ଜାତୀୟ ପଞ୍ଚାୟତିରାଜ ଦିବସ ପାଳନରେ ଅଂଶ ଗ୍ରହଣ କରିବାକୁ ପ୍ରଧାନମନ୍ତ୍ରୀ ଆସନ୍ତାକାଲି ଗସ୍ତ କରିବେ ଜମ୍ମୁ ଓ କଶ୍ମୀର
April 23rd, 11:23 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ପଞ୍ଚାୟତିରାଜ ଦିବସ ସମାରୋହରେ ଅଂଶ ଗ୍ରହଣ କରିବା ନିମନ୍ତେ ଆସନ୍ତା କାଲି ଜମ୍ମୁ ଓ କଶ୍ମୀର ଗସ୍ତ କରି ସେଠାରେ ଦେଶବ୍ୟାପୀ ଗ୍ରାମସଭାଗୁଡିକୁ ସମ୍ବୋଧିତ କରିବେ । ସେ ଶମ୍ବା ଜିଲ୍ଲାର ପାଲୀ ପଞ୍ଚାୟତ ପରିଦର୍ଶନ କରିବେ । ପରିଦର୍ଶନ କାଳରେ ପ୍ରଧାନମନ୍ତ୍ରୀ ୨୦ ହଜାର କୋଟି ଟଙ୍କାରୁ ଅଧିକ ଅନେକ ବହୁମୁଖୀ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ସେ ଅମୃତ ସରୋବର କାର୍ଯ୍ୟ ମଧ୍ୟ ଆରମ୍ଭ କରିବେ । ପରେ ପରେ ଅପରାହ୍ନ ପ୍ରାୟ ୫ଟା ବେଳକୁ ପ୍ରଧାନମନ୍ତ୍ରୀ ମୁମ୍ବାଇରେ ମାଷ୍ଟର ଦୀନନାଥ ମଙ୍ଗେସକର ସମ୍ମାନ ସମାରୋହରେ ଯୋଗଦେବେ ଓ ସେଠାରେ ସେ ପ୍ରଥମ ଲତା ଦୀନନାଥ ମଙ୍ଗେସକର ସମ୍ମାନ ଗ୍ରହଣ କରିବେ ।In a democracy, dynasty politics is wrong. We need to free the state and nation from it.
March 26th, 07:22 pm
In a democracy, dynasty politics is wrong. We need to free the state and nation from it.