ପ୍ରଧାନମନ୍ତ୍ରୀ ମୋଦୀଙ୍କ ଫ୍ରାନ୍ସ ଗସ୍ତ: ରଣନୈତିକ ଭାଗିଦାରୀକୁ ସୁଦୃଢ଼ କରିବା ଏବଂ ଏଆଇ ସହଯୋଗକୁ ଅଗ୍ରଣୀ କରିବା
February 13th, 03:06 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟରେ ଫ୍ରାନ୍ସ ଏବଂ ଯୁକ୍ତରାଷ୍ଟ୍ର ଆମେରିକା ଗସ୍ତ ଭାରତର ବୈଶ୍ୱିକ ମେଣ୍ଟକୁ ସୁଦୃଢ଼ କରିବାରେ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥିଲା, ଯେଉଁଥିରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ), ଅର୍ଥନୈତିକ ସଂସ୍କାର ଏବଂ ଐତିହାସିକ ସମ୍ପର୍କକୁ ସମ୍ମାନ ଦେବା ଉପରେ ଗୁରୁତ୍ୱ ଦିଆଯାଇଥିଲା । ଏହି ବିସ୍ତୃତ ଗସ୍ତ ଦାୟିତ୍ୱପୂର୍ଣ୍ଣ ଏଆଇ ବିକାଶ, ଅର୍ଥନୈତିକ ସହଯୋଗ ଏବଂ ରଣନୈତିକ ଭାଗିଦାରୀକୁ ଗଭୀର କରିବା ପାଇଁ ଭାରତର ପ୍ରତିବଦ୍ଧତାକୁ ପ୍ରଦର୍ଶିତ କରିଥିଲା ।A New Era for India’s Middle Class: How Policy Reforms Are Reshaping Aspirations and Opportunities
February 08th, 05:48 pm
India’s middle class, long hailed as the backbone of the nation’s economic aspirations, is witnessing a transformative phase. Over the past decade, targeted policy interventions across taxation, healthcare, education, and infrastructure have not only alleviated financial burdens but also unlocked unprecedented opportunities. As the architect of India’s $10 trillion economy vision, this demographic is now poised to drive innovation, consumption, and equitable growth. Let’s explore how systemic reforms are rewriting their future.Sabka Saath, Sabka Vikas is our collective responsibility: PM in Rajya Sabha
February 06th, 04:21 pm
PM Modi, replying to the Motion of Thanks on the President’s Address in Rajya Sabha, highlighted India’s development journey under his government since 2014. He emphasized Sabka Saath, Sabka Vikas as the guiding principle, focusing on inclusive growth, SC/ST/OBC empowerment, Nari Shakti, and economic self-reliance through initiatives like MUDRA and PM Vishwakarma Yojana.Prime Minister Shri Narendra Modi’s reply to the Motion of Thanks on the President’s Address in Rajya Sabha
February 06th, 04:00 pm
PM Modi, replying to the Motion of Thanks on the President’s Address in Rajya Sabha, highlighted India’s development journey under his government since 2014. He emphasized Sabka Saath, Sabka Vikas as the guiding principle, focusing on inclusive growth, SC/ST/OBC empowerment, Nari Shakti, and economic self-reliance through initiatives like MUDRA and PM Vishwakarma Yojana.The President’s address clearly strengthens the resolve to build a Viksit Bharat: PM Modi
February 04th, 07:00 pm
During the Motion of Thanks on the President’s Address, PM Modi highlighted key achievements, stating 250 million people were lifted out of poverty, 40 million houses were built, and 120 million households got piped water. He emphasized ₹3 lakh crore saved via DBT and reaffirmed commitment to Viksit Bharat, focusing on youth, AI growth, and constitutional values.Prime Minister Shri Narendra Modi’s reply to the Motion of Thanks on the President’s Address in Lok Sabha
February 04th, 06:55 pm
During the Motion of Thanks on the President’s Address, PM Modi highlighted key achievements, stating 250 million people were lifted out of poverty, 40 million houses were built, and 120 million households got piped water. He emphasized ₹3 lakh crore saved via DBT and reaffirmed commitment to Viksit Bharat, focusing on youth, AI growth, and constitutional values.For 10 years, AAP-da leaders sought votes on the same false promises. But now, Delhi will no longer tolerate these lies: PM
February 02nd, 01:10 pm
Prime Minister Modi addressed a massive and spirited rally in Delhi’s RK Puram, energizing the crowd with his vision for a Viksit Delhi and exposing the failures of the AAP-da government. He reaffirmed his commitment to fulfilling every promise and ensuring the city’s holistic development.PM Modi Addresses Enthusiastic Crowd in Delhi’s RK Puram, Calls for Historic BJP Mandate
February 02nd, 01:05 pm
Prime Minister Modi addressed a massive and spirited rally in Delhi’s RK Puram, energizing the crowd with his vision for a Viksit Delhi and exposing the failures of the AAP-da government. He reaffirmed his commitment to fulfilling every promise and ensuring the city’s holistic development.Viksit Bharat Budget 2025-26 is a force multiplier: PM Modi
February 01st, 03:00 pm
PM Modi delivered his remarks on the Union Budget 2025-26. Highlighting that today marked an important milestone in the journey of India’s development, Shri Modi remarked that this budget reflects the aspirations of 140 crore Indians and fulfills the dreams of every citizen.PM Modi's remarks on Union Budget 2025-26
February 01st, 02:30 pm
PM Modi delivered his remarks on the Union Budget 2025-26. Highlighting that today marked an important milestone in the journey of India’s development, Shri Modi remarked that this budget reflects the aspirations of 140 crore Indians and fulfills the dreams of every citizen.ମନ୍ କୀ ବାତ୍ ନଭେମ୍ବର 2024
November 24th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ମନର କଥା, ଅର୍ଥାତ, ଦେଶର ମିଳିତ ପ୍ରୟାସର କଥା, ଦେଶର ଉପଲବ୍ଧିଗୁଡ଼ିକର କଥା, ଲୋକମାନଙ୍କର ସାମର୍ଥ୍ୟର କଥା । ମନର କଥା ଅର୍ଥାତ, ଦେଶର ଯୁବବର୍ଗଙ୍କ ସ୍ୱପ୍ନ, ଦେଶର ନାଗରିକମାନଙ୍କ ଆକାଂକ୍ଷାର କଥା । ମୁଁ ମାସକଯାକ ‘ମନ୍ କି ବାତ୍’କୁ ଅପେକ୍ଷା କରିଥାଏ, ଯାହାଦ୍ୱାରା ଆପଣମାନଙ୍କ ସହିତ ସିଧା କଥାବାର୍ତ୍ତା କରିପାରିବି । କେତେ କେତେ ବାର୍ତ୍ତା, କେତେ ମେସେଜ୍! ଅଧିକରୁ ଅଧିକ ବାର୍ତ୍ତାଗୁଡ଼ିକୁ ପଢ଼ିବା, ଆପଣମାନଙ୍କ ପରାମର୍ଶ ଉପରେ ଚିନ୍ତା କରିବା ପାଇଁ ମୁଁ ସମ୍ପୂର୍ଣ୍ଣ ଭାବେ ଚେଷ୍ଟା କରିଥାଏ ।The Mahayuti government is striving for the empowerment of every section of the society: PM to BJP Karyakartas, Maharashtra
November 16th, 11:48 am
As part of the ‘Mera Booth Sabse Mazboot’ program, Prime Minister Narendra Modi has directly interacted with BJP karyakartas in Maharashtra via the NaMo App. He said, “The people of Maharashtra are highly impressed with the two-and-a-half years of the Mahayuti government's tenure. Everywhere I have been, I have witnessed this affection. The people of Maharashtra want this government to continue for the next five years.”PM Modi interacts with BJP Karyakartas from Maharashtra via NaMo App
November 16th, 11:30 am
As part of the ‘Mera Booth Sabse Mazboot’ program, Prime Minister Narendra Modi has directly interacted with BJP karyakartas in Maharashtra via the NaMo App. He said, “The people of Maharashtra are highly impressed with the two-and-a-half years of the Mahayuti government's tenure. Everywhere I have been, I have witnessed this affection. The people of Maharashtra want this government to continue for the next five years.”The unity of OBCs, SCs and STs is troubling Congress, and therefore they want the communities to fight each other: PM Modi in Pune
November 12th, 01:20 pm
In his final Pune rally, PM Modi said, Empowering Pune requires investment, infrastructure, and industry, and we’ve focused on all three. Over the last decade, foreign investment has hit record highs, and Maharashtra has topped India’s list of preferred destinations in the past two and a half years. Pune and nearby areas are gaining a major share of this investment.PM Modi addresses public meetings in Chimur, Solapur & Pune in Maharashtra
November 12th, 01:00 pm
Campaigning in Maharashtra has gained momentum, with PM Modi addressing multiple public meetings in Chimur, Solapur & Pune. Congratulating Maharashtra BJP on releasing an excellent Sankalp Patra, PM Modi said, “This manifesto includes a series of commitments for the welfare of our sisters, for farmers, for the youth, and for the development of Maharashtra. This Sankalp Patra will serve as a guarantee for Maharashtra's development over the next 5 years.ଓଡିଶାର ଭୁବନେଶ୍ୱରଠାରେବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 17th, 12:26 pm
ଓଡିଶାର ରାଜ୍ୟପାଳ ରଘୁବର ଦାସଜୀ, ଏଠିକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜୀ , କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଜୁଏଲ ଓରାମ ଜୀ, ଧର୍ମେନ୍ଦ୍ର ପ୍ରଧାନ ଜୀ, ଅନ୍ନପୂର୍ଣ୍ଣା ଦେବୀ ଜୀ, ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଜୀ, ଶ୍ରୀମତୀ ପ୍ରଭାତୀ ପରିଡ଼ା ଜୀ, ସାଂସଦଗଣ, ବିଧାୟକ, ଦେଶର କୋଣ ଅନୁକୋଣରୁ ଆଜି ଆମ ସହ ଜଡ଼ିତ ଯୋଡି ହୋଇଥିବା ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଏବଂଓଡିଶର ମୋର ଭାଇ ଓ ଭଉଣୀମାନେଭୁବନେଶ୍ୱରରେ ସର୍ବବୃହତ ମହିଳା କେନ୍ଦ୍ରିତ ଯୋଜନା ‘ସୁଭଦ୍ରା’ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 17th, 12:24 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭୁବନେଶ୍ୱରରେ ଓଡ଼ିଶା ସରକାରଙ୍କ ପ୍ରମୁଖ ଯୋଜନା ‘ସୁଭଦ୍ରା’ର ଶୁଭାରମ୍ଭ କରିଛନ୍ତି । ଏହା ସର୍ବବୃହତ୍, ଏକକ ମହିଳା କେନ୍ଦ୍ରୀତ ଯୋଜନା ଏବଂ ଏଥିରେ ୧ କୋଟିରୁ ଅଧିକ ମହିଳା ସାମିଲ ହେବେ ବୋଲି ଆଶା କରାଯାଉଛି। ପ୍ରଧାନମନ୍ତ୍ରୀ ୧୦ ଲକ୍ଷରୁ ଅଧିକ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ହସ୍ତାନ୍ତରର ଶୁଭାରମ୍ଭ କରିଛନ୍ତି । ଶ୍ରୀ ମୋଦୀ ୨୮୦୦ କୋଟିରୁ ଅଧିକ ଟଙ୍କାର ରେଳ ପ୍ରକଳ୍ପ ପାଇଁ ଶିଳାନ୍ୟାସ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କରିବା ସହ ୧୦୦୦ କୋଟିରୁ ଅଧିକ ଟଙ୍କାର ଜାତୀୟ ରାଜପଥ ପ୍ରକଳ୍ପର ଶିଳାନ୍ୟାସ କରିଥିଲେ । ପ୍ରଧାନମନ୍ତ୍ରୀ ପାଖାପାଖି ୧୪ଟି ରାଜ୍ୟର ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନା ଅଧୀନରେ ପ୍ରାୟ ୧୦ ଲକ୍ଷ ହିତାଧିକାରୀଙ୍କୁ ଗୃହ ନିର୍ମାଣ ସହାୟତାର ପ୍ରଥମ କିସ୍ତି ଜାରି କରିଥିଲେ। ସେ ଦେଶବ୍ୟାପୀ ପିଏମଏୱାଇ (ଗ୍ରାମୀଣ ଏବଂ ସହରାଞ୍ଚଳ)ର ୨୬ ଲକ୍ଷ ହିତାଧିକାରୀଙ୍କ ପାଇଁ ଗୃହ ପ୍ରବେଶ ଉତ୍ସବରେ ଅଂଶଗ୍ରହଣ କରିଥିଲେ ଏବଂ ପିଏମଏୱାଇ (ଗ୍ରାମୀଣ ଏବଂ ସହରାଞ୍ଚଳ) ହିତାଧିକାରୀଙ୍କୁ ଗୃହ ଚାବି ହସ୍ତାନ୍ତର କରିଥିଲେ । ଏହାବ୍ୟତୀତ, ସେ ପିଏମଏୱାଇ-ଜି ପାଇଁ ଅତିରିକ୍ତ ପରିବାରର ସର୍ଭେ ପାଇଁ ଆବାସ + ୨୦୨୪ ଆପ୍ ଏବଂ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନା - ସହରାଞ୍ଚଳ (ପିଏମଏୱାଇ-ୟୁ) ୨.୦ର କାର୍ଯ୍ୟକାରିତା ନିର୍ଦ୍ଦେଶାବଳୀର ଉନ୍ମୋଚନ କରିଥିଲେ ।I consider industry, and also the private sector of India, as a powerful medium to build a Viksit Bharat: PM Modi at CII Conference
July 30th, 03:44 pm
Prime Minister Narendra Modi attended the CII Post-Budget Conference in Delhi, emphasizing the government's commitment to economic reforms and inclusive growth. The PM highlighted various budget provisions aimed at fostering investment, boosting infrastructure, and supporting startups. He underscored the importance of a self-reliant India and the role of industry in achieving this vision, encouraging collaboration between the government and private sector to drive economic progress.ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ଦ୍ୱାରା 'ବିକଶିତ ଭାରତ ଅଭିମୁଖେ ଯାତ୍ରା: କେନ୍ଦ୍ର ବଜେଟ୍ ୨୦୨୪-୨୫ ପରବର୍ତ୍ତୀ ସମ୍ମିଳନୀର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
July 30th, 01:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ଦ୍ୱାରା ଆୟୋଜିତ 'ବିକଶିତ ଭାରତ ଅଭିମୁଖେ ଯାତ୍ରା: କେନ୍ଦ୍ର ବଜେଟ୍ ୨୦୨୪-୨୫ ସମ୍ମିଳନୀ'ର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରିଥିଲେ । ଅଭିବୃଦ୍ଧି ପାଇଁ ସରକାରଙ୍କ ବୃହତ ଦୃଷ୍ଟିକୋଣ ଏବଂ ଶିଳ୍ପର ଭୂମିକା ପାଇଁ ରୂପରେଖ ଉପସ୍ଥାପନ କରିବା ଏହି ସମ୍ମିଳନୀର ଉଦ୍ଦେଶ୍ୟ । ଏହି ସମ୍ମିଳନୀରେ ଉଦ୍ୟୋଗୀ, ସରକାରୀ ଅଧିକାରୀ, କୂଟନୀତିଜ୍ଞ ଏବଂ ଚିନ୍ତକଙ୍କ ସମେତ ୧୦୦୦ରୁ ଅଧିକ ଅଂଶଗ୍ରହଣକାରୀ ବ୍ୟକ୍ତିଗତ ଭାବେ ଯୋଗ ଦେଇଥିବା ବେଳେ ଦେଶ ବିଦେଶର ବିଭିନ୍ନ ସିଆଇଆଇ କେନ୍ଦ୍ରରୁ ଅନେକ ଯୋଡି ହୋଇଥିଲେ।BJP prioritizes women's safety and respect above all else: PM Modi in Zaheerabad
April 30th, 05:00 pm
Prime Minister Narendra Modi addressed a public event in Zaheerabad, Telangana, where he expressed his love and admiration for the audience. He shared his transparent vision for a Viksit Telangana and a Viksit Bharat. PM Modi also reiterated his commitment to fighting corruption and ensuring the safety and security of all citizens.