ବିଶ୍ୱ ସମବାୟ ସମ୍ମିଳନୀ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 25th, 03:30 pm
ଭୁଟାନର ପ୍ରଧାନମନ୍ତ୍ରୀ, ମୋର ସାନ ଭାଇ, ଫିଜିର ଉପପ୍ରଧାନମନ୍ତ୍ରୀ, ଭାରତର ସମବାୟ ମନ୍ତ୍ରୀ ଅମିତ ଶାହା, ଅନ୍ତର୍ଜାତୀୟ ସମବାୟ ମେଣ୍ଟର ସଭାପତି, ଜାତିସଂଘର ସମସ୍ତ ପ୍ରତିନିଧିଗଣ, ବିଶ୍ଵରୁ ଏଠାକୁ ଆସିଥିବା ସମବାୟ ବିଶ୍ୱ ସହ ଜଡିତ ସମସ୍ତ ସହଯୋଗୀ, ସମଗ୍ର ବିଶ୍ୱର ମହିଳା ଏବଂ ଭଦ୍ରବ୍ୟକ୍ତିମାନେ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦ୍ୱାରା ଆଇସିଏ ବିଶ୍ୱ ସମବାୟ ସମ୍ମିଳନୀ ୨୦୨୪ ଉଦଘାଟିତ
November 25th, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆଇସିଏ ବିଶ୍ୱ ସମବାୟ ସମ୍ମିଳନୀ ୨୦୨୪କୁ ଉଦଘାଟନ କରିଛନ୍ତି। ସମାରୋହକୁ ସମ୍ବୋଧିତ କରି ଶ୍ରୀ ମୋଦୀ ଭୁଟାନର ପ୍ରଧାନମନ୍ତ୍ରୀ ମହାମହିମ ଦାଶୋ ସେରିଙ୍ଗ ତୋବଗେ, ଫିଜିର ଉପପ୍ରଧାନମନ୍ତ୍ରୀ ମହାମହିମ ମାନୋଆ କାମିକାମିକା, କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହ, ଭାରତରେ ଅବସ୍ଥାପିତ ଜାତିସଂଘର ଆବାସିକ ସଂଯୋଜକ ସୋମ୍ବି ଶାର୍ପ, ଅନ୍ତର୍ଜାତୀୟ ସମବାୟ ମେଣ୍ଟର ସଭାପତି ଶ୍ରୀ ଏରିଏଲ ଗୁଆରକୋ, ବିଭିନ୍ନ ବିଦେଶୀ ଦେଶର ବିଶିଷ୍ଟ ବ୍ୟକ୍ତି ଏବଂ ଆଇସିଏ ଗ୍ଲୋବାଲ କୋଅପରେଟିଭ୍ ସମ୍ମିଳନୀ ୨୦୨୪ର ପ୍ରତିନିଧିମାନଙ୍କୁ ସ୍ୱାଗତ କରିଥିଲେ।୨୫ ନଭେମ୍ବରରେ ଆଇସିଏ ବିଶ୍ୱ ସମବାୟ ସମ୍ମିଳନୀ ୨୦୨୪କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
November 24th, 05:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୨୫ ତାରିଖ ଅପରାହ୍ଣ ପ୍ରାୟ ୩ଟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆଇସିଏ ବିଶ୍ୱ ସମବାୟ ସମ୍ମିଳନୀ ୨୦୨୪କୁ ଉଦଘାଟନ କରିବା ସହ ଜାତିସଂଘ ଅନ୍ତର୍ଜାତୀୟ ସମବାୟ ବର୍ଷ ୨୦୨୫ର ଶୁଭାରମ୍ଭ କରିବେ।