Reform, Perform and Transform has been our mantra: PM Modi at the ET World Leaders’ Forum
August 31st, 10:39 pm
Prime Minister Narendra Modi addressed the Economic Times World Leaders Forum. He remarked that India is writing a new success story today and the impact of reforms can be witnessed through the performance of the economy. He emphasized that India has at times performed better than expectations.PM Modi addresses Economic Times World Leaders Forum in New Delhi
August 31st, 10:13 pm
Prime Minister Narendra Modi addressed the Economic Times World Leaders Forum. He remarked that India is writing a new success story today and the impact of reforms can be witnessed through the performance of the economy. He emphasized that India has at times performed better than expectations.ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ ଯୋଜନା ଉପରେ ଆୟୋଜିତ ୱେବିନାରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
March 05th, 11:01 am
PM Modi addressed a webinar on Production Linked Incentives scheme organized by Department of Industry and International Trade and NITI Aayog. The PM said that over the past 6-7 years, several successful efforts have been made to encourage Make in India at different levels. He stressed on the need to take a big leap, increase the speed and scale to boost manufacturing.ଉତ୍ପାଦନଭିତ୍ତିକ ପ୍ରୋତ୍ସାହନ ଯୋଜନା-ପିଏଲଆଇ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 05th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ପାଦନଭିତ୍ତିକ ପ୍ରୋତ୍ସାହନ ଯୋଜନା ସମ୍ପର୍କୀତ ଏକ ୱେବିନାରରେ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଉଦ୍ବୋଧନ ଦେଇଛନ୍ତି । ଶିଳ୍ପାୟନ ଓ ଆର୍ନ୍ତଜାତିକ ବାଣିଜ୍ୟ ବିଭାଗ ଓ ନୀତି ଆୟୋଗ ମିଳିତ ଆନୁକୂଲ୍ୟରେ ଏହି ୱେବିନାର ଆୟୋଜିତ ହୋଇଥିଲା ।ଭୂ-ସ୍ଥାନିକ ତଥ୍ୟାବଳୀର ଉତ୍ପାଦନ ଓ ଅଧିଗ୍ରହଣ ସଂକ୍ରାନ୍ତ ନୀତି କୋହଳ ହେବା ଆତ୍ମନିର୍ଭର ଭାରତ ଲକ୍ଷ୍ୟ ହାସଲ ଦିଗରେ ଏକ ବିରାଟ ପଦକ୍ଷେପ: ପ୍ରଧାନମନ୍ତ୍ରୀ
February 15th, 01:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଭୂ-ସ୍ଥାନିକ ତଥ୍ୟାବଳୀ ବା ଜିଓସ୍ପେଶାଲ ଡାଟାର ଅଧିଗ୍ରହଣ ଓ ଉତ୍ପାଦନ ନୀତିକୁ କୋହଳ କରାଯିବା ଆତ୍ମନିର୍ଭର ଭାରତ ଲକ୍ଷ୍ୟ ପୂରଣ ଦିଗରେ ଏକ ବିରାଟ ପଦକ୍ଷେପ ।ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର
February 10th, 04:22 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ଉତ୍ତର ରଖିଛନ୍ତି । ସେ କହିଛନ୍ତି, ରାଷ୍ଟ୍ରପତି ଜୀଙ୍କ ଭାଷଣରେ ଭାରତର ‘ସଙ୍କଳ୍ପ ଶକ୍ତି' ପ୍ରଦର୍ଶିତ ହୋଇଛି । ତାଙ୍କ କଥା ଭାରତବାସୀଙ୍କ ମଧ୍ୟରେ ଆତ୍ମବିଶ୍ୱାସ ବୃଦ୍ଧି କରିଛି । ଶ୍ରୀ ମୋଦୀ ଗୃହର ସଦସ୍ୟମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଆଲୋଚନା ସମୟରେ ସେ ଉଲ୍ଲେଖ କରିଛନ୍ତି ଯେ ବହୁ ସଂଖ୍ୟକ ମହିଳା ସାଂସଦ ଏଥିରେ ଅଂଶଗ୍ରହଣ କରିଥିଲେ ଏବଂ ସେମାନଙ୍କ ଚିନ୍ତାଧାରା ସହିତ ଗୃହ କାର୍ଯ୍ୟକୁ ସମୃଦ୍ଧ କରିଥିବାରୁ ସେ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ଲୋକ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର
February 10th, 04:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ଉତ୍ତର ରଖିଛନ୍ତି । ସେ କହିଛନ୍ତି, ରାଷ୍ଟ୍ରପତି ଜୀଙ୍କ ଭାଷଣରେ ଭାରତର ‘ସଙ୍କଳ୍ପ ଶକ୍ତି' ପ୍ରଦର୍ଶିତ ହୋଇଛି । ତାଙ୍କ କଥା ଭାରତବାସୀଙ୍କ ମଧ୍ୟରେ ଆତ୍ମବିଶ୍ୱାସ ବୃଦ୍ଧି କରିଛି । ଶ୍ରୀ ମୋଦୀ ଗୃହର ସଦସ୍ୟମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଆଲୋଚନା ସମୟରେ ସେ ଉଲ୍ଲେଖ କରିଛନ୍ତି ଯେ ବହୁ ସଂଖ୍ୟକ ମହିଳା ସାଂସଦ ଏଥିରେ ଅଂଶଗ୍ରହଣ କରିଥିଲେ ଏବଂ ସେମାନଙ୍କ ଚିନ୍ତାଧାରା ସହିତ ଗୃହ କାର୍ଯ୍ୟକୁ ସମୃଦ୍ଧ କରିଥିବାରୁ ସେ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ଆଇଆଇଏମ ସମ୍ବଲପୁର, ଓଡ଼ିଶାର ସ୍ଥାୟୀ କ୍ୟାମ୍ପସ ପାଇଁ ଶିଳାନ୍ୟାସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
January 02nd, 11:01 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ପାଇଁ ଶିଳାନ୍ୟାସ କରିଛନ୍ତି । ଏହି ସମାରୋହରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ରମେଶ ପୋଖରିୟାଲ ‘ନିଶଙ୍କ’, କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ, ଇସ୍ପାତ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଉପସ୍ଥିତ ଥିଲେ ।ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ପାଇଁ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ର
January 02nd, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ପାଇଁ ଶିଳାନ୍ୟାସ କରିଛନ୍ତି । ଏହି ସମାରୋହରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ରମେଶ ପୋଖରିୟାଲ ‘ନିଶଙ୍କ’, କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ, ଇସ୍ପାତ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଉପସ୍ଥିତ ଥିଲେ ।Indian economy is recovering at a swift pace and economic indicators are encouraging: PM Modi
December 12th, 11:01 am
PM Modi addressed 93rd Annual General Meeting of FICCI. In his remarks, PM Modi said the Indian economy is recovering at a swift pace and economic indicators are encouraging. He said the world's confidence in India has strengthened over the past months, record FDIs have been received. Further speaking about the farm reforms, he said, With new agricultural reforms, farmers will get new markets, new options.PM Modi delivers keynote address at 93rd Annual General Meeting of FICCI
December 12th, 11:00 am
PM Modi addressed 93rd Annual General Meeting of FICCI. In his remarks, PM Modi said the Indian economy is recovering at a swift pace and economic indicators are encouraging. He said the world's confidence in India has strengthened over the past months, record FDIs have been received. Further speaking about the farm reforms, he said, With new agricultural reforms, farmers will get new markets, new options.Prime Minister’s key note address at Invest India Confernce in Canada
October 08th, 06:45 pm
PM Narendra Modi addressed Invest India Conference in Canada via video conferencing. He presented India as a lucrative option for foreign investment on the agricultural, medical, educational and business front and said that India has emerged as a land of solutions.କାନାଡାରେ ଆୟୋଜିତ ଇନଭେଷ୍ଟ ଇଣ୍ଡିଆ ସମ୍ମିଳନୀର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
October 08th, 06:43 pm
ସମ୍ମିଳନୀରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ କହିଲେ ଯେ ଭାରତ ହେଉଛି ଏକମାତ୍ର ରାଷ୍ଟ୍ର ଯାହା ଏବେ ନିବେଶ ମାପଦଣ୍ଡର ସମସ୍ତ କ୍ଷେତ୍ରରେ ନିର୍ବିବାଦରେ ଉଜ୍ଜ୍ୱଳ ବିନ୍ଦୁ ଭାବେ ଦୃଶ୍ୟମାନ ହେଉଛି । ଭାରତରେ ରାଜନୈତିକ ସ୍ଥିରତା, ନିବେଶ ତଥା ବ୍ୟବସାୟ ଅନୁକୂଳ ନୀତି, ପ୍ରଶାସନିକ କ୍ଷେତ୍ରର ସ୍ୱଚ୍ଛତା, କୁଶଳୀ ତଥା ଅଭିଜ୍ଞ ଶ୍ରମ ଶକ୍ତିର ଭଣ୍ଡାର ଏବଂ ବିଶାଳ ବଜାର ରହିଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ସେ କହିଛନ୍ତି ଯେ ଏବେ ପ୍ରତ୍ୟେକଙ୍କ ପାଇଁ ଭାରତ ସୁଯୋଗର ଭୂମି ପାଲଟିଛି ଏବଂ ସେଥି ମଧ୍ୟରେ ପୁଞ୍ଜି ନିବେଶକାରୀ, ଉତ୍ପାଦକ, ଅଭିନବତ୍ୱ ବାତାବରଣର ସମର୍ଥକ ଏବଂ ଭିତ୍ତିଭୂମି ନିର୍ମାଣକାରୀ କମ୍ପାନୀମାନଙ୍କ ପାଇଁ ବିଶେଷ ସୁଯୋଗ ରହିଛି ।ପ୍ରତିରକ୍ଷା ଉତ୍ପାଦନ କ୍ଷେତ୍ରରେ ଆତ୍ମନିର୍ଭର ଭାରତ ଉପରେ ଆୟୋଜିତ ସେମିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 27th, 05:11 pm
ଭାରତରେ ପ୍ରତିରକ୍ଷା ଉତ୍ପାଦନ ସହ ଜଡ଼ିତ ସମସ୍ତ ଗୁରୁତ୍ୱପୂର୍ଣ୍ଣ ଅଂଶୀଦାର ଆଜି ଏଠାରେ ଉପସ୍ଥିତ ଥିବା ଦେଖି ମୁଁ ଆନନ୍ଦିତ। ଏହି ସେମିନାର ଆୟୋଜନ ନିମନ୍ତେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ମହାଶୟ ଏବଂ ତାଙ୍କର ସମସ୍ତ ସହଯୋଗୀମାନଙ୍କୁ ମୁଁ ଅନେକ ଅନେକ ଶୁଭକାମନା ଜଣାଉଛି। ଆଜି ଏଠାରେ ଅନୁଷ୍ଠିତ ଏହି ମନ୍ଥନରୁ ଯେଉଁ ଫଳାଫଳ ମିଳିବ, ତାହା ପ୍ରତିରକ୍ଷା ଉତ୍ପାଦନ କ୍ଷେତ୍ରରେ ଆତ୍ମନିର୍ଭରତା ନିମନ୍ତେ ଆମର ପ୍ରୟାସକୁ ଆହୁରି ଶକ୍ତି ଓ ଗତି ପ୍ରଦାନ କରିବ। ଆପଣମାନେ ଯେଉଁ ପରାମର୍ଶ ଦେଇଛନ୍ତି, ବିଚାରବିମର୍ଶ କରିଛନ୍ତି ତାହା ଆଗାମୀ ଦିନରେ ବିଶେଷ ଉପକାରସିଦ୍ଧ ହେବ।ପ୍ରତିରକ୍ଷା ବିନିର୍ମାଣ କ୍ଷେତ୍ରରେ ଆତ୍ମନିର୍ଭର ଭାରତ ସେମିନାରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 27th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ପ୍ରତିରକ୍ଷା ମାନୁଫାକ୍ଚରିଂରେ ଆତ୍ମନିର୍ଭର ଭାରତ ଉପରେ ଆୟୋଜିତ ସେମିନାରକୁ ସମ୍ବୋଧିତ କରିଛନ୍ତି । ପ୍ରତିରକ୍ଷା ମାନୁଫାକ୍ଚରିଂ (ବିନିର୍ମାଣ)ରେ ଆତ୍ମନିର୍ଭର ହେବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରି ପ୍ରଧାନମନ୍ତ୍ରୀ କହିଲେ, ପ୍ରତିରକ୍ଷା ଉତ୍ପାଦନକୁ ତ୍ୱରାନ୍ୱିତ କରିବା, ନୂଆ ଟେକ୍ନୋଲୋଜିର ବିକାଶ ଏବଂ ପ୍ରତିରକ୍ଷା କ୍ଷେତ୍ରରେ ଘରୋଇ କମ୍ପାନୀଙ୍କ ଭୂମିକାକୁ ଗୁରୁତ୍ୱ ଦେବା ଆମର ଲକ୍ଷ୍ୟ ।74ତମ ସ୍ୱାଧୀନତା ଦିବସ ସମାରୋହ-ଅଗଷ୍ଟ 15, 2020 ଅବସରରେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
August 15th, 02:49 pm
ଆଜି ଆମେ ସ୍ୱାଧୀନ ଭାରତରେ ଶାନ୍ତିରେ ନିଶ୍ୱାସ ନେଉଛୁ, ଏହା ପଛରେ ମା’ ଭାରତୀଙ୍କ ଲକ୍ଷ ଲକ୍ଷ ସନ୍ତାନଙ୍କ ତ୍ୟାଗ, ବଳିଦାନ ଓ ଦେଶକୁ ସ୍ୱାଧୀନ କରିବା ଲାଗି ସମର୍ପଣ ରହିଛି । ଆଜି ସେ ସମସ୍ତ ସ୍ୱାଧୀନତା ସଂଗ୍ରାମୀ, ବୀର ଯୋଦ୍ଧା ଓ ଶହୀଦମାନଙ୍କୁ ପ୍ରଣାମ କରିବାର ପର୍ବ ।74ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାର ପ୍ରାଚୀର ଉପରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦ୍ବୋଧନ
August 15th, 02:38 pm
ମୋର ପ୍ରିୟ ଦେଶବାସୀ, ଆଜିର ଏହି ଶୁଭ ଅବସରରେ ଆପଣମାନଙ୍କୁ ମୁଁ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରୁଛି ।India celebrates 74th Independence Day
August 15th, 07:11 am
Prime Minister Narendra Modi addressed the nation on the occasion of 74th Independence Day. PM Modi said that 130 crore countrymen should pledge to become self-reliant. He said that it is not just a word but a mantra for 130 crore Indians. “Like every young adult in an Indian family is asked to be self-dependent, India as nation has embarked on the journey to be Aatmanirbhar”, said the PM.କିର୍ଲୋସ୍କର ଗ୍ରୁପର ଶତାବ୍ଦୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 06th, 06:33 pm
ଆପଣମାନଙ୍କୁ ସମସ୍ତଙ୍କୁ ନବ ବର୍ଷର ଅନେକ ଅନେକ ଶୁଭକାମନା । କିର୍ଲୋସ୍କର ଗ୍ରୁପ ପାଇଁ ଏହା ହେଉଛି ଦୁଇଟି ଉତ୍ସବ ପାଳନ କଲାଭଳି । ରାଷ୍ଟ୍ରନିର୍ମାଣରେ ଯୋଗଦାନର ଶହେ ବର୍ଷ ପୂରଣ ହେଉଛି ଏବଂ କିର୍ଲୋସ୍କର ଗ୍ରୁପଙ୍କୁ ମୁଁ ବହୁତ ବହୁତ ଶୁଭେଚ୍ଛା ଜଣାଉଛି ।କିର୍ଲୋସ୍କର ବ୍ରଦର୍ସ ଲିଃର ଶତବାର୍ଷିକୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନ
January 06th, 06:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ଆୟୋଜିତ କିର୍ଲୋସ୍କର ବ୍ରଦର୍ସ ଲିଃ (କେବିଏଲ)ର ଶତବାର୍ଷିକୀ ସମାରୋହରେ ଯୋଗ ଦେଇଥିଲେ । କେବିଏଲକୁ ଶହେ ବର୍ଷ ପୂର୍ତ୍ତି ଉପଲକ୍ଷେ ପ୍ରଧାନମନ୍ତ୍ରୀ ଏକ ସ୍ମାରକୀ ଡାକ ଟିକେଟ ଉନ୍ମୋଚନ କରିଥିଲେ । ପ୍ରଧାନମନ୍ତ୍ରୀ ମଧ୍ୟ କିର୍ଲୋସ୍କର ବ୍ରଦର୍ସର ପ୍ରତିଷ୍ଠାତା ସ୍ୱର୍ଗତ ଶ୍ରୀ ଲକ୍ଷ୍ମଣରାଓ କିର୍ଲୋସ୍କରଙ୍କ ଜୀବନୀ ପୁସ୍ତକର ହିନ୍ଦୀ ସଂସ୍କରଣ ‘ଯାନ୍ତ୍ରିକ କୀ ଯାତ୍ରା-ଯନ୍ତ୍ର ନିର୍ମାଣ କରିଥିବା ବ୍ୟକ୍ତି’କୁ ଉନ୍ମୋଚନ କରିଥିଲେ ।