ଆନ୍ତର୍ଜାତିକ କୃଷି ଅର୍ଥନୀତିଜ୍ଞ ସମ୍ମିଳନୀ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 03rd, 09:35 am

କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ, ଅନ୍ତର୍ଜାତୀୟ କୃଷି ଅର୍ଥନୀତି ସମ୍ମିଳନୀର ସଭାପତି ଡ. ମତିନ କାଇମ୍‌,ନୀତି ଆୟୋଗର ସଦସ୍ୟ ଶ୍ରୀ ରମେଶ ଜୀ,ଭାରତ ଏବଂ ଅନ୍ୟ ଦେଶର କୃଷି ବୈଜ୍ଞାନିକଗଣ, ଗବେଷଣା ସହ ଜଡ଼ିତ ବିଭିନ୍ନ ବିଶ୍ୱବିଦ୍ୟାଳୟର ଆମର ସହକର୍ମୀ,କୃଷି କ୍ଷେତ୍ର ସହ ଜଡ଼ିତ ବିଶେଷଜ୍ଞ ଏବଂ ଅଂଶୀଦାର, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ,

କୃଷି ଅର୍ଥନୀତିଜ୍ଞ ମାନଙ୍କର ୩୨ତମ ଅନ୍ତର୍ଜାତୀୟ ସମ୍ମିଳନୀକୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

August 03rd, 09:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଜାତୀୟ କୃଷି ବିଜ୍ଞାନ କେନ୍ଦ୍ର (ଏନଏଏସସି) କମ୍ପ୍ଲେକ୍ସରେ କୃଷି ଅର୍ଥନୀତିଜ୍ଞ ମାନଙ୍କର ୩୨ତମ ଆନ୍ତର୍ଜାତିକ ସମ୍ମିଳନୀ (ଆଇସିଏଇ)କୁ ଉଦଘାଟନ କରିଛନ୍ତି । ଚଳିତ ବର୍ଷ ସମ୍ମିଳନୀର ବିଷୟବସ୍ତୁ ହେଉଛି, ସ୍ଥାୟୀ କୃଷି - ଖାଦ୍ୟ ପ୍ରଣାଳୀ ଦିଗରେ ପରିବର୍ତ୍ତନ’ । ଜଳବାୟୁ ପରିବର୍ତ୍ତନ, ପ୍ରାକୃତିକ ସମ୍ବଳ ଅବକ୍ଷୟ, ଉତ୍ପାଦନ ଖର୍ଚ୍ଚ ବୃଦ୍ଧି ଏବଂ ସଂଘର୍ଷ ଭଳି ବୈଶ୍ୱିକ ଆହ୍ୱାନର ସମ୍ମୁଖୀନ ହୋଇ ସ୍ଥାୟୀ କୃଷିର ଜରୁରୀ ଆବଶ୍ୟକତାକୁ ମୁକାବିଲା କରିବା ହେଉଛି ଏହାର ଲକ୍ଷ୍ୟ । ଏହି ସମ୍ମିଳନୀରେ ପ୍ରାୟ ୭୫ଟି ଦେଶର ପ୍ରାୟ ୧୦୦୦ ପ୍ରତିନିଧି ଅଂଶଗ୍ରହଣ କରିଥିଲେ ।

ଅକ୍ଟୋବର ୧୭ ତାରିଖରେ ପିଏମ କିଷାନ ସମ୍ମାନ ସମ୍ମେଳନ - ୨୦୨୨କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

October 15th, 01:34 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ କାର୍ଯ୍ୟକ୍ରମ ‘‘ପିଏମ କିଷାନ ସମ୍ମାନ ସମ୍ମେଳନ ୨୦୨୨’’କୁ ଉଦଘାଟନ କରିବେ । ଅକ୍ଟୋବର ୧୭ ତାରିଖ ପୂର୍ବାହ୍ନ ୧୧ ଟା ୩୦ ମିନିଟ୍‌ ସମୟରେ ନୂଆଦିଲ୍ଲୀର ଭାରତୀୟ କୃଷି ଗବେଷଣା ପ୍ରତିଷ୍ଠାନ ଠାରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ହେବ ।

The real essence of a democracy is Jan Bhagidari, says PM Narendra Modi

October 11th, 11:56 am

PM Modi attended birth centenary celebration of Nanaji Deshmukh. Paying tributes to Nanaji Deshmukh and Loknayak JP, the PM said that both devoted their lives towards the betterment of our nation. The PM also launched the Gram Samvad App and inaugurated a Plant Phenomics Facility of IARI

ନାନାଜୀ ଦେଶମୁଖଙ୍କ ଜନ୍ମଶତବାର୍ଷିକୀ ସମାରୋହର ଉଦ୍ଘାଟନୀ ଉତ୍ସବରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ

October 11th, 11:54 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ପୁସାଠାରେ ଭାରତୀୟ କୃଷି ଗବେଷଣା ପରିଷଦ ପରିସରରେ ଆୟୋଜିତ ନାନାଜୀ ଦେଶମୁଖଙ୍କ ଜନ୍ମ ଶତବାର୍ଷିକୀ ସମାରୋହର ଉଦ୍ଘାଟନୀ ଉତ୍ସବରେ ଯୋଗ ଦେଇଛନ୍ତି ।

NDA Government is committed to development of Northeast, says PM Modi

May 26th, 06:18 pm

As the BJP led NDA Government at Centre completed three years in power, Shri Narendra Modi highlighted several initiatives undertaken to transform people’s lives. At a public meeting in Guwahati, the PM listed the achievements of Government in the last three years and rolled out the roadmap for realizing the dream of a new India by 2022.

PM Modi addresses public meeting in Guwahati, Assam

May 26th, 06:17 pm

While addressing a public meeting in Assam, PM Narendra Modi listed out achievements of the Government in the last three years. Prime Minister Modi noted that for the first time, the Government had taken a step to uplift the OBCs by passing the OBC Commission. He urged the countrymen to join him in building the New India by 2022.

Agriculture sector needs to be developed in line with the requirements of the 21st century: PM Modi

May 26th, 02:31 pm

Prime Minister Narendra MOdi laid foundation stone for Indian Agricultural Research Institute at Gogamukh in Assam. The PM said that it institute would impact India's Northeast in a positive way in future. The PM said that agriculture sector needed to be developed in line with the requirements of the 21st century.

ଆସାମର ଗୋଗମୁଖଠାରେ ଭାରତୀୟ କୃଷି ଗବେଷଣା ସଂସ୍ଥାନର ଆଧାରଶିଳା ରଖିଲେ ପ୍ରଧାନମନ୍ତ୍ରୀ

May 26th, 02:30 pm

ଆସାମର ଗୋଗମୁଖଠାରେ ଭାରତୀୟ କୃଷି ଗବେଷଣା ସଂସ୍ଥାନର ଆଧାରଶିଳା ରଖିଲେ ପ୍ରଧାନମନ୍ତ୍ରୀ ଆସାମର ଗୋଗମୁଖଠାରେ ଭାରତୀୟ କୃଷି ଗବେଷଣା ସଂସ୍ଥାନର ଆଧାରଶିଳା ରଖିଲେ ପ୍ରଧାନମନ୍ତ୍ରୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆସାମର ଗୋଗମୁଖଠାରେ ପ୍ରସ୍ତାବିତ ଭାରତୀୟ କୃଷି ଗବେଷଣା ପ୍ରତିଷ୍ଠାନର ଆଧାରଶିଳା ରଖିଛନ୍ତି । ଏହି ଅବସରରେ ଏକ ବିଶାଳ ଜନ ସମାବେଶରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ ରାଜ୍ୟରେ ଚାଲିଥିବା ଉତ୍ତମ ଜନକଲ୍ୟାଣ କାର୍ଯ୍ୟ ଲାଗି ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲ ଏବଂ ତାଙ୍କ ସରକାରଙ୍କୁ ଅଭିନନ୍ଦନ ଜଣାଇଥିଲେ ।

ଆସାମରେ ଭାରତୀୟ କୃଷି ଗବେଷଣା ପ୍ରତିଷ୍ଠାନ ସ୍ଥାପନକୁ କ୍ୟାବିନେଟ ମଞ୍ଜୁରି

May 17th, 06:26 pm

ଆସାମରେ ଭାରତୀୟ କୃଷି ଗବେଷଣା ପ୍ରତିଷ୍ଠାନ(ଆଇଏଆରଆଇ) ସ୍ଥାପନ ପାଇଁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୀତିକ ବ୍ୟାପାର କ୍ୟାବିନେଟ କମିଟି ବୈଠକରେ ଅନୁମୋଦନ ମିଳିଛି । ଏହି ପ୍ରତିଷ୍ଠାନ ପାଇଁ ଆସାମ ସରକାର 587 ଏକର ଜମି ଯୋଗାଇ ଦେବେ ବୋଲି ଆଗ୍ରହ ବ୍ୟକ୍ତ କରିଛନ୍ତି । କୃଷି ଶିକ୍ଷା କ୍ଷେତ୍ରରେ ଆଇଆରଆଇ-ଆସାମରେ ସ୍ନାତକୋତର ଶିକ୍ଷା ଉପଲବ୍ଧ ହେବ ।