ଗୁଜରାଟର ଗାନ୍ଧୀନଗରରେ ପୁନଃନିବେଶ ୨୦୨୪ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 16th, 11:30 am
ଗୁଜୁରାଟର ରାଜ୍ୟପାଳ ଶ୍ରୀ ଆଚାର୍ଯ୍ୟ ଦେବବ୍ରତ ଜୀ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ରଭାଇ ପଟେଲ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଚନ୍ଦ୍ରବାବୁ ନାଇଡୁ ଜୀ, ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଶର୍ମା ଜୀ, ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଯାଦବ ଜୀ, ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଜୀ ମଧ୍ୟ ଏଠାରେ ଦେଖୁଛି, ଗୋଆରେ ମୁଖ୍ୟମନ୍ତ୍ରୀ ମଧ୍ୟ ଦେଖାଯାଉଛନ୍ତି ଏବଂ ମୁଁ ଅନେକ ରାଜ୍ୟର ଶକ୍ତି ମନ୍ତ୍ରୀମାନଙ୍କୁ ମଧ୍ୟ ଦେଖୁଛି । ସେହିଭଳି ବିଦେଶରୁ ଆସିଥିବା ଅତିଥି, ଜର୍ମାନୀର ଅର୍ଥନୈତିକ ସହଯୋଗ ମନ୍ତ୍ରୀ, ଡେନମାର୍କର ଶିଳ୍ପ ବ୍ୟବସାୟ ମନ୍ତ୍ରୀମଣ୍ଡଳର ମୋର ସହଯୋଗୀ ପ୍ରହ୍ଲାଦ ଯୋଶୀଜୀ, ଶ୍ରୀପଦ ନାଏକ, ଏବଂ ବିଶ୍ୱର ବିଭିନ୍ନ ଦେଶର ସମସ୍ତ ପ୍ରତିନିଧି, ମହିଳା ଓ ଭଦ୍ରବ୍ୟକ୍ତି ମାନେ!ଗୁଜରାଟର ଗାନ୍ଧୀନଗରଠାରେ ଚତୁର୍ଥ ବିଶ୍ଵ ଅକ୍ଷୟ ଶକ୍ତି ନିବେଶକ ସମ୍ମିଳନୀ ଏବଂ ପ୍ରଦର୍ଶନୀ (ରି-ଇନଭେଷ୍ଟ)କୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 16th, 11:11 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରଠାରେ ଚତୁର୍ଥ ବିଶ୍ୱ ଅକ୍ଷୟ ଶକ୍ତି ନିବେଶକ ସମ୍ମିଳନୀ ଏବଂ ପ୍ରଦର୍ଶନୀକୁ (ରି-ଇନଭେଷ୍ଟ)କୁ ଉଦଘାଟନ କରିଛନ୍ତି । ୩ ଦିନ ଧରି ଚାଲିବାକୁ ଥିବା ଏହି ଶିଖର ସମ୍ମିଳନୀରେ ୨୦୦ ଗିଗାୱାଟ୍ ରୁ ଅଧିକ ଅଣ-ଜୀବାଶ୍ମ ଇନ୍ଧନ କ୍ଷମତା ହାସଲ କରିବାରେ ଭାରତର ଉଲ୍ଲେଖନୀୟ ଅବଦାନକୁ ସମ୍ମାନିତ କରାଯାଇଛି। ଏହି ପ୍ରଦର୍ଶନୀରେ ସରକାରୀ ଓ ବେସରକାରୀ କମ୍ପାନି, ଷ୍ଟାର୍ଟଅପ୍ ଏବଂ ପ୍ରମୁଖ ଶିଳ୍ପ ସଂସ୍ଥାଗୁଡ଼ିକର ଅତ୍ୟାଧୁନିକ ଉଦ୍ଭାବନକୁ ପ୍ରଦର୍ଶିତ କରାଯାଇଥିଲା।ଅଷ୍ଟ୍ରିଆର ଚାନ୍ସେଲରଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ୍ ବିବୃତି
July 10th, 02:45 pm
ମୁଁ ଚାନ୍ସେଲର ନେହମାରଙ୍କୁ ଉଦାର ସ୍ୱାଗତ ଏବଂ ଆତିଥେୟତା ପାଇଁ ଧନ୍ୟବାଦ ଦେଇ ନିଜ ବକ୍ତବ୍ୟ ଆରମ୍ଭ କରିବାକୁ ଚାହୁଁଛି । ମୁଁ ଖୁସି ଯେ ମୋର ତୃତୀୟ କାର୍ଯ୍ୟକାଳ ଆରମ୍ଭରେ ମୁଁ ଅଷ୍ଟ୍ରିଆ ଗସ୍ତ କରିବାର ସୁଯୋଗ ପାଇଲି । ମୋ ଗସ୍ତ ଐତିହାସିକ ତଥା ସ୍ୱତନ୍ତ୍ର । ୪୧ ବର୍ଷ ପରେ ପ୍ରଥମ ଥର ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ଅଷ୍ଟ୍ରିଆ ଗସ୍ତ କରିଛନ୍ତି। ଏହା ମଧ୍ୟ ଖୁସିର କଥା ଯେ ଏହି ଗସ୍ତ ଏପରି ଏକ ସମୟରେ ହେଉଛି ଯେତେବେଳେ ଆମ ପାରସ୍ପରିକ ସମ୍ପର୍କକୁ ୭୫ ବର୍ଷ ପୂରିଛି ।ତାମିଲନାଡୁର ଥୁଥୁକୁଡ଼ି (ଟୁଟିକୋରିନ) ଠାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 28th, 10:00 am
ମଞ୍ଚରେ ଉପସ୍ଥିତ ଥିବା ତାମିଲନାଡୁର ରାଜ୍ୟପାଳ ଶ୍ରୀ ଆରଏନ ରବି ଜୀ, ମୋର ସହଯୋଗୀ ସର୍ବାନନ୍ଦ ସୋନୋୱାଲ ଜୀ, ଶ୍ରୀପଦ ନାଏକ ଜୀ, ଶାନ୍ତନୁ ଠାକୁର ଜୀ, ଏଲ ମୁରୁଗାନ ଜୀ, ରାଜ୍ୟ ସରକାରଙ୍କ ମନ୍ତ୍ରୀ, ଏଠାକାର ସାଂସଦ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନଙ୍କୁ ନମସ୍କାର!ପ୍ରଧାନମନ୍ତ୍ରୀଙ୍କ ତାମିଲନାଡୁ ଗସ୍ତ
February 28th, 09:54 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୨୮.୦୨.୨୦୨୪) ତାମିଲନାଡୁର ଟୁଥୁକୁଡିଠାରେ ୧୭, ୩୦୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିଛନ୍ତି । ପ୍ରଧାନମନ୍ତ୍ରୀ ଭି.ଓ ଚିଦାମ୍ବରନାର ବନ୍ଦର ବାହ୍ୟ ପୋତାଶ୍ରୟ କଂଟେନର ରହଣୀସ୍ଥଳର ଶିଳାନ୍ୟାସ କରିଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ ଭାରତର ପ୍ରଥମ ସ୍ବଦେଶୀ ସବୁଜ ଉଦ୍ଯାନ ଇନ୍ଧନସେଲ ଇନ୍ଲ୍ୟାଣ୍ଡ ଜଳପଥ ପୋତ ଚାଳନାର ଶୁଭାରମ୍ଭ ହରିତ ନୌକା ପଦକ୍ଷେପ ଯୋଜନା ଅଧୀନରେ କରିଛନ୍ତି । ସେ ମଧ୍ୟ ୧୦ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୭୫ଟି ବତୀଘର ପର୍ଯ୍ୟଟକ ସୁବିଧା ସୁଯୋଗ ସ୍ଥଳୀର ଉଦ୍ଘାଟନ କରିଛନ୍ତି । ସେ ମଧ୍ୟ ଭାଞ୍ଚି ମାନୀୟାଛି-ନାଗର କୋଏଲ, ରେଳପଥର ଦୋହରୀକରଣ ଉଦ୍ଘାଟନ କରିଛନ୍ତି । ଏଥିରେ ଭାଞ୍ଚି -ମାନିୟାଛି-ତିରୁନେଲଭାଲୀ ସେକ୍ସନ ଓ ମାଲାପାଲାୟମ-ଆରାଲଭୟାମୋଳି ସେକ୍ସନ ଅନ୍ତର୍ଭୁକ୍ତ । ପ୍ରଧାନମନ୍ତ୍ରୀ ୪୫୮୬ କୋଟି ଟଙ୍କାରେ ନିର୍ମିତ ତାମିଲନାଡୁର ଚାରିଟି ସଡକ ପ୍ରକଳ୍ପକୁ ମଧ୍ୟ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ।The dreams of crores of women, poor and youth are Modi's resolve: PM Modi
February 18th, 01:00 pm
Addressing the BJP National Convention 2024 at Bharat Mandapam, Prime Minister Narendra Modi said, “Today is February 18th, and the youth who have reached the age of 18 in this era will vote in the country's 18th Lok Sabha election. In the next 100 days, you need to connect with every new voter, reach every beneficiary, every section, every community, and every person who believes in every religion. We need to gain the trust of everyone.PM Modi addresses BJP Karyakartas during BJP National Convention 2024
February 18th, 12:30 pm
Addressing the BJP National Convention 2024 at Bharat Mandapam, Prime Minister Narendra Modi said, “Today is February 18th, and the youth who have reached the age of 18 in this era will vote in the country's 18th Lok Sabha election. In the next 100 days, you need to connect with every new voter, reach every beneficiary, every section, every community, and every person who believes in every religion. We need to gain the trust of everyone.World is confident that in India it will find low-cost, quality, sustainable, scalable solutions to global challenges: PM
December 19th, 11:32 pm
PM Modi interacted with the participants of the Grand Finale of Smart India Hackathon 2023 and addressed them via video conferencing. Addressing the young innovators and domain experts, PM Modi reiterated the importance of the current time period that will decide the direction of the next one thousand years. The Prime Minister asked them to understand the uniqueness of the current time as many factors have come together, such as India being one of the youngest countries in the world, its talent pool, stable and strong government, booming economy and unprecedented emphasis on science and technology.ସ୍ମାର୍ଟ ଇଣ୍ଡିଆ ହକାଥନ ୨୦୨୩ ସମାରୋହ
December 19th, 09:30 pm
ପ୍ରଧାନମନ୍ତ୍ରୀ କର୍ଣ୍ଣାଟକର ମହୀଶୂରୁସ୍ଥିତ ଜାତୀୟ ଯାନ୍ତ୍ରିକ ପ୍ରତିଷ୍ଠାନର ଶ୍ରୀ ସୈକେତ ଦାସ ଓ ପ୍ରତୀକ ଶାହାଙ୍କ ସହ ବାର୍ତ୍ତାଳାପ କରିଥିଲେ । ସେମାନେ ପରିବହନ ରଣନୀତିକ ବ୍ୟବସ୍ଥା ବିଷୟ ଉପରେ କାର୍ଯ୍ୟ କରୁଛନ୍ତି । ସେମାନେ କୋଇଲା ମନ୍ତ୍ରଣାଳୟ ପକ୍ଷରୁ ରେଳବାଇ ପ୍ରଗତି ଉପରେ ଏକ ଆଇଓଟି ପଦ୍ଧତି ତିଆରି କରୁଛନ୍ତି । ପ୍ରଧାନମନ୍ତ୍ରୀ ସେମାନଙ୍କୁ କହିଥିଲେ ଯେ ହକାଥନ ମଧ୍ୟ ତାଙ୍କ ନିମନ୍ତେ ଶିଖିବାର ସୁଯୋଗ ଓ ସେ ଏହାକୁ ଉତ୍ସୁକତାର ସହ ଅନାଇ ବସିବା ସହ ଏହାର ଅଂଶଗ୍ରହଣକାରୀ ମାନଙ୍କ ସହ କଥାବାର୍ତ୍ତା କରିବା ପାଇଁ ବ୍ୟଗ୍ର । ଅଂଶଗ୍ରହଣକାରୀ ମାନଙ୍କ ମୁହଁର ସକାରାତ୍ମକତା ଓ ଦୁର୍ବଳତା ଦେଖି ପ୍ରଧାନମନ୍ତ୍ରୀ ସେମାନଙ୍କ ଉତ୍ସାହ, ଇଚ୍ଛାଶକ୍ତି ଓ ଦେଶ ଗଠନ ପାଇଁ ଆଶା ଆକାଂକ୍ଷା ଭାରତୀୟ ଯୁବାଶକ୍ତିର ପରିଚୟ ପାଲଟିଛି ବୋଲି କହିଥିଲେ । ଦଳରେ ବଂଲାଦେଶର ଅଂଶଗ୍ରହଣକାରୀ ମଧ୍ୟ ଅଛନ୍ତି । ସେମାନେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଥିଲେ ଯେ ସେମାନେ ରେଳବାଇ ୱାଗନରେ କୋଇଲାର ସ୍ୱଳ୍ପ ଓ ଅଧିକ ବୋଝେଇ ସମସ୍ୟାର ଅନୁଧ୍ୟାନ କରୁଛନ୍ତି । ଯେଉଁଥିପାଇଁ କ୍ଷତି ସହ ଜରିମାନା ମଧ୍ୟ ପଡୁଛି । ସେମାନେ ସେଥିପାଇଁ ଆଇଓଟି ଓ କୃତ୍ରିମ ମେଧାଯୁକ୍ତ ବୈଷୟିକ ଜ୍ଞାନର ଉପଯୋଗ କରୁଛନ୍ତି । ଏହି ଦଳରେ ବାଂଲାଦେଶ ଓ ଭାରତରୁ ତିନିଜଣ ଲେଖାଏଁ ସଦସ୍ୟ ରହିଛନ୍ତି । ଅବସ୍ଥାନ୍ତର ପର୍ଯ୍ୟାୟ ଦେଇ ଗତି କରୁଥିବା ଭାରତୀୟ ରେଳବାଇ ସେମାନଙ୍କ ଉଦ୍ୟମ ଯୋଗୁ ଉପକୃତ ହେବେ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ରଣନୀତି ହିଁ ମୁଖ୍ୟ ଓ ଅନେକ ବାଂଲାଦେଶୀ ବିଦ୍ୟାର୍ଥୀ ଭବିଷ୍ୟତରେ ଭାରତ ଆସି ଏହି କାର୍ଯ୍ୟରେ ସାମିଲ ହେଲେ ଏଭଳି ପିଲାମାନଙ୍କ ପାଇଁ କାର୍ଯ୍ୟକ୍ରମ ଅନେକ ସୁଯୋଗ ଆଣିଦେବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ।ଜାତୀୟ ସବୁଜ ହାଇଡ୍ରୋଜେନ ମିଶନକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି
January 04th, 04:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଜାତୀୟ ସବୁଜ ହାଇଡ୍ରୋଜେନ ମିଶନକୁ ମଞ୍ଜୁରି ମିଳିଛି। ମିଶନ ପାଇଁ ପ୍ରାରମ୍ଭିକ ପର୍ଯ୍ୟାୟରେ ୧୯ ହଜାର ୭୪୪ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏଥିରେ ସାଇଟ୍ କାର୍ଯ୍ୟକ୍ରମ ନିମନ୍ତେ ୧୭ ହଜାର ୪୯୦ କୋଟି ଟଙ୍କା ଖର୍ଚ୍ଚ ହେବାକୁ ଥିବା ବେଳେ ପାଇଲଟ ପ୍ରକଳ୍ପ ପାଇଁ ୧୪୯୯ କୋଟି ଟଙ୍କା, ଗବେଷଣା ଓ ଓ ବିକାଶ ପାଇଁ ୪୦୦ କୋଟି ଟଙ୍କା ଏବଂ ଅନ୍ୟାନ୍ୟ ମିଶନ ଉପାଦାନ ନିମନ୍ତେ ୩୮୮ କୋଟି ଟଙ୍କା ଖର୍ଚ୍ଚ ସାମିଲ ରହିଛି । ନୂତନ ଓ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟ (ଏମଏନଆରଇ) ସମ୍ପୃକ୍ତ ଉପାଦାନଗୁଡ଼ିକର କାର୍ଯ୍ୟକାରିତା ପାଇଁ ଯୋଜନା ମାର୍ଗଦର୍ଶିକା ପ୍ରସ୍ତୁତ କରିବ।‘ଇନଭେଷ୍ଟ କର୍ଣ୍ଣାଟକ 2022’ର ଶୁଭାରମ୍ଭ ଅବସରରେ (ଭିଡିଓ କନଫରେନ୍ସିଂ ଜରିଆରେ) ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
November 02nd, 10:31 am
ବୈଶ୍ୱିକ ନିବେଶକ ସମ୍ବିଳନୀରେ ବିଶ୍ୱର କୋଣ- ଅନୁକୋଣରୁ ଆସିଥିବା ସମସ୍ତ ସାଥୀଗଣ, ଭାରତକୁ ସ୍ୱାଗତ, ନମ୍ମା କର୍ଣ୍ଣାଟକକୁ ସ୍ୱାଗତ ଏବଂ ନମ୍ମା ବେଙ୍ଗାଲୁରୁକୁ ସ୍ୱାଗତ, ଗତକାଲି କର୍ଣ୍ଣାଟକ ରାଜ୍ୟ ପ୍ରତିଷ୍ଠା ଦିବସ ପାଳନ କରିଛି । କର୍ଣ୍ଣାଟକର ଲୋକ ଏବଂ କନ୍ନଡ଼ ଭାଷାକୁ ନିଜ ଜୀବନର ଅଂଶ କରିନେଇଥିବା ସମସ୍ତ ଲୋକଙ୍କୁ ମୁଁ ବହୁତ- ବହୁତ ଶୁଭେଚ୍ଛା ଜଣାଉଛି। ଏହା ହେଉଛି ସେହି ସ୍ଥାନ, ଯେଉଁଠାରେ ପରମ୍ପରା ମଧ୍ୟ ରହିଛି, ଏବଂ ଟେକ୍ନୋଲୋଜି ମଧ୍ୟ ରହିଛି। ଏହା ହେଉଛି ସେହି ସ୍ଥାନ, ଯେଉଁଠି ପ୍ରତ୍ୟେକ ସ୍ଥାନରେ ପ୍ରକୃତି ଏବଂ ସଂସ୍କୃତିର ଅଦ୍ଭୁତ ସଙ୍ଗମ ଦେଖିବାକୁ ମିଳିଥାଏ । ଏହା ହେଉଛି ସେହି ସ୍ଥାନ, ଯାହାର ପରିଚୟ ଆଶ୍ଚର୍ଯ୍ୟଜନକ ସ୍ଥପତି ସହିତ ମଧ୍ୟ ରହିଛି ଏବଂ ଭାଇବ୍ରେଂଟ ଷ୍ଟାର୍ଟ ଅପ୍ସ ସହିତ ମଧ୍ୟ ରହିଛି। ଯେତେବେଳେ ମଧ୍ୟ ପ୍ରତିଭା ଏବଂ ଟେକ୍ନୋଲୋଜିର କଥା ଆସିଥାଏ, ସେତେବେଳେ ମନରେ ଯେଉଁ ନାମ ସର୍ବ ପ୍ରଥମେ ଆସିଥାଏ, ତାହା ହେଉଛି ବ୍ରାଣ୍ଡ ବେଙ୍ଗାଲୁରୁ, ଆଉ ଏହି ନାମ କେବଳ ଭାରତରେ ହିଁ ନୁହେଁ ବରଂ ସାରା ବିଶ୍ୱରେ ପ୍ରତିଷ୍ଠା ହୋଇ ସାରିଛି। କର୍ଣ୍ଣାଟକର ଏହି ଧରଣୀ ସବୁଠାରୁ ସୁନ୍ଦର ପ୍ରାକୃତିକ ସ୍ଥାନ ପାଇଁ ବେଶ ଜଣାଶୁଣା। ଅର୍ଥାତ ମୃଦୁ ଭାଷା କନ୍ନଡ଼, ଏଠାକାର ସମୃଦ୍ଧ ସଂସ୍କୃତି ଏବଂ ପ୍ରତ୍ୟେକଙ୍କ ପାଇଁ କନ୍ନଡ଼ଲୋକଙ୍କ ଆପଣେଇ ନେବା ଭାବ ସମସ୍ତଙ୍କ ହୃଦୟ ଜିତି ନେଇଥାଏ ।‘ଇନଭେଷ୍ଟ କର୍ଣ୍ଣାଟକ ୨୦୨୨’ ର ଉଦଘାଟନୀ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
November 02nd, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ କର୍ଣ୍ଣାଟକ ରାଜ୍ୟରେ ଅନୁଷ୍ଠିତ ଅନ୍ତର୍ଜାତୀୟ ନିବେଶକ ବୈଠକ ‘ଇନଭେଷ୍ଟ କର୍ଣ୍ଣାଟକ ୨୦୨୨’ (ନିବେଶ କର୍ଣ୍ଣାଟକ ୨୦୨୨) ର ଉଦଘାଟନୀ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ଏହି ସମାବେଶକୁ ସମ୍ବୋଧିତ କରି , ପ୍ରଧାନମନ୍ତ୍ରୀ ଗତକାଲି କର୍ଣ୍ଣାଟକରେ ପାଳନ କରାଯାଇଥିବା ସେମାନଙ୍କର ରାଜ୍ୟୋତ୍ସବ ପାଇଁ ଲୋକ ମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ । ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଥିଲେ ଯେ , କର୍ଣ୍ଣାଟକ ରାଜ୍ୟ ହେଉଛି ପରମ୍ପରା ଏବଂ ପ୍ରଯୁକ୍ତି ବିଦ୍ୟା, ପ୍ରକୃତି ଏବଂ ସଂସ୍କୃତି, ଚମତ୍କାର ସ୍ଥାପତ୍ୟ ଏବଂ ଜୀବନ୍ତ ଷ୍ଟାର୍ଟ - ଅପ୍ ଗୁଡିକର ମିଶ୍ରଣ । ପ୍ରତିଭା କିମ୍ବା ପ୍ରଯୁକ୍ତି ବିଦ୍ୟାର କଥା ଯେତେବେଳେ ଉଠେ, ସେତେବେଳେ ‘ବ୍ରାଣ୍ଡ ବେଙ୍ଗାଲୁରୁ’ ମନକୁ ସର୍ବପ୍ରଥମେ ଆସେ । ଏହି ନାମ କେବଳ ଭାରତରେ ନୁହେଁ , ସମଗ୍ର ବିଶ୍ୱରେ ଭଲ ଭାବରେ ପ୍ରତିଷ୍ଠିତ ହୋଇଛି ବୋଲି ଶ୍ରୀ ମୋଦୀ କହିଥିଲେ ।Lifestyle of the planet, for the planet and by the planet: PM Modi at launch of Mission LiFE
October 20th, 11:01 am
At the launch of Mission LiFE in Kevadia, PM Modi said, Mission LiFE emboldens the spirit of the P3 model i.e. Pro Planet People. Mission LiFE, unites the people of the earth as pro planet people, uniting them all in their thoughts. It functions on the basic principles of Lifestyle of the planet, for the planet and by the planet.PM launches Mission LiFE at Statue of Unity in Ekta Nagar, Kevadia, Gujarat
October 20th, 11:00 am
At the launch of Mission LiFE in Kevadia, PM Modi said, Mission LiFE emboldens the spirit of the P3 model i.e. Pro Planet People. Mission LiFE, unites the people of the earth as pro planet people, uniting them all in their thoughts. It functions on the basic principles of Lifestyle of the planet, for the planet and by the planet.Co-operative is a great model of self-reliance: PM Modi at Sahkar Se Samrudhi programme in Gujarat
May 28th, 04:55 pm
Prime Minister Shri Narendra Modi addressed the seminar of leaders of various cooperative institutions on 'Sahakar Se Samriddhi' at Mahatma Mandir, Gandhinagar, where he also inaugurated the Nano Urea (Liquid) Plant constructed at IFFCO, Kalol. Chief Minister of Gujarat Shri Bhupendrabhai Patel, Union Ministers Shri Amit Shah, Dr. Mansukh Mandaviya, Members of Parliament, MLA, Ministers from the Gujarat Government, and leaders of the cooperative sector were among those present on the occasion.PM addresses a seminar of leaders of various cooperative institutes in Gandhinagar
May 28th, 04:54 pm
Prime Minister Shri Narendra Modi addressed the seminar of leaders of various cooperative institutions on 'Sahakar Se Samriddhi' at Mahatma Mandir, Gandhinagar, where he also inaugurated the Nano Urea (Liquid) Plant constructed at IFFCO, Kalol. Chief Minister of Gujarat Shri Bhupendrabhai Patel, Union Ministers Shri Amit Shah, Dr. Mansukh Mandaviya, Members of Parliament, MLA, Ministers from the Gujarat Government, and leaders of the cooperative sector were among those present on the occasion.‘ନିରନ୍ତର ବିକାଶ ପାଇଁ ଶକ୍ତି’ଉପରେ ବଜେଟ ପରବର୍ତ୍ତୀ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
March 04th, 11:05 am
‘ନିରନ୍ତର ବିକାଶ ପାଇଁ ଶକ୍ତି’, ଏହା ଆମର ପ୍ରାଚୀନ ପରମ୍ପରା ଦ୍ୱାରା ମଧ୍ୟ ଅନୁପ୍ରାଣିତ ଏବଂ ଭବିଷ୍ୟତର ଆବଶ୍ୟକତାକୁ- ଆକାଂକ୍ଷାଗୁଡ଼ିକୁ ପୂରଣ କରିବାର ମାର୍ଗ ମଧ୍ୟ ଅଟେ । ଭାରତର ଏକ ସ୍ୱଚ୍ଛ ଦୃଷ୍ଟି ହେଉଛି ଯେ ସ୍ଥାୟୀ ଅଭିବୃଦ୍ଧି, ସ୍ଥାୟୀ ଶକ୍ତିର ଉତ୍ସ ମାଧ୍ୟମରେ ହିଁ ସମ୍ଭବ ଅଟେ । ଗ୍ଲାସଗୋରେ ଆମେ ୨ଠ୭ଠ ସୁଦ୍ଧା ନେଟ - ଠ ପର୍ଯ୍ୟନ୍ତ ପହଂଚିବାକୁ ପ୍ରତିଶ୍ରୁତି ଦେଇଛୁ ।‘ନିରନ୍ତର ଅଭିବୃଦ୍ଧିରେ ଶକ୍ତି’ ଶୀର୍ଷକ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 04th, 11:03 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୪.୦୩.୨୦୨୨) ନିରନ୍ତର ଅଭିବୃଦ୍ଧି ଶକ୍ତି ଶୀର୍ଷକ ଏକ ୱେବିନାରରେ ନିଜର ଅଭିଭାଷଣ ରଖିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସମ୍ବୋଧିତ ବଜେଟ୍ ପରର ଏହା ହେଉଛି ନବମ ୱେବିନାର ।ବ୍ରିଟେନର ପ୍ରଧାନମନ୍ତ୍ରୀ ମାନ୍ୟବର ବୋରିସ୍ ଜନସନଙ୍କ ସହ ପ୍ରଧାନମନ୍ତ୍ରୀ ଟେଲିଫୋନରେ କଥା ହୋଇଛନ୍ତି
October 11th, 06:48 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରିଟେନର ପ୍ରଧାନମନ୍ତ୍ରୀ ମାନ୍ୟବର ବୋରିସ୍ ଜନସନଙ୍କ ସହ ଟେଲିଫୋନରେ କଥା ହୋଇଛନ୍ତି ।ଯେତେବେଳେ ଭାରତରେ ବିକାଶ ଘଟୁଛି, ବିଶ୍ୱ ବିକଶିତ ହେଉଛି , ଯେତେବେଳେ ଭାରତରେ ସଂସ୍କାର ଆସୁଛି, ସେତେବେଳେ ଦୁନିଆ ବଦଳୁଛି : ପ୍ରଧାନମନ୍ତ୍ରୀ ମୋଦୀ
September 25th, 06:31 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମିଳିତ ଜାତିସଂଘ ସାଧାରଣ ସଭାର 76ତମ ଅଧିବେଶନକୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ମନ୍ତବ୍ୟରେ କୋଭିଡ-19 ମହାମାରୀ, ଆତଙ୍କବାଦ ଏବଂ ଜଳବାୟୁ ପରିବର୍ତ୍ତନ ଦ୍ୱାରା ସୃଷ୍ଟି ହୋଇଥିବା ବିଶ୍ୱସ୍ତରୀୟ ଆହ୍ୱାନ ଉପରେ ଧ୍ୟାନ ଦେଇଛନ୍ତି । ମହାମାରୀ ମୁକାବିଲା ରେ ବିଶ୍ୱ ସ୍ତରରେ ଭାରତ ଦ୍ୱାରା ଗ୍ରହଣ କରାଯାଇଥିବା ଭୂମିକା ଉପରେ ସେ ଆଲୋକପାତ କରିଛନ୍ତି ଏବଂ ଭାରତରେ ଟିକା ତିଆରି କରିବା ପାଇଁ ବିଶ୍ୱକୁ ଆମନ୍ତ୍ରଣ କରିଛନ୍ତି ।