I am taking action against corruption, and that's why some people have lost their patience: PM Modi in Meerut
March 31st, 04:00 pm
Ahead of the Lok Sabha Election 2024, PM Modi kickstarted the Bharatiya Janata Party poll campaign in Uttar Pradesh’s Meerut with a mega rally. Addressing the gathering, the PM said, “With this land of Meerut, I share a special bond. In 2014 and 2019... I began my election campaign from here. Now, the first rally of the 2024 elections is also happening in Meerut. The 2024 elections are not just about forming a government. The 2024 elections are about building a Viksit Bharat.”PM Modi addresses a public meeting in Meerut, Uttar Pradesh
March 31st, 03:30 pm
Ahead of the Lok Sabha Election 2024, PM Modi kickstarted the Bharatiya Janata Party poll campaign in Uttar Pradesh’s Meerut with a mega rally. Addressing the gathering, the PM said, “With this land of Meerut, I share a special bond. In 2014 and 2019... I began my election campaign from here. Now, the first rally of the 2024 elections is also happening in Meerut. The 2024 elections are not just about forming a government. The 2024 elections are about building a Viksit Bharat.”LDF & UDF people pretend to be opponents, but in Delhi, they 'hug' each other: PM Modi in Pathanamthitta
March 15th, 02:00 pm
Prime Minister Narendra Modi addressed at an event in Pathanamthitta, Kerala, where the PM was showered with extreme love and admiration. The PM instantly established a core connection with the crowd by addressing them in their own language. Directing towards the huge crowd, the PM remarked, that “BJP is promoting the youth energy here. Here BJP candidate Anil K Antony is full of passion to serve you. Kerala politics needs such freshness.”PM Modi addresses at an energetic event in Pathanamthitta, Kerala
March 15th, 01:30 pm
Prime Minister Narendra Modi addressed at an event in Pathanamthitta, Kerala, where the PM was showered with extreme love and admiration. The PM instantly established a core connection with the crowd by addressing them in their own language. Directing towards the huge crowd, the PM remarked, that “BJP is promoting the youth energy here. Here BJP candidate Anil K Antony is full of passion to serve you. Kerala politics needs such freshness.”BJP will enable development, eliminate corruption, empower women in Rajasthan: PM Modi
November 18th, 11:49 am
Ahead of the Assembly Election in poll-bound Rajasthan, PM Modi addressed a triumphant Vijay Sankalp Sabha in Bharatpur. He said, “There is a unanimous voice in Rajasthan, and that is to enable BJP to emerge victorious in Rajasthan.” He added, “BJP’s vision for Rajasthan is to enable its development, eliminate corruption and empower its women.”PM Modi addresses triumphant Vijay Sankalp Sabha in Bharatpur and Nagaur, Rajasthan
November 18th, 11:04 am
Ahead of the Assembly Election in poll-bound Rajasthan, PM Modi addressed triumphant Vijay Sankalp Sabhas in Bharatpur and Nagaur. He said, “There is a unanimous voice in Rajasthan, and that is to enable BJP to emerge victorious in Rajasthan.” He added, “BJP’s vision for Rajasthan is to enable its development, eliminate corruption and empower its women.”ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍'
June 18th, 11:30 am
ନମସ୍କାର । ‘ମନ୍ କି ବାତ୍’ ରେ ପୁଣି ଥରେ ଆପଣମାନଙ୍କୁ ସ୍ୱାଗତ । ‘ମନ୍ କି ବାତ୍’ ପ୍ରାୟତଃ ପ୍ରତି ମାସର ଶେଷ ରବିବାର ଦିନ ହୋଇଥାଏ, କିନ୍ତୁ ଏଥର ଗୋଟିଏ ସପ୍ତାହ ପୂର୍ବରୁ ହେଉଛି । ଆପଣମାନେ ତ ଜାଣିଛନ୍ତି, ଆସନ୍ତା ସପ୍ତାହରେ ମୁଁ ଆମେରିକାରେ ଥିବି ଆଉ ସେଠାରେ ଅନେକ କାର୍ଯ୍ୟବ୍ୟସ୍ତତା ମଧ୍ୟ ରହିବ । ତେଣୁ, ମୁଁ ଭାବିଲି ଯେ ସେଠାକୁ ଯିବା ଆଗରୁ ହିଁ ଆପଣମାନଙ୍କ ସହିତ କଥା ହେବି, ତା’ଠୁ ଭଲ ଆଉ କ’ଣ ହୋଇପାରେ? ଜନତା ଜନାର୍ଦ୍ଦନଙ୍କ ଆଶୀର୍ବାଦ, ଆପଣଙ୍କ ପ୍ରେରଣା ଯୋଗୁଁ ମୋ’ର ଶକ୍ତି ମଧ୍ୟ ବୃଦ୍ଧି ପାଇଚାଲିବ।ହୋଲି ଶୁଭେଚ୍ଛା ପାଇଁ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ
March 08th, 10:25 pm
ଇସ୍ରାଏଲ ପ୍ରଧାନମନ୍ତ୍ରୀ ମହାମହିମ ବେଞ୍ଜାମିନ ନେତାନ୍ୟାହୁଙ୍କ ହୋଲି ଶୁଭେଚ୍ଛାର ପ୍ରତ୍ୟୁତ୍ତର ଦେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଟ୍ୱିଟ କରିଛନ୍ତି;ଦେଶବାସୀଙ୍କୁ ହୋଲି ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
March 08th, 08:41 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭ ଓ ରଙ୍ଗଭରା ହୋଲିର ଶୁଭେଚ୍ଛା ଜଣାଇବା ସହ ସମସ୍ତଙ୍କ ଜୀବନରେ ଆନନ୍ଦ ଓ ଉଲ୍ଲାସ କାମନା କରିଛନ୍ତି ।ଗୁଜରାଟ ରୋଜଗାର ମେଳାକୁ ଭିଡିଓ ବାର୍ତ୍ତା ଜରିଆରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 06th, 04:35 pm
ଚାରିଆଡେ ହୋଲି ପର୍ବର ଗୁଞ୍ଜରଣ ଶୁଣାଯାଉଛି । ଆପଣ ସମସ୍ତଙ୍କୁ ହୋଲି ପାଇଁ ବହୁତ- ବହୁତ ଶୁଭକାମନା ମଧ୍ୟ ଜଣାଉଛି । ଆଜିକାର ଏହି ଆୟୋଜନ ଦ୍ୱାରା ହଜାର- ହଜାର ପରିବାରଙ୍କର ହୋଲିର ଏହି ଗୁରୁତ୍ୱପୂର୍ଣ୍ଣ ପର୍ବ ପାଇଁ ଯେଉଁ ଖୁସି ରହିଛି ତାହା ବହୁ ଗୁଣ ବଢ଼ି ଯାଇଛି । କିଛି ସମୟ ମଧ୍ୟରେ ହିଁ ଗୁଜରାଟରେ ଦ୍ୱିତୀୟ ଥର ପାଇଁ ରୋଜଗାର ମେଳାର ଆୟୋଜନ ହେଉଛି । ମୁଁ ଆମର ମୁଖ୍ୟମନ୍ତ୍ରୀ ଶ୍ରୀମାନ ଭୁପେନ୍ଦ୍ର ଭାଇ ଏବଂ ତାଙ୍କର ସମ୍ପୂର୍ଣ୍ଣ ଟିମକୁ ଏହି କାର୍ଯ୍ୟ ପାଇଁ ବହୁତ- ବହୁତ ଶୁଭେଚ୍ଛା ଜଣାଉଛି ।ପ୍ରଧାନମନ୍ତ୍ରୀ ଗୁଜରାଟ ରୋଜଗାର ମେଳାକୁ ସମ୍ବୋଧିତ କରିଛନ୍ତି
March 06th, 04:15 pm
ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ହୋଲିର ପର୍ବ କୋଣ ଅନୁକୋଣରେ ଅନୁଭୂତ ହେଉଛି ଏବଂ ଗୁଜରାଟ ରୋଜଗାର ମେଳାର ଆୟୋଜନ ସେମାନଙ୍କ ନିଯୁକ୍ତି ପତ୍ର ଗ୍ରହଣ କରୁଥିବା ବ୍ୟକ୍ତି ମାନଙ୍କ ପାଇଁ ଉତ୍ସବକୁ ଦ୍ୱିଗୁଣିତ କରିବ । ଗୁଜରାଟରେ ଦ୍ୱିତୀୟ ଥର ପାଇଁ ରୋଜଗାର ମେଳା ଅନୁଷ୍ଠିତ ହେଉଥିବା ସମ୍ପର୍କରେ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ଯୁବକ ମାନଙ୍କ ପାଇଁ ନିରନ୍ତର ସୁଯୋଗ ପ୍ରଦାନ କରିବା ଏବଂ ଦେଶର ବିକାଶ କ୍ଷେତ୍ରରେ ସେମାନଙ୍କର ସାମର୍ଥ୍ୟକୁ ବ୍ୟବହାର କରିବା ପାଇଁ ସରକାରଙ୍କ ପ୍ରତିବଦ୍ଧତା ଉପରେ ଆଲୋକପାତ କରିଥିଲେ । ପ୍ରଧାନମନ୍ତ୍ରୀ ଖୁସି ବ୍ୟକ୍ତ କରିଛନ୍ତି ଯେ, କେନ୍ଦ୍ର ସରକାର ଏବଂ ଏନଡିଏ ଶାସିତ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ସର୍ବାଧିକ ସଂଖ୍ୟକ ଚାକିରି ଯୋଗାଇବା ପାଇଁ ନିରନ୍ତର କାର୍ଯ୍ୟ କରି ଚାଲିଛନ୍ତି । ପ୍ରଧାନମନ୍ତ୍ରୀ ଏହା ମଧ୍ୟ ସୂଚନା ଦେଇଛନ୍ତି ଯେ , କେନ୍ଦ୍ର ସରକାରଙ୍କ ବ୍ୟତୀତ ୧୪ ଟି ଏନଡିଏ ଶାସିତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳ ଗୁଡିକରେ ନିରନ୍ତର ନିଯୁକ୍ତି ମେଳା ଆୟୋଜନ କରାଯାଉଛି । ସେ ଏହି ବିଶ୍ୱାସ ବ୍ୟକ୍ତ କରିଛନ୍ତି ଯେ, ନୂତନ ଦାୟିତ୍ୱ ଗ୍ରହଣ କରୁଥିବା ଯୁବକମାନେ ଅମୃତ କାଳର ସଂକଳ୍ପ ପୂରଣ କରିବାରେ ସମ୍ପୂର୍ଣ୍ଣ ରୂପେ ନିଜର ଯୋଗଦାନ ଦେବେ ।'ମନ୍ କୀ ବାତ୍' ଜନ ଭାଗିଦାରୀର ପରିପ୍ରକାଶର ଏକ ଅଦ୍ଭୁତ ମାଧ୍ୟମ ପାଲଟିଛି: ପ୍ରଧାନମନ୍ତ୍ରୀ ମୋଦୀ
February 26th, 11:00 am
ଆପଣମାନଙ୍କର ମନେଥିବ, ସର୍ଦ୍ଦାର ପଟେଲଙ୍କ ଜୟନ୍ତୀ ଅର୍ଥାତ ଏକତା ଦିବସ ଅବସରରେ ‘ମନ୍ କି ବାତ୍’ରେ ଆମେ ତିନୋଟି ପ୍ରତିଯୋଗିତା କଥା କହିଥିଲୁ । ଏହି ପ୍ରତିଯୋଗିତାଗୁଡ଼ିକ ଦେଶଭକ୍ତି ଗୀତ ରଚନା, ନାନାବାୟା ଗୀତ ରଚନା ଏବଂ ରଙ୍ଗୋଲି ଅଙ୍କନ ଉପରେ ଆଧାରିତ ଥିଲା । ଏ କଥା କହିବାରେ ମୋତେ ଖୁସି ଲାଗୁଛି ଯେ, ସମଗ୍ର ଦେଶର ୭୦୦ରୁ ଅଧିକ ଜିଲ୍ଲାରୁ ୫ ଲକ୍ଷରୁ ଅଧିକ ଲୋକେ ଏଥିରେ ଉତ୍ସାହର ସହିତ ଅଂଶଗ୍ରହଣ କରିଛନ୍ତି । ପିଲା, ବୟସ୍କ ବ୍ୟକ୍ତି, ବରିଷ୍ଠ ଲୋକେ, ସମସ୍ତେ ଉତ୍ସାହର ସହିତ ଏଥିରେ ଅଂଶଗ୍ରହଣ କରି ୨୦ରୁ ଅଧିକ ଭାଷାରେ ନିଜର କୃତିମାନ ପଠାଇଛନ୍ତି । ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ସମସ୍ତ ଅଂଶ ଗ୍ରହଣକାରୀ ମାନଙ୍କୁ ମୁଁ ଅଭିନନ୍ଦନ ଜଣାଉଛି । ଆପଣମାନଙ୍କ ମଧ୍ୟରୁ ପ୍ରତ୍ୟେକେ ଜଣେ ଜଣେ ଚମ୍ପିଆନ୍, କଳାର ସାଧକ । ନିଜ ଦେଶର ବିବିଧତା ଏବଂ ସଂସ୍କୃତି ପ୍ରତି ଆପଣମାନଙ୍କ ହୃଦୟରେ କେତେ କେତେ ପ୍ରେମ ଭରି ରହିଛି, ତାହା ଆପଣମାନେ ଦର୍ଶାଇଛନ୍ତି ।ହୋଲି ଅବସରରେ ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
March 18th, 07:44 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହୋଲି ଅବସରରେ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।‘ବିଶ୍ୱ ପାଇଁ ମେକ୍ ଇନ୍ ଇଣ୍ଡିଆ’ ବଜେଟ ପରବର୍ତୀ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 03rd, 10:08 am
ଏହି ବଜେଟରେ ‘ଆତ୍ମନିର୍ଭର ଭାରତ’ ଏବଂ ‘ମେକ୍ ଇନ୍ ଇଣ୍ଡିଆ’କୁ ନେଇ ଯେଉଁ ନିଷ୍ପତି ସବୁ ନିଆଯାଇଛି, ସେସବୁ ଆମର ଶିଳ୍ପ ଏବଂ ଅର୍ଥନୀତି, ଦୁଇଟି ଯାକ ପାଇଁ ହେଉଛି ଖୁବ୍ ଗୁରୁତ୍ୱପୂର୍ଣ୍ଣ। ମେକ୍ ଇନ୍ ଇଣ୍ଡିଆ ଅଭିଯାନ ଆଜିକାର ଏକବିଂଶ ଶତାବ୍ଦୀର ହେଉଛି ଭାରତର ଆବଶ୍ୟକତା ମଧ୍ୟ, ଆଉ ଏହା ଆମକୁ ବିଶ୍ୱରେ ନିଜର ସାମର୍ଥ୍ୟ ଦେଖାଇବାର ସୁଯୋଗ ମଧ୍ୟ ପ୍ରଦାନ କରିଥାଏ।ଡିପିଆଇଆଇଟିର ମେକ ଇନ ଇଣ୍ଡିଆ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 03rd, 10:07 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶିଳ୍ପ ପ୍ରୋତ୍ସାହନ ଓ ଆଭ୍ୟନ୍ତରୀଣ ବାଣିଜ୍ୟ ବିଭାଗ ପକ୍ଷରୁ ଆୟୋଜିତ ବଜେଟ ସମ୍ପର୍କିତ ୱେବିନାରରେ ନିଜର ଅଭିଭାଷଣ ପ୍ରଦାନ କରିଛନ୍ତି । ବଜେଟ୍ ପରର ଅଷ୍ଟମ ୱେବିନାରକୁ ପ୍ରଧାନମନ୍ତ୍ରୀ ସମ୍ବୋଧନ କରିଛନ୍ତି । ୱେବିନାର ବିଷୟବସ୍ତୁ ହେଉଛି ‘ବିଶ୍ୱ ପାଇଁ ମେକ୍ ଇନ୍ ଇଣ୍ଡିଆ’ ।Double Engine Sarkar is the one for the poor, the farmers and the youth: PM Modi
February 20th, 01:41 pm
Prime Minister Narendra Modi today addressed public meetings in Hardoi and Unnao, Uttar Pradesh. Addressing his first rally in Hardoi, PM Modi appreciated the enthusiasm of the people and highlighted the connection, the people of Hardoi have with the festival of Holi, “I know, this time the people of Hardoi, the people of UP are preparing to play Holi with colours twice.”PM Modi addresses public meetings in Hardoi and Unnao, Uttar Pradesh
February 20th, 01:30 pm
Prime Minister Narendra Modi today addressed public meetings in Hardoi and Unnao, Uttar Pradesh. Addressing his first rally in Hardoi, PM Modi appreciated the enthusiasm of the people and highlighted the connection, the people of Hardoi have with the festival of Holi, “I know, this time the people of Hardoi, the people of UP are preparing to play Holi with colours twice.”ହୋଲି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
March 29th, 10:09 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ହୋଲି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
March 10th, 09:49 am
ଉତ୍ସାହ, ଆନନ୍ଦ ଓ ରଙ୍ଗର ପର୍ବ ହୋଲି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । “ଏହି ଉତ୍ସବ ସମସ୍ତଙ୍କ ଜୀବନରେ ଖୁସି ଭରିଦେଉ”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।ହୋଲି ଅବସରରେ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
March 21st, 08:23 am
ହୋଲି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।