
ଏସିଆନ୍ ପାରା ଗେମ୍ସରେ ଚେସ୍ ରେ ବ୍ରୋଞ୍ଜ ପଦକ ଜିତିଥିବା ହିମାଂଶୀ ରାଠୀ, ସଂସ୍କୃତି ମୋରେ, ଭ୍ରୁଥି ଜୈନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
October 28th, 08:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହାଙ୍ଗଜୋ ଏସୀୟ ପାରା ଗେମ୍ସରେ ମହିଳା ଚେସ୍ ବି-୧ ବର୍ଗ ଦଳରେ କାଂସ୍ୟ ପଦକ ଜିତିଥିବା ହିମାଂଶୀ ରାଠୀ, ସଂସ୍କୃତି ମୋରେ ଏବଂ ଭୃଥି ଜୈନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଏସିଆନ୍ ପାରା ଗେମ୍ସରେ ଚେସ୍ ରେ ବ୍ରୋଞ୍ଜ ପଦକ ହାସଲ କରିଥିବା ହିମାଂଶୀ ରାଠୀଙ୍କୁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି
October 27th, 12:32 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହାଙ୍ଗଜୋ ଏସୀୟ ପାରା ଗେମ୍ସରେ ଚେସ୍ ମହିଳା ବ୍ୟକ୍ତିଗତ ମାନକ ଷଷ୍ଠ-ବି୧ ଆରଏନଡି୭ ଇଭେଣ୍ଟରେ ଚମତ୍କାର ପ୍ରଦର୍ଶନ କରି କାଂସ୍ୟ ପଦକ ହାସଲ କରିଥିବା ହିମାଂଶୀ ରାଠିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।