Cabinet approves Pradhan Mantri Awas Yojana-Urban 2.0 Scheme

August 09th, 10:22 pm

The Union Cabinet, chaired by Hon’ble Prime Minister Shri Narendra Modi, today approved Pradhan Mantri Awas Yojana-Urban (PMAY-U) 2.0under which financial assistance will be provided to 1 crore urban poor and middle-class families through States/Union Territories (UTs)/PLIs to construct, purchase or rent a house at an affordable cost in urban areas in 5 years. The Government Assistance of ₹ 2.30 lakh crore will be provided under the Scheme.

ପିଏମଏୱାଇ ଅଧୀନରେ ୩ କୋଟି ଅତିରିକ୍ତ ଗ୍ରାମୀଣ ଏବଂ ସହରାଞ୍ଚଳ ଗୃହ କୋଟି କୋଟି ଭାରତୀୟଙ୍କ 'ସହଜ ଜୀବନଧାରଣ' ଏବଂ ସମ୍ମାନକୁ ପ୍ରୋତ୍ସାହିତ କରିବ: ପ୍ରଧାନମନ୍ତ୍ରୀ

June 10th, 09:54 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧୀନରେ ୩ କୋଟି ଅତିରିକ୍ତ ଗ୍ରାମୀଣ ଏବଂ ସହରାଞ୍ଚଳ ଗୃହକୁ ନେଇ ନିଷ୍ପତ୍ତି ଆମ ଦେଶର ଗୃହ ଆବଶ୍ୟକତାକୁ ପୂରଣ କରିବା କ୍ଷେତ୍ରରେ ଏବଂ ପ୍ରତ୍ୟେକ ନାଗରିକ ଯେପରି ଉନ୍ନତ ମାନର ଜୀବନ ଯାପନ କରନ୍ତି ତାହା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ଦର୍ଶାଏ ।

INDI alliance has ruined both industry and agriculture in Punjab: PM Modi in Hoshiarpur, Punjab

May 30th, 11:53 am

Prime Minister Narendra Modi concluded his 2024 election campaign with a spirited public rally in Hoshiarpur, Punjab, paying homage to the sacred land of Guru Ravidas Ji and emphasizing his government's commitment to development and heritage preservation.

PM Modi addresses a public meeting in Hoshiarpur, Punjab

May 30th, 11:14 am

Prime Minister Narendra Modi concluded his 2024 election campaign with a spirited public rally in Hoshiarpur, Punjab, paying homage to the sacred land of Guru Ravidas Ji and emphasizing his government's commitment to development and heritage preservation.

ମାର୍ଚ୍ଚ ୮ ରୁ ୧୦ ପର୍ଯ୍ୟନ୍ତ ଆସାମ, ଅରୁଣାଚଳ ପ୍ରଦେଶ, ପଶ୍ଚିମବଙ୍ଗ ଏବଂ ଉତ୍ତରପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

March 08th, 04:12 pm

ମାର୍ଚ୍ଚ ୮ ତାରିଖରେ ପ୍ରଧାନମନ୍ତ୍ରୀ ଆସାମ ଗସ୍ତ କରିବେ । ମାର୍ଚ୍ଚ ୯ ତାରିଖ ସକାଳ ପ୍ରାୟ ୫ଟା ୪୫ରେ ପ୍ରଧାନମନ୍ତ୍ରୀ କାଜିରଙ୍ଗା ଜାତୀୟ ଉଦ୍ୟାନ ପରିଦର୍ଶନ କରିବେ । ପୂର୍ବାହ୍ନ ସାଢ଼େ ୧୦ଟାରେ ଇଟାନଗରରେ ସେ 'ବିକଶିତ ଭାରତ ବିକଶିତ ଉତ୍ତର ପୂର୍ବ' କାର୍ଯ୍ୟକ୍ରମରେ ଯୋଗ ଦେବେ, ଯେଉଁଠାରେ ସେ ସେଲା ଟନେଲକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ଏବଂ ପ୍ରାୟ ୧୦,୦୦୦ କୋଟି ଟଙ୍କାର ଉନ୍ନତି ଯୋଜନାର ଶୁଭାରମ୍ଭ କରିବେ । ଏହି କାର୍ଯ୍ୟକ୍ରମରେ ସେ ମଣିପୁର, ମେଘାଳୟ, ନାଗାଲାଣ୍ଡ, ସିକିମ, ତ୍ରିପୁରା ଓ ଅରୁଣାଚଳ ପ୍ରଦେଶରେ ପାଖାପାଖି ୫୫,୬୦୦ କୋଟି ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ, ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ଏହା ପରେ ପ୍ରଧାନମନ୍ତ୍ରୀ ମଧ୍ୟାହ୍ନ ପ୍ରାୟ ୧୨ଟା ୧୫ ମିନିଟରେ ଜୋରହାଟରେ ପହଂଚି ପ୍ରସିଦ୍ଧ ଆହୋମ ଜେନେରାଲ ଲଚିତ୍ ବୋରଫୁକାନଙ୍କ ଭବ୍ୟ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ । ସେ ଜୋରହାଟରେ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ଯୋଗ ଦେବେ ଏବଂ ଆସାମରେ ୧୭,୫୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ, ଲୋକାର୍ପଣ ଏବଂ ଶିଳାନ୍ୟାସ କରିବେ ।

India’s GDP Soars: A Win For PM Modi’s GDP plus Welfare

December 01st, 09:12 pm

Exceeding all expectations and predictions, India's Gross Domestic Product (GDP) has demonstrated a remarkable annual growth of 7.6% in the second quarter of FY2024. Building on a strong first-quarter growth of 7.8%, the second quarter has outperformed projections with a growth rate of 7.6%. A significant contributor to this growth has been the government's capital expenditure, reaching Rs. 4.91 trillion (or $58.98 billion) in the first half of the fiscal year, surpassing the previous year's figure of Rs. 3.43 trillion.

5 ଅକ୍ଟୋବରରେ ରାଜସ୍ଥାନ ଏବଂ ମଧ୍ୟପ୍ରଦେଶ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

October 04th, 09:14 am

ପୂର୍ବାହ୍ନ ପ୍ରାୟ 11: 15 ରେ ରାଜସ୍ଥାନର ଯୋଧପୁରରେ ପ୍ରଧାନମନ୍ତ୍ରୀ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ଏବଂ ସଡକ, ରେଳ, ବିମାନ ଚଳାଚଳ, ସ୍ୱାସ୍ଥ୍ୟ ଏବଂ ଉଚ୍ଚଶିକ୍ଷା କ୍ଷେତ୍ରରେ ପ୍ରାୟ 5000 କୋଟି ଟଙ୍କା ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପ ଦେଶକୁ ଉତ୍ସର୍ଗ କରିବେ। ପୂର୍ବାହ୍ନ ପ୍ରାୟ 03:30 ସମୟରେ ପ୍ରଧାନମନ୍ତ୍ରୀ ମଧ୍ୟପ୍ରଦେଶର ଜବଲପୁରରେ ପହଞ୍ଚିବେ ଯେଉଁଠାରେ ସେ ସଡ଼କ, ରେଳ, ଗ୍ୟାସ, ପାଇପଲାଇନ୍, ଆବାସ ଏବଂ ସ୍ବଚ୍ଛ ପାନୀୟଜଳ ପରି କ୍ଷେତ୍ରରେ 12,600 କୋଟି ଟଙ୍କାରୁ ଅଧିକ ନିବେଶରେ ହୋଇଥିବା ବିକାଶ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ ତତା ତାହାକୁ ଦେଶକୁ ଉତ୍ସର୍ଗ କରିବେ।

କେନ୍ଦ୍ରୀୟ ତଦନ୍ତ ବ୍ୟୁରୋର ହୀରକ ଜୟନ୍ତୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ

April 03rd, 03:50 pm

କେନ୍ଦ୍ର ମନ୍ତ୍ରିମଣ୍ଡଳର ମୋର ସହଯୋଗୀ ଡକ୍ଟର ଜିତେନ୍ଦ୍ର ସିଂହ ଜୀ, ଜାତୀୟ ସୁରକ୍ଷା ପରାମର୍ଶଦାତା ଶ୍ରୀ ଅଜିତ୍ ଡୋଭାଲ୍ ଜୀ, କ୍ୟାବିନେଟ ସଚିବ, ବ୍ୟୁରୋର ନିର୍ଦେଶକ, ଅନ୍ୟାନ୍ୟ ଅଧିକାରୀଗଣ, ମହିଳାମାନେ ଏବଂ ଭଦ୍ର ଲୋକମାନେ! ଆପଣ ସମସ୍ତଙ୍କୁ ସିବିଆଇର ୬ଠ ବର୍ଷ ପୂର୍ତ୍ତି ଉପଲକ୍ଷେ ହୀରକ ଜୟନ୍ତୀର ଏହି ଅବସରରେ ବହୁତ ବହୁତ ଶୁଭେଚ୍ଛା ।

କେନ୍ଦ୍ରୀୟ ତଦନ୍ତ ବ୍ୟୁରୋର ହୀରକ ଜୟନ୍ତୀ ସମାରୋହ ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

April 03rd, 12:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୩-୦୪-୨୦୨୩) ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ହୀରକ ଜୟନ୍ତୀ ଉଦଘାଟନ କରିଛନ୍ତି । ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଏକ ସଂକଳ୍ପ ବଳରେ ଏପ୍ରିଲ ପହିଲା ୧୯୬୩ ମସିହାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋର ଗଠନ କରାହୋଇଥିଲା ।

Prime Minister Narendra Modi to Visit Gujarat

October 18th, 11:25 am

Prime Minister Narendra Modi will visit Gujarat on 19-20 October and dedicate and lay the foundation stone of projects worth around Rs 15,670 crore. He will inaugurate the DefExpo22 in Gandhinagar, launch the Mission Schools of Excellence at Adalaj, inaugurate India Urban Housing Conclave 2022 at Rajkot. The PM will also launch Mission LiFE from Kevadia and later take part in an event at Vyara.

ମାଳଦୀପ ରାଷ୍ଟ୍ରପତିଙ୍କ ଔପଚାରିକ ଭାରତ ଗସ୍ତର ପରିଣାମ ସୂଚୀ

August 02nd, 10:20 pm

ଭାରତ ଦ୍ୱାରା ଅନୁଦାନପ୍ରାପ୍ତ ୫୦୦ ମିଲିୟନ ଆମେରିକୀୟ ଡଲାରର ଗ୍ରେଟଲ ମାଲେ ସଂଯୋଗୀକରଣ ପ୍ରକଳ୍ପର କଂକ୍ରିଟ କାମ- ସ୍ଥାୟୀ କାମ ଆରମ୍ଭର ପ୍ରତୀକ

ପ୍ରଧାନମନ୍ତ୍ରୀଙ୍କ ଆସନ୍ତା ଜୁନ ୧୭ ଓ ୧୮ ଦୁଇଦିନ ଗୁଜରାଟ ଗସ୍ତ

June 16th, 03:01 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଜୁନ ୧୭ ଓ ୧୮ ଦୁଇଦିନ ଧରି ଗୁଜରାଟ ଗସ୍ତ କରିବେ । ଜୁନ ୧୮ ତାରିଖ ପୂର୍ବାହ୍ନ ପ୍ରାୟ ୯.୧୫ ମିନିଟରେ ପ୍ରଧାନମନ୍ତ୍ରୀ ପାଭଗଡ଼ ପାହାଡ଼ରେ ପୁନଃନିର୍ମିତ ଶ୍ରୀ କାଳିକା ମାତା ମନ୍ଦିର ଦର୍ଶନ କରି ଏହାର ଉଦଘାଟନ କରିବେ । ପରେ ପରେ ପ୍ରାୟ ସାଢ଼େ ଏଗାରଟା ବେଳେ ସେ ଭିରାସତ ଭ୍ୟାନ ପରିଦର୍ଶନ କରିବେ । ପରେ ଦିନ ପ୍ରାୟ ସାଢ଼େ ବାରଟା ବେଳେ ସେ ଭଦୋଦରା ଠାରେ ଗୁଜରାର ବିକାଶ ଅଭିଯାନରେ ଅଂଶଗ୍ରହଣ କରି ସେଠାରେ ପ୍ରାୟ ୨୧ ହଜାର କୋଟିରୁ ଊଦ୍ଧ୍ୱର୍ ଟଙ୍କା ମୂଲ୍ୟର ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ କରିବେ ।

ପିଏମ ଆବାସ ଯୋଜନାର ହିତାଧିକାରୀଙ୍କୁ ପତ୍ର ଲେଖିଲେ ପ୍ରଧାନମନ୍ତ୍ରୀ ମୋଦୀ: କହିଲେ, ପକ୍କା ଘର ଉନ୍ନତ ଭବିଷ୍ୟତର ଆଧାର

April 12th, 10:53 am

‘‘ଘର କେବଳ ଇଟା ସିମେଣ୍ଟରେ ପ୍ରସ୍ତୁତ ହୋଇଥିବା ଏକ ଢାଞ୍ଚା ନୁହେଁ ବରଂ ଏଥିରେ ଆମ ଭାବନା, ଆମର ଆକାଂକ୍ଷା ଯୋଡ଼ି ହୋଇ ରହିଛି । ଘରର ଚାରି କାନ୍ଥ ଆମକୁ ସୁରକ୍ଷା ପ୍ରଦାନ କରିବା ସହିତ ଆମ ମନରେ ଏକ ଉନ୍ନତ ଭବିଷ୍ୟତ ପାଇଁ ଭରସା ଓ ବିଶ୍ବାସ ଜାଗ୍ରତ କରିଥାଏ ।’’ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶ ସାଗର ଜିଲ୍ଲାର ସୁଧୀର କୁମାର ଜୈନଙ୍କୁ ଲେଖିଥିବା ପତ୍ରରେ ଏହି କଥା ଉଲ୍ଲେଖ କରିଛନ୍ତି । ଏଥିସହିତ ଶ୍ରୀ ଜୈନଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧୀନରେ ପକ୍କା ଘର ମିଳିବା ନେଇ ଶ୍ରୀ ମୋଦୀ ଅଭିନନ୍ଦନ ଜଣାଇଛନ୍ତି । ମୁଣ୍ଡ ଉପରେ ଛାତ, ନିଜର ଏକ ଘର ପାଇବାର ଖୁସି ଅମୂଲ୍ୟ ବୋଲି ପ୍ରଧାନମନ୍ତୀ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ।

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ କଚ୍ଛରେ ଆୟୋଜିତ ଏକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 08th, 06:03 pm

ମୁଁ ଆପଣ ସମସ୍ତଙ୍କୁ, ଦେଶର ସମସ୍ତ ମହିଳାଙ୍କୁ ଅନ୍ତର୍ଜାତୀୟ ମହିଳା ଦିବସର ଅନେକ ଅନେକ ଶୁଭେଚ୍ଛା ଜଣାଉଛି । ଏହି ଅବସରରେ ଆପଣମାନଙ୍କ ପରି ଦେଶର ମହିଳା ସନ୍ଥ ଏବଂ ସାଧ୍ୱୀମାନଙ୍କ ଦ୍ୱାରା ଏହି ଅଭିନବ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ମୁଁ ଆପଣ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି ।

ଆନ୍ତର୍ଜାତିକ ମହିଳା ଦିବସ ଅବସରରେ କଚ୍ଛଠାରେ ଆୟୋଜିତ ଆଲୋଚନାଚକ୍ରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ

March 08th, 06:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର କଚ୍ଛଠାରେ ଆନ୍ତର୍ଜାତିକ ମହିଳା ଦିବସ ପାଳନ ଅବସରରେ ଆୟୋଜିତ ଏକ ଆଲୋଚନାଚକ୍ରକୁ ଭିଡିଓ କନଫରେନ୍ସିଂ ଯୋଗେ ସମ୍ବୋଧିତ କରିଛନ୍ତି ।

୪ ଜାନୁଆରୀରେ ମଣିପୁର ଏବଂ ତ୍ରିପୁରା ଗସ୍ତ କରିବେ ପ୍ରଧାନମନ୍ତ୍ରୀ

January 02nd, 03:34 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୪ ଜାନୁଆରୀ, ୨୦୨୨ରେ ମଣିପୁର ଏବଂ ତ୍ରିପୁରା ରାଜ୍ୟକୁ ଗସ୍ତ କରିବେ । ସକାଳ ପ୍ରାୟ ୧୧ଟା ବେଳେ ଇମ୍ଫାଲ୍‌ଠାରେ ପ୍ରଧାନମନ୍ତ୍ରୀ ୪୮୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ୨୨ଟି ବିକାଶ ପ୍ରକଳ୍ପର ଉଦ୍‌ଘାଟନ କରିବେ ଓ ଶିଳାନ୍ୟାସ କରିବେ । ଏହା ପରେ ଦ୍ୱିପ୍ରହରରେ ପାଖାପାଖି ୨ଟା ବେଳକୁ ଅଗରତାଲାରେ ସେ ମହାରାଜା ବୀର ବିକ୍ରମ ବିମାନ ବନ୍ଦରଠାରେ ନୂତନ ସମନ୍ୱିତ ଟର୍ମିନାଲ୍ ଭବନର ଉଦ୍‌ଘାଟନ କରିବେ ଏବଂ ଦୁଇଟି ପ୍ରମୁଖ ବିକାଶ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ।

This is Uttarakhand's decade: PM Modi in Haldwani

December 30th, 01:55 pm

Prime Minister Narendra Modi inaugurated and laid the foundation stone of 23 projects worth over Rs 17500 crore in Uttarakhand. In his remarks, PM Modi said, The strength of the people of Uttarakhand will make this decade the decade of Uttarakhand. Modern infrastructure in Uttarakhand, Char Dham project, new rail routes being built, will make this decade the decade of Uttarakhand.

ପ୍ରଧାନମନ୍ତ୍ରୀ ଉତ୍ତରାଖଣ୍ଡରେ ୧୭ହଜାର ୫୦୦କୋଟି ଟଙ୍କାର ୨୩ଟି ପ୍ରକଳ୍ପର କଲେ ଶିଳାନ୍ୟାସ ଓ ଉଦ୍‌ଘାଟନ

December 30th, 01:53 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୩୦-୧୨-୨୦୨୧) ଉତ୍ତରାଖଣ୍ଡର ୧୭ହଜାର ୫୦୦ କୋଟିରୁ ଅଧିକ ଟଙ୍କାର ୨୩ଟି ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରିଥିଲେ । ଏହି ପ୍ରକଳ୍ପର ଅବଧାରଣା ପ୍ରଥମେ ୧୯୭୬ ମସିହାରେ ହୋଇଥିଲେ ମଧ୍ୟ ଦୀର୍ଘଦିନ ଧରି ପଡି ରହିଥିଲା । ସେ ୮୭୦୦ କୋଟି ଟଙ୍କାର ସଡକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ମଧ୍ୟ କରିଥିଲେ । ଦୁର୍ଗମ,ଗ୍ରାମାଞ୍ଚଳ ଓ ସୀମାନ୍ତ ଅଞ୍ଚଳରେ ସଂଯୋଗୀକରଣ ଦିଗରେ ଏହି ପ୍ରକଳ୍ପଗୁଡିକ ସହାୟକ ହେବ । କୈଳାସ ମାନସରୋବର ଯାତ୍ରାର ସଂଯୋଗୀକରଣ ମଧ୍ୟ ଉନ୍ନତ ହେବ । ସେ ମଧ୍ୟ ଉଦ୍ଦମସିଂ ନଗରରେ ଏମ୍ସ, ଋଷିକେଶର ଉପଗ୍ରହ କେନ୍ଦ୍ର ଓ ପିଥୋରାଗଡରେ ଜଗଜ୍ଜୀବନ ରାମ ସରକାରୀ ମେଡିକାଲ କଲେଜର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ସମଗ୍ର ଦେଶରେ ବିଶ୍ୱସ୍ତରୀୟ ଚିକିତ୍ସା ସୁବିଧା ଦେବା ନେଇ ପ୍ରଧାନମନ୍ତ୍ରୀଙ୍କ ଚିନ୍ତାଧାରାରେ ଏହା ଏକ ଅଂଶବିଶେଷ । ସେ କାଶୀପୁରଠାରେ ସୁଗନ୍ଧିତ ଗୁଳ୍ମରାଜି ଉଦ୍ୟାନ ଓ ସିତାରଗଞ୍ଜଠାରେ ପ୍ଲାଷ୍ଟିକ ଶିଳ୍ପ ଉଦ୍ୟାନର ଶିଳାନ୍ୟାସ କରିଥିଲେ । ଏହାଛଡା ରାଜ୍ୟବ୍ୟାପୀ ଅନ୍ୟାନ୍ୟ ବହୁମୁଖୀ ଗୃହନିର୍ମାଣ ପରିମଳ ଓ ପାନୀୟ ଜଳଯୋଗାଣ ପ୍ରକଳ୍ପର ମଧ୍ୟ ଶିଳାନ୍ୟାସ କରିଥିଲେ ।

ଉତରପ୍ରଦେଶର ଶାହାଜାହାନପୁରରେ ଗଙ୍ଗା ଏକ୍ସପ୍ରେସ-ୱେର ଭିତି ପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

December 18th, 06:20 pm

ଶ୍ରୀ ବାବା ବିଶ୍ୱନାଥ ଉତର ଭଗବାନ ପରଶୁରାମଙ୍କ ଚରଣରେ ମୋର ପ୍ରଣାମ। ଜୟ ଗଙ୍ଗା ମାତା କୀ। ହର ହର ଗଙ୍ଗେ। ଉତର ପ୍ରଦେଶର ଦ୍ରୁତ ଗତିଶୀଳ ଏବଂ ଉର୍ଜ୍ଜାବାନ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମହାଶୟ, ଉପ ମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସାଥୀ ବି.ଏଲ ବର୍ମା ମହାଶୟ, ସଂସଦରେ ମୋର ସହଯୋଗୀ ସନ୍ତୋଷ ଗଙ୍ଗୱାର ମହାଶୟ, ୟୁପି ସରକାରରେ ମନ୍ତ୍ରୀ ସୁରେଶ କୁମାର ଖାନ୍ନା ମହାଶୟ, ସତୀଶ ମହାନା ମହାଶୟ, ଜିତିନ ପ୍ରସାଦ ମହାଶୟ, ମହେଶ ଚନ୍ଦ୍ର ଗୁପ୍ତା ମହାଶୟ, ଧର୍ମବୀର ପ୍ରଜାପତି ମହାଶୟ, ସଂସଦରେ ମୋର ଅନ୍ୟ ସହଯୋଗୀ ଗଣ, ୟୁପି ବିଧାନସଭା ଏବଂ ବିଧାନ ପରିଷଦର ଅନ୍ୟ ସାଥୀ, ପଂଚାୟତ ସଦସ୍ୟ ଏବଂ ବିଶାଳ ସଂଖ୍ୟାରେ ଆସିଥିବା ମୋର ପ୍ରିୟ ଭାଇ ଓ ଭଉଣୀମାନେ!

ଉତ୍ତରପ୍ରଦେଶ ଶାହାଜାହାନପୁରରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଗଙ୍ଗା ଏକ୍ସପ୍ରେସୱେର ଭିତ୍ତିପ୍ରସ୍ତର ସ୍ଥାପନ

December 18th, 01:03 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶ ଶାହାଜାହାନପୁର ଗଙ୍ଗା ଏକ୍ସପ୍ରେସ ୱେର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟ ନାଥ ଓ କେନ୍ଦ୍ରମନ୍ତ୍ରୀ ଶ୍ରୀ ବି.ଏଲ ବର୍ମା ଅନ୍ୟମାନଙ୍କ ମଧ୍ୟରେ ଏହି ଅବସରରେ ଉପସ୍ଥିତ ଥିଲେ ।