ବିହାରର ଭାଗଲପୁରରେ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 24th, 02:35 pm
ଅଙ୍ଗରାଜ ଦାନବୀର କର୍ଣ୍ଣଙ୍କ ପବିତ୍ର ଭୂମି, ମହର୍ଷି ମେହୀଙ୍କ ତପସ୍ୟା ସ୍ଥାନ, ଭଗବାନ ବାସୁପୂଜ୍ୟଙ୍କ ପାଞ୍ଚଟି ପବିତ୍ର ଘଟଣାର ସ୍ଥାନ ଏବଂ ବିଶ୍ୱ ପ୍ରସିଦ୍ଧ ବିକ୍ରମଶିଳା ମହାବିହାର ବାବା ବୁଢାନାଥଙ୍କ ପବିତ୍ର ଭୁମିରେ ମୋର ସମସ୍ତ ଭାଇ ଭଉଣୀଙ୍କୁ ପ୍ରଣାମ କରୁଛି ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପିଏମ୍ କିଷାନର ୧୯ତମ କିସ୍ତି ଜାରି କରିଛନ୍ତି, ବିହାରର ଭାଗଲପୁରରୁ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି
February 24th, 02:30 pm
କୃଷକ କଲ୍ୟାଣ ସୁନିଶ୍ଚିତ କରିବା ଦିଗରେ ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ଭାଗଲପୁରରୁ ପିଏମ୍ କିଷାନର ୧୯ତମ କିସ୍ତି ଜାରି କରିଛନ୍ତି । ଏହି ଅବସରରେ ସେ ଅନେକ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଓ ଜନସାଧାରଣଙ୍କୁ ଶ୍ରୀ ମୋଦୀ ଆଭାଷୀ ଭାବେ ସ୍ୱାଗତ କରିଥିଲେ। ମହାକୁମ୍ଭର ପବିତ୍ର ସମୟରେ ମନ୍ଦରାଚଳ ମାଟିରେ ପାଦ ରଖିବା ଏକ ବଡ଼ ସୌଭାଗ୍ୟ ବୋଲି ସେ କହିଛନ୍ତି। ଏହି ସ୍ଥାନରେ ଆଧ୍ୟାତ୍ମିକତା, ଐତିହ୍ୟ ସହିତ ବିକଶିତ ଭାରତର ସମ୍ଭାବନା ମଧ୍ୟ ରହିଛି ବୋଲି ସେ କହିଥିଲେ। ଏହା ସହିଦ ତିଲକା ମାଝୀଙ୍କ ଭୂମି ତଥା ରେଶମ ସହର ଭାବେ ପ୍ରସିଦ୍ଧ ବୋଲି ଶ୍ରୀ ମୋଦୀ କହିଥିଲେ। ବାବା ଅଜଗାଇବିନାଥଙ୍କ ପବିତ୍ର ଭୂମିରେ ଆଗାମୀ ମହାଶିବରାତ୍ରି ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି ବୋଲି ସେ କହିଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ ଏଭଳି ପବିତ୍ର ମୁହୂର୍ତ୍ତରେ ପିଏମ୍ କିଷାନର ୧୯ତମ କିସ୍ତି ପ୍ରଦାନ କରି ସେ ଭାଗ୍ୟବାନ ଏବଂ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର ମାଧ୍ୟମରେ ପ୍ରାୟ ୨୨,୦୦୦ କୋଟି ଟଙ୍କା ସିଧାସଳଖ କୃଷକଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯାଇଛି।Our government's intentions, policies and decisions are empowering rural India with new energy: PM
January 04th, 11:15 am
PM Modi inaugurated Grameen Bharat Mahotsav in Delhi. He highlighted the launch of campaigns like the Swamitva Yojana, through which people in villages are receiving property papers. He remarked that over the past 10 years, several policies have been implemented to promote MSMEs and also mentioned the significant contribution of cooperatives in transforming the rural landscape.PM Modi inaugurates the Grameen Bharat Mahotsav 2025
January 04th, 10:59 am
PM Modi inaugurated Grameen Bharat Mahotsav in Delhi. He highlighted the launch of campaigns like the Swamitva Yojana, through which people in villages are receiving property papers. He remarked that over the past 10 years, several policies have been implemented to promote MSMEs and also mentioned the significant contribution of cooperatives in transforming the rural landscape.Delhi's voters have resolved to free the city from 'AAP-da': PM Modi
January 03rd, 01:03 pm
PM Modi inaugurated key development projects in Delhi, including housing for poor families. He emphasized India’s vision for 2025 as a year of growth, entrepreneurship, and women-led development, reaffirming the goal of a pucca house for every citizen.ଦିଲ୍ଲୀରେ ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 03rd, 12:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ଏକ ବିଶାଳ ଜନସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ ନୂଆବର୍ଷର ଶୁଭେଚ୍ଛା ଜଣାଇବା ସହ ବିଶ୍ୱାସ ବ୍ୟକ୍ତ କରିଥିଲେ ଯେ ୨୦୨୫ ଭାରତର ବିକାଶ ପାଇଁ ଏକ ବିପୁଳ ସୁଯୋଗର ବର୍ଷ ହେବ, ଯାହା ଦେଶକୁ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତିରେ ପରିଣତ କରିବାର ଲକ୍ଷ୍ୟ ଆଡକୁ ଆଗେଇ ନେବ । ଆଜି ଭାରତ ରାଜନୈତିକ ଓ ଅର୍ଥନୈତିକ ସ୍ଥିରତାର ଏକ ବିଶ୍ୱ ପ୍ରତୀକ ଭାବେ ଉଭା ହୋଇଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଆଗାମୀ ବର୍ଷରେ ଦେଶର ଭାବମୂର୍ତ୍ତି ଆହୁରି ସୁଦୃଢ଼ ହେବ ବୋଲି ସେ କହିଛନ୍ତି। ଶ୍ରୀ ମୋଦୀ ୨୦୨୫ ପାଇଁ ଭିଜନ୍ ବିଷୟରେ ଆଲୋକପାତ କରିଥିଲେ, ଏହାକୁ ବିଶ୍ୱର ସର୍ବବୃହତ ଉତ୍ପାଦନ କେନ୍ଦ୍ରରେ ପରିଣତ କରିବା, ଷ୍ଟାର୍ଟଅପ୍ ଏବଂ ଉଦ୍ୟୋଗପାଇଁ ଯୁବକମାନଙ୍କୁ ସଶକ୍ତ କରିବା, ନୂତନ କୃଷି ରେକର୍ଡ ସ୍ଥାପନ କରିବା, ମହିଳାଙ୍କ ନେତୃତ୍ୱାଧୀନ ବିକାଶକୁ ପ୍ରୋତ୍ସାହିତ କରିବା ଏବଂ ସହଜ ଜୀବନଧାରଣ ଉପରେ ଧ୍ୟାନ ଦେଇ ପ୍ରତ୍ୟେକ ନାଗରିକଙ୍କ ଜୀବନର ଗୁଣବତ୍ତା ରେ ଉନ୍ନତି ଆଣିବା ଉପରେ ଗୁରୁତ୍ୱାରୋପ କରିଥିଲେ ।ରାଜସ୍ଥାନର ଜୟପୁରରେ ରାଇଜିଂ ରାଜସ୍ଥାନ ଗ୍ଲୋବାଲ ଇନଭେଷ୍ଟମେଣ୍ଟ ଶିଖର ସମ୍ମିଳନୀ ୨୦୨୪ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 09th, 11:00 am
ରାଜସ୍ଥାନର ରାଜ୍ୟପାଳ ଶ୍ରୀ ହରିଭାଉ ବାଗଡେ ଜୀ, ରାଜସ୍ଥାନର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଜୀ ଶର୍ମା, ରାଜସ୍ଥାନ ସରକାରଙ୍କ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, ଶିଳ୍ପଜଗତର ସାଥିମାନେ, ବିଭିନ୍ନ ରାଷ୍ଟ୍ରଦୂତ, ଦୂତାବାସର ପ୍ରତିନିଧି, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ।PM Modi inaugurates Rising Rajasthan Global Investment Summit
December 09th, 10:34 am
PM Modi inaugurated the Rising Rajasthan Global Investment Summit 2024 and Rajasthan Global Business Expo in Jaipur, highlighting India's rapid economic growth, digital advancements, and youth power. He emphasized India's rise as the 5th largest economy, doubling exports and FDI, and the transformative impact of tech-driven initiatives like UPI and DBT.ନୂଆଦିଲ୍ଲୀରେ ପ୍ରଥମ ବୋଡୋଲ୍ୟାଣ୍ଡ ମହୋତ୍ସବ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 15th, 06:32 pm
ଆଜି କାର୍ତ୍ତିକ ପୂର୍ଣ୍ଣିମାର ପବିତ୍ର ଅବସର । ଆଜି ଦେବ ଦୀପାବଳି ପାଳନ କରାଯାଉଛି। ମୁଁ ଦେଶବାସୀଙ୍କୁ ଏହି ପର୍ବର ଶୁଭେଚ୍ଛା ଜଣାଉଛି । ଆଜି ହେଉଛି ଗୁରୁ ନାନକ ଦେବଜୀଙ୍କର ୫୮୮ତମ ପ୍ରକାଶ ପର୍ବ ମଧ୍ୟ ଅଟେ। ଏହି ଅବସରରେ ମୁଁ ସମଗ୍ର ଦେଶକୁ, ବିଶେଷ କରି ବିଶ୍ୱର ଶିଖ୍ ଭାଇ ଭଉଣୀମାନଙ୍କୁ ଅଭିନନ୍ଦନ ଜଣାଉଛି । ଆଜି ସମଗ୍ର ଦେଶ ଜନଜାତୀୟ ଗୌରବ ଦିବସ ପାଳନ କରୁଛି। ଆଜି ସକାଳେ ମୁଁ ବିହାରର ଜମୁଇଠାରେ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ଉତ୍ସବରେ ଯୋଗ ଦେଇଥିଲି ଏବଂ ବର୍ତ୍ତମାନ ସନ୍ଧ୍ୟାରେ ଏଠାରେ ପ୍ରଥମ ବୋଡୋ ମହୋତ୍ସବ ଆରମ୍ଭ ହେବ । ପ୍ରଥମ ବୋଡୋଲ୍ୟାଣ୍ଡ ଫେଷ୍ଟିଭାଲରେ ଆସାମ ସମେତ ଦେଶର ବିଭିନ୍ନ ରାଜ୍ୟରୁ ବୋଡ଼ୋ ସମ୍ପ୍ରଦାୟର ଲୋକ ଆସିଛନ୍ତି। ଶାନ୍ତି, ସଂସ୍କୃତି ଏବଂ ସମୃଦ୍ଧିର ନୂତନ ଭବିଷ୍ୟତ କୁ ପାଳନ କରିବା ପାଇଁ ଏଠାରେ ଏକାଠି ହୋଇଥିବା ସମସ୍ତ ବୋଡ଼ୋ ବନ୍ଧୁମାନଙ୍କୁ ମୁଁ ଅଭିନନ୍ଦନ ଜଣାଉଛି ।ଦିଲ୍ଲୀରେ ପ୍ରଥମ ବୋଡ଼ୋଲ୍ୟାଣ୍ଡ ମହୋତ୍ସବକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 15th, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦୁଇ ଦିନିଆ ପ୍ରଥମ ବୋଡ଼ୋଲ୍ୟାଣ୍ଡ ମହୋତ୍ସବକୁ ଉଦଘାଟନ କରିଛନ୍ତି । ଭାଷା, ସାହିତ୍ୟ ଓ ସଂସ୍କୃତି ଉପରେ ଆଧାରିତ ଏହି ଉତ୍ସବ ଏକ ଉତ୍ସାହୀ ବୋଡ଼ୋ ସମାଜ ଗଠନ ସହ ଶାନ୍ତିି ପ୍ରତିଷ୍ଠା ପାଇଁ ଉଦ୍ଦିଷ୍ଟ ।Mahayuti government stands firmly on the side of national unity and development: PM in Mumbai
November 14th, 02:51 pm
PM Modi addressed the public meeting in Mumbai, emphasizing the choice Maharashtra faces in the upcoming elections: a government committed to progress or one mired in pisive politics. He recalled the legacy of Maharashtra’s great leaders like Balasaheb Thackeray, who first raised the demand to rename Aurangabad to Chhatrapati Sambhajinagar. Despite opposition from Congress, the Mahayuti government fulfilled this promise, highlighting the contrast between the BJP’s respect for Maharashtra's pride and Congress’s attempts to obstruct progress.The Mahayuti government delivered on its promise to rename Aurangabad as Chhatrapati Sambhajinagar: PM Modi
November 14th, 02:40 pm
In a powerful address at a public meeting in Chhatrapati Sambhajinagar, Prime Minister Narendra Modi highlighted the crucial choice facing Maharashtra in the upcoming elections - between patriotism and pisive forces. PM Modi assured the people of Maharashtra that the BJP-Mahayuti government is dedicated to uplifting farmers, empowering youth, supporting women, and advancing marginalized communities.PM Modi delivers impactful addresses in Chhatrapati Sambhajinagar, Panvel & Mumbai, Maharashtra
November 14th, 02:30 pm
In powerful speeches at public meetings in Chhatrapati Sambhajinagar, Panvel & Mumbai, Prime Minister Narendra Modi highlighted the crucial choice facing Maharashtra in the upcoming elections - between patriotism and pisive forces. PM Modi assured the people of Maharashtra that the BJP-Mahayuti government is dedicated to uplifting farmers, empowering youth, supporting women, and advancing marginalized communities.Maharashtra needs a Mahayuti government with clear intentions and a spirit of service: PM Modi in Solapur
November 12th, 05:22 pm
PM Modi addressed a public gathering in Solapur, Maharashtra, highlighting BJP’s commitment to Maharashtra's heritage, middle-class empowerment, and development through initiatives that respect the state's legacy.PM Modi addresses public meetings in Chimur, Solapur & Pune in Maharashtra
November 12th, 01:00 pm
Campaigning in Maharashtra has gained momentum, with PM Modi addressing multiple public meetings in Chimur, Solapur & Pune. Congratulating Maharashtra BJP on releasing an excellent Sankalp Patra, PM Modi said, “This manifesto includes a series of commitments for the welfare of our sisters, for farmers, for the youth, and for the development of Maharashtra. This Sankalp Patra will serve as a guarantee for Maharashtra's development over the next 5 years.Ensuring a better life for Jharkhand’s sisters and daughters is my foremost priority: PM Modi in Bokaro
November 10th, 01:18 pm
Jharkhand’s campaign heats up as PM Modi’s back-to-back rallies boost enthusiasm across the state. Ahead of the first phase of Jharkhand’s assembly elections, PM Modi today addressed a mega rally in Bokaro. He said that there is only one echo among the people of the state that: ‘Roti, Beti, Maati ki pukar, Jharkhand mein BJP-NDA Sarkar,’ and people want BJP-led NDA to come to power in the assembly polls.”PM Modi captivates crowds with impactful speeches in Jharkhand’s Bokaro & Gumla
November 10th, 01:00 pm
Jharkhand’s campaign heats up as PM Modi’s back-to-back rallies boost enthusiasm across the state. Ahead of the first phase of Jharkhand’s assembly elections, PM Modi today addressed two mega rallies in Bokaro and Gumla. He said that there is only one echo among the people of the state that: ‘Roti, Beti, Maati ki pukar, Jharkhand mein BJP-NDA Sarkar,’ and people want BJP-led NDA to come to power in the assembly polls.”Ek Hain To Safe Hain: PM Modi in Nashik, Maharashtra
November 08th, 12:10 pm
A large audience gathered for public meeting addressed by Prime Minister Narendra Modi in Nashik, Maharashtra. Reflecting on his strong bond with the state, PM Modi said, “Whenever I’ve sought support from Maharashtra, the people have blessed me wholeheartedly.” He further emphasized, “If Maharashtra moves forward, India will prosper.” Over the past two and a half years, the Mahayuti government has demonstrated the rapid progress the state can achieve.Article 370 will never return. Baba Saheb’s Constitution will prevail in Kashmir: PM Modi in Dhule, Maharashtra
November 08th, 12:05 pm
A large audience gathered for a public meeting addressed by PM Modi in Dhule, Maharashtra. Reflecting on his bond with Maharashtra, PM Modi said, “Whenever I’ve asked for support from Maharashtra, the people have blessed me wholeheartedly.”PM Modi addresses public meetings in Dhule & Nashik, Maharashtra
November 08th, 12:00 pm
A large audience gathered for public meetings addressed by Prime Minister Narendra Modi in Dhule and Nashik, Maharashtra. Reflecting on his strong bond with the state, PM Modi said, “Whenever I’ve sought support from Maharashtra, the people have blessed me wholeheartedly.” He further emphasized, “If Maharashtra moves forward, India will prosper.” Over the past two and a half years, the Mahayuti government has demonstrated the rapid progress the state can achieve.