The BJP government in Gujarat has prioritised water from the very beginning: PM Modi in Amreli
October 28th, 04:00 pm
PM Modi laid the foundation stone and inaugurated various development projects worth over Rs 4,900 crores in Amreli, Gujarat. The Prime Minister highlighted Gujarat's remarkable progress over the past two decades in ensuring water reaches every household and farm, setting an example for the entire nation. He said that the state's continuous efforts to provide water to every corner are ongoing and today's projects will further benefit millions of people in the region.ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆଜି ଗୁଜରାଟର ଅମରେଲିଠାରେ ୪,୯୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ
October 28th, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଅମରେଲିଠାରେ ୪ ହଜାର ୯୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଆଜିର ଏହି ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକ ମଧ୍ୟରେ ରେଳବାଇ, ସଡ଼କ, ଜଳ ବିକାଶ ଓ ପର୍ଯ୍ୟଟନ ଆଦି କ୍ଷେତ୍ରର ପ୍ରକଳ୍ପଗୁଡ଼ିକ ଅନ୍ତର୍ଭୁକ୍ତ । ଏହି ପ୍ରକଳ୍ପଗୁଡ଼ିକ ଦ୍ୱାରା ରାଜ୍ୟର ଅମରେଲି, ଜାମନଗର, ମୋର୍ବି, ଦେବଭୂମି ଦ୍ୱାରକା, ଜୁନାଗଡ଼, ପୋରବନ୍ଦର, କଚ୍ଛ ଏବଂ ବୋଟାଦ ଆଦି ଜିଲ୍ଳାର ଜନସାଧାରଣ ପ୍ରତ୍ୟକ୍ଷ ଭାବରେ ଉପକୃତ ହୋଇପାରିବେ ।ମତ୍ସ୍ୟ ସମ୍ପଦ ମାଧ୍ୟମରେ ଆୟ ଦ୍ୱିଗୁଣିତ କରି ପ୍ରଧାନମନ୍ତ୍ରୀଙ୍କୁ ପ୍ରଭାବିତ କଲେ ହରିଦ୍ୱାର ଚାଷୀ
December 27th, 02:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଜନତାଙ୍କୁ ସମ୍ବୋଧିତ କରିଥିଲେ।ଆମର ଯୁବକମାନେ ପ୍ରତ୍ୟେକ କ୍ଷେତ୍ରରେ ଦେଶକୁ ଗର୍ବିତ କରୁଛନ୍ତି: ମନ୍ କି ବାତ୍ ସମୟରେ ପିଏମ ମୋଦୀ
July 31st, 11:30 am
ବନ୍ଧୁଗଣ, ଜୁଲାଇ ୩୧ ତାରିଖ, ଅର୍ଥାତ୍ ଆଜିର ହିଁ ଦିନରେ ଆମେ ସମସ୍ତ ଦେଶବାସୀ ଶହୀଦ ଉଧମ୍ ସିଂହଙ୍କ ବଳିଦାନକୁ ପ୍ରଣାମ କରିଥାଉଁ । ମୁଁ ଏଭଳି ଅନ୍ୟ ସମସ୍ତ ମହାନ ବିପ୍ଳବୀମାନଙ୍କୁ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି, ଯେଉଁମାନେ ଦେଶ ପାଇଁ ନିଜର ସର୍ବସ୍ୱ ଉତ୍ସର୍ଗ କରିଦେଲେ ।Congress is not even ready to consider India a nation: PM Modi
February 12th, 01:31 pm
Continuing his election campaigning spree, PM Modi addressed an election rally in Uttarakhand’s Rudrapur. Praising the people of the state, PM Modi reiterated, “Uttarakhand has achieved 100% single dose vaccination in record time. I congratulate the people here for this awareness and loyalty. I congratulate your young Chief Minister Dhami ji. Your CM’s work has shut the mouth of such people who used to say that vaccine cannot reach in hilly areas.”PM Modi addresses a Vijay Sankalp Rally in Uttarakhand’s Rudrapur
February 12th, 01:30 pm
Continuing his election campaigning spree, PM Modi addressed an election rally in Uttarakhand’s Rudrapur. Praising the people of the state, PM Modi reiterated, “Uttarakhand has achieved 100% single dose vaccination in record time. I congratulate the people here for this awareness and loyalty. I congratulate your young Chief Minister Dhami ji. Your CM’s work has shut the mouth of such people who used to say that vaccine cannot reach in hilly areas.”ପ୍ରଧାନମନ୍ତ୍ରୀ କିଷାନ ସମ୍ମାନନିଧି ଅଧିନରେ ଆର୍ଥିକ ଲାଭର କିସ୍ତି ପ୍ରଦାନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 09th, 12:31 pm
ଗତ କିଛି ଦିନ ହେବ ମୁଁ ସରକାରଙ୍କ ଅଲଗା ଅଲଗା ଯୋଜନାର ହିତାଧିକାରୀଙ୍କ ସହ ଆଲୋଚନା କରୁଛି । ସରକାର ଯେଉଁ ଯୋଜନାସବୁ ପ୍ରସ୍ତୁତ କରିଛନ୍ତି, ସେସବୁର ଲାଭ ଲୋକମାନଙ୍କ ନିକଟରେ କିଭଳି ପହଂଚି ପାରୁଛି, ଏବଂ ଏସବୁ ଆମେ ଏବେ ଆହୁରି ଭଲ ଭାବେ ଜାଣିପାରୁଛୁ । ଜନତା ଜନାର୍ଦନ ସହ ପ୍ରତ୍ୟକ୍ଷ ଭାବେ ଯୋଡି ହେବା ଦ୍ୱାରା ଏହି ଲାଭ ହୋଇଥାଏ । ଏହି କାର୍ଯ୍ୟକ୍ରମରେ ଉପସ୍ଥିତ କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସମସ୍ତ ସହଯୋଗୀବୃନ୍ଦ, ସମଗ୍ର ଦେଶରେ ଅନେକ ରାଜ୍ୟରୁ ଏଠି ଉପସ୍ଥିତ ହୋଇଥିବା ସମ୍ମାନନୀୟ ମୁଖ୍ୟମନ୍ତ୍ରୀଗଣ, ଉପରାଜ୍ୟପାଳ ଏବଂ ଉପ-ମୁଖ୍ୟମନ୍ତ୍ରୀବୃନ୍ଦ, ରାଜ୍ୟ ସରକାରମାନଙ୍କର ମନ୍ତ୍ରୀ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ସମଗ୍ର ଦେଶରୁ ସାମିଲ ହୋଇଥିବା କୃଷକ ଏବଂ ଭାଇ ଓ ଭଉଣୀମାନେ,ପିଏମ-କିଷାନର ନବମ କିସ୍ତି ଜାରି କଲେ ପ୍ରଧାନମନ୍ତ୍ରୀ
August 09th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସ ଜରିଆରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ-କିଷାନ)ର ପରବର୍ତ୍ତୀ କିସ୍ତି ଜାରି କରିଛନ୍ତି। ଏହି କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ହିତାଧିକାରୀ ଚାଷୀଙ୍କ ସହିତ ଆଲୋଚନା କରିଥିଲେ। ଏହାଫଳରେ 9.75 କୋଟି ହିତାଧିକାରୀ ଚାଷୀ ପରିବାର ଆକାଉଣ୍ଟକୁ 19,500 କୋଟି ଟଙ୍କା ହସ୍ତାନ୍ତର କରାଯାଇଛି। ଏହା ହେଉଛି ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ-କିସାନ)ର ନବମ କିସ୍ତି। ପିଏମ-କିସାନ ଯୋଜନାର ଲାଭ ଓଡ଼ିଶାର 29 ଲକ୍ଷ 44 ହଜାର 984 ଜଣ ହିତାଧିକାରୀ ଚାଷୀ ପରିବାର ପାଇବେ। ଆଜି ପ୍ରଧାନମନ୍ତ୍ରୀ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ 588 କୋଟି 99 ଲକ୍ଷ 68 ହଜାର ଟଙ୍କା ହସ୍ତାନ୍ତର କରିଛନ୍ତି।ବିଦେଶରେ ଥିବା ଭାରତୀୟ ମିଶନ୍ଗୁଡିକର ମୁଖ୍ୟ ଏବଂ ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରଗୁଡିକର ସମ୍ପୃକ୍ତ ପକ୍ଷଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତା ଓ କଥୋପକଥନ
August 06th, 06:31 pm
ଆଜି ଦେଶରେ ଯେଉଁ ସରକାର ଅଛନ୍ତି, ରାଜ୍ୟଗୁଡିକରେ ଯେଉଁ ସରକାର ଅଛନ୍ତି, ସେମାନେ ବ୍ୟବସାୟ ଜଗତର ଆବଶ୍ୟକତାଗୁଡିକୁ ହୃଦୟଙ୍ଗମ କରି ଆଗକୁ ବଢିବାର ପ୍ରୟାସ କରି ଚାଲିଛନ୍ତି । ଆତ୍ମନିର୍ଭର ଭାରତ, ଏହି ଅଭିଯାନ ଅଧିନରେ ଅନୁପାଳନକୁ ଅନେକ ମାତ୍ରାରେ କୋହଳ କରାଯାଇଛି । ଏହାଦ୍ୱାରା ଆର୍ଥିକ କାର୍ଯ୍ୟକଳାପର ସୁଚାରୂ ରୂପରେ ପରିଚାଳନା ସହଜ ହୋଇଛି । ୩ ଲକ୍ଷ କୋଟି ଟଙ୍କାର ଜରୁରୀ ଋଣ ସହାୟତା ଗ୍ୟାରେଂଟି ଯୋଜନା ଦ୍ୱାରା ଏମଏସଏମଇ ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ କ୍ଷେତ୍ରଗୁଡିକୁ ଆଶ୍ୱସ୍ତି ମିଳିଛି । ପୁନରୁଦ୍ଧାର ଏବଂ ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବା ନିମନ୍ତେ ନିକଟରେ ଆଉ ଦେଢ ଲକ୍ଷ କୋଟି ଟଙ୍କା ମଞ୍ଜୁର କରାଯାଇଛି ।ବିଦେଶରେ ଥିବା ଭାରତୀୟ ଦୂତାବାସର ମୁଖ୍ୟ ଏବଂ ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରର ଅଂଶୀଦାରଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
August 06th, 06:30 pm
ପ୍ରଥମ ଥର ପାଇଁ କରାଯାଇଥିବା ଏକ ପ୍ରୟାସ ସ୍ବରୂପ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡ଼ିଓ କନଫରେନ୍ସ ଜରିଆରେ ବିଦେଶରେ ଥିବା ଭାରତୀୟ ଦୂତାବାସର ମୁଖ୍ୟ ଏବଂ ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରର ଅଂଶୀଦାରଙ୍କ ସହିତ ଆଲୋଚନା କରିଛନ୍ତି। କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ ଓ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏହି ଆଲୋଚନା ସମୟରେ ଉପସ୍ଥିତ ଥିଲେ। ଏହି ଆଲୋଚନାରେ ମଧ୍ୟ କୋଡ଼ିଏରୁ ଅଧିକ ବିଭାଗର ସଚିବଗଣ, ରାଜ୍ୟ ସରକାରଙ୍କ ଅଧିକାରୀ, ରପ୍ତାନି ପ୍ରୋତ୍ସାହନ ପରିଷଦ ଓ ଚାମ୍ବର ଅଫ କମର୍ସର ସଦସ୍ୟମାନେ ଅଂଶଗ୍ରହଣ କରିଥିଲେ।ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍”ର ଓଡ଼ିଆ ଭାଷାନ୍ତର
March 28th, 11:30 am
ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ମନ୍ କି ବାତ୍”ର ଓଡ଼ିଆ ଭାଷାନ୍ତରThere is no reason for mistrust in the recent agricultural reforms: PM Modi
December 18th, 02:10 pm
PM Narendra Modi addressed a Kisan Sammelan in Madhya Pradesh through video conferencing. PM Modi accused the opposition parties of misleading the farmers and using them as a vote bank and political tool. He also reiterated that the system of MSP will remain unaffected by the new agricultural laws.PM Modi addresses Kisan Sammelan in Madhya Pradesh
December 18th, 02:00 pm
PM Narendra Modi addressed a Kisan Sammelan in Madhya Pradesh through video conferencing. PM Modi accused the opposition parties of misleading the farmers and using them as a vote bank and political tool. He also reiterated that the system of MSP will remain unaffected by the new agricultural laws.Our Government has always given priority towards welfare of farmers: PM Modi
January 02nd, 03:40 pm
PM Modi conferred Krishi Karman Awards and addressed a public meeting in Tumakuru, Karnataka today. He also released the 3rd installment of PM-KISAN of Rs 2000 for the period December 2019 - March 2020, which will benefit several farmers.କୃଷି କର୍ମଣ ପୁରସ୍କାର ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
January 02nd, 03:39 pm
ଆଜି କର୍ଣ୍ଣାଟକର ତୁମକୁର ଠାରେ ଆୟୋଜିତ ଏକ ସାଧାରଣ ସଭାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଗତିଶୀଳ ଚାଷୀମାନଙ୍କୁ କୃଷିମନ୍ତ୍ରୀଙ୍କ କୃଷି କର୍ମଣ ପୁରସ୍କାର ଏବଂ ବିଭିନ୍ନ ରାଜ୍ୟକୁ ପ୍ରଶଂସାମୂଳକ ପୁରସ୍କାର ପ୍ରଦାନ କରିଛନ୍ତି । ସେ ମଧ୍ୟ ଡିସେମ୍ବର 2019ରୁ ମାର୍ଚ୍ଚ 2020 ଅବଧି ଲାଗି ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି (ପିଏମ-କିସାନ)ର ତୃତୀୟ କିସ୍ତି ଆକାରରେ ହିତାଧିକାରୀମାନଙ୍କୁ 2 ହଜାର ଟଙ୍କା ଲେଖାଏଁ ସହାୟତା ଜାରି କରିଛନ୍ତି । ଏହାଦ୍ୱାରା ଦେଶର 6 କୋଟି ହିତାଧିକାରୀ ଲାଭାନ୍ୱିତ ହୋଇପାରିବେ । ପ୍ରଧାନମନ୍ତ୍ରୀ କର୍ଣ୍ଣାଟକର କୃଷକମାନଙ୍କୁ କିଷାନ କ୍ରେଡିଟ କାର୍ଡ (କେସିସି) ବଣ୍ଟନ କରିଥିଲେ । ପ୍ରଧାନମନ୍ତ୍ରୀ ମଧ୍ୟ 8ଟି ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶର ପିଏମ କିସାନ ହିତାଧିକାରୀମାନଙ୍କୁ ପ୍ରମାଣପତ୍ର ବଣ୍ଟନ କରିଥିଲେ । ତାମିଲନାଡ଼ୁର ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ର ମାଛ ଧରା ଡଙ୍ଗାର ଚାବି ଏବଂ ମାଛ ଧରା ପୋତ ଟ୍ରାନ୍ସପୋଣ୍ଡର ବଣ୍ଟନ କରିଥିଲେ ।Swadeshi was a weapon in the freedom movement, today handloom has become a huge weapon to fight poverty: PM Modi
January 30th, 04:30 pm
PM Modi dedicated the National Salt Satyagraha Memorial to the nation in Dandi, Gujarat. PM Modi while addressing the programme, remembered Gandhi Ji’s invaluable contributions and said, “Bapu knew the value of salt. He opposed the British to make salt costly.” The PM also spoke about Mahatma Gandhi’s focus on cleanliness and said, “Gandhi Ji chose cleanliness over freedom. We are marching ahead on the path shown by Bapu.”ଦାଣ୍ଡିରେ ଜାତୀୟ ଲବଣ ସତ୍ୟାଗ୍ରହ ସ୍ମାରକୀ ରାଷ୍ଟ୍ରକୁ ସମର୍ପିତ କଲେ ପ୍ରଧାନମନ୍ତ୍ର
January 30th, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାତ୍ମା ଗାନ୍ଧୀଙ୍କ ପୁଣ୍ୟତିଥିରେ ଆଜି ଗୁଜରାଟର ନବସାରୀ ଜିଲ୍ଲାରେ ଦାଣ୍ଡିସ୍ଥିତ ରାଷ୍ଟ୍ରୀୟ ଲବଣ ସତ୍ୟାଗ୍ରହ ସ୍ମାରକୀକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିଛନ୍ତି ।Farmers are the ones, who take the country forward: PM Modi
October 26th, 11:33 am
Addressing the Krishi Kumbh in Lucknow via video conferencing, PM Narendra Modi spoke at length about the farmer friendly measures of the Government like Soil health Cards and other modern techniques of farming. The PM also reiterated the Government’s commitment to double the income of farmers.ଲକ୍ଷ୍ନୌ କୃଷି କୁମ୍ଭକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
October 26th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (ଶୁକ୍ରବାର) ଲକ୍ଷ୍ନୌରେ ଆୟୋଜିତ କୃଷି କୁମ୍ଭକୁ ଭିଡିଓ କନଫରେନସିଂ ଜରିଆରେ ସମ୍ବୋଧନ କରିଛନ୍ତି ।ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା “ମୈଁ ନହିଁ ହମ” ପୋର୍ଟାଲ ଓ ଆପ୍ର ଶୁଭାରମ୍ଭ; ଆଇଟି ଏବଂ ଇଲେକ୍ଟ୍ରୋନିକ ବିନିର୍ମାତା ପେଶାଦାରଙ୍କ ସହ ଭାବ ବିନିମୟ
October 24th, 03:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀ ଠାରେ “ମୈଁ ନେହିଁ ହମ” ପୋର୍ଟାଲ ଓ ଆପ୍ର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ସେ ଆଇଟି ଏବଂ ଇଲେକ୍ଟ୍ରୋନିକ୍ ବିନିର୍ମାଣକାରୀ ପେଶାଦାରଙ୍କ ସହ ଭାବ ବିନିମୟ କରିଛନ୍ତି ।