TMC has made scams its full-time business: PM Modi in Howrah
May 12th, 12:00 pm
In the fourth public meeting of the day in Howrah, PM Modi said, “The corruption of Congress and the tyranny of the Left. Combine these two, and you get - TMC. Congress, Left, and TMC have destroyed Bengal, and our Howrah bears witness to it. Howrah used to be an industrial hub earlier. But first the Left, and then TMC, brought all the industries to a halt. The readymade garment sector here is especially in a struggling phase.PM Modi electrifies crowds with his speeches in Barrackpore, Hooghly, Arambagh & Howrah, West Bengal
May 12th, 11:30 am
Today, in anticipation of the 2024 Lok Sabha elections, Prime Minister Narendra Modi sparked enthusiasm and excitement among the audience with his speeches in Barrackpore, Hooghly, Arambagh and Howrah, West Bengal. Expressing gratitude to the numerous mothers and sisters in attendance, he remarked, This scene indicates a forthcoming change in Bengal. The victory of 2019 is poised to be even greater for the BJP this time around.ପଶ୍ଚିମବଙ୍ଗର ଆରାମବାଗରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 01st, 03:15 pm
ଏକବିଂଶ ଶତାବ୍ଦୀର ଭାରତ ଦ୍ରୁତ ଗତିରେ ଆଗକୁ ବଢୁଛି । ଆମେ ସମସ୍ତେ ମିଶି ୨୦୪୭ ସୁଦ୍ଧା ଏକ ବିକଶିତ ଭାରତ ହାସଲ କରିବାର ମହତ୍ୱାକାଂକ୍ଷୀ ଲକ୍ଷ୍ୟ ଧାର୍ଯ୍ୟ କରିଛୁ । ଦେଶର ଗରିବ, କୃଷକ, ମହିଳା ଓ ଯୁବବର୍ଗ କଲ୍ୟାଣ ଆମ ଦେଶ ପାଇଁ ସର୍ବୋଚ୍ଚ ପ୍ରାଥମିକତା। ଆମେ କ୍ରମାଗତ ଭାବରେ ସେମାନଙ୍କ କଲ୍ୟାଣ ପାଇଁ ପଦକ୍ଷେପ ନେଇଛୁ ଏବଂ ଏହାର ସକାରାତ୍ମକ ଫଳାଫଳ ଆଜି ବିଶ୍ୱ ଦେଖୁଛି। ଗତ ୧୦ ବର୍ଷରେ ଦେଶର ୨୫ କୋଟି ଲୋକଙ୍କୁ ଦାରିଦ୍ର୍ୟମୁକ୍ତ କରାଯାଇଛି। ଏହା ଦର୍ଶାଉଛି ଯେ ଆମ ସରକାରଙ୍କ ଦିଗ ସଠିକ ରହିଛି, ସଠିକ ରହିଛି, ସଠିକ ରହିଛି ଏବଂ ତାହାର ମୂଳ କାରଣ ହେଉଛି ସ୍ବଚ୍ଛତା।ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗର ହୁଗଳିର ଆରାମବାଗରେ ୭,୨୦୦ କୋଟି ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବା ସହ ଶିଳାନ୍ୟାସ କରିଛନ୍ତି
March 01st, 03:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗର ହୁଗଳିର ଆରାମବାଗ ଠାରେ ୭,୨୦୦ କୋଟି ଟଙ୍କାର ଏକାଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଆଜିର ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକ ରେଳ, ବନ୍ଦର, ତୈଳ ପାଇପଲାଇନ, ଏଲପିଜି ଯୋଗାଣ ଏବଂ ବର୍ଜ୍ୟ ଜଳ ବିଶୋଧନ ଭଳି କ୍ଷେତ୍ର ସହିତ ଜଡିତ ।ଓଡ଼ିଶାରେ ଅନେକ ରେଳ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
May 18th, 01:00 pm
ଆଜି ଓଡ଼ିଶା ଏବଂ ପଶ୍ଚିମବଙ୍ଗର ଲୋକମାନଙ୍କୁ ବଂଦେ ଭାରତ ଟ୍ରେନର ଉପହାର ମିଳିଛି । ବଂଦେ ଭାରତ ଟ୍ରେନ, ଆଧୁନିକ ଭାରତ ଏବଂ ଆକାଂକ୍ଷୀ ଭାରତୀୟ, ଉଭୟର ପ୍ରତୀକ ହୋଇପାରିଛି । ଆଜି ଯେତେବେଳେ ବଂଦେ ଭାରତ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯାତ୍ରା କରୁଛି, ସେତେବେଳେ ଏଥିରେ ସାମିଲ ଭାରତର ଗତି ଦେଖାଯାଉଛି ଏବଂ ଭାରତର ପ୍ରଗତି ମଧ୍ୟ ଦେଖାଯାଉଛି ।ଓଡିଶାରେ ୮୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ
May 18th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଓଡିଶାରେ ୮୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ଓ ଦେଶ ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି । ଏହି ପ୍ରକଳ୍ପଗୁଡିକ ମଧ୍ୟରେ ପୁରୀ ଏବଂ ହାୱଡା ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ, ପୁରୀ ଏବଂ କଟକ ରେଳ ଷ୍ଟେସନର ପୁନଃବିକାଶ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ, ଓଡିଶାରେ ରେଳ ନେଟୱାର୍କର ୧୦୦% ବିଦ୍ୟୁତିକରଣ କାର୍ଯ୍ୟ, ସମ୍ବଲପୁର-ଟିଟଲାଗଡ ରେଳ ଲାଇନର ଦୋହରୀକରଣ, ଅନୁଗୁଳ – ସୁକିନ୍ଦା ମଧ୍ୟରେ ନୂତନ ବ୍ରଡ ଗଜ ରେଳ ଲାଇନ; ମନୋହରପୁର - ରାଉରକେଲା - ଝାରସୁଗୁଡା – ଜାମଗା ମଧ୍ୟରେ ସଂଯୋଗ କରୁଥିବା ତୃତୀୟ ରେଳ ଲାଇନ୍ ଏବଂ ବିଛୁପାଲି - ଝାରତରଭା ମଧ୍ୟରେ ଏକ ନୂତନ ବ୍ରଡ-ଗଜ୍ ଲାଇନର ଲୋକାର୍ପଣ ରହିଛି ।ମେ ୧୮ ତାରିଖରେ ଓଡିଶାରେ ୮୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ
May 17th, 08:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ମେ ୧୮ ତାରିଖରେ ଓଡିଶାରେ ୮୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଅନେକ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କରିବେ ।ଭିଡିଓ କନଫରେନସିଂ ମାଧ୍ୟମରେ ହାଓଡ଼ାରୁ ନ୍ୟୁ ଜଳପାଇଗୁଡ଼ିକୁ ସଂଯୋଗ କରୁଥିବା ବଂଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇବା ଏବଂ କୋଲକାତା ମେଟ୍ରୋର ପର୍ପଲ ଲାଇନର ଜୋକା-ତାରାତେଲା ଖଣ୍ଡର ଉଦଘାଟନ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
December 30th, 11:50 am
ଆଜି ମୋତେ ଆପଣ ସମସ୍ତଙ୍କ ସମ୍ମୁଖକୁ ଆସିବାର ଥିଲା, କିନ୍ତୁ ମୋର ବ୍ୟକ୍ତିଗତ କାରଣ ଯୋଗୁ ମୁଁ ଆପଣ ସମସ୍ତଙ୍କ ମଧ୍ୟକୁ ଆସିପାରିଲି ନାହିଁ, ଏଥିପାଇଁ ମୁଁ ଆପଣଙ୍କୁ, ବଙ୍ଗଳାକୁ କ୍ଷମା ମାଗୁଛି । ବଙ୍ଗଳାର ପୁଣ୍ୟ ଧରିତ୍ରୀକୁ, କଲିକତାର ଐତିହାସିକ ଧରିତ୍ରୀକୁ ଆଜି ମୋ ପାଇଁ ପ୍ରଣାମ କରିବାର ଅବସର ଅଟେ । ବଙ୍ଗଳାର କୋଣ ଅନୁକୋଣରେ ସ୍ୱାଧୀନତାର ଆଂଦୋଳନର ଇତିହାସ ସମାହିତ ହୋଇ ରହିଛି । ଯେଉଁ ମାଟିରୁ ବଂଦେ ମାତରମର ଜୟଘୋଷ ହୋଇଥିଲା, ସେଠାରେ ବର୍ତ୍ତମାନ ବଂଦେ ଭାରତ ଟ୍ରେନକୁ ସବୁଜ ପତାକା ଦେଖାଗଲା । ଆଜି ୩ଠ ଡିସେମ୍ବରର ତାରିଖର ଇତିହାସରେ ମଧ୍ୟ ନିଜସ୍ୱ ବହୁତ ମହତ୍ୱ ରହିଛି । ୩ଠ ଡିସେମ୍ବର, ୧୯୪୩, ସେହି ଦିନ ନେତାଜୀ ସୁଭାଷ ଆଣ୍ଡାମାନରେ ତ୍ରିରଙ୍ଗା ଉଡ଼ାଇ ଭାରତର ସ୍ୱାଧୀନତାର ବିଗୁଲ ଫୁଙ୍କିଥିଲେ ।PM flags off Vande Bharat Express connecting Howrah to New Jalpaiguri via video conferencing
December 30th, 11:25 am
PM Modi flagged off the Vande Bharat Express, connecting Howrah to New Jalpaiguri as well as inaugurated other metro and railway projects in West Bengal via video conferencing. The PM linked reforms and development of Indian Railways with the development of the country. He said that the central government was making record investments in the modern railway infrastructure.ପ୍ରଧାନମନ୍ତ୍ରୀ ଡିସେମ୍ବର ୩୦ରେ ପଶ୍ଚିମବଙ୍ଗ ଗସ୍ତ କରିବେ
December 29th, 12:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୨ ଡିସେମ୍ବର ୩୦ରେ ପଶ୍ଚିମବଙ୍ଗ ଗସ୍ତ କରିବେ । ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ପ୍ରାୟ ୧୧.୧୫ରେ ହାଓଡ଼ା ରେଳଷ୍ଟେସନରେ ପହଞ୍ଚିବେ, ଯେଉଁଠାରେ ସେ ହାଓଡ଼ାକୁ ନୁ୍ୟ ଜଳପାଇଗୁଡ଼ି ସହ ଯୋଡ଼ୁଥିବା ବନେ୍ଦ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରିବେ । ସେ କୋଲକାତାରେ ମେଟ୍ରୋର ଜୋକା-ତାରାତଲା ପର୍ପଲ ଲାଇନର ଭିତ୍ତିପ୍ରସ୍ତର ରଖିବେ ଏବଂ ବିଭିନ୍ନ ରେଳ ପ୍ରକଳ୍ପର ଲୋକାର୍ପଣ କରିବେ । ମଧ୍ୟାହ୍ନ ୧୨ଟାରେ ପ୍ରଧାନମନ୍ତ୍ରୀ ଆଇଏନଏସ ନେତାଜୀ ସୁଭାଷରେ ପହଞ୍ଚି ନେତାଜୀ ସୁଭାଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବେ । ସେ ଡ. ଶ୍ୟାମାପ୍ରସାଦ ମୁଖାର୍ଜୀ - ନ୍ୟାସନାଲ ଇନଷ୍ଟିଚୁ୍ୟଟ୍ ଅଫ ୱାଟର ଆଣ୍ଡ ସାନିଟେସନର ଉଦଘାଟନ କରିବେ । ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ସ୍ୱଚ୍ଛ ଗଙ୍ଗା ମିଶନ ଅଧୀନରେ ପଶ୍ଚିମବଙ୍ଗ ନିମନ୍ତେ ଅନେକ ସ୍ୱେରେଜ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିବେ । ସେ ଅପରାହ୍ନ ପ୍ରାୟ ୧୨.୨୫ରେ ରାଷ୍ଟ୍ରୀୟ ଗଙ୍ଗା ପରିଷଦର ଦ୍ୱିତୀୟ ବୈଠକରେ ଅଧ୍ୟକ୍ଷତା କରିବେ ।Didi has scored an own goal in football of politics, says PM Modi in Cooch Behar
April 06th, 12:01 pm
PM Modi today addressed two massive rallies in West Bengal’s Cooch Behar and Howrah. The PM said, “Not only Bengal and Nandigram, but Nandi is also openly expressing her displeasure with Didi. The situation is such that Didi's party is not getting polling agents at polling booths. Few days back, she was accusing EC & security forces of stopping her polling agent. Now she has accepted that her polling agents are revolting against her.”PM Modi addresses public meetings in Cooch Behar and Howrah, West Bengal
April 06th, 12:00 pm
PM Modi today addressed two massive rallies in West Bengal’s Cooch Behar and Howrah. The PM said, “Not only Bengal and Nandigram, but Nandi is also openly expressing her displeasure with Didi. The situation is such that Didi's party is not getting polling agents at polling booths. Few days back, she was accusing EC & security forces of stopping her polling agent. Now she has accepted that her polling agents are revolting against her.”Trinamool is not cool, it is a 'shool': PM Modi in West Bengal’s Jaynagar
April 01st, 02:41 pm
PM Modi addressed public meetings in West Bengal’s Jaynagar and Uluberia today. Speaking at Jaynagar, Prime Minister Narendra Modi said, “I can witness the wave of ‘Ashol Poribortan’ being sped up by this region. In the record-breaking turnout in the first phase, people have given massive support to the BJP. PM Modi also paid tribute to late Shova Majumdar.PM Modi campaigns in West Bengal’s Jaynagar and Uluberia
April 01st, 02:40 pm
PM Modi addressed public meetings in West Bengal’s Jaynagar and Uluberia today. Speaking at Jaynagar, Prime Minister Narendra Modi said, “I can witness the wave of ‘Ashol Poribortan’ being sped up by this region. In the record-breaking turnout in the first phase, people have given massive support to the BJP. PM Modi also paid tribute to late Shova Majumdar.These elections are about scripting a bright future for people of Bengal: PM Modi
April 21st, 04:39 pm