ତଥ୍ୟ ପତ୍ର : ହିନ୍ଦ-ପ୍ରଶାନ୍ତ କ୍ଷେତ୍ରରେ କର୍କଟର ଭାର କମାଇବା ପାଇଁ କ୍ୱାଡ ଦେଶମାନେ କର୍କଟ ମୁନ୍ଶଟ୍ ପଦକ୍ଷେପ ଆରମ୍ଭ କଲେ
September 22nd, 12:03 pm
ଆଜି ଆମେରିକା, ଅଷ୍ଟ୍ରେଲିଆ, ଭାରତ ଓ ଜାପାନ କର୍କଟ ରୋଗ ବିଲୋପ କରିବାରେ ସାହାଯ୍ୟ କରିବା ପାଇଁ ଏକ ଅଭିନବ ଉଦ୍ୟମ ଆରମ୍ଭ କରିଛନ୍ତି, ଯେମିତିକି ଆମେ ଇଣ୍ଡୋ-ପାସିଫିକ୍ (ହିନ୍ଦ-ପ୍ରଶାନ୍ତ କ୍ଷେତ୍ର)ରେ ଜାଣିଛୁ, ଆରମ୍ଭ ଗର୍ଭାଶୟ କର୍କଟରୁ ହୋଇଛି, ଏହା ଏକ ପ୍ରମୁଖ ପ୍ରତିରୋଧକାରୀ ରୋଗ ଯାହା ଏହି କ୍ଷେତ୍ରରେ ଏକ ପ୍ରମୁଖ ସ୍ୱାସ୍ଥ୍ୟ ସଂକଟ ଭାବେ ବଳବତ୍ତର ରହିଛି ଏବଂ ଅନ୍ୟାନ୍ୟ ପ୍ରକାରର କର୍କଟ ରୋଗର ସମାଧାନ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବା। ଏହି ପଦକ୍ଷେପ କ୍ୱାଡ ଲିଡର୍ ସମ୍ମିଳନୀରେ କରାଯାଇଥିବା ବ୍ୟାପକ ଘୋଷଣାର ଏକ ଅଂଶ।ଉତରପ୍ରଦେଶର ଗୋରଖପୁରରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
December 07th, 01:10 pm
ଭାରତ ମାତା କି ଜୟ - ଭାରତ ମାତା କି ଜୟ - ଧର୍ମ, ଆଧ୍ୟାତ୍ମ ଏବଂ ବିପ୍ଳବର ଏହି ନଗରୀ ଗୋରଖପୁରର ଦେବତୁଲ୍ୟ ଲୋକମାନଙ୍କୁ ମୁଁ ପ୍ରଣାମ କରୁଛି । ପରମହଂସ ଯୋଗାନନ୍ଦ, ମହଯୋଗୀ ଗୋରଖନାଥ ଜୀ, ବନ୍ଦନୀୟ ହନୁମାନ ପ୍ରସାଦ ପୋଦାର ଜୀ, ଏବଂ ମହା ବଳିଦାନୀ ପଣ୍ଡିତ ରାମ ପ୍ରସାଦ ବିସମିଲଙ୍କ ଏହି ପୁଣ୍ୟ ଭୂମିକୁ ମୋର କୋଟି କୋଟି ପ୍ରଣାମ । ଆପଣମାନେ ସମସ୍ତେ ଯେଉଁ ସାର କାରଖାନା ଏବଂ ଏମ୍ସକୁ ଦୀର୍ଘ ଦିନ ଧରି ପ୍ରତୀକ୍ଷା କରି ରହିଥିଲେ, ଆଜି ସେହି ସମୟ ଉପନୀତ ହୋଇଯାଇଛି । ଆପଣ ସମସ୍ତଙ୍କୁ ଅନେକ ଅନେକ ଅଭିନନ୍ଦନ ।ଉତ୍ତରପ୍ରଦେଶ, ଗୋରଖପୁରରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା କେତେକ ବିକାଶମୂଳକ ପ୍ରକଳ୍ପ ଲୋକାର୍ପିତ
December 07th, 01:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୭.୧୨.୨୦୨୧) ଉତ୍ତରପ୍ରଦେଶର ଗୋରଖପୁରଠାରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ।ଜୟପୁରରେ ସିପେଟର ପେଟ୍ରୋକେମିକାଲ୍ସ ଟେକ୍ନୋଲୋଜି ପ୍ରତିଷ୍ଠାନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 30th, 11:01 am
ରାଜସ୍ଥାନର ମାଟିର ସୁପୁତ୍ର ଆଉ ଭାରତର ସବୁଠାରୁ ବଡ଼ ପଂଚାୟତ ଲୋକସଭାର ରକ୍ଷାକର୍ତା, ଆମର ଆଦରଣୀୟ ବାଚସ୍ପତି ଶ୍ରୀମାନ ଓମ ବିରଲା ମହୋଦୟ, ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀମାନ ଅଶୋକ ଗହଲୋଟ ମହାଶୟ, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ମନସୁଖ ମଣ୍ଡଭ୍ୟ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ଅନ୍ୟ ସମସ୍ତ ସହଯୋଗୀ ଶ୍ରୀମାନ ଗଜେନ୍ଦ୍ର ସିଂହ ଶେଖାୱତ ମହାଶୟ, ଭୂପେନ୍ଦ୍ର ଯାଦବ ମହାଶୟ, ଅର୍ଜୁନ ରାମ ମେଘୱାଲ ମହାଶୟ, କୈଳାଶ ଚୌଧୂରୀ ମହାଶୟ, ଡକ୍ଟର ଭାରତୀ ପାୱାର ମହାଶୟ, ଭଗବନ୍ତ ଖୁବା ମହାଶୟ, ରାଜସ୍ଥାନର ପୂବତର୍ନ ମୁଖ୍ୟମନ୍ତ୍ରୀ ଭଉଣୀ ବସୁନ୍ଧରା ରାଜେ ମହାଶୟା, ବିରୋଧୀ ଦଳ ନେତା ଶ୍ରୀମାନ ଗୁଲାବ ଚନ୍ଦ କଟାରିୟା ମହାଶୟ, ରାଜସ୍ଥାନ ସରକାରଙ୍କ ଅନ୍ୟ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, କାର୍ଯ୍ୟକ୍ରମରେ ଉପସ୍ଥିତ ଅନ୍ୟ ସମସ୍ତ ମହାନୁଭବ, ଆଉ ରାଜସ୍ଥାନର ମୋର ପ୍ରିୟ ଭାଇ ଓ ଭଉଣୀମାନେ,ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସିଆଇପିଇଟି- ପେଟ୍ରୋରସାୟନ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ ଜୟପୁରଠାରେ ଉଦ୍ଘାଟିତ
September 30th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ପେଟ୍ରୋରସାୟନ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ -ସିପେଟ ଜୟପୁରଠାରେ ଉଦ୍ଘାଟନ କରିଛନ୍ତି । ସେ ମଧ୍ୟ ରାଜସ୍ଥାନର ବାଂସୱାଡା, ସିରୋହୀ, ହନୁମାନଗଡ ଓ ଦଉସା ଜିଲ୍ଲାରେ ଚାରୋଟି ନୂତନ ମେଡିକାଲ କଲେଜର ଶିଳାନ୍ୟାସ ମଧ୍ୟ କରିଛନ୍ତି । ସିପେଟ ପ୍ରତିଷ୍ଠାନ ଓ ଚାରିଟି ନୂତନ ମେଡିକାଲ କଲେଜ ନିମନ୍ତେ ସେ ରାଜସ୍ଥାନବାସୀଙ୍କୁ ଅଭିନନ୍ଦନ ମଧ୍ୟ ଜଣାଇଥିଲେ । ୨୦୧୪ ମସିହା ପରେ କେନ୍ଦ୍ର ସରକାର ରାଜସ୍ଥାନ ପାଇଁ ୨୩ଟି ମେଡିକାଲ କଲେଜ ଅନୁମୋଦନ କରିଥିଲେ ଓ ସେଥିରୁ ସାତଟିର କାର୍ଯ୍ୟ ଶେଷ ହୋଇଛି ବୋଲି ସେ କହିଛଛନ୍ତି ।A country can’t move forward if it forgets its heritage: PM Modi
October 17th, 11:05 am
PM Modi inaugurated the All India Institute of Ayurveda in New Delhi. The Prime Minister said that the Government is focused on providing affordable healthcare for the poor. He said the stress has been on preventive healthcare, and improving affordability and access to treatment.ଅଖିଳ ଭାରତ ଆର୍ୟୁବେଦ ସଂସ୍ଥାନକୁ ଲୋକାର୍ପିତ କଲେ ପ୍ରଧାନମନ୍ତ୍ରୀ
October 17th, 11:04 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ଅଖିଳ ଭାରତ ଆର୍ୟୁବେଦ ସଂସ୍ଥାନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିଛନ୍ତି । ଏହି ଅବସରରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ସେଠାରେ ଉପସ୍ଥିତ ଜନସାଧାରଣଙ୍କୁ ଧନ୍ୱନ୍ତରୀ ଜୟନ୍ତୀକୁ ଆର୍ୟୁବେଦ ଦିବସ ଭାବେ ପାଳନ କରିବା ନିମନ୍ତେ ଅଭିନନ୍ଦନ ଜଣାଇଥିଲେ । ଅଖିଳ ଭାରତ ଆର୍ୟୁବେଦ ସଂସ୍ଥାନ ପ୍ରତିଷ୍ଠା ଲାଗି ସେ ଆୟୁଷ ମନ୍ତ୍ରଣାଳୟର କାର୍ଯ୍ୟକୁ ପ୍ରଶଂସା କରିଥିଲେ ।