ସେପ୍ଟେମ୍ବର ୧୭ ତାରିଖରେ ନୂଆଦିଲ୍ଲୀର ଦ୍ୱାରକା ଠାରେ 'ଯଶୋଭୂମି' ନାମକ ଇଣ୍ଡିଆ ଇଣ୍ଟରନ୍ୟାସନାଲ କନଭେନସନ୍ ଏବଂ ଏକ୍ସପୋ ସେଣ୍ଟରର ପ୍ରଥମ ପର୍ଯ୍ୟାୟକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ପ୍ରଧାନମନ୍ତ୍ରୀ
September 15th, 04:37 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୧୭, ୨୦୨୩ ପୂର୍ବାହ୍ନ ୧୧ଟାରେ ନୂଆଦିଲ୍ଲୀର ଦ୍ୱାରକାଠାରେ 'ଯଶୋଭୂମି' ନାମକ ଇଣ୍ଡିଆ ଇଣ୍ଟରନ୍ୟାସନାଲ କନଭେନସନ୍ ଆଣ୍ଡ ଏକ୍ସପୋ ସେଣ୍ଟର (ଆଇଆଇସିସି)ର ପ୍ରଥମ ପର୍ଯ୍ୟାୟକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ । ପ୍ରଧାନମନ୍ତ୍ରୀ ଦ୍ୱାରକା ସେକ୍ଟର ୨୧ରୁ ଏକ ନୂତନ ମେଟ୍ରୋ ଷ୍ଟେସନ 'ଯଶୋଭୂମି ଦ୍ୱାରକା ସେକ୍ଟର ୨୫'କୁ ଦିଲ୍ଲୀ ଏୟାରପୋର୍ଟ ମେଟ୍ରୋ ଏକ୍ସପ୍ରେସ ଲାଇନର ସଂପ୍ରସାରଣକୁ ଉଦଘାଟନ କରିବେ ।ବିଶ୍ୱକର୍ମା ଜୟନ୍ତୀ ଅବସରରେ ୧୭ ସେପ୍ଟେମ୍ବର, ୨୦୨୩ ରେ ପାରମ୍ପରିକ କାରିଗର ଏବଂ ଶିଳ୍ପୀ ମାନଙ୍କ ପାଇଁ 'ପିଏମ୍ ବିଶ୍ୱକର୍ମା' ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
September 15th, 12:36 pm
ବିଶ୍ୱକର୍ମା ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୧୭, ୨୦୨୩ ପୂର୍ବାହ୍ନ ପ୍ରାୟ ୧୧ଟାରେ ନୂଆଦିଲ୍ଲୀର ଦ୍ୱାରକାସ୍ଥିତ ଇଣ୍ଡିଆ ଇଣ୍ଟରନ୍ୟାସନାଲ କନଭେନ୍ସନ୍ ଆଣ୍ଡ ଏକ୍ସପୋ ସେଣ୍ଟରରେ ପିଏମ୍ ବିଶ୍ୱକର୍ମା ନାମକ ଏକ ନୂତନ ଯୋଜନାର ଶୁଭାରମ୍ଭ କରିବେ ।Focus on modernisation of infrastructure is driven by increasing ease of living for the people: PM
June 19th, 10:31 am
PM Modi dedicated to the nation the main tunnel and five underpasses of Pragati Maidan Integrated Transit Corridor Project. The PM called the project a big gift from the central government to the people of Delhi. He recalled the enormity of the challenge in completing the project due to the traffic congestion and the pandemic.PM dedicates Pragati Maidan Integrated Transit Corridor project
June 19th, 10:30 am
PM Modi dedicated to the nation the main tunnel and five underpasses of Pragati Maidan Integrated Transit Corridor Project. The PM called the project a big gift from the central government to the people of Delhi. He recalled the enormity of the challenge in completing the project due to the traffic congestion and the pandemic.ନୂଆଦିଲ୍ଲୀରେ ଭାରତ ଆନ୍ତର୍ଜାତିକ ସମ୍ମେଳନ ଓ ପ୍ରଦର୍ଶନୀ କେନ୍ଦ୍ରର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
September 20th, 04:48 pm
ମନ୍ତ୍ରୀପରିଷଦରେ ମୋର ସହଯୋଗୀ ଶ୍ରୀମାନ ସୁରେଶ ପ୍ରଭୁ ମହାଶୟ, ଶ୍ରୀମାନ ହରଦୀପ ସିଂହ ପୁରୀ ମହାଶୟ, ଶ୍ରୀମାନ ସି.ଆର ଚୌଧୁରୀ ମହାଶୟ, ଡିଆଇପିପି ସଚିବ ଶ୍ରୀ ରମେଶ ଅଭିଷେକ ମହାଶୟ, ଏଠାରେ ଉପସ୍ଥିତ ଉଦ୍ୟୋଗ ଏବଂ ବ୍ୟାପାର ଜଗତ ସହିତ ଜଡିତ ମୋର ସମସ୍ତ ଭାଇ ଓ ଭଉଣୀମାନେ ।ଭାରତ ଆନ୍ତର୍ଜାତିକ ସମ୍ମେଳନ ଓ ପ୍ରଦର୍ଶନୀ କେନ୍ଦ୍ର, ଦ୍ୱାରକାର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
September 20th, 04:39 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଦ୍ୱାରକାଠାରେ ଭାରତ ଆନ୍ତର୍ଜାତିକ ସମ୍ମେଳନ ଏବଂ ପ୍ରଦର୍ଶନୀ କେନ୍ଦ୍ର(ଆଇଆଇସିସି) ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।ପ୍ରଧାନମନ୍ତ୍ରୀ ଦ୍ଵାରକାଠାରେ ସେପ୍ଟେମ୍ବର 20ରେ ଭାରତ ଆନ୍ତର୍ଜାତିକ ସମ୍ମିଳନୀ ଓ ଏକ୍ସପୋ କେନ୍ଦ୍ରର କରିବେ ଉଦ୍ଘାଟନ
September 19th, 02:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 20, 2018ରେ ନୂଆଦିଲ୍ଲୀର ଦ୍ଵାରକାଠାରେ ଭାରତ ଆନ୍ତର୍ଜାତିକ ସମ୍ମିଳନୀ ଓ ଏକ୍ସପୋ କେନ୍ଦ୍ରର ଉଦ୍ଘାଟନ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ସେଠାରେ ଉପସ୍ଥିତ ପ୍ରତିନିଧିମାନଙ୍କୁ ଉଦ୍ବୋଧନ ଦେବେ ।