ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
October 22nd, 10:02 am
୧୦୦ କୋଟି ଟିକା ଡୋଜ, ଏହା କେବଳ ଏକ ତଥ୍ୟ ନୁହେଁ। ଏହା ଦେଶର ସାମର୍ଥ୍ୟର ପ୍ରତିବିମ୍ବ ଅଟେ, ଇତିହାସରେ ଏକ ନୂତନ ଅଧ୍ୟାୟ ରଚନା ହୋଇଛି। ଏହା ସେହି ନୂତନ ଭାରତର ଛବି ଯାହାକି କଠିନ ଲକ୍ଷ୍ୟ ନିର୍ଦ୍ଧାରଣ କରି, ତାହାକୁ ହାସଲ କରିବା ଜାଣିଥାଏ। ଏହା ସେହି ନୂତନ ଭାରତର ଛବି ଯାହାକି ନିଜ ସଂକଳ୍ପର ସିଦ୍ଧି ନିମନ୍ତେ ପରିଶ୍ରମର ପରାକାଷ୍ଠା ପ୍ରଦର୍ଶନ କରିଛି।୧୦୦କୋଟି ଟିକାକରଣ ମାଇଲଖୁଣ୍ଟ ଛୁଇଁବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
October 22nd, 10:00 am
ଶହେ କୋଟି ଟିକାକରଣର ମାଇଲଖୁଣ୍ଟ ଛୁଇଁବା ପରେ ଆଜି(ତା୨୨-୧୦-୨୦୨୧) ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ।ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି)ର ୨୮ତମ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 12th, 11:09 am
ଆପଣ ସମସ୍ତଙ୍କୁ ନବରାତ୍ରୀ ପବିତ୍ର ପର୍ବର ବହୁତ-ବହୁତ ଶୁଭକାମନା ! କାର୍ଯ୍ୟକ୍ରମରେ ମୋ ସହିତ ଉପସ୍ଥିତ ଦେଶର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହା ମହାଶୟ, ରାଷ୍ଟ୍ରୀୟ ମାନବାଧିକାର ଆୟୋଗର ଅଧ୍ୟକ୍ଷ ଜଷ୍ଟିସ ଶ୍ରୀ ଅରୁଣ କୁମାର ମିଶ୍ରା ମହାଶୟ, କେନ୍ଦ୍ରୀ ଗୃହ ରାଜ୍ୟମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ରଏ ମହାଶୟ, ମାନବାଧିକାର ଆୟୋଗର ଅନ୍ୟ ସମ୍ମାନିତ ସଦସ୍ୟଗଣ, ରାଜ୍ୟ ମାନବାଧିକାର ଆୟୋଗର ସମସ୍ତ ଅଧ୍ୟକ୍ଷଗଣ, ଉପସ୍ଥିତ ସୁପ୍ରିମ କୋର୍ଟର ସମସ୍ତ ମାନ୍ୟ ଆଦରଣୀୟ ଜଜ୍ ମହୋଦୟ, ସଦସ୍ୟଗଣ, ମିଳିତ ଜାତିସଂଘର ବିଭିନ୍ନ ସଂସ୍ଥାର ସମସ୍ତ ପ୍ରତିନିଧି, ନାଗରିକ ସମାଜ ସହିତ ଜଡ଼ିତ ସାଥୀଗଣ, ଅନ୍ୟ ସମସ୍ତ ମହାନୁଭବ, ଭାଇ ଓ ଭଉଣୀମାନେ!ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି)ର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ
October 12th, 11:08 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି)ର ୨୮ତମ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅଂଶଗ୍ରହଣ କରିଛନ୍ତି ।ଗୋଆରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀ ଓ ସ୍ବସ୍ଥ୍ୟସେବା କର୍ମଚାରୀଙ୍କ ସହ ମତ ବିନିମୟ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 18th, 10:31 am
ଗୋଆର ଉର୍ଜାବାନ ତଥା ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ପ୍ରମୋଦ ସାୱନ୍ତ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସାଥୀ, ଗୋଆର ସୁପୁତ୍ର ଶ୍ରୀପଦ ନାୟକ ମହାଶୟ, କେନ୍ଦ୍ର ସରକାରଙ୍କ ମନ୍ତ୍ରୀ ପରିଷଦରେ ମୋର ସହକର୍ମୀ ଡକ୍ଟର ଭାରତୀ ପାୱାର ମହାଶୟା, ଗୋଆର ସମସ୍ତ ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକ, ଅନ୍ୟ ଜନ ପ୍ରତିନିଧି, ସମସ୍ତ କରୋନା ଯୋଦ୍ଧା, ଭାଇ ଓ ଭଉଣୀମାନେ !ପ୍ରଧାନମନ୍ତ୍ରୀ ଗୋଆରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀ ଓ ସ୍ୱାସ୍ଥ୍ୟକର୍ମୀଙ୍କ ସହ ବାର୍ତ୍ତାଳାପ କଲେ
September 18th, 10:30 am
ଗୋଆରେ ସମସ୍ତ ପ୍ରାପ୍ତ ବୟସ୍କ ଲୋକଙ୍କର ୧୦୦% ଟିକାକରଣ ଶେଷ ହେବା ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏକ ଭିଡିଓ କନଫରେନ୍ସ ଜରିଆରେ ଗୋଆରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀଙ୍କ ଏବଂ ସ୍ୱାସ୍ଥ୍ୟ କର୍ମୀଙ୍କ ସହ ବାର୍ତ୍ତାଳାପ କରିଛନ୍ତି ।ଆଜିର ରେକର୍ଡ ସଂଖ୍ୟକ ଟିକାକରଣକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
August 27th, 10:43 pm
ଆଜିର ରେକର୍ଡ ସଂଖ୍ୟକ ଟିକାକରଣକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି ଓ କହିଛନ୍ତି ୧ କୋଟି ଟିକାକରଣ ରେକର୍ଡ କରିବା ଏକ ଗୁରୁତ୍ୱପୂର୍ଣ୍ଣ ଉପଲବ୍ଧି ।