress for its dynastic politics and pisive tactics, urging voters to support BJP for continued progress and inclusivity in the upcoming Assembly elections.PM Modi addresses public meeting in Doda, Jammu & Kashmir
September 14th, 12:30 pm
PM Modi, addressing a public meeting in Doda, Jammu & Kashmir, reaffirmed his commitment to creating a safe, prosperous, and terror-free region. He highlighted the transformation under BJP's rule, emphasizing infrastructure development and youth empowerment. PM Modi criticized Congress for its dynastic politics and pisive tactics, urging voters to support BJP for continued progress and inclusivity in the upcoming Assembly elections.