କୁରୁକ୍ଷେତ୍ରରେ ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କର ୩୫୦ ତମ ସହୀଦ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 25th, 04:40 pm
ହରିୟାଣା ରାଜ୍ୟପାଳ ଅସୀମ ଘୋଷ ଜୀ, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନାୟବ ସିଂହ ସାଇନି ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ, ମନୋହର ଲାଲ ଜୀ, ରାଓ ଇନ୍ଦ୍ରଜିତ ସିଂହ ଜୀ, କ୍ରିଷନ ପାଲ ଜୀ, ହରିୟାଣା ଏସଜିପିସି ସଭାପତି ଜଗଦୀଶ ସିଂହ ଝିଣ୍ଡା ଜୀ, ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଓ ସଜ୍ଜନମାନେ ।ହରିୟାଣାର କୁରୁକ୍ଷେତ୍ରଠାରେ ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କ 350ତମ ସହିଦ ଦିବସ ବାର୍ଷିକୀ ସମାରୋହରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 25th, 04:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହରିୟାଣାର କୁରୁକ୍ଷେତ୍ରରେ ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କ 350ତମ ସହିଦ ଦିବସ ବାର୍ଷିକୀ ସମାରୋହ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ତାଙ୍କ ଅଭିଭାଷଣରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜିର ଦିନ ଭାରତର ଐତିହ୍ୟରେ ଏକ ସୁନ୍ଦର ସଙ୍ଗମ। ଆଜି ସକାଳେ ସେ ରାମାୟଣର ନଗରୀ ଅଯୋଧ୍ୟାରେ ଥିଲେ ଏବଂ ଏବେ ସେ ଗୀତାର ନଗରୀ କୁରୁକ୍ଷେତ୍ରରେ ଅଛନ୍ତି ବୋଲି ସେ ଉଲ୍ଲେଖ କରିଥିଲେ। ଶ୍ରୀ ମୋଦୀ କହିଥିଲେ, ସମସ୍ତେ ଆଜି ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କ 350ତମ ସହିଦ ବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି। ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମରେ ଉପସ୍ଥିତ ସନ୍ଥ ଏବଂ ସମ୍ମାନିତ ସଂଗତମାନଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ ଏବଂ ସମସ୍ତଙ୍କ ପ୍ରତି ନିଜର ଶ୍ରଦ୍ଧା ବ୍ୟକ୍ତ କରିଥିଲେ।ଆନ୍ଧ୍ର ପ୍ରଦେଶର ଅମରାବତୀରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 02nd, 03:45 pm
ତଲ୍ଲୀ ଦୁର୍ଗା ଭବାନୀ କୋଲୁଭୂନ୍ନାଙ୍କ ଏହି ପବିତ୍ର ଭୂମିରେ ମୁଁ ସହରର ଭିତରେ ଭାଗରେ, କାଲାଭଡ଼ମକୁ, ଆନନ୍ଦମୁଗା ଅନ୍ନଦି ଅଛି ।ଆନ୍ଧ୍ରପ୍ରଦେଶର ଅମରାବତୀରେ ୫୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 02nd, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର ଅମରାବତୀରେ ୫୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ବିକାଶ ପ୍ରକଳ୍ପର ଉଦଘାଟନ, ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ପବିତ୍ର ଅମରାବତୀ ଭୂମିରେ ଠିଆ ହୋଇ ସେ କେବଳ ଏକ ସହର ନୁହେଁ, ବରଂ ଏକ ସ୍ୱପ୍ନ ସାକାର ହେଉଥିବା ଦେଖନ୍ତି-ଏକ ନୂତନ ଅମରାବତୀ, ଏକ ନୂତନ ଆନ୍ଧ୍ର। ଅମରାବତୀ ହେଉଛି ଏପରି ଏକ ଭୂମି ଯେଉଁଠାରେ ପରମ୍ପରା ଏବଂ ପ୍ରଗତି ଏକା ସାଙ୍ଗରେ ଚାଲିଥାଏ, ଯାହା ଏହାର ବୌଦ୍ଧ ଐତିହ୍ୟର ଶାନ୍ତି ଏବଂ ଏକ ବିକଶିତ ଭାରତ ନିର୍ମାଣର ଶକ୍ତିକୁ ଗ୍ରହଣ କରିଥାଏ, ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ସେ ଆହୁରି ମଧ୍ୟ କହିଥିଲେ ଯେ ଆଜି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦଘାଟନ କରାଯାଇଛି ଏବଂ ଏହି ପ୍ରକଳ୍ପଗୁଡ଼ିକ କେବଳ କଂକ୍ରିଟ ଢାଞ୍ଚା ନୁହେଁ ବରଂ ଆନ୍ଧ୍ରପ୍ରଦେଶର ଆକାଂକ୍ଷା ଏବଂ ବିକାଶ ପାଇଁ ଭାରତର ଦୃଷ୍ଟିକୋଣର ଦୃଢ଼ ମୂଳଦୁଆ। ଭଗବାନ ବୀରଭଦ୍ର, ଭଗବାନ ଅମରଲିଙ୍ଗେଶ୍ୱର ଏବଂ ତିରୁପତି ବାଲାଜୀଙ୍କୁ ପ୍ରାର୍ଥନା କରି ପ୍ରଧାନମନ୍ତ୍ରୀ ମୋଦୀ ଆନ୍ଧ୍ରପ୍ରଦେଶର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ ମୁଖ୍ୟମନ୍ତ୍ରୀ ଶ୍ରୀ ଚନ୍ଦ୍ରବାବୁ ନାଇଡୁ ଏବଂ ଉପମୁଖ୍ୟମନ୍ତ୍ରୀ ଶ୍ରୀ ପବନ କଲ୍ୟାଣଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଥିଲେ।"ତିନୋଟି ନୂତନ ଅପରାଧିକ ଆଇନ"ର ସଫଳ ରୂପାୟନକୁ ଦେଶକୁ ସମର୍ପଣ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 03rd, 12:15 pm
ଚଣ୍ଡିଗଡ଼ ଆସିବା ପରେ ମୋତେ ଲାଗୁଛି ମୁଁ ମୋ ପ୍ରିୟଜନଙ୍କ ମଧ୍ୟକୁ ଆସିଯାଇଛି । ଚଣ୍ଡିଗଡ଼ର ପରିଚୟ ଶକ୍ତି-ସ୍ୱରୂପା ମାଚଣ୍ଡିକାଙ୍କ ନାମ ସହିତ ଯୋଡି ହୋଇଛି । ମା’ଚଣ୍ଡି, ଅର୍ଥାତ୍ ଶକ୍ତିର ସେହି ସ୍ୱରୂପ ଯାହା ଦ୍ୱାରା ସତ୍ୟ ଓ ନ୍ୟାୟ ପ୍ରତିଷ୍ଠିତ ହୋଇଥାଏ । ଏହା ଭାବନା ଭାରତୀୟ ନ୍ୟାୟ ସଂହିତା, ନାଗରିକ ସୁରକ୍ଷା ସଂହିତାର ସମ୍ପୂର୍ଣ୍ଣ ପ୍ରାରୁପର ଆଧାର ମଧ୍ୟ ଅଟେ । ବିକଶିତ ଭାରତର ସଂକଳ୍ପ ନେଇ ଏମିତି ସମୟରେ ଦେଶ ଆଗକୁ ବଢ଼ୁଛି, ଯେତେବେଳେ ବେଳେ ସମ୍ବିଧାନର ୭୫ ବର୍ଷ ବିତିଗଲାଣି... ତା'ପରେ ସମ୍ବିଧାନର ଭାବନାରେ ଅନୁପ୍ରାଣିତ ହୋଇ ଭାରତୀୟ ନ୍ୟାୟ ସଂହିତା ପ୍ରଭାବ ଆରମ୍ଭ ହେବା, ତାହାର ପ୍ରଭାବରେ ଆସିବା ଏହା ଏକ ବହୁତ ବଡ ପ୍ରାରମ୍ଭ । ଦେଶର ନାଗରିକଙ୍କ ପାଇଁ ଆମ ସମ୍ବିଧାନ ରେ ପରିକଳ୍ପନା କରାଯାଇଥିବା ଆଦର୍ଶକୁ ପୂରଣ କରିବା ପାଇଁ ଏହା ଏକ ସମନ୍ୱିତ ପ୍ରୟାସ । ଏହି ଆଇନଗୁଡ଼ିକ କିପରି କାର୍ଯ୍ୟକାରୀ ହେବ ତାହାର ଲାଇଭ୍ ଡେମୋ ଦେଖୁଥିଲି। ଏବଂ ମୁଁ ଏଠାରେ ସମସ୍ତଙ୍କୁ ଅନୁରୋଧ କରୁଛି ଯେ ସେମାନେ ସମୟ ବାହାର କରନ୍ତୁ ଏବଂ ଏହି ଲାଇଭ୍ ଡେମୋକୁ ନିଶ୍ଚିତ ଦେଖନ୍ତୁ । ଆଇନର ଛାତ୍ରଛାତ୍ରୀମାନେ, ବାରର ସାଥିମାନେ ଦେଖନ୍ତୁ, ନ୍ୟାୟପାଳିକାର ସାଥିମାନଙ୍କୁ ଯଦି ସୁବିଧା ହେବ, ସେମାନେ ମଧ୍ୟ ଦେଖନ୍ତୁ, ଏହି ଅବସରରେ ମୁଁ ସମସ୍ତ ଦେଶବାସୀଙ୍କୁ ଭାରତୀୟ ନ୍ୟାୟ ସଂହିତା, ନାଗରିକ ସଂହିତାର ଲାଗୁ ହେବା ପାଇଁ ଶୁଭେଚ୍ଛା ଜଣାଉଛି। ଏବଂ ମୁଁ ଚଣ୍ଡିଗଡ଼ ପ୍ରଶାସନ ସହ ଜଡିତ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି ।ତିନୋଟି ନୂତନ ଅପରାଧିକ ଆଇନର ସଫଳ ରୂପାୟନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 03rd, 11:47 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଚଣ୍ଡିଗଡ଼ଠାରେ ତିନୋଟି ରୂପାନ୍ତରିତ ନୂତନ ଅପରାଧିକ ଆଇନ- ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମର ସଫଳ ରୂପାୟନକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ସମବେତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ ଚଣ୍ଡିଗଡ଼ର ପରିଚୟ ଦେବୀ ମା' ଚଣ୍ଡୀଙ୍କ ସହ ଜଡ଼ିତ, ଯିଏ ସତ୍ୟ ଓ ନ୍ୟାୟ ପ୍ରତିଷ୍ଠା କରୁଥିବା ଶକ୍ତିର ଏକ ରୂପ । ସେ ଆହୁରି ମଧ୍ୟ କହିଛନ୍ତି ଯେ ସମାନ ଦର୍ଶନ ଭାରତୀୟ ନ୍ୟାୟ ସଂହିତା ଏବଂ ଭାରତୀୟ ନାଗରିକ ସୁରକ୍ଷା ସଂହିତାର ସମଗ୍ର ଫର୍ମାଟର ଆଧାର ଥିଲା । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଭାରତୀୟ ସମ୍ବିଧାନର ଭାବନାରେ ଅନୁପ୍ରାଣିତ ହୋଇ ଭାରତୀୟ ନ୍ୟାୟ ସଂହିତା କାର୍ଯ୍ୟକାରୀ ହେବା ଏକ ଚମତ୍କାର ମୁହୂର୍ତ୍ତ, କାରଣ ଦେଶ ବିକଶିତ ଭାରତର ସଂକଳ୍ପ ସହିତ ଭାରତୀୟ ସମ୍ବିଧାନର ୭୫ ବର୍ଷ ପୂର୍ତ୍ତି ଅବସରରେ ଆଗକୁ ବଢ଼ିବାର ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତରେ ରହିଛି । ଦେଶର ନାଗରିକଙ୍କ ପାଇଁ ଆମ ସମ୍ବିଧାନ ଯେଉଁ ଆଦର୍ଶର ପରିକଳ୍ପନା କରିଛି ତାହାକୁ ପୂରଣ କରିବା ଦିଗରେ ଏହା ଏକ ଠୋସ୍ ପ୍ରୟାସ ବୋଲି ସେ କହିଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ ଏହାର ସିଧା ପ୍ରଦର୍ଶନ ଦ୍ୱାରା କିପରି ଆଇନ କାର୍ଯ୍ୟକାରୀ ହେବ ତାହାର ଝଲକ ସେ ନିକଟରେ ପାଇଛନ୍ତି। ଏହି ଆଇନର ସିଧା ପ୍ରଦର୍ଶନ ପରିଦର୍ଶନ କରିବାକୁ ପ୍ରଧାନମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ। ତିନୋଟି ନୂତନ ଅପରାଧିକ ଆଇନର ସଫଳ ରୂପାୟନ ଅବସରରେ ସେ ସମସ୍ତ ନାଗରିକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଚଣ୍ଡିଗଡ଼ ପ୍ରଶାସନର ସମସ୍ତ ଅଂଶଗ୍ରହଣକାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।ଜିଲ୍ଲା ନ୍ୟାୟପାଳିକାର ରାଷ୍ଟ୍ରୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନର ମୂଳପାଠ
August 31st, 10:30 am
କାର୍ଯ୍ୟକ୍ରମରେ ଉପସ୍ଥିତ ଭାରତର ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ୱାଇ ଚନ୍ଦ୍ରଚୂଡ଼ଜୀ, ଜଷ୍ଟିସ୍ ଶ୍ରୀ ସଞ୍ଜିବ ଖାନ୍ନାଜୀ, ଜଷ୍ଟିସ୍ ବି ଆର ଗଭଇଜୀ, ଦେଶର ଆଇନମନ୍ତ୍ରୀ ଅର୍ଜୁନରାମ ମେଘୱାଲଜୀ, ଆଟର୍ଣ୍ଣି ଜେନେରାଲ ଆର ଭେଙ୍କଟରମଣୀଜୀ, ସୁପ୍ରିମ କୋର୍ଟ ବାର୍ କାଉନସିଲର ଅଧ୍ୟକ୍ଷ ଶ୍ରୀମାନ୍ କପିଳ ସିବଲଜୀ, ବାର୍ କାଉନସିଲ୍ ଅଫ୍ ଇଣ୍ଡିଆର ଅଧ୍ୟକ୍ଷ ଭାଇ ମନନ କୁମାର ମିଶ୍ରଜୀ, ସୁପ୍ରିମ କୋର୍ଟର ସମସ୍ତ ବିଚାରପତିବୃନ୍ଦ, ହାଇକୋର୍ଟର ମୁଖ୍ୟ ବିଚାରପତିଗଣ, ଜିଲ୍ଲା ଜଜବୃନ୍ଦ, ଅନ୍ୟ ମହାନୁଭବଗଣ, ଦେବୀ ଏବଂ ସଜ୍ଜନବୃନ୍ଦ!PM Modi inaugurates National Conference of District Judiciary in New Delhi
August 31st, 10:00 am
PM Modi, addressing the National Conference of District Judiciary, highlighted the pivotal role of the judiciary in India's journey towards a Viksit Bharat. He emphasized the importance of modernizing the district judiciary, the impact of e-Courts in speeding up justice, and reforms like the Bharatiya Nyaya Sanhita. He added that the quicker the decisions in cases related to atrocities against women, the greater will be the assurance of safety for half the population.ଯୋଧପୁରରେ ରାଜସ୍ଥାନ ହାଇକୋର୍ଟର ପ୍ଲାଟିନମ୍ ଜୁବୁଲି ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 25th, 05:00 pm
କାର୍ଯ୍ୟକ୍ରମରେ ଉପସ୍ଥିତ ରାଜସ୍ଥାନର ରାଜ୍ୟପାଳ ଶ୍ରୀ ହରିଭାଉ କୃଷ୍ଣରାଓ ବାଗଡେ ଜୀ ରାଜସ୍ଥାନର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନଲାଲ ଶର୍ମା, ଜଷ୍ଟିସ ଶ୍ରୀ ସଞ୍ଜୀବ ଖାନ୍ନା ଜୀ, ଦେଶର ଆଇନ ମନ୍ତ୍ରୀ ଶ୍ରୀ ଅର୍ଜୁନ ରାମ ମେଘୱାଲ ଜୀ , ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି ଶ୍ରୀ ମନୀନ୍ଦ୍ର ମୋହନ ଶ୍ରୀବାସ୍ତବ, ଅନ୍ୟ ସମସ୍ତ ସମ୍ମାନିତ ବିଚାରପତିଗଣ, ନ୍ୟାୟିକ ଜଗତର ସମସ୍ତ ବିଶିଷ୍ଟ ବ୍ୟକ୍ତି, ଉପସ୍ଥିତ ମହିଳା ଏବଂ ଭଦ୍ରବ୍ୟକ୍ତିମାନେ ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜସ୍ଥାନର ଯୋଧପୁର ଠାରେ ରାଜସ୍ଥାନ ହାଇକୋର୍ଟର ପ୍ଲାଟିନମ୍ ଜୁବୁଲି ଉତ୍ସବର ସମାପନୀ ସମାରୋହକୁ ସମ୍ବୋଧିତ କରିଛନ୍ତି
August 25th, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନର ଯୋଧପୁର ଠାରେ ରାଜସ୍ଥାନ ହାଇକୋର୍ଟର ପ୍ଲାଟିନମ୍ ଜୁବୁଲି ଉତ୍ସବର ସମାପନୀ ସମାରୋହକୁ ସମ୍ବୋଧିତ କରିଥିଲେ । ସେ ରାଜସ୍ଥାନ ହାଇକୋର୍ଟ ସଂଗ୍ରହାଳୟକୁ ମଧ୍ୟ ଉଦଘାଟନ କରିଥିଲେ ।ଆସାମ ଉଚ୍ଚ ନ୍ୟାୟାଳୟର ପ୍ଲାଟିନମ୍ ଜୟନ୍ତୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନର ମୂଳପାଠ
April 14th, 03:00 pm
ଆସାମର ରାଜ୍ୟପାଳ ଗୁଲାବ ଚାନ୍ଦ କଟାରିଆ ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱ ଶର୍ମା ଜୀ, ମୋର ସହକର୍ମୀ କେନ୍ଦ୍ର ଆଇନ ମନ୍ତ୍ରୀ ଶ୍ରୀ କିରେନ ରିଜିଜୁ ଜୀ, ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ପେମା ଖଣ୍ଡୁ ଜୀ, ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ହୃଷିକେଶ ରାୟ ଜୀ, ଗୌହାଟୀ ଉଚ୍ଚ ନ୍ୟାୟାଳୟରର ପ୍ରଧାନ ବିଚାରପତି ସନ୍ଦୀପ ମେହେତା ଜୀ, ଅନ୍ୟ ସମ୍ମାନିତ ବିଚାରପତି, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ଭଦ୍ର ମହିଳା ଏବଂ ଭଦ୍ରବ୍ୟକ୍ତିଗଣ !ଆସାମର ଗୌହାଟୀ ସ୍ଥିତ ଶ୍ରୀମନ୍ତ ଶଙ୍କରଦେବ କଳାକ୍ଷେତ୍ରରେ ଗୁଆହାଟୀ ଉଚ୍ଚ ନ୍ୟାୟାଳୟର ପ୍ଲାଟିନମ୍ ଜୟନ୍ତୀ ଉତ୍ସବକୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ
April 14th, 02:45 pm
ଆଜି ଆସାମର ଗୌହାଟୀ ସ୍ଥିତ ଶ୍ରୀମନ୍ତ ଶଙ୍କରଦେବ କଳାକ୍ଷେତ୍ର ଠାରେ ଗୌହାଟୀ ଉଚ୍ଚ ନ୍ୟାୟାଳୟର ପ୍ଲାଟିନମ୍ ଜୟନ୍ତୀ ଉତ୍ସବକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମ ସମୟରେ ପ୍ରଧାନମନ୍ତ୍ରୀ ଆସାମ ପୁଲିସ ଦ୍ୱାରା ପରିକଳ୍ପିତ ହୋଇଥିବା ଏକ ମୋବାଇଲ୍ ଆପ୍ଲିକେସନ୍ ‘ଆସାମ କୋପ୍' ର ଆନୁଷ୍ଠାନିକ ରୂପରେ ଶୁଭାରମ୍ଭ କରିଥିଲେ । ଏହି ଆପ୍ କ୍ରାଇମ ଆଣ୍ଡ କ୍ରିମିନାଲ୍ ନେଟୱର୍କ ଟ୍ରାକିଂ ସିଷ୍ଟମ (ସିସିଟିଏନ୍ଏସ୍) ଏବଂ ବାହନ ଜାତୀୟ ରେଜିଷ୍ଟରର ଡାଟାବେସରୁ ଅଭିଯୁକ୍ତ ତଥା ଯାନର ସନ୍ଧାନକୁ ସହଜ କରିବ ।14 ଏପ୍ରିଲରେ ଆସାମ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ
April 12th, 09:45 am
ମଧ୍ୟାହ୍ନ ପ୍ରାୟ 12 ଟା ସମୟରେ ପ୍ରଧାନମନ୍ତ୍ରୀ ଏମ୍ସ ଗୌହାଟିରେ ପହଞ୍ଚି ଏହାର ନୂତନ ନିର୍ମିତ କ୍ୟାମ୍ପସକୁ ଅନୁଧ୍ୟାନ କରିବ। ପରବର୍ତ୍ତୀ ସମୟରେ ଏକ ସାର୍ବଜନୀନ କାର୍ଯ୍ୟରେ ସେ ଏମସ ଗୌହାଟି ଏବଂ ଅନ୍ୟ ତିନୋଟି ମେଡିକାଲ କଲେଜକୁ ଦେଶକୁ ଉତ୍ସର୍ଗ କରିବେ। ସେ ଆସାମ ଆଡଭାନ୍ସଡ ହେଲଥ କେୟାର ଇନୋଭେସନ୍ ଇନଷ୍ଟିଚ୍ୟୁଟ୍ (ଏଏଏଚଆଇଆଇ) ର ଶିଳାନ୍ୟାସ କରି ଯୋଗ୍ୟ ହିତାଧିକାରୀଙ୍କୁ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏବି-ପିଏମଜେଏୱାଇ) କାର୍ଡ ବଣ୍ଟନ କରି ‘ଆପକେ ଦ୍ୱାର ଆୟୁଷ୍ମାନ’ ଅଭିଯାନ ଆରମ୍ଭ କରିବେ।Technology in the judicial system an essential part of Digital India mission: PM
April 30th, 01:55 pm
PM Modi participated in inaugural session of Joint Conference of Chief Ministers of States and Chief Justices of High Courts. He reiterated his vision of use of technology in governance in judiciary. He said that the Government of India considers the possibilities of technology in the judicial system as an essential part of the Digital India mission.PM inaugurates the Joint Conference of CM of the States & Chief Justices of High Courts
April 30th, 10:00 am
PM Modi participated in inaugural session of Joint Conference of Chief Ministers of States and Chief Justices of High Courts. He reiterated his vision of use of technology in governance in judiciary. He said that the Government of India considers the possibilities of technology in the judicial system as an essential part of the Digital India mission.ପ୍ରଧାନମନ୍ତ୍ରୀ ଏପ୍ରିଲ ୩୦ରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତିମାନଙ୍କ ସଂଯୁକ୍ତ ସମ୍ମେଳନର ଉଦଘାଟନୀ ଅଧିବେଶନରେ ଉଦବୋଧନ ଦେବେ
April 29th, 07:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ ୩୦, ୨୦୨୨ ପୂର୍ବାହ୍ନ ୧୦ଟା ବେଳେ ବିଜ୍ଞାନ ଭବନ, ନୂଆଦିଲ୍ଲୀରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତିମାନଙ୍କ ସଂଯୁକ୍ତ ସମ୍ମେଳନର ଉଦଘାଟନୀ ଅଧିବେଶନରେ ସାମିଲ ହେବେ । ପ୍ରଧାନମନ୍ତ୍ରୀ ଏହି ଅବସରରେ ଉଦବୋଧନ ମଧ୍ୟ ଦେବେ ।Rule of Law has been the basis of our civilization and social fabric: PM
February 06th, 11:06 am
PM Modi addressed Diamond Jubilee celebrations of Gujarat High Court. PM Modi said, Our judiciary has always interpreted the Constitution positively and strengthened it. Be it safeguarding the rights of people or any instance of national interest needed to be prioritised, judiciary has always performed its duty.ଗୁଜରାଟ ହାଇକୋର୍ଟର ହୀରକ ଜୟନ୍ତୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
February 06th, 11:05 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟ ହାଇକୋର୍ଟ ପ୍ରତିଷ୍ଠାର ହୀରକ ଜୟନ୍ତୀ ଉତ୍ସବରେ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥା ମାଧ୍ୟମରେ ଉଦ୍ବୋଧନ ଦେଇଛନ୍ତି । ଏହି ଅବସରରେ ଗୁଜରାଟ ହାଇକୋର୍ଟ ପ୍ରତିଷ୍ଠାର 60 ବର୍ଷ ପୂର୍ତ୍ତି ଅବସରରେ ସେ ଏକ ସ୍ମାରକ ଡାକଟିକଟ ମଧ୍ୟ ଉନ୍ମୋଚନ କରିଛନ୍ତି । କେନ୍ଦ୍ର ଆଇନ ଓ ନ୍ୟାୟ ବ୍ୟାପାର ମନ୍ତ୍ରୀ, ସୁପ୍ରିମକୋର୍ଟ ଓ ହାଇକୋର୍ଟର ବିଚାରପତିଗଣ, ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ବହୁ ଆଇନଜୀବି ଏହି ସମାବେଶରେ ଉପସ୍ଥିତ ଥିଲେ ।ଗୁଜରାଟ ଉଚ୍ଚ ନ୍ୟାୟାଳୟର ହୀରକ ଜୟନ୍ତୀ ସମାରୋହକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
February 04th, 08:09 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ 6, 2021 ସକାଳ 10.30 ସମୟରେ ଗୁଜରାଟ ଉଚ୍ଚ ନ୍ୟାୟାଳୟର ହୀରକ ଜୟନ୍ତୀ ସମାରୋହକୁ ଭିଡିଓ କନଫରେନ୍ସିଂ ଜରିଆରେ ସମ୍ବୋଧିତ କରିବେ । ଉଚ୍ଚ ନ୍ୟାୟାଳୟ ପ୍ରତିଷ୍ଠାର ଷାଠିଏ ବର୍ଷ ପୂରଣ ହେବା ଅବସରରେ ସେ ଏକ ସ୍ମାରକୀ ଡାକ ଟିକଟ ମଧ୍ୟ ଉନ୍ମୋଚନ କରିବେ ।Need of the hour is to focus on application of science and technology: PM Modi
May 10th, 12:05 pm
At an event to mark introduction of digital filing as a step towards paperless Supreme Court, PM Narendra Modi emphasized the role of technology. PM urged to put to use latest technologies to provide legal aid to the poor. He added that need of the hour was to focus on application of science and technology.