In Kargil, we didn't just win a war; we showcased the incredible strength of truth, restraint, and capability: PM Modi in Ladakh
July 26th, 09:30 am
PM Modi paid homage to the bravehearts who made the supreme sacrifice in the line of duty on the occasion of 25th Kargil Vijay Diwas in Ladakh. “In Kargil, we not only won the war, we presented an incredible example of 'truth, restraint and strength”, Prime Minister Modi remarked.କାର୍ଗିଲ ବିଜୟ ଦିବସରେ ଲଦାଖରେ ଶ୍ରଦ୍ଧାଞ୍ଜଳି ଅର୍ପଣ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
July 26th, 09:20 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲଦାଖରେ ୨୫ତମ କାର୍ଗିଲ ବିଜୟ ଦିବସ ଅବସରରେ କର୍ତ୍ତବ୍ୟ ପାଳନ ସମୟରେ ସର୍ବୋଚ୍ଚ ବଳିଦାନ ଦେଇଥିବା ବୀରମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସେ ଶ୍ରଦ୍ଧାଞ୍ଜଳି ସମାରୋହରେ ମଧ୍ୟ ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀ ଏନସିଓମାନଙ୍କ ଦ୍ୱାରା କାର୍ଗିଲ ଯୁଦ୍ଧ ସମ୍ପର୍କରେ ଗୌରବଗାଥାର ସୂଚନା ଶୁଣିଥିଲେ ଏବଂ ଅମର ସସ୍ମରଣ: ସ୍ମାରକୀ କୁଟୀର ପରିଦର୍ଶନ କରିଥିଲେ । ସେ ବୀର ଭୂମି ମଧ୍ୟ ପରିଦର୍ଶନ କରିଥିଲେ।ଅକ୍ଟୋବର ୧୩ ତାରିଖରେ ହିମାଚଳ ପ୍ରଦେଶର ଉନା ଏବଂ ଚାମ୍ବା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
October 12th, 03:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୧୩ ତାରିଖରେ ହିମାଚଳ ପ୍ରଦେଶ ଗସ୍ତ କରିବେ । ଉନାରେ ପ୍ରଧାନମନ୍ତ୍ରୀ ଉନା ହିମାଚଳ ରେଳ ଷ୍ଟେସନରୁ ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇବେ ଶୁଭାରମ୍ଭ କରିବେ । ଏହା ପରେ ଏକ ସାଧାରଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଆଇଆଇଆଇଟି ଉନାକୁ ଦେଶ ପାଇଁ ଉତ୍ସର୍ଗ କରିବେ ଏବଂ ଉନାରେ ଏକାଧିକ ଔଷଧ ପାର୍କର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଏହା ପରେ, ଚାମ୍ବା ଠାରେ ଏକ ସାଧାରଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଦୁଇଟି ଜଳ ବିଦ୍ୟୁତ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରି ହିମାଚଳ ପ୍ରଦେଶରେ ପ୍ରଧାନ ମନ୍ତ୍ରୀ ଗ୍ରାମ ସଡକ ଯୋଜନା (ପିଏମ୍ଜିଏସ୍ୱାଇ) -୩ର ଆରମ୍ଭ କରିବେ ।କେନ୍ଦ୍ର – ରାଜ୍ୟ ବିଜ୍ଞାନ ସମ୍ମିଳନୀର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନର ମୂଳପାଠ
September 10th, 10:31 am
‘କେନ୍ଦ୍ର ରାଜ୍ୟ ବିଜ୍ଞାନ ସମ୍ମିଳନୀ’ର ଏହି ଗୁରୁତ୍ୱପୂର୍ଣ୍ଣ ସମାରୋହକୁ ମୁଁ ଆପଣମାନଙ୍କୁ ସ୍ୱାଗତ କରୁଛି, ଅଭିନନ୍ଦନ ଜଣାଉଛି । ଆଜିର ନବ ଭାରତରେ ‘ସବକା ପ୍ରୟାସ’ ର ଯେଉଁ ଭାବନା ସହ ଆମେ ଅଗ୍ରସର ହେଉଛୁ, ଏହି ଆୟୋଜନ ତାହାର ଏକ ଜୀବନ୍ତ ଉଦାହରଣ ଅଟେ ।PM inaugurates ‘Centre-State Science Conclave’ in Ahmedabad via video conferencing
September 10th, 10:30 am
PM Modi inaugurated the ‘Centre-State Science Conclave’ in Ahmedabad. The Prime Minister remarked, Science is like that energy in the development of 21st century India, which has the power to accelerate the development of every region and the development of every state.ହରିୟାଣାର ଫରିଦାବାଦଠାରେ ଅମୃତା ହସ୍ପିଟାଲର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 24th, 11:01 am
ଅମୃତା ହସ୍ପିଟାଲ ରୂପରେ ଆମ ସମସ୍ତଙ୍କୁ ଆଶୀର୍ବାଦ ପ୍ରଦାନ କରୁଥିବା ମାଆ ଅମୃତାନନ୍ଦମୟୀ ମହାଶୟାଙ୍କୁ ମୁଁ ପ୍ରଣାମ କରୁଛି । ସ୍ୱାମୀ ଅମୃତାସ୍ୱରୂପାନନ୍ଦ ପୁରୀ ମହୋଦୟ, ହରିୟାଣାର ରାଜ୍ୟପାଳ ଶ୍ରୀ ବନ୍ଦାରୁ ଦତାତ୍ରେୟ ମହାଶୟ, ମୁଖ୍ୟମନ୍ତ୍ରୀ ଶ୍ରୀ ମନୋହର ଲାଲ ମହାଶୟ, କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ କୃଷ୍ଣପାଲ ମହାଶୟ, ହରିୟାଣାର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ ଦୁଷ୍ମନ୍ତ ଚୌତାଲା ମହାଶୟ, ଅନ୍ୟ ମହାନୁଭବ, ଭଦ୍ର ମହିଳା ଓ ଭଦ୍ର ବ୍ୟକ୍ତିଗଣ,ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଫରିଦାବାଦରେ ଅତ୍ୟାଧୁନିକ ହସ୍ପିଟାଲ ଉଦ୍ଘାଟିତ
August 24th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୨୪.୦୮.୨୦୨୨) ଫରିଦାବାଦଠାରେ ଅତ୍ୟାଧୁନିକ ଅମ୍ରିତ ହସ୍ପିଟାଲର ଉଦ୍ଘାଟନ କରିଛନ୍ତି । ହରିୟାଣା ରାଜ୍ୟପାଳ ଶ୍ରୀ ବନ୍ଦାରୁ ଦତ୍ତାତ୍ରେୟ, ମୁଖ୍ୟମନ୍ତ୍ରୀ ଶ୍ରୀ ମନୋହାର ଲାଲ, ଉପମୁଖ୍ୟମନ୍ତ୍ରୀ ଶ୍ରୀ ଦୁଷ୍ମନ୍ତ ଚୌଥାଲା, କେନ୍ଦ୍ରମନ୍ତ୍ରୀ ଶ୍ରୀ କ୍ରିଷନ ପାଲ ଗୁଜ୍ଜର, ଶ୍ରୀ ମାତା ଅମ୍ରିତାନନ୍ଦ ମୟୀ ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଉପସ୍ଥିତ ଥିଲେ।ଅଗଷ୍ଟ ୨୫ତାରିଖ ଦିନ ସ୍ମାର୍ଟ ଇଣ୍ଡିଆ ହାକାଥନ
August 23rd, 04:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୨୫ ତାରିଖ ରାତି ଆଠଟା ବେଳେ ସ୍ମାର୍ଟ ଇଣ୍ଡିଆ ହାକାଥନ-୨୦୨୨ର ଭବ୍ୟ ଉଦ୍ଯାପନୀ ସମାରୋହକୁ ଦୃଶ୍ୟ ଶ୍ରାବ୍ୟ ମାଧ୍ୟମରେ ସମ୍ବୋଧନ କରିବେ ।Seventh meeting of Governing Council of NITI Aayog concludes
August 07th, 05:06 pm
The Prime Minister, Shri Narendra Modi, today heralded the collective efforts of all the States in the spirit of cooperative federalism as the force that helped India emerge from the Covid pandemic.ଗୁଜରାଟରେ ଏକାଦଶ କ୍ରୀଡ଼ା ମହାକୁମ୍ଭର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 12th, 06:40 pm
ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ମହୋଦୟ, ଏଠାକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ମହାଶୟ, ସଂସଦରେ ମୋର ସାଥୀ ଏବଂ ପ୍ରଦେଶ ଭାରତୀୟ ଜନତା ପାର୍ଟିର ଅଧ୍ୟକ୍ଷ ସି. ଆର. ପାଟିଲ ମହାଶୟ, ଗୁଜରାଟ ସରକାରଙ୍କର କ୍ରୀଡ଼ା ରାଜ୍ୟମନ୍ତ୍ରୀ ଶ୍ରୀ ହର୍ଷ ସାଂଘଭୀ ମହାଶୟ, ସଂସଦରେ ମୋର ସହଯୋଗୀ ଶ୍ରୀ ହଂସମୁଖ ଭାଇ ପଟେଲ, ଶ୍ରୀ ନରହରୀ ଅମିନ ଏବଂ ଅହମ୍ମଦାବାଦର ମେୟର ଭାଇ ଶ୍ରୀ କିରିଟ କୁମାର ପରମାର ମହାଶୟ, ଅନ୍ୟ ମହାନୁଭବ ଏବଂ ଗୁଜରାଟର କୋଣ-ଅନୁକୋଣରୁ ଆସିଥିବା ମୋର ଯୁବ ବନ୍ଧୁଗଣ!ଏକାଦଶ କ୍ରୀଡା ମହାକୁମ୍ଭ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ
March 12th, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ (୧୨.୦୩.୨୦୨୨) ଦିନ ଗୁଜରାଟର ଅହମ୍ମଦବାଦରେ ଏକାଦଶ ଖେଳ ମହାକୁମ୍ଭ ଉଦ୍ଘାଟନ କରିଛନ୍ତି । ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଓ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଏହି ଅବସରରେ ଉପସ୍ଥିତ ଥିଲେ ।ବିଭିନ୍ନ ଜିଲ୍ଲାର ଡିଏମଙ୍କ ସହିତ କଥାବାର୍ତ୍ତା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
January 22nd, 12:01 pm
ଜିଲ୍ଲାପାଳମାନେ ବିଭିନ୍ନ ସୁଧାର ସୂଚକାଙ୍କର ଉଦାହରଣ ଦେଇ ସେମାନଙ୍କର ଜିଲ୍ଲାର ଉନ୍ନତିକରଣ ସମ୍ପର୍କରେ ନିଜର ଅନୁଭୂତି ବଖାଣିଥିଲ । ଜିଲ୍ଲାପାଳମାନେ ଗ୍ରହଣ କରିଥିବା ପ୍ରମୁଖ ପଦକ୍ଷେପ ଜିଲ୍ଲାସ୍ତରରେ କିଭଳି ସଫଳତା ହାସଲ କରିଛି ଏବଂ ଏହାକୁ କାର୍ଯ୍ୟକାରୀ କରିବା ସମୟରେ ସେମାନେ କେଉଁ ଭଳି ବାଧାର ସମ୍ମୁଖିନ ହୋଇଛନ୍ତି ସେ ସମ୍ପର୍କରେ ପ୍ରତ୍ୟକ୍ଷ ଅନୁଭୂତି ଖୋଲାଖୋଲି ଭାବେ ପ୍ରକାଶ କରିବା ଲାଗି ପ୍ରଧାନମନ୍ତ୍ରୀ ସବୁ ଜିଲ୍ଲାପାଳମାନଙ୍କୁ କହିଥିଲେ।ପ୍ରମୁଖ ସରକାରୀ ଯୋଜନାର କାର୍ଯ୍ୟକାରିତାକୁ ନେଇ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
January 22nd, 11:59 am
ଜିଲ୍ଲାପାଳମାନେ ବିଭିନ୍ନ ସୁଧାର ସୂଚକାଙ୍କର ଉଦାହରଣ ଦେଇ ସେମାନଙ୍କର ଜିଲ୍ଲାର ଉନ୍ନତିକରଣ ସମ୍ପର୍କରେ ନିଜର ଅନୁଭୂତି ବଖାଣିଥିଲ । ଜିଲ୍ଲାପାଳମାନେ ଗ୍ରହଣ କରିଥିବା ପ୍ରମୁଖ ପଦକ୍ଷେପ ଜିଲ୍ଲାସ୍ତରରେ କିଭଳି ସଫଳତା ହାସଲ କରିଛି ଏବଂ ଏହାକୁ କାର୍ଯ୍ୟକାରୀ କରିବା ସମୟରେ ସେମାନେ କେଉଁ ଭଳି ବାଧାର ସମ୍ମୁଖିନ ହୋଇଛନ୍ତି ସେ ସମ୍ପର୍କରେ ପ୍ରତ୍ୟକ୍ଷ ଅନୁଭୂତି ଖୋଲାଖୋଲି ଭାବେ ପ୍ରକାଶ କରିବା ଲାଗି ପ୍ରଧାନମନ୍ତ୍ରୀ ସବୁ ଜିଲ୍ଲାପାଳମାନଙ୍କୁ କହିଥିଲେ।ଉତ୍ତର ପ୍ରଦେଶର ମିରଟରେ ମେଜର ଧ୍ୟାନଚାନ୍ଦ କ୍ରୀଡ଼ା ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
January 02nd, 01:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୨.୦୧.୨୦୨୨) ଉତ୍ତରପ୍ରଦେଶର ମିରଟଠାରେ ମେଜର ଧ୍ୟାନଚାନ୍ଦ କ୍ରୀଡା ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ପ୍ରାୟ ସାତଶହ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ଏହି କ୍ରୀଡା ବିଶ୍ୱବିଦ୍ୟାଳୟରେ ଅତ୍ୟାଧୁନିକ କ୍ରୀଡା ଭିତ୍ତିଭୂମି ସହ ସିନ୍ଥେଟିକ୍ ହକି ଟ୍ରାକ, ଫୁଟବଲ, ବାସ୍କେଟବଲ, ଭଲିବଲ୍, ହ୍ୟାଣ୍ଡବଲ, କବାଡି ପଡିଆ, ଲନ୍ ଟେନିସ କୋର୍ଟ, ଜିମ୍ନାସିୟମ, ସିନ୍ଥେଟିକ ଦୌଡ ଷ୍ଟାଡିୟମ, ସନ୍ତରଣଗାର, ବହୁମୁଖୀ ପ୍ରେକ୍ଷାଳୟ ରହିଛି । ଏହାଛଡା ଏହି ବିଶ୍ୱବିଦ୍ୟାଳୟରେ ବନ୍ଧୁକଚାଳନା, ସ୍କ୍ୱାଶ୍, ଜିମ୍ନାଷ୍ଟିକ, ଭାରୋତ୍ତୋଳନ, ତୀରନ୍ଦାଜୀ, ଖୋଲା ଓ ପାଲଟଣା ଡଙ୍ଗା ଚାଳନା ଓ ଅନ୍ୟାନ୍ୟ ସୁବିଧାମାନ ରହିବ । ଏହି ବିଶ୍ୱବିଦ୍ୟାଳୟରେ ୫୪୦ଲେଖାଏଁ ପୁରୁଷ ଓ ମହିଳା କ୍ରୀଡାବିତ୍ ଏହିପରି ୧୦୮୦ଜଣଙ୍କୁ ତାଲିମ ଦେବାର ସାମର୍ଥ୍ୟ ରହିଛି ।ଉତ୍ତରପ୍ରଦେଶର ମିରଟ୍ଠାରେ ମେଜର ଧ୍ୟାନଚାନ୍ଦ କ୍ରୀଡା ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ
January 02nd, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୨.୦୧.୨୦୨୨) ଉତ୍ତରପ୍ରଦେଶର ମିରଟଠାରେ ମେଜର ଧ୍ୟାନଚାନ୍ଦ କ୍ରୀଡା ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ପ୍ରାୟ ସାତଶହ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ଏହି କ୍ରୀଡା ବିଶ୍ୱବିଦ୍ୟାଳୟରେ ଅତ୍ୟାଧୁନିକ କ୍ରୀଡା ଭିତ୍ତିଭୂମି ସହ ସିନ୍ଥେଟିକ୍ ହକି ଟ୍ରାକ, ଫୁଟବଲ, ବାସ୍କେଟବଲ, ଭଲିବଲ୍, ହ୍ୟାଣ୍ଡବଲ, କବାଡି ପଡିଆ, ଲନ୍ ଟେନିସ କୋର୍ଟ, ଜିମ୍ନାସିୟମ, ସିନ୍ଥେଟିକ ଦୌଡ ଷ୍ଟାଡିୟମ, ସନ୍ତରଣଗାର, ବହୁମୁଖୀ ପ୍ରେକ୍ଷାଳୟ ରହିଛି । ଏହାଛଡା ଏହି ବିଶ୍ୱବିଦ୍ୟାଳୟରେ ବନ୍ଧୁକଚାଳନା, ସ୍କ୍ୱାଶ୍, ଜିମ୍ନାଷ୍ଟିକ, ଭାରୋତ୍ତୋଳନ, ତୀରନ୍ଦାଜୀ, ଖୋଲା ଓ ପାଲଟଣା ଡଙ୍ଗା ଚାଳନା ଓ ଅନ୍ୟାନ୍ୟ ସୁବିଧାମାନ ରହିବ । ଏହି ବିଶ୍ୱବିଦ୍ୟାଳୟରେ ୫୪୦ଲେଖାଏଁ ପୁରୁଷ ଓ ମହିଳା କ୍ରୀଡାବିତ୍ ଏହିପରି ୧୦୮୦ଜଣଙ୍କୁ ତାଲିମ ଦେବାର ସାମର୍ଥ୍ୟ ରହିଛି ।ଜୟପୁରରେ ସିପେଟର ପେଟ୍ରୋକେମିକାଲ୍ସ ଟେକ୍ନୋଲୋଜି ପ୍ରତିଷ୍ଠାନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 30th, 11:01 am
ରାଜସ୍ଥାନର ମାଟିର ସୁପୁତ୍ର ଆଉ ଭାରତର ସବୁଠାରୁ ବଡ଼ ପଂଚାୟତ ଲୋକସଭାର ରକ୍ଷାକର୍ତା, ଆମର ଆଦରଣୀୟ ବାଚସ୍ପତି ଶ୍ରୀମାନ ଓମ ବିରଲା ମହୋଦୟ, ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀମାନ ଅଶୋକ ଗହଲୋଟ ମହାଶୟ, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ମନସୁଖ ମଣ୍ଡଭ୍ୟ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ଅନ୍ୟ ସମସ୍ତ ସହଯୋଗୀ ଶ୍ରୀମାନ ଗଜେନ୍ଦ୍ର ସିଂହ ଶେଖାୱତ ମହାଶୟ, ଭୂପେନ୍ଦ୍ର ଯାଦବ ମହାଶୟ, ଅର୍ଜୁନ ରାମ ମେଘୱାଲ ମହାଶୟ, କୈଳାଶ ଚୌଧୂରୀ ମହାଶୟ, ଡକ୍ଟର ଭାରତୀ ପାୱାର ମହାଶୟ, ଭଗବନ୍ତ ଖୁବା ମହାଶୟ, ରାଜସ୍ଥାନର ପୂବତର୍ନ ମୁଖ୍ୟମନ୍ତ୍ରୀ ଭଉଣୀ ବସୁନ୍ଧରା ରାଜେ ମହାଶୟା, ବିରୋଧୀ ଦଳ ନେତା ଶ୍ରୀମାନ ଗୁଲାବ ଚନ୍ଦ କଟାରିୟା ମହାଶୟ, ରାଜସ୍ଥାନ ସରକାରଙ୍କ ଅନ୍ୟ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, କାର୍ଯ୍ୟକ୍ରମରେ ଉପସ୍ଥିତ ଅନ୍ୟ ସମସ୍ତ ମହାନୁଭବ, ଆଉ ରାଜସ୍ଥାନର ମୋର ପ୍ରିୟ ଭାଇ ଓ ଭଉଣୀମାନେ,ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସିଆଇପିଇଟି- ପେଟ୍ରୋରସାୟନ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ ଜୟପୁରଠାରେ ଉଦ୍ଘାଟିତ
September 30th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ପେଟ୍ରୋରସାୟନ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ -ସିପେଟ ଜୟପୁରଠାରେ ଉଦ୍ଘାଟନ କରିଛନ୍ତି । ସେ ମଧ୍ୟ ରାଜସ୍ଥାନର ବାଂସୱାଡା, ସିରୋହୀ, ହନୁମାନଗଡ ଓ ଦଉସା ଜିଲ୍ଲାରେ ଚାରୋଟି ନୂତନ ମେଡିକାଲ କଲେଜର ଶିଳାନ୍ୟାସ ମଧ୍ୟ କରିଛନ୍ତି । ସିପେଟ ପ୍ରତିଷ୍ଠାନ ଓ ଚାରିଟି ନୂତନ ମେଡିକାଲ କଲେଜ ନିମନ୍ତେ ସେ ରାଜସ୍ଥାନବାସୀଙ୍କୁ ଅଭିନନ୍ଦନ ମଧ୍ୟ ଜଣାଇଥିଲେ । ୨୦୧୪ ମସିହା ପରେ କେନ୍ଦ୍ର ସରକାର ରାଜସ୍ଥାନ ପାଇଁ ୨୩ଟି ମେଡିକାଲ କଲେଜ ଅନୁମୋଦନ କରିଥିଲେ ଓ ସେଥିରୁ ସାତଟିର କାର୍ଯ୍ୟ ଶେଷ ହୋଇଛି ବୋଲି ସେ କହିଛଛନ୍ତି ।ମୋଦୀ ସରକାର ଶିକ୍ଷା କ୍ଷେତ୍ରରେ ଏଭଳି ପରିବର୍ତ୍ତନ ଆଣୁଛନ୍ତି
September 07th, 12:03 pm
ମୋଦୀ ସରକାର ପ୍ରାଥମିକ, ଉଚ୍ଚ ଏବଂ ଡାକ୍ତରୀ ଶିକ୍ଷା ଉପରେ ଧ୍ୟାନ ଦେଉଛନ୍ତି ଏବଂ ଶିକ୍ଷା କ୍ଷେତ୍ରରେ ଦ୍ରୁତ ପରିବର୍ତ୍ତନ ପାଇଁ ଜୋର ଦେଉଛନ୍ତି। ମୋଦୀ ସରକାର 2014 ରୁ ନୂତନ ଆଇଆଇଟି, ଆଇଆଇଏମ, ଆଇଆଇଟି, ଏନଆଇଟି ଏବଂ ଏନଆଇଡି ପ୍ରତିଷ୍ଠା କରିବାକୁ ଘୋଷଣା କରିଛନ୍ତି । 2014 ରୁ ପ୍ରତିବର୍ଷ ଏକ ନୂତନ ଆଇଆଇଟି ଏବଂ ଆଇଆଇଏମ ଖୋଲାଯାଇଛି ।ପ୍ରଧାନମନ୍ତ୍ରୀ ଆସନ୍ତା ୭ତାରିଖ (୦୭.୦୯.୨୦୨୧)ଦିନ ଶିକ୍ଷକ ପର୍ବ ଆଲୋଚନାଚକ୍ର ଉଦ୍ଘାଟନୀ ସମାରୋହରେ ଦେବେ ଉଦ୍ବୋଧନ
September 05th, 02:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୭ତାରିଖ (୦୭.୦୯.୨୦୨୧) ଦିନ ଶିକ୍ଷକ ପର୍ବର ଉଦ୍ଘାଟନୀ ଆଲୋଚନାଚକ୍ରରେ ପୂର୍ବାହ୍ନ ୧୧ଟାବେଳେ ଭିଡିଓ କନ୍ଫରେନ୍ସିଂ ଜରିଆରେ ଉଦ୍ବୋଧନ ଦେବେ । ଏହି ଅବସରରେ ସେ ଶିକ୍ଷା କ୍ଷେତ୍ରରେ କେତେକ କାର୍ଯ୍ୟକ୍ରମ ଶୁଭାରରମ୍ଭ ମଧ୍ୟ କରିବେ ।ମେଡିକାଲ ପାଠ୍ୟକ୍ରମରେ ଅନ୍ୟାନ୍ୟ ଅନଗ୍ରସର ଓ ଆର୍ଥିକ ଦୁର୍ବଳ ଶ୍ରେଣୀ ନିମନ୍ତେ ସଂରକ୍ଷଣ ନିଷ୍ପତ୍ତିକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
July 29th, 05:17 pm
ନିମ୍ନ ସ୍ନାତକ ଓ ସ୍ନାତକୋତ୍ତର ମେଡିକାଲ ଓ ଡେଣ୍ଟାଲ ପାଠ୍ୟକ୍ରମରେ ଚଳିତ ଶିକ୍ଷାବର୍ଷରୁ ଶତକଡା ୨୭ଭାଗ ଅନ୍ୟାନ୍ୟ ଅନଗ୍ରସର ଓ ଶତକଡା ଦଶଭାଗ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ନିମନ୍ତେ ସଂରକ୍ଷଣ ନିଷ୍ପତିକୁ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କରିଛନ୍ତି ।