Ken-Betwa Link Project will open new doors of prosperity in Bundelkhand region: PM in Khajuraho, MP
December 25th, 01:00 pm
PM Modi inaugurated and laid the foundation stone of multiple development projects in Khajuraho. Highlighting that Shri Vajpayee's government in the past had seriously begun addressing water-related challenges, but were sidelined after 2004, the PM stressed that his government was now accelerating the campaign to link rivers across the country. He added that the Ken-Betwa Link Project is about to become a reality, opening new doors of prosperity in the Bundelkhand region.PM Modi lays foundation stone of Ken-Betwa River Linking National Project in Khajuraho, Madhya Pradesh
December 25th, 12:30 pm
PM Modi inaugurated and laid the foundation stone of multiple development projects in Khajuraho. Highlighting that Shri Vajpayee's government in the past had seriously begun addressing water-related challenges, but were sidelined after 2004, the PM stressed that his government was now accelerating the campaign to link rivers across the country. He added that the Ken-Betwa Link Project is about to become a reality, opening new doors of prosperity in the Bundelkhand region.ରାଜସ୍ଥାନର ଜୟପୁରରେ ରାଇଜିଂ ରାଜସ୍ଥାନ ଗ୍ଲୋବାଲ ଇନଭେଷ୍ଟମେଣ୍ଟ ଶିଖର ସମ୍ମିଳନୀ ୨୦୨୪ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 09th, 11:00 am
ରାଜସ୍ଥାନର ରାଜ୍ୟପାଳ ଶ୍ରୀ ହରିଭାଉ ବାଗଡେ ଜୀ, ରାଜସ୍ଥାନର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଜୀ ଶର୍ମା, ରାଜସ୍ଥାନ ସରକାରଙ୍କ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, ଶିଳ୍ପଜଗତର ସାଥିମାନେ, ବିଭିନ୍ନ ରାଷ୍ଟ୍ରଦୂତ, ଦୂତାବାସର ପ୍ରତିନିଧି, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ।PM Modi inaugurates Rising Rajasthan Global Investment Summit
December 09th, 10:34 am
PM Modi inaugurated the Rising Rajasthan Global Investment Summit 2024 and Rajasthan Global Business Expo in Jaipur, highlighting India's rapid economic growth, digital advancements, and youth power. He emphasized India's rise as the 5th largest economy, doubling exports and FDI, and the transformative impact of tech-driven initiatives like UPI and DBT.ଭିଏତନାମ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ୍ ବିବୃତି (ଅଗଷ୍ଟ ୦୧, ୨୦୨୪)
August 01st, 12:30 pm
ମୁଁ ପ୍ରଧାନମନ୍ତ୍ରୀ ଫାମ୍ ମିଙ୍ଗ ଚିଙ୍ଗ ଏବଂ ତାଙ୍କ ପ୍ରତିନିଧି ଦଳକୁ ଭାରତକୁ ସ୍ୱାଗତ କରୁଛି। ସର୍ବ ପ୍ରଥମେ ମୁଁ ସମସ୍ତ ଭାରତୀୟଙ୍କ ତରଫରୁ ସାଧାରଣ ସମ୍ପାଦକ, ନ୍ୟୁୟେନ ଫୁ ଚୋଙ୍ଗଙ୍କ ବିୟୋଗରେ ଗଭୀର ସମବେଦନା ଜଣାଇବାକୁ ଚାହୁଁଛି।ଗୋଆରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀ ଓ ସ୍ବସ୍ଥ୍ୟସେବା କର୍ମଚାରୀଙ୍କ ସହ ମତ ବିନିମୟ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 18th, 10:31 am
ଗୋଆର ଉର୍ଜାବାନ ତଥା ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ପ୍ରମୋଦ ସାୱନ୍ତ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସାଥୀ, ଗୋଆର ସୁପୁତ୍ର ଶ୍ରୀପଦ ନାୟକ ମହାଶୟ, କେନ୍ଦ୍ର ସରକାରଙ୍କ ମନ୍ତ୍ରୀ ପରିଷଦରେ ମୋର ସହକର୍ମୀ ଡକ୍ଟର ଭାରତୀ ପାୱାର ମହାଶୟା, ଗୋଆର ସମସ୍ତ ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକ, ଅନ୍ୟ ଜନ ପ୍ରତିନିଧି, ସମସ୍ତ କରୋନା ଯୋଦ୍ଧା, ଭାଇ ଓ ଭଉଣୀମାନେ !ପ୍ରଧାନମନ୍ତ୍ରୀ ଗୋଆରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀ ଓ ସ୍ୱାସ୍ଥ୍ୟକର୍ମୀଙ୍କ ସହ ବାର୍ତ୍ତାଳାପ କଲେ
September 18th, 10:30 am
ଗୋଆରେ ସମସ୍ତ ପ୍ରାପ୍ତ ବୟସ୍କ ଲୋକଙ୍କର ୧୦୦% ଟିକାକରଣ ଶେଷ ହେବା ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏକ ଭିଡିଓ କନଫରେନ୍ସ ଜରିଆରେ ଗୋଆରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀଙ୍କ ଏବଂ ସ୍ୱାସ୍ଥ୍ୟ କର୍ମୀଙ୍କ ସହ ବାର୍ତ୍ତାଳାପ କରିଛନ୍ତି ।ଗୁଜରାଟର ସୋମନାଥଠାରେ ବହୁମୁଖୀ ପ୍ରକଳ୍ପର ଶିଳାନ୍ୟାସ ଓ ଭିତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 20th, 11:01 am
ଜୟ ସୋମନାଥ ! କାର୍ଯ୍ୟକ୍ରମରେ ଆମ ସହିତ ସାମିଲ ହୋଇଥିବା ଶ୍ରଧେୟ ଲାଲକୃଷ୍ଣ ଆଡୱାଣୀ ମହାଶୟ, ଦେଶର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହା ମହାଶୟ, ଶ୍ରୀପଦ ନାଇକ ମହାଶୟ, ଅଜୟ ଭଟ୍ଟ ମହାଶୟ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାଣୀ ମହାଶୟ, ଗୁଜରାଟର ଉପମୁଖ୍ୟମନ୍ତ୍ରୀ ନୀତିନ ଭାଇ, ଗୁଜରାଟ ସରକାର ପର୍ଯ୍ୟଟନ ମନ୍ତ୍ରୀ ଜବାହର ମହାଶୟ, ୱାସନ ଭାଇ, ଲୋକସଭାରେ ମୋର ସାଥୀ ରାଜେଶ ଭାଇ, ସୋମନାଥ ମନ୍ଦିରର ଟ୍ରଷ୍ଟର ଷ୍ଟଟ୍ରି ଶ୍ରୀ ପ୍ରବୀଣ ଲାହିରୀ ମହାଶୟ, ସମସ୍ତ ଶ୍ରଦ୍ଧାଳୁ, ଭଦ୍ର ମହିଳା ଓ ଭଦ୍ରବ୍ୟକ୍ତିମାନେ !ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସୋମନାଥର ବହୁମୁଖୀ ପ୍ରକଳ୍ପ ଉଦ୍ଘାଟନ ଓ ଶିଳାନ୍ୟାସ
August 20th, 11:00 am
ଗୁଜରାଟର ସୋମନାଥଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ଅନେକ ପ୍ରକଳ୍ପର ଶିଳାନ୍ୟାସ କରିବା ସହ କେତେକର ଉଦ୍ଘାଟନ ମଧ୍ୟ କରିଛନ୍ତି । ଉଦ୍ଘାଟିତ ପ୍ରକଳ୍ପଗୁଡିକ ମଧ୍ୟରେ ରହିଛି ସୋମନାଥ ପ୍ରମୋଦ ସ୍ଥଳୀ, ସୋମନାଥ ପ୍ରଦର୍ଶନୀ କେନ୍ଦ୍ର ଏବଂ ପ୍ରାଚୀନ ସୋମନାଥ ପରିସର ମଧ୍ୟରେ ପୁର୍ନଗଠିତ ମନ୍ଦିର । ଏହି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ପାର୍ବତୀ ମନ୍ଦିରର ମଧ୍ୟ ଶିଳାନ୍ୟାସ କରିଛନ୍ତି । ଶ୍ରୀ ଲାଲକୃଷ୍ଣ ଆଡଭାନୀ, କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଓ ଗୁଜରାଟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଏହି ଅବସରରେ ଉପସ୍ଥିତ ଥିଲେ ।ଆମେରିକାର ହ୍ୟୁଷ୍ଟନରେ ଭାରତୀୟ ସମୁଦାୟଙ୍କ ‘ହାଓଡି ମୋଦୀ’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 22nd, 11:59 pm
ଧନ୍ୟବାଦ, ଧନ୍ୟବାଦ ରାଷ୍ଟ୍ରପତି ଟ୍ରମ୍ପ । ବହୁତ ବହୁତ ଧନ୍ୟବାଦ । ହାଓଡି ମାଇଁ ଫ୍ରେଣ୍ଡସ୍ (କେମିତି ଅଛନ୍ତି ବନ୍ଧୁମାନେ) । ଏ ଯେଉଁ ଦୃଶ୍ୟ, ଏ ଯେଉଁ ବାତାବରଣ, ଏହା ହେଉଛି ଅକଳ୍ପନୀୟ, ଆଉ ଯେତେବେଳେ ଟେକ୍ସାସ କଥା ଆସୁଛି, ସବୁ କଥା ଭବ୍ୟ ହୋଇଥିବ, ବିଶାଳ ହୋଇଥିବ, ଏହା ଟେକ୍ସାସର ସ୍ୱଭାବରେ ରହିଛି । ଆଜି ଟେକ୍ସାସ ଉତ୍ସାହ ଓ ଉଦ୍ଦୀପନା ଏଠାରେ ମଧ୍ୟ ପ୍ରତିଫଳିତ ହେଉଛି । ଏହି ବିଶାଳ ଜନ ସମୁଦାୟଙ୍କର ଉପସ୍ଥିତି କେବଳ ଗାଣିତିକ ହିସାବ ମଧ୍ୟରେ ସୀମିତ ନାହିଁ । ଆଜି ଆମେ ଏଠାରେ ଏକ ନୂତନ ଇତିହାସ ନିର୍ମାଣ ହେବା କଥା ଦେଖିପାରୁଛୁ ଆଉ ଏକ ନୂତନ କେମେଷ୍ଟ୍ରି ମଧ୍ୟ ।ଭାରତୀୟ ସମ୍ପ୍ରଦାୟଙ୍କ ଦ୍ୱାରା ହ୍ୟୁଷ୍ଟନରେ ଆୟୋଜିତ ‘ହାଓଡି ମୋଦୀ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
September 22nd, 11:58 pm
ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଟେକ୍ସାସର ହ୍ୟୁଷ୍ଟନଠାରେ ଥିବା ଏନଆରଜି ଷ୍ଟାଡିୟମରେ ଆୟୋଜିତ ‘ହାଓଡି ମୋଦୀ’ କାର୍ଯ୍ୟକ୍ରମରେ 50 ହଜାରରୁ ଅଧିକ ଲୋକଙ୍କୁ ସମ୍ବୋଧିତ କରିଥିଲେ । ପ୍ରଧାନମନ୍ତ୍ରୀଙ୍କ ସହିତ ଏହି କାର୍ଯ୍ୟକ୍ରମରେ ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ ସାମିଲ ହୋଇଥିଲେ ।PM Modi addresses public meeting in Kozhikode, Kerala
April 12th, 06:30 pm
Prime Minister Narendra Modi addressed his last public meeting for the day in the southern state of Kerala’s Kozhikode.Congress and its allies want to form a weak and unstable government: PM Modi
April 10th, 05:31 pm
Prime Minister Narendra Modi addressed his third rally for the day in Panaji, the state capital of Goa.Speaking at the rally, PM Modi fondly remembered ex-CM of Goa and former colleague in the government, Late Shri Manohar Parrikar, who passed away recently and said, “Goa recently lost one of its greatest sons with the sad demise of Mr. Parrikar.PM Modi addresses rally in Panaji, Goa
April 10th, 05:30 pm
Prime Minister Narendra Modi addressed his third rally for the day in Panaji, the state capital of Goa.Speaking at the rally, PM Modi fondly remembered ex-CM of Goa and former colleague in the government, Late Shri Manohar Parrikar, who passed away recently and said, “Goa recently lost one of its greatest sons with the sad demise of Mr. Parrikar.କୋରିଆ ଗଣରାଜ୍ୟରେ ‘ଭାରତ- ଆରଓକେ ବାଣିଜ୍ୟ ସମ୍ମିଳନୀ’ ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 21st, 10:55 am
ସମସ୍ତଙ୍କୁ ଶୁଭ ଅପରାହ୍ନ, ସିଓଲଠାରେ ଆପଣମାନଙ୍କ ସହ ସାକ୍ଷାତ କରି ମୁଁ ଅତ୍ୟନ୍ତ ଖୁସି । 12 ମାସ ମଧ୍ୟରେ କୋରିଆର ଉଦ୍ୟୋଗ ନେତୃତ୍ୱଙ୍କ ସହ ଏହା ମୋର ତୃତୀୟ ସାକ୍ଷାତକାର । ଏହା କିଛି ଲକ୍ଷ୍ୟ ନେଇ କରାଯାଇଛି । ମୁଁ ଅଧିକରୁ ଅଧିକ କୋରିଆର ବ୍ୟବସାୟକୁ ଭାରତକୁ ଆକର୍ଷିତ ହେବାର ଦେଖିବାକୁ ଚାହୁଁଛି । ଯେତେବେଳେ ମୁଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଥିଲି ସେତେବେଳେ ମଧ୍ୟ ମୁଁ କୋରିଆ ଗସ୍ତ କରିଥିଲି । କୋରିଆ ସେତେବେଳେ ଏବଂ ଏବେ ମଧ୍ୟ ମୋ ପାଇଁ ଆର୍ଥିକ ବିକାଶର ଏକ ଆଦର୍ଶ ।ଉତ୍ତର ପ୍ରଦେଶର ବାରଣାସୀଠାରେ 15ତମ ପ୍ରବାସୀ ଭାରତୀୟ ଦିବସ 2019 ସମ୍ମେଳନରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
January 22nd, 11:02 am
ମରିସସର ପ୍ରଧାନମନ୍ତ୍ରୀ ମହାମହିମ, ପ୍ରବୀନ୍ଦ ଜଗନ୍ନାଥ ମହୋଦୟ, ତାଙ୍କ ପତ୍ନୀ ଶ୍ରୀମତୀ କବିତା ଜଗନ୍ନାଥ ମହୋଦୟା, ଉତ୍ତରପ୍ରଦେଶର ରାଜ୍ୟପାଳ ଶ୍ରୀମାନ ରାମ ନାଏକ ମହୋଦୟ, କେନ୍ଦ୍ରୀୟ ମନ୍ତ୍ରୀପରିଷଦରେ ମୋର ସହଯୋଗୀ ସୁଷମା ସ୍ୱରାଜ ମହାଶୟା, ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ ମହାଶୟ, ହରିୟାଣାର ମୁଖ୍ୟମନ୍ତ୍ରୀ ଶ୍ରୀ ମନୋହର ଲାଲ ମହୋଦୟ, ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଶ୍ରୀ ତ୍ରିବେନ୍ଦ୍ର ସିଂହ ରାୱତ ମହାଶୟ, ମନ୍ତ୍ରୀପରିଷଦରେ ମୋର ସହଯୋଗୀ ଆଉ ସାରା ବିଶ୍ୱରୁ ଆସିଥିବା ଏବଂ କାଶୀ ଆସିଥିବା ମୋର ପ୍ରିୟ ଭାଇ ଓ ଭଉଣୀମାନେ ।ବାରଣାସୀରେ ପ୍ରବାସୀ ଭାରତୀୟ ସମ୍ମିଳନୀର ପଞ୍ଚଦଶ ସଂସ୍କରଣକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
January 22nd, 11:02 am
ଆଜି ବାରଣାସୀର ଦିନଦୟାଲ ହସ୍ତକଳା ସଂକୁଳଠାରେ ପ୍ରବାସୀ ଭାରତୀୟ ଦିବସ ସମାରୋହର ପଞ୍ଚଦଶ ସଂସ୍କରଣର ପୂର୍ଣ୍ଣାଙ୍ଗ ଅଧିବେଶନକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦଘାଟନ କରିଛନ୍ତି ।66-ନଂ ଜାତୀୟ ରାଜପଥର କୋଲ୍ଲମ ବାଇପାସ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 15th, 04:56 pm
ଈଶ୍ୱରଙ୍କ ନିଜ ଦେଶକୁ ଆସି ମୁଁ ନିଜକୁ ଧନ୍ୟ ମନେ କରୁଛି । କୋଲ୍ଲମରେ, ଅଷ୍ଟମୁଦି ହ୍ରଦ କୂଳରେ, ବିଗତ ବର୍ଷର ବନ୍ୟାରୁ ଉଦ୍ଧାର ପାଇବାର ଅନୁଭବ ପାରିପାରୁଛି । କିନ୍ତୁ ଆମକୁ କେରଳର ପୁନଃନିର୍ମାଣ ଲାଗି କଠିନ ପରିଶ୍ରମ କରିବାକୁ ହେବ ।ଭିତ୍ତିଭୂମି ବିକାଶ ସରକାରଙ୍କ ପ୍ରାଥମିକତା : ପ୍ରଧାନମନ୍ତ୍ରୀ
January 15th, 04:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର କୋଲ୍ଲାମ ଗସ୍ତ କରିଥିଲେ । ସେ 66 ନଂ ଜାତୀୟ ରାଜପଥ ଉପରେ ଥିବା 13 କିଲୋମିଟର ଲମ୍ବ ଦୁଇ ଲେନ ବିଶିଷ୍ଟ କୋଲ୍ଲାମ ବାଇପାସକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିଥିଲେ । କେରଳ ରାଜ୍ୟପାଳ ଶ୍ରୀ ଜଷ୍ଟିସ ପି. ସଦାଶିବମ, କେରଳ ମୁଖ୍ୟମନ୍ତ୍ରୀ ଶ୍ରୀ ପିନାରାୟୀ ବିଜୟନ, କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ କେ ଜେ ଆଲଫୋନ୍ସଙ୍କ ସମେତ ଅନ୍ୟ ବିଶିଷ୍ଟ ବ୍ୟକ୍ତିବିଶେଷ ଏହି ଅବସରରେ ଉପସ୍ଥିତ ଥିଲେ ।Himachal Pradesh is the land of spirituality and bravery: PM Modi
December 27th, 01:00 pm
Prime Minister Narendra Modi addressed a huge public meeting in Dharamshala in Himachal Pradesh today. The event, called the ‘Jan Aabhar Rally’ is being organized to mark the completion of first year of the tenure of BJP government in Himachal Pradesh.