ଛତିଶଗଡର ରାୟପୁରରେ ବିଶେଷ ଗୁଣସମ୍ପନ୍ନ ୩୫ କିସମ ଫସଲର ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
September 28th, 11:01 am
କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂହ ତୋମାର ମହୋଦୟ, ଛତିଶଗଡର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେଶ ବାଘେଲ ମହୋଦୟ, ମନ୍ତ୍ରୀମଣ୍ଡଳରେ ମୋର ଅନ୍ୟ ସହକର୍ମୀ ଶ୍ରୀ ପୁରୁଷୋତମ ରୁପାଲା ମହୋଦୟ, ଶ୍ରୀ କୈଳାଶ ଚୌଧୁରୀ ମହୋଦୟ, ଭଉଣୀ ଶୋଭା, ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂହ ମହୋଦୟ, ବିରୋଧୀ ଦଳ ନେତା ଶ୍ରୀ ଧର୍ମ ଲାଲ କୌଶିକ ମହୋଦୟ, କୃଷି ଶିକ୍ଷା ସହ ଜଡିତ ସମସ୍ତ କୂଳପତି, ନିର୍ଦ୍ଦେଶକ, ବୈଜ୍ଞାନିକ ସାଥୀ ଏବଂ ମୋର ପ୍ରିୟ କୃଷକ ଭାଇ ଓ ଭଉଣୀମାନେ!ସ୍ୱତନ୍ତ୍ର ଗୁଣବତ୍ତା ସମ୍ପନ୍ନ ୩୫ପ୍ରଜାତିର ଶସ୍ୟକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ
September 28th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱତନ୍ତ୍ର ଗୁଣବତ୍ତା ସମ୍ପନ୍ନ ୩୫ଟି ବିଭିନ୍ନ ପ୍ରଜାତିର ଶସ୍ୟକୁ ଆଜି ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ ଅନୁଷ୍ଠିତ ସମାରୋହରେ ଶ୍ରୀ ମୋଦୀ ନବନିର୍ମିତ ରାୟପୁର ସ୍ଥିତ ଜାତୀୟ ବାୟୋଟିକ ଷ୍ଟ୍ରେସ ମ୍ୟାନେଜମେଂଟ ପ୍ରତିଷ୍ଠାନକୁ ମଧ୍ୟ ଦେଶ ଉଦ୍ଦେଶ୍ୟରେ ସମର୍ପଣ କରିଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ କୃଷି ବିଶ୍ୱବିଦ୍ୟାଳୟ ଗୁଡିକୁ ଗ୍ରୀନ୍ କ୍ୟାମ୍ପସ ସମ୍ମାନ ମଧ୍ୟ ପ୍ରଦାନ କରିଥିଲେ । ନୂଆ ନୂଆ ପଦ୍ଧତି ଅନୁସରଣ କରୁଥିବା ଚାଷୀମାନଙ୍କ ସହ ମତ ବିନିମୟ କରିବା ଲାଗି ସେ ସମବେତ ଜନତାଙ୍କୁ ମଧ୍ୟ ଉଦ୍ବୋଧନ ଦେଇଥିଲେ ।PM to release commemorative coin of Rs 75 denomination to mark the 75th Anniversary of FAO
October 14th, 11:59 am
On the occasion of 75th Anniversary of Food and Agriculture Organization (FAO) on 16th October 2020, Prime Minister Shri Narendra Modi will release a commemorative coin of Rs 75 denomination to mark the long-standing relation of India with FAO. Prime Minister will also dedicate to the Nation 17 recently developed biofortified varieties of 8 crops.ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମାର୍ଚ୍ଚ 17ରେ ଆଇଏଆରଆଇର ‘କୃଷି ଉନ୍ନତି ମେଳା’ରେ କୃଷକମାନଙ୍କୁ କରିବେ ସମ୍ବୋଧନ
March 16th, 10:35 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାର୍ଚ୍ଚ 17 ତାରିଖରେ ନୂଆଦିଲ୍ଲୀଠାରେ ଭାରତୀୟ କୃଷି ଗବେଷଣା ପ୍ରତିଷ୍ଠାନ, ଆଇଏଆରଆଇ ପୁସା କ୍ୟାମ୍ପସରେ ହେବାକୁ ଥିବା ବାର୍ଷିକ ‘କୃଷି ଉନ୍ନତି ମେଳା’କୁ ସମ୍ବୋଧିତ କରିବେ । ସେଠାରେ ସେ କୃଷକମାନଙ୍କୁ ଉଦ୍ବୋଧନ ଦେବା ସହିତ ଜୈବିକ କୃଷି ସମ୍ବନ୍ଧିତ ଏକ ପୋର୍ଟାଲ ଉଦ୍ଘାଟନ କରିବେ ଏବଂ 25ଟି କୃଷି ବିଜ୍ଞାନ କେନ୍ଦ୍ରର ଆଧାରଶିଳା ସ୍ଥାପନ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ “କୃଷି କର୍ମଣ” ଏବଂ “ଦୀନ ଦୟାଲ ଉପାଧ୍ୟାୟ କୃଷି ବିଜ୍ଞାନ ପ୍ରୋତ୍ସାହନ” ପୁରସ୍କାର ପ୍ରଦାନ କରିବେ ।