୨୯-୩୦ ସେପ୍ଟେମ୍ବରରେ ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଗସ୍ତ
September 27th, 12:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୨୯ଓ ୩୦ ତାରିଖ ଗୁଜରାଟ ଗସ୍ତ କରିବେ । ସେପ୍ଟେମ୍ବର ୨୯ଦିନ ପ୍ରାୟ ପୂର୍ବାହ୍ନ ୧୧ଟାବେଳେ ପ୍ରଧାନମନ୍ତ୍ରୀ ସୁରଟଠାରେ ୩୪୦୦ କୋଟି ଟଙ୍କାର ଅଧିକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ । ପରେ ପରେ ପ୍ରଧାନମନ୍ତ୍ରୀ ଭାବନଗର ଗସ୍ତରେ ଯିବେ । ସେଠାରେ ଅପରାହ୍ନ ଦୁଇଟାବେଳେ ପ୍ରାୟ ୫୨୦୦କୋଟି ଟଙ୍କାରୁ ଅଧିକ କଲ୍ୟାଣକାରୀ ଯୋଜନାର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ । ପ୍ରାୟ ସନ୍ଧ୍ୟା ସାତଟାବେଳେ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦର ନରେନ୍ଦ୍ର ମୋଦୀଷ୍ଟାଡ୍ୟିମରେ ୩୬ତମ ଜାତୀୟ କ୍ରୀଡାକୁ ଉଦ୍ଘାଟନ କରିବେ । ପ୍ରାୟ ରାତି ୯ଟା ବେଳକୁ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦର ଜିଏମଡିସି ପଡିଆରେ ନବରାତ୍ରୀ ଉତ୍ସବରେ ଯୋଗଦେବେ ।No place for corruption in 'Nawa Punjab', law and order will prevail: PM Modi
February 15th, 11:46 am
Prime Minister Narendra Modi addressed a public meeting in Jalandhar, Punjab. He said, “Punjab has supported me, given me a lot. I will always be indebted to this place; hence I will always work to uplift the state. It's certain that an NDA will form a government in Punjab. Nawa Punjab, Bhajpa De Naal.”PM Modi campaigns in Punjab’s Jalandhar
February 14th, 04:37 pm
Prime Minister Narendra Modi addressed a public meeting in Jalandhar, Punjab. He said, “Punjab has supported me, given me a lot. I will always be indebted to this place; hence I will always work to uplift the state. It's certain that an NDA will form a government in Punjab. Nawa Punjab, Bhajpa De Naal.”ଗୁଜରାଟର ସୋମନାଥଠାରେ ବହୁମୁଖୀ ପ୍ରକଳ୍ପର ଶିଳାନ୍ୟାସ ଓ ଭିତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 20th, 11:01 am
ଜୟ ସୋମନାଥ ! କାର୍ଯ୍ୟକ୍ରମରେ ଆମ ସହିତ ସାମିଲ ହୋଇଥିବା ଶ୍ରଧେୟ ଲାଲକୃଷ୍ଣ ଆଡୱାଣୀ ମହାଶୟ, ଦେଶର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହା ମହାଶୟ, ଶ୍ରୀପଦ ନାଇକ ମହାଶୟ, ଅଜୟ ଭଟ୍ଟ ମହାଶୟ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାଣୀ ମହାଶୟ, ଗୁଜରାଟର ଉପମୁଖ୍ୟମନ୍ତ୍ରୀ ନୀତିନ ଭାଇ, ଗୁଜରାଟ ସରକାର ପର୍ଯ୍ୟଟନ ମନ୍ତ୍ରୀ ଜବାହର ମହାଶୟ, ୱାସନ ଭାଇ, ଲୋକସଭାରେ ମୋର ସାଥୀ ରାଜେଶ ଭାଇ, ସୋମନାଥ ମନ୍ଦିରର ଟ୍ରଷ୍ଟର ଷ୍ଟଟ୍ରି ଶ୍ରୀ ପ୍ରବୀଣ ଲାହିରୀ ମହାଶୟ, ସମସ୍ତ ଶ୍ରଦ୍ଧାଳୁ, ଭଦ୍ର ମହିଳା ଓ ଭଦ୍ରବ୍ୟକ୍ତିମାନେ !ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସୋମନାଥର ବହୁମୁଖୀ ପ୍ରକଳ୍ପ ଉଦ୍ଘାଟନ ଓ ଶିଳାନ୍ୟାସ
August 20th, 11:00 am
ଗୁଜରାଟର ସୋମନାଥଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ଅନେକ ପ୍ରକଳ୍ପର ଶିଳାନ୍ୟାସ କରିବା ସହ କେତେକର ଉଦ୍ଘାଟନ ମଧ୍ୟ କରିଛନ୍ତି । ଉଦ୍ଘାଟିତ ପ୍ରକଳ୍ପଗୁଡିକ ମଧ୍ୟରେ ରହିଛି ସୋମନାଥ ପ୍ରମୋଦ ସ୍ଥଳୀ, ସୋମନାଥ ପ୍ରଦର୍ଶନୀ କେନ୍ଦ୍ର ଏବଂ ପ୍ରାଚୀନ ସୋମନାଥ ପରିସର ମଧ୍ୟରେ ପୁର୍ନଗଠିତ ମନ୍ଦିର । ଏହି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ପାର୍ବତୀ ମନ୍ଦିରର ମଧ୍ୟ ଶିଳାନ୍ୟାସ କରିଛନ୍ତି । ଶ୍ରୀ ଲାଲକୃଷ୍ଣ ଆଡଭାନୀ, କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଓ ଗୁଜରାଟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଏହି ଅବସରରେ ଉପସ୍ଥିତ ଥିଲେ ।ଗୁଜରାଟରେ ଏକାଧିକ ପ୍ରକଳ୍ପର ଉଦଘାଟନ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 16th, 04:05 pm
ମନ୍ତ୍ରୀ ପରିଷଦରେ ମୋର ସାଥୀ ଏବଂ ଗାନ୍ଧୀନଗରର ସାଂସଦ ଶ୍ରୀମାନ ଅମିତ ଶାହ ମହାଶୟ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମହାଶୟ, ଗୁଜରାଟର ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ ମହାଶୟ, ଉପ ମୁଖ୍ୟମନ୍ତ୍ରୀ ନିତୀନ ଭାଇ, କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ଶ୍ରୀମତୀ ଦର୍ଶନା ଜରଦୋଶ ମହାଶୟା, ଗୁଜରାଟ ସରକାରଙ୍କର ଅନ୍ୟ ମନ୍ତ୍ରୀଗଣ, ସଂସଦରେ ମୋର ସାଥୀ ଏବଂ ଗୁଜରାଟ ପ୍ରଦେଶ ଭାରତୀୟ ଜନତା ପାର୍ଟିର ଅଧ୍ୟକ୍ଷ ଶ୍ରୀମାନ ସିଆର ପାଟିଲ ମହାଶୟ, ଅନ୍ୟ ସାଂସଦଗଣ, ବିଧାୟକ ଗଣ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ, ଆପଣ ସମସ୍ତଙ୍କୁ ନମସ୍କାର।ଗୁଜରାଟରେ ଏକାଧିକ ପ୍ରକଳ୍ପ ଉଦଘାଟନ କରିବା ସହିତ ସେଗୁଡ଼ିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ
July 16th, 04:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଗୁଜରାଟରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ରେଳ ପ୍ରକଳ୍ପକୁ ଉଦଘାଟନ କରିବା ସହିତ ସେଗୁଡ଼ିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ଏହି କାର୍ଯ୍ୟକ୍ରମ ଅବସରରେ ଗୁଜରାଟ ସାଇନ୍ସ ସିଟି ଠାରେ ଆକ୍ବାଟିକ୍ସ ଓ ରୋବୋଟିକ୍ସ ଗ୍ୟାଲେରୀ ଏବଂ ଏକ ପ୍ରାକୃତିକ ଉଦ୍ୟାନକୁ ମଧ୍ୟ ସେ ଉଦଘାଟନ କରିଥିଲେ। ସେ ମଧ୍ୟ ଦୁଇଟି ଟ୍ରେନ ଯଥା:- ଗାନ୍ଧୀନଗର କ୍ୟାପିଟାଲ-ବାରାଣସୀ ସୁପରଫାଷ୍ଟ ଏକ୍ସପ୍ରେସ ଓ ଗାନ୍ଧୀନଗର କ୍ୟାପିଟାଲ ଓ ଭେରେଠା ମଧ୍ୟରେ ମେମୁ ସେବାର ଉଦଘାଟନ କରିଥିଲେ।ପ୍ରଧାନମନ୍ତ୍ରୀ ଜୁଲାଇ ୧୬ରେ ଗୁଜରାଟରେ ଅନେକ ପ୍ରକଳ୍ପ ଉଦଘାଟନ କରି ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ
July 14th, 06:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୧ ଜୁଲାଇ ୧୬ ତାରିଖରେ ଭିଡିଓ କନ୍ଫରେନ୍ସିଙ୍ଗ ଜରିଆରେ ଗୁଜରାଟରେ ରେଳପଥର ଅନେକ ପ୍ରମୁଖ ପ୍ରକଳ୍ପ ଉଦଘାଟନ କରି ରାଷ୍ଟ୍ରକୁ ଉତ୍ସର୍ଗ କରିବେ । ଏହି କାର୍ଯ୍ୟକ୍ରମରେ ସେ ଗୁଜରାଟ ସାଇନ୍ସ ସିଟିରେ ଆକ୍ୱାଟିକ୍ସ ଓ ରୋବୋଟିକ୍ସ ଗ୍ୟାଲେରି ଏବଂ ନେଚର ପାର୍କକୁ ମଧ୍ୟ ଉଦଘାଟନ କରିବେ ।