Prime Minister pays homage to Shri Balasaheb Thackeray on his Punya Tithi

November 17th, 01:22 pm

The Prime Minister Shri Narendra Modi today paid homage to Shri Balasaheb Thackeray Ji on his Punya Tithi. Shri Modi hailed Shri Thackeray as a visionary who championed the cause of Maharashtra’s development and the empowerment of Marathi people.

Prime Minister pays homage to Bodofa Upendranath Brahma

November 15th, 11:04 pm

The Prime Minister Shri Narendra Modi today paid homage to Bodofa Upendranath Brahma, whose life journey gives strength to several people.

Prime Minister pays homage to Shri Jawaharlal Nehru on his birth anniversary

November 14th, 08:52 am

The Prime Minister, Shri Narendra Modi today paid homage to former Prime Minister, Shri Jawaharlal Nehru on his birth anniversary.

ଶ୍ରୀ ରାମବିଳାସ ପାଶ୍ୱାନଙ୍କ ପୁଣ୍ୟତିଥିରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଶ୍ରଦ୍ଧାଞ୍ଜଳି

October 08th, 02:52 pm

ଶ୍ରୀ ରାମବିଳାସ ପାଶ୍ୱାନ ଜୀଙ୍କୁ ତାଙ୍କ ପୁଣ୍ୟ ତିଥିରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଶ୍ରୀ ମୋଦୀ ଉଲ୍ଲେଖ କରିଛନ୍ତି ଯେ, ଶ୍ରୀ ରାମବିଳାସ ପାଶ୍ୱାନ ଜୀ ଜଣେ ଅସାଧାରଣ ନେତା ଥିଲେ । ଏକ ଦୃଢ଼ ଓ ବିକାଶିତ ଭାରତ ଗଠନ ସହ ଗରିବଙ୍କୁ ସଶକ୍ତ କରିବା ଦିଗରେ ସେ ନିଜକୁ ଉତ୍ସର୍ଗ କରିଥିଲେ ।

ସନ୍ଥ ଶ୍ରୀ ସେବାଲାଲ ଜୀ ମହାରାଜଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

October 05th, 02:41 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଥ ଶ୍ରୀ ବୋଲାଲ ଜୀ ମହାରାଜଙ୍କ ସମାଧିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଶ୍ରୀ ମୋଦୀ ତାଙ୍କୁ ସାମାଜିକ ସଂସ୍କାର ଓ ଆଧ୍ୟାତ୍ମିକତା ମାର୍ଗଦର୍ଶନର ଅଗ୍ରଦୂତ ଭାବେ ପ୍ରଶଂସା କରିଥିଲେ ।

PM Modi pays homage at Gandhi statue in Kyiv

August 23rd, 03:25 pm

Prime Minister Modi paid homage to Mahatma Gandhi in Kyiv. The PM underscored the timeless relevance of Mahatma Gandhi’s message of peace in building a harmonious society. He noted that the path shown by him offered solutions to present day global challenges.

ଭାରତ ଛାଡ଼ ଆନ୍ଦୋଳନରେ ଭାଗ ନେଇଥିବା ସଂଗ୍ରାମୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

August 09th, 08:58 am

ମହାତ୍ମା ଗାନ୍ଧୀଙ୍କ ନେତୃତ୍ୱରେ ଭାରତ ଛାଡ଼ ଆନ୍ଦୋଳନରେ ଅଂଶ ଗ୍ରହଣ କରିଥିବା ସଂଗ୍ରାମୀମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଶ୍ରୀ ମୋଦୀ ମଧ୍ୟ ଭାରତ ଛାଡ଼ ଆନ୍ଦୋଳନର ଏକ ଭିଡିଓ ସେୟାର କରିଛନ୍ତି ।

୨୫ତମ କାର୍ଗିଲ ବିଜୟ ଦିବସ ଅବସରରେ ୨୬ ଜୁଲାଇରେ କାର୍ଗିଲ ପରିଦର୍ଶନରେ ଯିବେ ପ୍ରଧାନମନ୍ତ୍ରୀ

July 25th, 10:28 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ୨୬ ଜୁଲାଇ ୨୦୨୪ ରେ ୨୫ତମ କାର୍ଗିଲ ବିଜୟ ଦିବସ ଅବସରରେ ସକାଳ ପ୍ରାୟ ୯:୨୦ ସମୟରେ କାର୍ଗିଲ ଯୁଦ୍ଧ ମେମୋରିଆଲ୍ ପରିଦର୍ଶନ କରିବେ ଏବଂ ନିଜର କର୍ତ୍ତବ୍ୟର ପାଳନ କରିବା ସମୟରେ ସର୍ବୋଚ୍ଚ ବଳିଦାନ ଦେଇଥିବା ସାହସୀମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ । ପ୍ରଧାନମନ୍ତ୍ରୀ ମଧ୍ୟ ସିଙ୍କୁନ୍ ଲା ଟନେଲ୍ ପ୍ରକଳ୍ପର ପ୍ରଥମ ବିସ୍ଫୋରଣ କରିବେ ।

ସମ୍ବିଧାନ ହତ୍ୟା ଦିବସ ସେହି ଦିନକୁ ମନେ ପକାଇଦେବ ଯେତେବେଳେ ଭାରତର ସମ୍ବିଧାନକୁ ଦମନ କରି ଦିଆଯାଇଥିଲା: ପ୍ରଧାନମନ୍ତ୍ରୀ

July 12th, 05:06 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଲ୍ଲେଖ କରିଛନ୍ତି ଯେ ଜୁନ୍ ୨୫ ତାରିଖକୁ ସମ୍ବିଧାନ ହତ୍ୟା ଦିବସ ଭାବେ ଘୋଷଣା କରିବା ଭାରତୀୟ ସମ୍ବିଧାନକୁ ଦମନ କରାଯାଇଥିବା ସମୟକୁ ସ୍ମରଣ କରାଇବ ।

ସ୍ୱାମୀ ବିବେକାନନ୍ଦଙ୍କ ପୂଣ୍ୟ ତିଥିରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

July 04th, 09:44 am

ସ୍ୱାମୀ ବିବେକାନନ୍ଦଙ୍କୁ ତାଙ୍କ ପୂଣ୍ୟ ତିଥିରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ

March 05th, 09:44 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ପୁଲୱାମାରେ ସହୀଦ ହୋଇଥିବା ସାହସୀ ବୀରମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

February 14th, 11:10 am

୨୦୧୯ରେ ପୁଲୱାମାରେ ସହୀଦ ହୋଇଥିବା ସାହସୀ ବୀରମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମନେ ପକାଇଛନ୍ତି ।

ପୂର୍ବତନ ରାଷ୍ଟ୍ରପତି ଶ୍ରୀ ପ୍ରଣବ ମୁଖାର୍ଜୀଙ୍କୁ ତାଙ୍କ ଜନ୍ମଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

December 11th, 10:41 am

ପୂର୍ବତନ ରାଷ୍ଟ୍ରପତି ଶ୍ରୀ ପ୍ରଣବ ମୁଖାର୍ଜୀଙ୍କ ଜନ୍ମବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

ଡ. ବାବାସାହେବ ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

December 06th, 08:19 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡ. ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।

ଡିସେମ୍ବର ୪ ତାରିଖରେ ପ୍ରଧାନମନ୍ତ୍ରୀ ମହାରାଷ୍ଟ୍ର ଗସ୍ତରେ ଯିବେ

December 02nd, 04:06 pm

ଡିସେମ୍ବର ୪, ୨୦୨୩ ଦିନ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ର ପରିଦର୍ଶନରେ ଯିବେ। ଅପରାହ୍ଣ ପ୍ରାୟ ୪ଟା ୧୫ ମିନିଟରେ ପ୍ରଧାନମନ୍ତ୍ରୀ ସିନ୍ଧୁଦୁର୍ଗରେ ପହଂଚି ରାଜକୋଟ ଦୁର୍ଗରେ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ। ପରେ ପରେ ପ୍ରଧାନମନ୍ତ୍ରୀ ସିନ୍ଧୁଦୁର୍ଗ ଠାରେ ନୌସେନା ଦିବସ ସମାରୋହ କାର୍ଯ୍ୟକ୍ରମରେ ଯୋଗ ଦେବେ। ପ୍ରଧାନମନ୍ତ୍ରୀ ମଧ୍ୟ ଭାରତୀୟ ନୌସେନା ଜାହାଜ, ବୁଡ଼ାଜାହାଜ, ବିମାନ ଓ ସ୍ବତନ୍ତ୍ର ବାହିନୀର ପରୀକ୍ଷାମୂଳକ ପ୍ରଦର୍ଶନ ପ୍ରସ୍ତୁତିକୁ ସିନ୍ଧୁ ଦୁର୍ଗର ତାରକାର୍ଲ ବେଳାଭୂମିରୁ ଅବଲୋକନ କରିବେ।

ବିଜୟ ଦିବସ ଅବସରରେ ୧୯୭୧ ଯୁଦ୍ଧ ବିଜୟ ପାଇଁ ସଶସ୍ତ୍ର ବାହିନୀକୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ

December 16th, 11:25 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଜୟ ଦିବସ ଅବସରରେ ସଶସ୍ତ୍ର ବାହିନୀର ସେହି ସମସ୍ତ ସାହସୀ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି, ଯେଉଁମାନେ ୧୯୭୧ ଯୁଦ୍ଧରେ ଭାରତ ପାଇଁ ଏକ ଅବିଶ୍ୱସନୀୟ ବିଜୟ ହାସଲ କରିଥିଲେ ।

୧୮୫୭ ଘଟଣାବଳୀରେ ଭାଗ ନେଇଥିବା ସମସ୍ତଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

May 10th, 10:38 am

୧୮୫୭ ଘଟଣାବଳୀରେ ଭାଗ ନେଇ ଅଦମ୍ୟ ସାହସ ପ୍ରଦର୍ଶନ କରିଥିବା ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ମୋରାରଜୀଭାଇ ଦେଶାଇଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

February 28th, 09:09 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ମୋରାରଜୀଭାଇ ଦେଶାଇଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ପୁଲୱାମା ଆକ୍ରମଣର ଶହୀଦମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

February 14th, 10:22 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୧୯ ରେ ପୁଲୱାମାରେ ଶହୀଦ ହୋଇଥିବା ସମସ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଏବଂ ଆମ ଦେଶ ପାଇଁ ସେମାନଙ୍କର ଉଲ୍ଲେଖନୀୟ ସେବାକୁ ମନେ ପକାଇଛନ୍ତି ।

ପ୍ରଧାନମନ୍ତ୍ରୀ ମଣିପୁରରେ ଆସାମ ରାଇଫଲ୍ସର ସୁରକ୍ଷାବଳ ଗାଡି ଉପରେ ହୋଇଥିବା ଆକ୍ରମଣକୁ ନିନ୍ଦା କରିଛନ୍ତି

November 13th, 07:15 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଣିପୁରରେ ଆସାମ ରାଇଫଲ୍ସର ସୁରକ୍ଷାବଳ ଗାଡି ଉପରେ ହୋଇଥିବା ଆକ୍ରମଣକୁ ନିନ୍ଦା କରିଛନ୍ତି । ଆଜି ସହିଦ ହୋଇଥିବା ସୈନିକ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କୁ ସେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।